Bible

John 13 - ORIYA (Bengali)

1 ସେତବେେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସମୟ ପ୍ରାୟ ହାଇଯୋଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡି ୟିବାର ସମୟ ଉପସ୍ଥିତ ହାଇଗେଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫରେିଯିବେ। ସେ ସବୁବେଳେ ଏହି ଜଗତ ରେ ଥିବା ତାହାଙ୍କ ନିଜର ହାଇଯୋଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସମାନଙ୍କେ ପ୍ରତି ତାହାଙ୍କର ଗଭୀର ଓ ଚୁଡାନ୍ତ ପ୍ ରମେ ଦଖାଇେଥିଲେ।ইহুদীদের নিস্তারপর্বের ঠিক পূর্বে যীশু বুঝতে পারলেন, য়ে এই জগত ছেড়ে পিতার কাছে তাঁর যাবার সময় হয়ে এসেছে৷ যীশু পৃথিবীতে তাঁর আপনজনদের সব সময় ভালবেসেছেন৷ এবার তিনি তাদের প্রতি তাঁর ভালবাসার চূড়ান্ত প্রমাণ দিলেন৷

2 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସନ୍ଧ୍ଯା ଭୋଜନ ରେ ବସିଥିଲେ। ଶିମାନରେ ପୁତ୍ର ଈଷ୍କରିଯୋଥ ୟିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧ ରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।যীশু ও তাঁর শিষ্যরা সান্ধ্য় আহার করছিলেন৷ দিযাবল ইতিমধ্যে শিমোন ঈষ্করিযোতের ছেলে যিহূদাকে প্ররোচিত করেছে যীশুকে শত্রুর হাতে তুলে দেওযার জন্য৷

3 ପରମପିତା ଯୀଶୁଙ୍କୁ ସବୁ ବିଷୟ ରେ କ୍ଷମତା ଦଇେଥିଲେ। ଯୀଶୁ ଏହା ଜାଣିଥିଲେ। ସେ ପରମେଶ୍ବରଙ୍କଠାରୁ ଆସିଛନ୍ତି, ବୋଲି ମଧ୍ଯ ଜାଣିଥିଲେ। ସେ ତାହାଙ୍କ ପାଖକୁ ଫରେିଯାଉଛନ୍ତି ବୋଲି ମଧ୍ଯ ଜାଣିଥିଲେ।যীশু বুঝলেন য়ে পিতা তাঁকে সব কিছুর ওপর ক্ষমতা দিয়েছেন, তিনি ঈশ্বরের কাছ থেকে এসেছেন, আর ঈশ্বরের কাছে ফিরে যাচ্ছেন৷

4 ସମାନେେ ଖାଇବା ସମୟରେ ଯୀଶୁ ଠିଆ ହାଇେ ପିନ୍ଧିଥିବା ଲମ୍ବା ପୋଷାକଟି ଖାଲିେ ଦେଲେ। ସେ ଅଣ୍ଟା ରେ ଗୋଟିଏ ତଉଲିଆ ଗୁଡଇେ ହାଇେ ପଡିଲେ।তখন তিনি ভোজের আসর থেকে উঠে দাঁড়ালেন, তাঁর উপরের জামাটা খুলে রেখে একটি গামছা কোমরে জড়ালেন৷

5 ତା'ପରେ ସେ ପାତ୍ର ରେ ଜଳ ଭର୍ତ୍ତି କଲେ ଓ ଶିଷ୍ଯମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟା ରେ ବାନ୍ଧିଥିବା ତଉଲିଆ ରେ ସମାନଙ୍କେର ପାଦ ପୋଛିଲେ।তারপর গামলায় জল ঢেলে শিষ্যদের পা ধুইয়ে দিতে লাগলেন, আর য়ে গামছাটি কোমরে জড়িয়ে ছিলেন সেটি দিয়ে তাঁদের পা মুছিয়ে দিতে লাগলেন৷

6 ଯୀଶୁ ଶିମାନେ ପିତରଙ୍କ ପାଖକୁ ଆସିଲେ। କିନ୍ତୁ ପିତର ତାହାଙ୍କୁ କହିଲେ, ପ୍ରଭୁ, ତୁମେ ମାରେ ପାଦ ଧୋଇବା ଉଚିତ ନୁହେଁ।এইভাবে তিনি শিমোন পিতরের কাছে এলে পিতর যীশুকে বললেন, ‘প্রভু, আপনি কেন আমার পা ধুইয়ে দেবেন?’

