Bible

Mark 16 - ORIYA (Bengali)

1 ବିଶ୍ରାମ ଦିବସର ପରଦିନ ମଗ୍ଦଲୀନୀ ମରିୟମ, ଯାକୁବଙ୍କ ମାଆ ମରିୟମ ଓ ଶ ଲୋମୀ ଯୀଶୁଙ୍କ ଶରୀରକୁ ଅଭିଷିକ୍ତ କରିବା ପାଇଁ କିଛି ସୁଗନ୍ଧିତ ତଲେ ଆଣିଲେ।বিশ্রাম শেষ হলে মরিয়ম মগ্দলীনী, যাকোবের মা মরিয়ম সুগন্ধি মশলা কিনলেন য়েন গিয়ে যীশুর দেহে মাখাতে পারেন৷

2 ସପ୍ତାହର ସହେି ପ୍ରଥମ ଦିନ ଖୁବ୍ ଶୀଘ୍ର ଠିକ୍ ସୂର୍ େଯ୍ଯାଦୟ ପରେ ପରେ ସମାନେେ କବର ପାଖକୁ ଗଲେ।সপ্তাহের প্রথম দিন ভোরে, ঠিক সূর্য় ওঠার পরই তাঁরা সমাধিগুহার কাছে গেলেন৷

3 ସମାନେେ ନିଜ ନିଜ ଭିତ ରେ କୁହା କୁହି ହେଲେ, କବର ମୁହଁକୁ ଗୋଟିଏ ବିରାଟ ପଥର ଦ୍ବାରା ବନ୍ଦ କରି ଦିଆ ହାଇେଛି। ପଥରଟିକୁ ଆମ୍ଭ ପାଇଁ କିଏ ସଠାରୁେ ଗଡଇେ ଦବେ?তাঁরা নিজেদের মধ্যে বলাবলি করছিলেন, ‘কে আমাদের জন্য সমাধিগুহার মুখ থেকে পাথরটি সরিয়ে দেবে?’

4 ତା'ପରେ ସମାନେେ ସେ ଆଡକୁ ଚାହିଁଲେ। ସମାନେେ ଦେଖିଲେ ଯେ ସହେି ବଡ ପଥରଟି ସଠାରୁେ ଘୁଞ୍ଚା ଯାଇଛି।তখন তাঁরা দেখতে পেলেন য়ে পাথরটা সরানো রয়েছে৷ সেই পাথরটা মস্ত বড় ছিল৷

5 ସମାନେେ କବର ଭିତରକୁ ଗଲେ। ସଠାେରେ ସମାନେେ ଧଳା ପୋଷାକ ପିନ୍ଧିଥିବା ଜଣେ ୟୁବକକୁ ଦେଖିଲେ। ସେ ସମାଧିର ଡାହାଣ ପଟେ ବସି ରହିଥିଲା। ସମାନେେ ଡରିଗଲେ।পরে তাঁরা সমাধিগুহার ভিতরে গিয়ে দেখলেন, একজন যুবক ডানদিকে সাদা পোশাক পরে বসে আছেন; তাতে তারা ভয়ে চমকে উঠলেন৷

6 କିନ୍ତୁ ୟୁବକ ଜଣକ କହିଲେ, ଭୟ କର ନାହିଁ। ତୁମ୍ଭମାନେେ କୃଶବିଦ୍ଧ ନାଜରିତର ଯୀଶୁଙ୍କୁ ଖାଜେୁଛ। ସେ ମୃତ୍ଯୁରୁ ପୁନରୁତ୍ଥିତ ହାଇେଛନ୍ତି। ସେ ଏଠା ରେ ନାହାନ୍ତି। ଦେଖ, ସମାନେେ ତାହାଙ୍କୁ ଏହି ସ୍ଥାନ ରେ ରଖିଥିଲେ।তখন তিনি তাঁদের বললেন, ‘ভয় পেও না৷ তোমরা তো নাসরতীয় যীশুর খোঁজ করছ যাকে ক্রুশে বিদ্ধ করা হয়েছিল? তিনি বেঁচে উঠেছেন! তিনি এখানে নেই৷ দেখ, এখানে তাঁকে রাখা হয়েছিল৷

7 ଏବେ ଯାଇ ତାହାଙ୍କ ଶିଷ୍ଯମାନଙ୍କୁ ଏବଂ ପିତରଙ୍କୁ କୁହ ଯେ ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁ ଭଳି କହିଥିଲେ, ତୁମ୍ଭମାନେେ ତାହାଙ୍କୁ ସହେିଭଳି ସଠାେରେ ଦେଖିବ।যাও, পিতর ও তাঁর অন্যান্য শিষ্যদের বল গিয়ে, দেখ তিনি তোমাদের আগেই গালীলে যাচ্ছেন৷ তিনি য়েমন তোমাদের বলেছিলেন, ঠিক সেখানে তাঁকে দেখতে পাবে৷’

