Acts 2 - ORIYA (Hindi)
1 ଯେତବେେଳେ ପେଣ୍ଟିକଷ୍ଟ ଦିନ ଆସିଲା ସମାନେେ ସମସ୍ତେ ଗୋଟିଏ ସ୍ଥାନ ରେ ଏକାଠି ଜମା ହାଇେଥିଲେ।जब पिन्तेकुस का दिन आया, तो वे सब एक जगह इकट्ठे थे।
2 ସେତବେେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସମାନେେ ଯେଉଁ ଘର ଭିତ ରେ ବସିଥିଲେ, ସହେି ଘରର ଚ଼ାରିଆଡ଼େ ବ୍ଯାପି ଗଲା।और एकाएक आकाश से बड़ी आंधी की सी सनसनाहट का शब्द हुआ, और उस से सारा घर जहां वे बैठे थे, गूंज गया।
3 ସମାନେେ ଅଗ୍ନିଶିଖା ପରି ଜିହ୍ବାଗୁଡ଼ିକ କିଛି ଦେଖିଲେ। ଏହି ଅଗ୍ନିଶିଖାସବୁ ଭାଗ ଭାଗ ହାଇେ ସଠାେରେ ଥିବା ପ୍ରେତ୍ୟକକ ବ୍ଯକ୍ତିର ଉପରେ ରହିଲା।और उन्हें आग की सी जीभें फटती हुई दिखाई दीं; और उन में से हर एक पर आ ठहरीं।
4 ସମସ୍ତେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହେଲେ। ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଥିବା ଶକ୍ତି ସାହାୟ୍ଯ ରେ ସମାନେେ ଭିନ୍ନ ଭିନ୍ନ ଭାଷା ରେ କଥା କହିବାକୁ ଆରମ୍ଭ କଲେ।और वे सब पवित्र आत्मा से भर गए, और जिस प्रकार आत्मा ने उन्हें बोलने की सामर्थ दी, वे अन्य अन्य भाषा बोलने लगे॥
5 ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ୟିରୂଶାଲମ ରେ ରହୁଥିଲେ।और आकाश के नीचे की हर एक जाति में से भक्त यहूदी यरूशलेम में रहते थे।
6 ଏହି ଶବ୍ଦ ଶୁଣିବା ମାତ୍ ରେ ସମାନଙ୍କେ ଭିତରୁ ବହୁତ ଲୋକ ଆସି ଜମା ହାଇଗେଲେ। ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ, କାରଣ ସମାନେେ ନିଜେ ଯେଉଁ ଭାଷା ରେ କଥା ହେଉଥିଲେ, ପ୍ ରରେିତମାନେ ସହେି ସହେି ଭାଷା ରେ କଥା ହେଉଥିବାର ଶୁଣିଲେ।जब वह शब्द हुआ तो भीड़ लग गई और लोग घबरा गए, क्योंकि हर एक को यही सुनाईं देता था, कि ये मेरी ही भाषा में बोल रहे हैं।
7 ଏଥି ରେ ଯିହୂଦୀମାନେ ଆଶ୍ଚର୍ୟ୍ଯ ହାଇେ ପରସ୍ପର ମଧିଅରେ କଥାବାର୍ତ୍ତା ହେଲେ, ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହଁନ୍ତି କି?और वे सब चकित और अचम्भित होकर कहने लगे; देखो, ये जो बोल रहे हैं क्या सब गलीली नहीं?
8 କିନ୍ତୁ ଆମ୍ଭମାନେେ ସମାନଙ୍କେୁ ଆମ୍ଭ ମାତୃଭାଷା ରେ କଥା କହିବାର କିପରି ଶୁଣୁଛୁ? ଏହା କିପରି ସମ୍ଭବ!तो फिर क्यों हम में से हर एक अपनी अपनी जन्म भूमि की भाषा सुनता है?
9 ଆମ୍ଭେ ଏଠାରୁ ଭିନ୍ନ ଭିନ୍ନ ସ୍ଥାନରୁ ଆସିଛୁ। ପାର୍ଥୀୟ, ମାଦୀୟ ଓ ଏଲାମୀୟ ପୁଣି ମସପେତାମିଆର ଲୋକମାନେ,हम जो पारथी और मेदी और एलामी लोग और मिसुपुतामिया और यहूदिया और कप्पदूकिया और पुन्तुस और आसिया।
10 ଏବଂ ୟିହୂଦା, କାପ୍ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୁଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିଯା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତଜେଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତକେ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ।और फ्रूगिया और पमफूलिया और मिसर और लिबूआ देश जो कुरेने के आस पास है, इन सब देशों के रहने वाले और रोमी प्रवासी, क्या यहूदी क्या यहूदी मत धारण करने वाले, क्रेती और अरबी भी हैं।
11 ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସମାନେେ ପରମେଶ୍ବରଙ୍କର ମହତ୍ ଓ ଆଶ୍ଚର୍ୟ୍ଯ ପୂର୍ଣ୍ଣ କାର୍ୟ୍ଯକୁ ଆମ୍ଭ ଭାଷା ରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।परन्तु अपनी अपनी भाषा में उन से परमेश्वर के बड़े बड़े कामों की चर्चा सुनते हैं।
12 ସମାନେେ ସମସ୍ତେ ଆଶ୍ଚର୍ୟ୍ଯ ଓ ବିଭ୍ରାନ୍ତ ହାଇେ ପଡ଼ିଲେ। ସମାନେେ ପରସ୍ପର ଭିତ ରେ ପଚ଼ାରା ଉଚ଼ରା ହେଲେ, ଏ ସବୁ କ'ଣ ହେଉଛି?और वे सब चकित हुए, और घबराकर एक दूसरे से कहने लगे कि यह क्या हुआ चाहता है?