7 ଯୀଶୁ କହିଲେ, ତୁମେ ଏବେ ଜାଣିପାରୁ ନାହଁ ଯେ, ମୁଁ କ'ଣ କରୁଛି। କିନ୍ତୁ ପରେ ତୁମେ ବୁଝିବ।এর উত্তরে যীশু তাঁকে বললেন, ‘আমি যা করছি, তুমি এখন তা বুঝতে পারছ না, কিন্তু পরে বুঝবে৷’

8 ପିତର କହିଲେ, ନା, ଆପଣ ମାେ ପାଦ କବେେ ଧୋଇବେ ନାହିଁ।পিতর তাঁকে বললেন, ‘আপনি কখনও আমার পা ধুইয়ে দেবেন না৷’যীশু তাঁকে বললেন, ‘আমি যদি তোমার পা না ধুইয়ে দিই, তাহলে আমার সঙ্গে তোমার কোন সম্পর্ক থাকবে না৷’

9 ଶିମାନେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ତୁମେ ମାରେ ପାଦ ଧୋଇବା ପରେ ମାରେ ହାତ ଓ ମୁଣ୍ଡ ମଧ୍ଯ ଧୋଇ ଦିଅ।শিমোন পিতর তাঁকে বললেন, ‘প্রভু, আপনি কেবল আমার পা নয়, হাত ও মাথা ধুইয়ে দিন!’

10 ଯୀଶୁ କହିଲେ, ଜଣେ ଲୋକ ସ୍ନାନ କରିବାପରେ ତା'ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହାଇଯୋଏ। କବଳେ ତା'ର ପାଦ ସେ ଧୋଇବ ଦରକାର। ମୁଁ ଜାଣେ ତୁମ୍ଭମାନେେ ପରିଷ୍କାର ହାଇେଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।যীশু তাঁকে বললেন, ‘য়ে স্নান করেছে তার পা ধোযা ছাড়া আর কিছু দরকার নেই, আর তো সর্বাঙ্গ পরিষ্কার হয়েছে৷ তোমরাও পরিষ্কার হয়েছ, কিন্তু সকলে নও৷’

11 ଯୀଶୁ ଜାଣିଥିଲେ ଯେ କିଏ ତାହାଙ୍କ ବିରୁଦ୍ଧ ରେ ଉଠିବ, ତେଣୁ ସେ କହିଲେ, ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହଁନ୍ତି।যীশু জানতেন য়ে একজন তাঁকে ধরিয়ে দেবে, সেই কারণেই তিনি বললেন, ‘তোমরা সকলে পরিষ্কার নও৷’

12 ଯୀଶୁ ଶିଷ୍ଯମାନଙ୍କ ପାଦ ଧୋଇ ସାରିଲେ। ତା'ପରେ ସେ ଲୁଗାପଟା ପିନ୍ଧି ମଜେ ପାଖ ରେ ପୁଣି ବସିଲେ, ଯୀଶୁ ପଚାରିଲେ, ମୁଁ ତୁମ ପାଇଁ କ'ଣ କଲି, ତୁମ୍ଭେ ତାହା ବୁଝିପାରିଲ କି?তাদের পা ধোযানো শেষ করে তিনি আবার তাঁর উপরের জামাটি পরলেন ও টেবিলে তাঁর জায়গায় ফিরে এসে তাদের বললেন, ‘আমি তোমাদের প্রতি কি করলাম তা বুঝতে পারলে?