8 ସହେି ସ୍ତ୍ରୀଲୋକମାନେ ଭୟ ପାଇ ଯାଇଥିଲେ ଏବଂ ବିସ୍ମୟ ରେ ଅଭିଭୁତ ହାଇେ ଯାଉଥିଲେ। ସମାନେେ କବରରୁ ବାହାରି ଦୌଡି ପଳାଇଲେ, କିନ୍ତୁ ଭୟଭୀତ ହାଇେ ଯାଇଥିବାରୁ ଏସବୁ ଘଟଣା କାହାରିକୁ କହିଲେ ନାହିଁ।তখন তারা সমাধিগুহা থেকে বেরিয়ে দৌড়ালেন, কারণ তাঁর ভীষণ ভয় পেয়েছিলেন এবং কিছুই বুঝে উঠতে পারলেন না৷ তাঁরা কাউকে কিছু বললেন না, কারণ তাঁরা ভয় পেয়েছিলেন৷

9 ସପ୍ତାହର ପ୍ରଥମ ଦିନର ବଡି ସକାଳୁ ଯୀଶୁ ମୃତ୍ଯୁରୁ ପୁନରୁତ୍ଥିତ ହେଲେ। ସର୍ବ ପ୍ରଥମେ ସେ ମଗ୍ଦଲୀନୀ ମରୀୟମଙ୍କ ନିକଟରେ ନିଜକୁ ଦଖାେ ଦେଲେ। ଅତୀତ ରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତଟି ଭୂତଙ୍କୁ ତଡି ଦଇେଥିଲେ।তাঁর পুনরুত্থানের পর সপ্তাহের প্রথম দিনে অর্থাত্ রবিবার ভোরে, তিনি প্রথমে মগ্দলীনী মরিয়মকে দেখা দিলেন, যার থেকে তিনি সাতটা ভূতকে তাড়িয়েছিলেন৷

10 ମରିୟମ ଯୀଶୁଙ୍କୁ ଦେଖି ସାରିବା ପରେ ତାହାଙ୍କ ଶିଷ୍ଯମାନଙ୍କ ପାଖକୁ ଯାଇ ଏ ବିଷୟ କହିଲେ। ସେତବେେଳକେୁ ଶିଷ୍ଯମାନେ ଶାେକରେ ବୁଡି ଯାଇଥିଲେ ଓ ବିଳାପ କରୁଥିଲେ।মরিয়ম গিয়ে যাঁরা যীশুর সঙ্গে থাকতেন তাঁদের এই কথা বললেন৷ তাঁরা তখনও শোকে কাঁদছিলেন;

11 ମରିୟମ ସମାନଙ୍କେୁ କହିଲେ ଯେ ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ଯମାନେ ସମାନଙ୍କେ କଥା ରେ ବିଶ୍ବାସ କଲେ ନାହିଁ।কিন্তু যখন শুনলেন য়ে যীশু বেঁচে আছেন এবং তাঁকে দেখা দিয়েছেন, তাঁরা ঐ কথা বিশ্বাস করলেন না৷

12 ଏହା ପରେ ଦୁଇଜଣ ଶିଷ୍ଯ ପଡିଆ ମଧିଅରେ ଯାଉଥିବା ସମୟରେ ଯୀଶୁ ସମାନଙ୍କେ ନିକଟରେ ଅନ୍ୟ ଏକ ରୂପରେ ଦଖାେ ଦେଲେ।পরে তাদের মধ্যে দুজন যখন গ্রামের দিকে হেঁটে যাচ্ছিলেন এমন সময় তিনি তাঁদের দেখা দিলেন, আর তাঁকে অন্যরকম দেখাল৷

13 ଏହି ଶିଷ୍ଯ ଦୁଇଜଣ ଫରେିଆସି ଅନ୍ୟ ଶିଷ୍ଯମାନଙ୍କୁ ଏକଥା ଜଣାଇଲେ। ତଥାପି ଶିଷ୍ଯମାନେ ତାହାଙ୍କ କଥାକୁ ମଧ୍ଯ ବିଶ୍ବାସ କଲେ ନାହିଁ।তাঁরা গিয়ে অন্য বাকী সব শিষ্যদের এটা জানালেন, কিন্তু তাঁদের কথাতেও তাঁরা বিশ্বাস করলেন না৷

