Bible

Psalm 21 - ORIYA (Bengali)

1 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।প্রভু, আপনার শক্তি রাজাকে সুখী রাখে| আপনি যখন তাকে রক্ষা করেন তখন সে অত্যন্ত খুশী হয়|

2 ତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।রাজা যা যা চেয়েছিল, আপনি তাকে তাই দিয়েছেন| প্রভু, রাজা কিছু চেয়েছিল এবং আপনি তাকে ঠিক তাই দিয়েছেন সে যা চেয়েছিল|

3 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।প্রভু, সত্যিই আপনি রাজাকে আশীর্বাদ করেছেন| আপনিই তার মাথায় সোনার মুকুট পরিযে দিয়েছেন|

4 ହେ ପରମେଶ୍ବର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନଦାନ କରିଛ, ୟାହା ଅନନ୍ତକାଳସ୍ଥାଯୀ।ঈশ্বর, রাজা আপনার কাছে জীবন চেয়েছিলো, আপনি তাকে তাই দিয়েছেন! আপনি তাকে দীর্ঘ জীবন দিয়েছেন, যা য়ুগ য়ুগ ধরে চলছে|

5 ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ ?আপনি রাজাকে জয়ের পথে পরিচালিত করেছেন এবং তাকে মহান গৌরব এনে দিয়েছেন| আপনি তাকে সম্মান এবং প্রশংসা দিয়েছেন|

6 ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।ঈশ্বর, সত্যিই আপনি রাজাকে চিরদিনের জন্য আশীর্বাদ করেছেন| যখন রাজা আপনার মুখ দর্শন করে, তখন সে ভীষণ খুশী হয়|

7 ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।রাজা প্রভুর ওপর আস্থা রাখে| হে পরাত্‌পর, তাকে হতাশ করবেন না|

8 ହେ ପରମେଶ୍ବର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦଖାଇେ ଦିଅ ୟେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି। ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।হে ঈশ্বর, আপনি আপনার শত্রুদের দেখাবেন য়ে আপনি শক্তিমান| যারা আপনাকে ঘৃণা করে, আপনার শক্তি তাদের পরাজিত করবে|

9 ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।হে প্রভু, আপনি যখন রাজার সঙ্গে থাকেন, তখন সে একটা জ্বলন্ত চুল্লির মত যা সব কিছুকেই পুড়িয়ে দেয়| তার ক্রোধ লেলিহান আগুনের মত জ্বলতে থাকে এবং সে শত্রুদের বিনাশ করে|

10 ଏ ପୃଥିବୀରୁ ସମାନଙ୍କେର ଫଳ ଓ ମନୁଷ୍ଯ ସନ୍ତାନଗଣ ମଧ୍ଯରୁ ସମାନଙ୍କେର ବଂଶ ଲୋପ କରିବ।আর তার শত্রুদের পরিবারসমূহ ধ্বংস হয়ে যাবে| তারা এই পৃথিবী থেকে সরে যাবে|

11 କାହିଁକି ? କାରଣ ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସମାନେେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରୁଥଲେ କିନ୍ତୁ ସମାନେେ ସହେି କାର୍ୟ୍ଯରେ ସଫଳ ହେଲେ ନାହିଁ।কেন? কারণ ঐসব লোক প্রভু, আপনার বিরুদ্ধে খারাপ কাজের ফন্দি এঁটেছিল কিন্তু তারা সফল হতে পারে নি|

12 ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।প্রভু, ঐসব লোককে আপনি আপনার ক্রীতদাস করে রেখেছেন| আপনি ওদের একসঙ্গে দড়ি দিয়ে বেঁধেছেন| আপনি ওদের গলায দড়ি পরিযেছেন| আপনি ওদের ক্রীতদাসের মত মাথা নত করিয়েছেন|

13 ହେ ସଦାପ୍ରଭୁ ତୁମ୍ଭର ଶକ୍ତିର ବିଜଯ ଗୀତ ଚାରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସହେି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ଯ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଚାରିଆଡ଼େ ପ୍ରଚାର କରିବୁ।প্রভু, আমরা আপনার মহত্বের গৌরব-গাথা গাইবো! হে প্রভু, আপনার বিরাটত্বে আপনি মহিমান্বিত হউন!

Bengali Bible