13 ତୁମେ ମାେତେ 'ଗୁରୁ' ଓ 'ପ୍ରଭୁ' କହୁଛ। ଅବଶ୍ଯ, ଏହା ଠିକ୍, କାରଣ ମୁଁ ତାହା ଅଟେ।তোমরা আমায় ‘গুরু’ ও ‘প্রভু’ বলে থাকো; আর তোমরা তা ঠিকই বল, কারণ আমি তা-ই৷

14 ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସବେକ ରୂପେ ଧୋଇଲି। ତେଣୁ ତୁମେ ମଧ୍ଯ ପରସ୍ପରର ପାଦ ଧୋଇବା ଉଚିତ।তাই আমি প্রভু ও গুরু হয়ে যদি তোমাদের পা ধুইয়ে দিই, তাহলে তোমাদেরও উচিত পরস্পরের পা ধোযানো৷

15 ମୁଁ ଏହା ତୁମ୍ଭ ପାଇଁ ଗୋଟିଏ ଆଦର୍ଶ ସ୍ବରୂପ କଲି। ତେଣୁ ତୁମ୍ଭେ ପରସ୍ପର ମଧିଅରେ ଏହିପରି କରିବ।আমি তোমাদের কাছে এক দৃষ্টান্ত স্থাপন করলাম, য়েন আমি তোমাদের প্রতি য়েমন করলাম, তোমরাও তেমনি কর৷

16 ମୁଁ ଏହା ସତ୍ଯ କହୁଛି, ଜଣେ ସବେକ ତାର ପ୍ରଭୁଠାରୁ ବଡ ନୁହେଁ। ଯେଉଁ ଲୋକକୁ କିଛି କାର୍ୟ୍ଯ କରିବା ପାଇଁ ପଠାଯାଇଛି, ସେ ପ୍ ରରଣକେର୍ତ୍ତାଙ୍କଠାରୁ ବଡ ନୁହେଁ।আমি তোমাদের সত্যি বলছি, চাকর তার মনিবের থেকে বড় নয়, আর দূত তার প্রেরণকর্তার থেকে বড় নয়৷

17 ଯଦି ତୁମ୍ଭେ ଏହା ସବୁ ଜାଣ ତବେେ ତୁମ୍ଭେ ଏହି କାର୍ୟ୍ଯ କରି ଖୁସି ହବେ।য়েহেতু তোমরা এসব জান, এইগুলি পালন কর, তাহলে তোমরা সুখী হবে৷

18 ମୁଁ ତୁମ୍ଭ ସମସ୍ତଙ୍କ ବିଷୟ ରେ କହୁନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସମାନଙ୍କେୁ ଜାଣେ। କିନ୍ତୁ ଶାସ୍ତ୍ର ରେ ଯାହା ଲଖାେଅଛି, ତାହା ନିଶ୍ଚୟ ଘଟିବ: ' ଯେଉଁଲୋକ ମାେ ସହିତ ଖାଏ, ସେ ମାେ ବିରୁଦ୍ଧ ରେ ଠିଆ ହବେ।'‘আমি তোমাদের সকলের বিষয়ে বলছি না৷ আমি জানি, কাদের আমি মনোনীত করেছি৷ কিন্তু শাস্ত্রে য়ে কথা লেখা হয়েছে তা অবশ্যই পূর্ণ হবে, ‘য়ে আমার সঙ্গে আহার করল, সেই আমার বিরুদ্ধে গেল৷’

19 ବର୍ତ୍ତମାନ ଏହା ନ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଏକଥା କହୁଛି। ତେଣୁ ଯେତବେେଳେ ଏହା ଘଟିବ, ତୁମ୍ଭେ ବିଶ୍ବାସ କରିବ, ମୁଁ ସହେି ଅଟେ।এসব ঘটবার আগেই আমি তোমাদের এসব বলছি, যাতে যখন এসব ঘটবে, তোমরা বিশ্বাস করবে য়ে আমিই তিনি৷

20 ମୁଁ ତୁମ୍ଭକୁ ସତ୍ଯ କହୁଛି, ମାେତେ ପଠାଇଥିବା ବ୍ଯକ୍ତିକୁ ୟିଏ ଗ୍ରହଣ କରେ ସେ ମାେତେ ଗ୍ରହଣ କରେ। ମାେତେ ଯେଉଁ ଲୋକ ଗ୍ରହଣ କରେ, ସେ ମାରେ ପ୍ ରରଣକେର୍ତ୍ତାଙ୍କୁ ମଧ୍ଯ ଗ୍ରହଣ କରେ।আমি তোমাদের সত্যি বলছি, আমি যাকে পাঠাবো তাকে য়ে গ্রহণ করবে, সে আমাকেই গ্রহণ করবে৷ আর য়ে আমাকে গ্রহণ করে, আমায় যিনি পাঠিয়েছেন, সে তাঁকেও গ্রহণ করে৷’

