Full Screen தமிழ் ?
   🏠  Lyrics  Chords  Bible 

Numbers 7:78 in Tamil

Numbers 7:78 Bible Numbers Numbers 7

எண்ணாகமம் 7:78
பன்னிரண்டாம் நாளில் ஏனானின் குமாரனாகிய அகீரா என்னும் நப்தலி புத்திரரின் பிரபு காணிக்கை செலுத்தினான்.

Cross Reference

ଦିତୀୟ ରାଜାବଳୀ 24:2
ତେଣୁ ସଦାପ୍ରଭୁ ଯିହାୟୋଦାରକୀମ୍ଙ୍କ ବିରୁଦ୍ଧ ରେ କଲ୍ଦୀଯ ସୈନ୍ଯଦଳ, ଅରାମୀଯ ସୈନ୍ଯଦଳ, ମାୟୋବୀଯ ସୈନ୍ଯଦଳ ଓ ଅମ୍ମାନେ-ସନ୍ତାନ ମାନଙ୍କ ସୈନ୍ଯଦଳ ପ୍ ରରଣେ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ଯଦ୍ବକ୍ତାମାନଙ୍କ ଦ୍ବାରା ଯାହା କହିଥିଲେ, ସହେି ବାକ୍ଯାନୁସା ରେ ଯିହୁଦାକୁ ବିନାଶ କରିବା ପାଇଁ ତା' ବିରୁଦ୍ଧ ରେ ସମାନଙ୍କେୁ ପ୍ ରରଣେ କଲେ।

ଦିତୀୟ ରାଜାବଳୀ 3:7
ତତ୍ପରେ ଯିହାରୋମ୍ ଯିହୁଦାର ରାଜା ଯିହାଶାଫେଟ୍ଙ୍କ ନିକଟକୁ ଦୂତ ପଠାଇ କହିଲେ, ମାୟୋବର ରାଜା ମାେ ବିରୁଦ୍ଧ ରେ େଦ୍ରାହାଚରଣ କରିଛି, ତୁମ୍ଭେ ମାେ ସହିତ ୟୁଦ୍ଧ କରିବାକୁ ମାୟୋବ ବିରୁଦ୍ଧ ରେ ୟିବ କି?

ରେରିତମାନଙ୍କ କାର୍ଯ୍ୟର ବିବରଣ 8:2
କେତକେ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲେ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ। ସହେିଦିନ ୟିରୂଶାଲମ ରେ ଥିବା ବିଶ୍ବାସୀମାନଙ୍କ ବିରୁଦ୍ଧ ରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ ରରେିତମାନଙ୍କ ବ୍ଯତୀତ ଅନ୍ୟ ସମସ୍ତ ବିଶ୍ବାସୀ ୟିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନ ରେ ଛିନ୍ନଭିନ୍ନ ହାଇଗେଲେ।

ଦିତୀୟ ବଂଶାବଳୀ 24:16
ଲୋକମାନେ ୟିହୋଯାଦାଙ୍କୁ ଦାଉଦଙ୍କ ନଗର ରେ, ଯେଉଁଠା ରେ ରାଜାମାନେ କବରପ୍ରାପ୍ତ ହାଇେଛନ୍ତି, ସହେିଠା ରେ କବର ଦେଲେ। ଲୋକମାନେ ସହେି ସ୍ଥାନ ରେ ୟିହୋଯାଦାଙ୍କୁ କବର ଦେଲେ, କାରଣ ସେ ଆପଣାର ଜୀବନକାଳ ରେ ଇଶ୍ରାୟେଲ ମଧିଅରେ ପରମେଶ୍ବରଙ୍କ ନିମନ୍ତେ ଓ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ବହୁତ ଉତ୍ତମ କର୍ମ କରିଥିଲେ।

ଦିତୀୟ ରାଜାବଳୀ 6:23
ଇଶ୍ରାୟେଲର ରାଜା ସମାନଙ୍କେ ପାଇଁ ପ୍ରଚୁର ଖାଦ୍ୟ ପ୍ରସ୍ତୁତ କଲେ। ଅରାମୀଯମାନେ ପାନ ଓ ଭୋଜନ କଲାପରେ ସେ ସମାନଙ୍କେୁ ନିଜ ନିଜ ଘରକୁ ଫରେି ୟିବାକୁ ବିଦାଯ ଦେଲେ। ଅରାମର ସୈନ୍ଯମାନେ ନିଜ ନିଜ ମହାଶୟଙ୍କ ନିକଟକୁ ଫରେିଗଲେ। ଏହାପରେ ଅରାମର ସୈନ୍ଯଦଳ ଆଉ କବେେ ଇଶ୍ରାୟେଲକୁ ୟୁଦ୍ଧ ରେ ଆକ୍ରମଣ କରିବାକୁ ଆସିଲେ ନାହିଁ।

