லூக்கா 17:9
தான் கட்டளையிட்டவைகளை அந்த வேலைக்காரன் செய்ததற்காக அவனுக்கு உபசாரஞ்செய்வானோ? அப்படிச் செய்யமாட்டானே.
Cross Reference
ଲେବୀୟ ପୁସ୍ତକ 4:20
ପୁଣି ସହେି ପାପାର୍ଥକ ନବୈେଦ୍ଯର ଗୋବତ୍ସକୁ ଯେପରି କଲ, ଏହାକୁ ସହେିପରି କରିବ। ଏହିପରି ଯାଜକ ସମାନଙ୍କେ ପାଇଁ ପ୍ରାଯଶ୍ଚିତ କରିବ। ତା' ହେଲେ ଇଶ୍ରାୟେଲ ଲୋକ କ୍ଷମାପା୍ରପ୍ତ ହବେେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:25
ଲୋକମାନଙ୍କୁ ବିଶ୍ବାସ ଜରିଆ ରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ଯ ରେ ପରମେଶ୍ବର ଯୀଶୁଙ୍କୁ ପଥ ଭାବରେ ଦଇେଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ଯୁ ଦ୍ବାରା ପରମେଶ୍ବର କ୍ଷମା କରନ୍ତି। ଯୀଶୁଙ୍କୁ ଦବୋ ଦ୍ବାରା ଏହା ପ୍ରମାଣିତ କରେ ଯେ ପରମେଶ୍ବର ସର୍ବଦା ନ୍ଯାୟ କରନ୍ତି।
ଲେବୀୟ ପୁସ୍ତକ 4:26
ତା'ପରେ ସହେି ଯାଜକ ଉତ୍ସର୍ଗୀକୃତ ପଶୁର ସମସ୍ତ ମଦେ ନବେ ଏବଂ ୟଜ୍ଞବଦେୀ ଉପରେ ଦଗ୍ଧ କରିବ, ଯେଉଁ ଉପାଯ ରେ ସେ ମଙ୍ଗଳାର୍ଥକ ନବୈେଦ୍ଯରୁ ମଦେ ସହିତ କରିଥିଲା। ଏହିପ୍ରକା ରେ ଯାଜକ ସେ ଶାସକର ପାପ ପାଇଁ ପ୍ରାଯଶ୍ଚିତ କରିବ ଓ ତା'ଦ୍ବାରା ସେ ଶାସକ ପ୍ରଭୁଙ୍କ ଦ୍ବାରା କ୍ଷମା ପ୍ରାପ୍ତ ହବେ।
ଲୂକଲିଖିତ ସୁସମାଚାର 23:34
ଯୀଶୁ କହିଲେ, ହେ ପରମପିତା, ଯେଉଁ ଲୋକମାନେ ମାେତେ ହତ୍ଯା କରୁଛନ୍ତି, ସମାନଙ୍କେୁ କ୍ଷମା କର। କାରଣ ସମାନେେ କ'ଣ କରୁଛନ୍ତି, ତାହା ସମାନେେ ଜାଣନ୍ତି ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13:39
ମାଶାଙ୍କେ ବ୍ଯବସ୍ଥା ଦ୍ବାରା ତୁମ୍ଭମାନେେ ଯେଉଁ ମୁକ୍ତି ପାଇ ପାରିବ ନାହିଁ; ତାହାଙ୍କଠା ରେ ବିଶ୍ବାସ କରି ତୁମ୍ଭମାନେେ ସହେିସବୁ ପାପରୁ ମୁକ୍ତି ପାଇ ପାରିବ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2:17
ଅତଏବ ସମସ୍ତ ବିଷୟ ରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହବୋକୁ ପଡ଼ିଲା। ଯେପରି ପରମେଶ୍ବରଙ୍କ ସବୋ ରେ ସହେି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ବସ୍ତ ମହାୟାଜକ ହୁଅନ୍ତି।
ଯୋହନଙ୍କ ପ୍ରଥମ ପତ୍ର 2:2
ଯୀଶୁ ହେଉଛନ୍ତି ପଥ ଓ ଆମ୍ଭର ସବୁ ପାପ ବହିନିଅନ୍ତି। କବଳେ ଆମ୍ଭମାନଙ୍କ ନୁହେଁ, ମାତ୍ର ସମସ୍ତ ଜଗତର ପାପ ମଧ୍ଯ ସେ ବହିନିଅନ୍ତି।
லூக்கா 17:9 in English
Tags தான் கட்டளையிட்டவைகளை அந்த வேலைக்காரன் செய்ததற்காக அவனுக்கு உபசாரஞ்செய்வானோ அப்படிச் செய்யமாட்டானே
Luke 17:9 Concordance Luke 17:9 Interlinear Luke 17:9 Image
Read Full Chapter : Luke 17