21 ଯୀଶୁ ଏକଥା କହିବା ପରେ ସେ ବହୁତ ଦୁଃଖିତ ହେଲେ। ସେ ମୁକ୍ତ ରେ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନଙ୍କ ମଧ୍ଯରୁ ଜଣେ ମାେ ବିରୁଦ୍ଧ ରେ ୟିବ।এই কথা বলার পর যীশু খুবই উদ্বিগ্ন হলেন, আর খোলাখুলিই বললেন, ‘আমি তোমাদের সত্যি বলছি, তোমাদের মধ্যে একজন আমাকে ধরিয়ে দেবে৷’

22 ଯୀଶୁଙ୍କର ଶିଷ୍ଯମାନେ ସମସ୍ତେ ପରସ୍ପରକୁ ଚାହିଁଲେ। ସମାନେେ ବୁଝି ପାରିଲେ ନାହିଁ ଯେ ଯୀଶୁ କାହା ବିଷୟ ରେ କହୁଛିନ୍ତି।শিষ্যরা পরস্পরের দিকে তাকাতে লাগলেন, আদৌ বুঝতে পারলেন না কার বিষয়ে তিনি বলছেন৷

23 ଯୀଶୁଙ୍କ ପାଖ ରେ ଆଉ ଜଣେ ଶିଷ୍ଯ ବସିଥିଲା। ଯୀଶୁ ତାହାକୁ ବହୁତ ଭଲ ପାଉଥିଲେ।যীশুর শিষ্যদের মধ্যে একজন ছিলেন যাকে যীশু খুবই ভালবাসতেন, তিনি যীশুর গায়ের ওপর হেলান দিয়ে ছিলেন৷

24 ଶିମାନେ ପିତର, ସହେି ଶିଷ୍ଯକୁ ଯୀଶୁ କାହା ସମ୍ବନ୍ଧ ରେ କହୁଛନ୍ତି ତାହା ତାହାଙ୍କୁ ପଚାରିବା ପାଇଁ ଠାରିଲେ।শিমোন পিতর এই শিষ্যকে ইশারা করলেন এবং যীশুকে জিজ্ঞেস করতে বললেন য়ে উনি কার সম্পর্কে বলছেন৷

25 ସେ ଷ୍ଯ ଜଣକ ଯୀଶୁଙ୍କର ବକ୍ଷସ୍ଥଳ ରେ ଆହୁରି ଆଉଜି ପଡି ପଚାରିଲେ, ପ୍ରଭୁ କିଏ ତୁମ୍ଭ ବିରୁଦ୍ଧ ରେ ୟିବ?তখন তিনি যীশুর বুকের উপর ঝুঁকে পড়ে তাঁকে জিজ্ঞেস করলেন, ‘প্রভু, সে কে?’

26 ଯୀଶୁ ଉତ୍ତର ଦେଲେ, ମୁଁ ଏହି ରୋଟୀ ଖଣ୍ଡିକ ପାତ୍ର ରେ ବୁଡଇେ ଯାହାକୁ ଦବେି, ସହେି ଲୋକ ମାେ ବିରୁଦ୍ଧ ରେ ୟିବ। ତେଣୁ ଯୀଶୁ ଖଣ୍ଡେ ରୋଟୀ ନଇେ ପାତ୍ର ରେ ବୁଡାଇଲେ ଓ ଶିମାନଙ୍କେ ପୁତ୍ର ଈଷ୍କରିଯୋଥ ୟିହୂଦାକୁ ଦେଲେ।যীশু বললেন, ‘আমি রুটির টুকরোটি বাটিতে ডুবিয়ে যাকে দেব সে-ই সেই লোক৷’ এরপর তিনি রুটির টুকরো ডুবিয়ে শিমোন ঈষ্করিযোতের ছেলে যিহূদাকে দিলেন৷

27 ୟିହୂଦା ରୋଟୀ ନଲୋ ବେଳେ ଶୟତାନ ତା' ଭିତ ରେ ପ୍ରବେଶ କଲା। ଯୀଶୁ ୟିହୂଦାକୁ କହିଲେ, ତୁମ୍ଭେ ଯାହା କରିବା କଥା, ତାହା ଶୀଘ୍ର କର।যিহূদা রুটির টুকরোটি নেওযার পর শয়তান তার মধ্যে ঢুকে পড়ল৷ এরপর যীশু তাকে বললেন, ‘তুমি যা করতে যাচ্ছ তা তাড়াতাড়ি করোগে যাও৷’