ଦିତୀୟ ରାଜାବଳୀ 5:2
ଅରାମୀଯମାନେ ସୈନ୍ଯଦଳ ଦ୍ବାରା ଇଶ୍ରାୟେଲ ବିରୁଦ୍ଧ ରେ ଲଢୁଥିଲେ। ସମାନେେ ସମାନଙ୍କେର ଦାସ କରିବାକୁ ଇଶ୍ରାୟେଲରୁ ଘନେି ଆସୁଥିଲେ। ଏକ ସମୟରେ ସମାନେେ ଗୋଟିଏ େଛାଟ ବାଳିକା ନଇେ ଆସିଥିଲେ। ସହେି ବାଳିକାଟି ନାମାନ୍ ଭାର୍ୟ୍ଯାର ଦାସୀ ହେଲା।

ଦିତୀୟ ରାଜାବଳୀ 3:24
ଯେତବେେଳେ ମାୟୋବୀଯମାନେ ଇଶ୍ରାୟେଲୀୟମାନଙ୍କ ଶିବିର ରେ ପହନ୍ଚିଲେ, ଇଶ୍ରାୟେଲୀୟମାନେ ସମାନଙ୍କେୁ ଆକ୍ରମଣ କଲେ। ସମାନେେ ୟୁଦ୍ଧ ଭୂମିରୁ ପଳାଯନ କଲେ। ଇଶ୍ରାୟେଲୀୟ ଲୋକମାନେ ସମାନଙ୍କେୁ ଘଉଡାଇ ଦଇେ ମାୟୋବ ଭିତରୁ ପ୍ରବେଶ କଲେ।

ଦିତୀୟ ରାଜାବଳୀ 3:5
ମାତ୍ର ଆହାବ୍ଙ୍କ ମୃତ୍ଯୁପରେ ମାୟୋବର ରାଜା ଇଶ୍ରାୟେଲର ରାଜାଙ୍କ ବିରୁଦ୍ଧାଚରଣ କଲେ।

ବିଚାରକର୍ତାମାନଙ୍କ ବିବରଣ 6:3
ସମାନେେ ଏହିପରି କଲେ, କାରଣ ମିଦିଯନୀଯ ଓ ଅମାଲକେୀଯ ଓ ପୂର୍ବ ଦେଶିଯ ଗୋଷ୍ଠୀମାନେ ସର୍ବଦା ଆସି ସମାନଙ୍କେର ଫସଲ ନଷ୍ଟ କରି ଦେଉଥିଲେ।

ବିଚାରକର୍ତାମାନଙ୍କ ବିବରଣ 3:12
ଏହାପରେ ଇଶ୍ରାୟେଲର ଲୋକମାନେ ସହେିସବୁ କଲେ, ଯାହା ସଦାପ୍ରଭୁ ମନ୍ଦ ବୋଲି କହିଥିଲେ। ତେଣୁ ସଦାପ୍ରଭୁ ଇଗ୍ଲୋନ, ମାୟୋବର ରାଜା ଶକ୍ତିଶାଳୀ ଇଶ୍ରାୟେଲର ଲୋକମାନଙ୍କୁ ହରାଇବାକକ୍ସ୍ଟ ତିଆରି କଲେ।


எண்ணாகமம் 7:78 in English

panniranndaam Naalil Aenaanin Kumaaranaakiya Ageeraa Ennum Napthali Puththirarin Pirapu Kaannikkai Seluththinaan.


Tags பன்னிரண்டாம் நாளில் ஏனானின் குமாரனாகிய அகீரா என்னும் நப்தலி புத்திரரின் பிரபு காணிக்கை செலுத்தினான்
Numbers 7:78 in Tamil Concordance Numbers 7:78 in Tamil Interlinear Numbers 7:78 in Tamil Image

Read Full Chapter : Numbers 7