14 ପରେ ଯେତବେେଳେ ଏଗାର ଜଣ ପ୍ ରରେିତ ଖାଉଥିଲେ, ସତେିକି ବେଳେ ଯୀଶୁ ସମାନଙ୍କେୁ ଦଖାେ ଦେଲେ। ସେ ସମାନଙ୍କେୁ ସମାନଙ୍କେର ଅବିଶ୍ବାସ ଓ ମନର ଜଡତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥାନ ହାଇେଛନ୍ତି ବୋଲି ଦେଖିଥିଲେ ସମାନଙ୍କେୁ ଏହି ଶିଷ୍ଯମାନେ ବିଶ୍ବାସ କରି ନଥିଲେ।পরে সেই এগারোজন শিষ্য যখন খেতে বসেছেন, তিনি তাঁদের কাছে দেখা দিলেন৷ তিনি তাঁদের অবিশ্বাস ও কঠোর মনোভাবের জন্য তিরস্কার করলেন, কারণ তিনি বেঁচে ওঠার পর যাঁরা তাঁকে দেখেছিলেন, তাঁদের কথায়ও তাঁরা বিশ্বাস করেন নি৷

15 ଯୀଶୁ ସମାନଙ୍କେୁ କହିଲେ, ପୃଥିବୀର ଚାରିଆଡକୁ ଯାଅ। ପ୍ରେତ୍ୟକକ ଲୋକକୁ ସୁସମାଚାର ଶୁଣାଅ।আর তিনি তাঁদের বললেন, ‘তোমরা সমস্ত পৃথিবীতে যাও, এবং সব লোকের কাছে সুসমাচার প্রচার কর৷

16 ଯେଉଁ ଲୋକ ବିଶ୍ବାସ କରିବ ଓ ବାପ୍ତିଜିତ ହବେ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ବାସ କରିବ, ସେ ଦୋଷୀ ସାବ୍ଯସ୍ତ ହବେ।যাঁরা বিশ্বাস করে বাপ্তাইজ হবে, তারা রক্ষা পাবে, কিন্তু যাঁরা বিশ্বাস করবে না, তাদের দোষী সাব্যস্ত করা হবে৷

17 ଯେଉଁମାନେ ମାେତେ ବିଶ୍ବାସ କରିବେ, ସମାନେେ ତାର ପ୍ରମାଣ ସ୍ବରୂପ ଏହି ସବୁ କାମ କରିବାକୁ ସକ୍ଷମ ହବେେ: ସମାନେେ ଲୋକମାନଙ୍କଠାରୁ ମାେ ନାମ ରେ ଭୂତମାନଙ୍କୁ ବାହାର କରି ଦଇେ ପାରିବେ। କବେେ ହେଲେ ଶିଖି ନଥିବା ନୂଆନୂଆ ଅନକେ ଭାଷା ରେ କଥାବାର୍ତ୍ତା କରିବେ।যাঁরা বিশ্বাস করবে এই চিহ্নগুলি তাদের অনুবর্তী হবে৷ আমার নামে তারা ভূত তাড়াবে; নতুন নতুন ভাষায় কথা বলবে;

18 ସମାନେେ ନିଜ ହାତ ରେ ସାପକୁ ଧରିବେ କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ସମାନେେ ବିଷ ମଧ୍ଯ ପିଇ ଦବେେ, କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହାଇଯେିବେ।হাতে করে সাপ তুলবে এবং মারাত্মক কিছু খেলেও তাদের কোন ক্ষতি হবে না; আর তারা অসুস্থ লোকের ওপর হাত রাখলে তারা সুস্থ হবে৷’

19 ପ୍ରଭୁ ଯୀଶୁ ଏହିସବୁ କଥା ପ୍ ରରେିତମାନଙ୍କୁ କହିସାରିବା ପରେ ତାହାଙ୍କୁ ସ୍ବର୍ଗକୁ ନିଆଗଲା। ସେ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ।তাঁদের সঙ্গে কথা বলার পর প্রভু যীশুকে স্বর্গে তুলে নেওযা হল এবং তিনি ঈশ্বরের ডানদিকে বসলেন৷

20 ତା'ପରେ ପ୍ ରରେିତମାନେ ପୃଥିବୀର ପ୍ରେତ୍ୟକକ ସ୍ଥାନକୁ ଯାଇ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଲେ ଏବଂ ପ୍ରଭୁ ସମାନଙ୍କେୁ ସାହାୟ୍ଯ କଲେ। ପ୍ରଭୁ ପ୍ରମାଣିତ କରି ଦେଲେ ଯେ, ପ୍ ରରେିତମାନେ ଯେଉଁ ସୁସମାଚାର ପ୍ରଚାର କରୁଥିଲେ ତାହା ସତ୍ଯ। ପ୍ରଭୁ ସମାନଙ୍କେୁ ଆଶ୍ଚର୍ୟ୍ଯକାର୍ୟ୍ଯ କରିବା ପାଇଁ ଶକ୍ତି ପ୍ରଦାନ କରି ଏହା ପ୍ରମାଣିତ କରି ଦେଲେ।আর তাঁরা গিয়ে সব জায়গায় সুসমাচার প্রচার করতে লাগলেন, এবং প্রভু তাঁদের সঙ্গে কাজ করলেন, আর অলৌকিক কাজের মধ্য দিয়ে তাঁর সুসমাচারের সত্যতা প্রমাণ করলেন৷

Bengali Bible