28 ଯୀଶୁ ଏକଥା ୟିହୂଦାଙ୍କୁ କାହିଁକି କହିଲେ ତାହା ମଜେ ପାଖ ରେ ବସିଥିବା ଲୋକମାନଙ୍କ ଭିତରୁ କହେି ହେଲେ ବୁଝିପାରିଲେ ନାହିଁ।কিন্তু যাঁরা তাঁর সঙ্গে খাবার টেবিলে খেতে বসেছিলেন, তাঁদের মধ্যে কেউই বুঝতে পারলেন না তিনি কেন তাকে একথা বললেন৷

29 ୟିହୂଦା ଦଳର ସାମୂହିକ ଟଙ୍କା ବାକ୍ସ ନିଜ ପାଖ ରେ ରଖୁଥିଲା। ତେଣୁ କେତକେ ଶିଷ୍ଯ ଭାବିଲେ ଯେ ଯୀଶୁ ତାକୁ ପର୍ବ ପାଇଁ କିଛି କିଣିବାକୁ କହିଲେ। କିଅବା ସମାନେେ ଏକଥା ମଧ୍ଯ ଭାବିଲେ, ଯୀଶୁ ବୋଧେ ୟିହୂଦାକୁ ଦରିଦ୍ରମାନଙ୍କୁ କିଛି ଦାନ ଦବୋ ପାଇଁ କହିଲେ।কেউ কেউ মনে করলেন, যিহূদার কাছে টাকার থলি আছে, তাই হয়তো যীশু তাকে বললেন, পর্বের জন্য যা যা প্রযোজন তা কিনে আনতে যাও; অথবা হয়তো গরীবদের ওর থেকে কিছু দান করতে বলেছেন৷

30 ୟିହୂଦା ଯୀଶୁ ଦଇେଥିବା ରୋଟୀ ଗ୍ରହଣ କଲେ। ତା'ପରେ ୟିହୂଦା ବାହାରି ଚାଲିଗଲେ। ସେତବେେଳେ ରାତ୍ରି ହାଇେଥିଲା।যিহূদা রুটির টুকরোটি গ্রহণ করে সঙ্গে সঙ্গে বাইরে চলে গেল৷ তখন রাত হয়ে গেছে৷

31 ୟିହୂଦା ଗଲାପରେ ଯୀଶୁ କହିଲେ, ବର୍ତ୍ତମାନ ମନୁଷ୍ଯପୁତ୍ର ଗୌରବ ପାଉଛନ୍ତି। ପରମେଶ୍ବର ମଧ୍ଯ ମନୁଷ୍ଯ ପୁତ୍ରଙ୍କ ଦ୍ବାରା ଗୌରବ ପାଉଛନ୍ତି।যিহূদা সেখান থেকে চলে যাবার পর যীশু বললেন, ‘মানবপুত্র এখন মহিমান্বিত হলেন, আর ঈশ্বরও তাঁর মাধ্যমে মহিমান্বিত হলেন৷

32 ଯଦି ପରମେଶ୍ବର ତାହାଙ୍କ ମାଧ୍ଯମ ରେ ଗୌରବ ଅର୍ଜ୍ଜନ କରନ୍ତି, ତବେେ ପରମେଶ୍ବର ତାହାଙ୍କଠା ରେ ପୁତ୍ରଙ୍କୁ ଗୌରବ ଦବେେ। ସେ ତାହାଙ୍କୁ ଅତି ଶୀଘ୍ର ଗୌରବନ୍ବିତ କରିବେ।ঈশ্বর যদি তাঁর মাধ্যমে মহিমান্বিত হন, তবে ঈশ্বরও মানবপুত্রকে নিজের মাধ্যমে মহিমান্বিত করবেন, তিনি খুব শিগ্গিরই তা করবেন৷’

