அப்போஸ்தலர் 3:1
ஜெபவேளையாகிய ஒன்பதாம் மணி நேரத்திலே பேதுருவும் யோவானும் தேவாலயத்துக்குப் போனார்கள்.
Cross Reference
ଯିହୋଶୂୟ 24:15
ଯଦି ସଦାପ୍ରଭୁଙ୍କ ସବୋ ତକ୍ସ୍ଟମ୍ଭ ଦୃଷ୍ଟି ରେ ମନ୍ଦ ଦିଶେ। ତବେେ ତୁମ୍ଭମାନେେ କାହାର ସବୋ କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନବୋକକ୍ସ୍ଟ ପଡିବ ଯେ ତୁମ୍ଭେ କାହାର ସବୋ କରିବ। ତୁମ୍ଭେ କ'ଣ ତକ୍ସ୍ଟମ୍ଭ ପୂର୍ବପୁରୁଷଗଣ ଇଉଫ୍ ରଟେିସ୍ ନଦୀ ସପୋରୀ ରେ ଥିବା ଦବେତାଗଣଙ୍କକ୍ସ୍ଟ ପୂଜା କରିବ? କିମ୍ବା ସହେି ଦେଶ ରେ ବାସ କରିଥିବା ଇ ମାରେୀଯମାନଙ୍କର ଦବେତାଙ୍କୁ ପୂଜା କରିବ କି? ତୁମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁ ଓ ମାରେପରିବାରବର୍ଗ ସହେି ସଦାପ୍ରଭୁ ପରମେଶଓରଙ୍କୁ ସବୋ କରିବକ୍ସ୍ଟ!
ପ୍ରଥମ ରାଜାବଳୀ 18:21
ଏଲିଯ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ସମ୍ ବୋଧନ କଲେ, ତୁମ୍ଭମାନେେ କେତକୋଳ ଦ୍ବିମତ ମଧିଅରେ ସନ୍ଦହେ ରେ ରହିବ? ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ହୁଅ, ଯଦି ତୁମ୍ଭେ ତାଙ୍କୁ ସତ୍ଯ ଭାବୁଛ। ଅନ୍ୟ ପକ୍ଷ ରେ ଯଦି ବାଲ ଦବେତା ସତ୍ଯ ବୋଲି ଭାବୁଛ, ତାଙ୍କୁ ଅନୁସରଣ କର।
ମାର୍କଲିଖିତ ସୁସମାଚାର 15:9
ପୀଲାତ ଲୋକମାନଙ୍କୁ ପଚାରିଲେ, ତୁମ୍ଭମାନେେ କ'ଣ ଚାହୁଁଛ ଯେ ମୁଁ ତୁମ୍ଭମାନଙ୍କ ପାଇଁ ଯିହୂଦୀମାନଙ୍କ ରାଜାଙ୍କୁ ଛାଡି ଦିଏ?
ଯୋହନଲିଖିତ ସୁସମାଚାର 19:15
ଯିହୂଦୀମାନେ ଚିତ୍କାର କଲେ, ତାକୁ ଦୂରକୁ ନଇଯାେଅ। ତାକୁ କୃଶ ରେ କଣ୍ଟାବିଦ୍ଧ କରି ମାରିଦିଅ।
ମାଥିଉଲିଖିତ ସୁସମାଚାର 1:16
ଯାକୁବ ଯୋଷଫଙ୍କେ ବାପା।
ମାଥିଉଲିଖିତ ସୁସମାଚାର 27:21
ରାଜ୍ଯପାଳ ପୀଲାତ ପଚ଼ାରିଲେ, ବାରବ୍ବା ଓ ଯୀଶୁ ଏହି ଦୁଇଜଣ ବନ୍ଦୀଙ୍କ ମଧ୍ଯରୁ ତୁମ୍ଭମାନଙ୍କ ପାଇଁ କାହାକୁ ମୁକ୍ତ କରିଦବୋ ତୁମ୍ଭମାନେେ ଚାହୁଁଛ?
அப்போஸ்தலர் 3:1 in English
Tags ஜெபவேளையாகிய ஒன்பதாம் மணி நேரத்திலே பேதுருவும் யோவானும் தேவாலயத்துக்குப் போனார்கள்
Acts 3:1 in Tamil Concordance Acts 3:1 in Tamil Interlinear Acts 3:1 in Tamil Image
Read Full Chapter : Acts 3