33 ଯୀଶୁ କହିଲେ, ମାରେ ସନ୍ତାନମାନେ, ମୁଁ ତୁମ୍ଭମାନଙ୍କ ସହିତ ମାତ୍ର ଅଳ୍ପ ସମୟ ପାଇଁ ରହିବି। ତୁମ୍ଭେ ମାେତେ ଖାଜେିବ। ମୁଁ ଯିହୂଦୀମାନଙ୍କୁ ଯାହା କହିଛି, ତାହା ମୁଁ ବର୍ତ୍ତମାନ ତୁମ୍ଭକୁ କହୁଛି। ମୁଁ ଯେଉଁଠିକୁ ଯାଉଛି, ତୁମ୍ଭେ ସଠାେକୁ ଆସିପାରିବ ନାହିଁ।‘আমার প্রিয় সন্তানরা, আমি আর কিছু সময় তোমাদের সঙ্গে থাকব৷ তোমরা আমায় খুঁজবে, আর আমি য়েমন ইহুদী নেতাদের বলেছিলাম, আমি য়েখানে যাচ্ছি তোমরা সেখানে য়েতে পার না, সেই কথাই এখন তোমাদেরও বলছি৷

34 ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ ରମେ କରୁଛି, ତୁମ୍ଭମାନେେ ପରସ୍ପରକୁ ସହେିପରି ପ୍ ରମେ କରିବା ଉଚିତ୍ ାআমি তোমাদের এক নতুন আদেশ দিচ্ছি, তোমরা পরস্পরকে ভালবেসো৷ আমি য়েমন তোমাদের ভালবাসি, তোমরাও তেমনি পরস্পরকে ভালবেসো৷

35 ତୁମ୍ଭେ ଯଦି ପରସ୍ପରକୁ ପ୍ ରମେ କରିବ, ତବେେ ସମସ୍ତେ ଜାଣିବେ ଯେ ତୁମ୍ଭମାନେେ ମାରେ ଶିଷ୍ଯ।তোমাদের পরস্পরের মধ্যে যদি ভালবাসা থাকে তবে এর দ্বারাই সকলে জানবে য়ে তোমরা আমার শিষ্য৷’

36 ଶିମାନେ ପିତର ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ତୁମ୍ଭେ କେଉଁଆଡେ ଯାଉଛ? ଯୀଶୁ ଉତ୍ତର ଦେଲେ ମୁଁ ଯେଉଁ ଆଡେ ଯାଉଛି ତୁମେ ମାରେ ପେଛ ପେଛ ଏବେ ସଠାେକୁ ଯାଇ ପାରିବ ନାହିଁ। କିନ୍ତୁ ପରେ ତୁମେ ମାରେ ଅନୁଗମନ କରିବ।শিমোন পিতর যীশুকে বললেন, ‘প্রভু, আপনি কোথায় যাচ্ছেন?’যীশু বললেন, ‘য়েখানে এখন আমি যাচ্ছি, তুমি আমার পেছনে সেখানে আসতে পারবে না; কিন্তু পরে তুমি আমায় অনুসরণ করবে৷’

37 ପିତର ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ତୁମ୍ଭର ପେଛ ପେଛ ଯାଇ ପାରିବି ନାହିଁ? ମୁଁ ତୁମ୍ଭ ପାଇଁ ମରିବାକୁ ମଧ୍ଯ ପ୍ରସ୍ତୁତ।পিতর তাঁকে বললেন, ‘প্রভু, এখন কেন আমি আপনার সঙ্গে য়েতে পারি না? আমি আপনার জন্য নিজের জীবন পর্যন্ত দিয়ে দেব৷’

38 ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ପ୍ରକୃତ ରେ ମାେ ପାଇଁ ଜୀବନ ଦବେ? ମୁଁ ତୁମ୍ଭକୁ ସତ୍ଯ କହୁଛି, କୁକୁଡା ଡାକିବା ପୂର୍ବରୁ ତୁମ୍ଭେ ମାେତେ ଚିହ୍ନିନାହଁ ବୋଲି ତିନିଥର ଅସ୍ବୀକାର କରିବ।যীশু তাকে বললেন, ‘তুমি কি সত্যি আমার জন্য প্রাণ দেবে? আমি তোমাকে সত্যি বলছি; কাল ভোরে মোরগ ডাকার আগেই তুমি আমাকে তিনবার অস্বীকার করবে৷

Bengali Bible