13 କିନ୍ତୁ ଅନ୍ୟ ଲୋକମାନେ ପ୍ ରରେିତମାନଙ୍କୁ ଉପହାସ କରି କହିଲେ, ଏମାନେ ସମସ୍ତେ ମଦପିଇ ମାତାଲ ହାଇେଛନ୍ତି।परन्तु औरों ने ठट्ठा करके कहा, कि वे तो नई मदिरा के नशे में हैं॥
14 ପିତର ସହେି ଏଗାରଜଣ ପ୍ ରରେିତ ସହ ଠିଆ ହାଇେ ସହେି ଲୋକମାନଙ୍କୁ ବଡ଼ ପାଟି ରେ କହିଲେ, ହେ ୟିଦୂଦୀୟମାନେ, ହେ ୟିରୂଶାଲମ ବାସିନ୍ଦାମାନେ, ସମସ୍ତେ ମାେ କଥା ଶୁଣ।पतरस उन ग्यारह के साथ खड़ा हुआ और ऊंचे शब्द से कहने लगा, कि हे यहूदियो, और हे यरूशलेम के सब रहने वालों, यह जान लो और कान लगाकर मेरी बातें सुनो।
15 ତୁମ୍ଭମାନେେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ ସକାଳ ନ'ଟା ବାଜିଛି।जैसा तुम समझ रहे हो, ये नशे में नहीं, क्योंकि अभी तो पहर ही दिन चढ़ा है।
16 ଏବେ ଯାହା ଘଟୁଛି ସେ ବିଷୟ ରେ ଭାବବାଦୀ ଯାୟେଲ କହିଥିଲେ, ପରମେଶ୍ବର କହନ୍ତି,परन्तु यह वह बात है, जो योएल भविष्यद्वक्ता के द्वारा कही गई है।
17 ମୁଁ ଶଷେ ସମୟରେ ସମସ୍ତଙ୍କ ଉପରେ ମାରେ ଆତ୍ମା ଢ଼ାଳି ଦବେି। ଯାହାଦ୍ବାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ଯତ ବାଣୀ କହିପାରିବେ। ତୁମ୍ଭମାନଙ୍କର ୟୁବକମାନେ ଦର୍ଶନ ପାଇବେ ଓ ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ।कि परमेश्वर कहता है, कि अन्त कि दिनों में ऐसा होगा, कि मैं अपना आत्मा सब मनुष्यों पर उंडेलूंगा और तुम्हारे बेटे और तुम्हारी बेटियां भविष्यद्वाणी करेंगी और तुम्हारे जवान दर्शन देखेंगे, और तुम्हारे पुरिनए स्वप्न देखेंगे।
18 ହଁ, ସେତବେେଳେ ମୁଁ ନିଜ ସବେକ ସବେିକାମାନଙ୍କ ଉପରେ ନିଜ ଆତ୍ମା ଢ଼ାଳି ଦବେି, ସମାନେେ ଭବିଷ୍ଯତବାଣୀ କହିବେ।वरन मैं अपने दासों और अपनी दासियों पर भी उन दिनों में अपने आत्मा में से उंडेलूंगा, और वे भविष्यद्वाणी करेंगे।
19 ମୁଁ ଉପରିସ୍ଥ ଆକାଶ ରେ ବିସ୍ମୟଜନକ କାର୍ୟ୍ଯ ଓ ନୀଚ୍ଚସ୍ଥ ପୃଥିବୀ ରେ ରକ୍ତ ନିଆଁ ମେଘ, ଧୂଆଁର ଚିହ୍ନମାନ ଦଖାଇବେି।और मैं ऊपर आकाश में अद्भुत काम, और नीचे धरती पर चिन्ह, अर्थात लोहू, और आग और धूएं का बादल दिखाऊंगा।
20 ପ୍ରଭୁଙ୍କର ସହେି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ ସୁର୍ୟ୍ଯ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହାଇୟିବେ।प्रभु के महान और प्रसिद्ध दिन के आने से पहिले सूर्य अन्धेरा और चान्द लोहू हो जाएगा।
21 ସେତବେେଳେ ଯେ କହେି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।'ଯାୟେଲ 2:28-32और जो कोई प्रभु का नाम लेगा, वही उद्धार पाएगा।
22 ହେ ଇଶ୍ରାୟେଲର ଲୋକମାନେ, ଏହି ସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ଯକ୍ତି ଥିଲେ। ଯାହାଙ୍କୁ ଈଶ୍ବର ପଠାଇ ଥିଲେ। ଯୀଶୁ ଯେଉଁ ସବୁ ଶକ୍ତିଶାଳୀ କାର୍ୟ୍ଯ ଏବଂ ଆଶ୍ଚର୍ୟ୍ଯ ଘଟଣା ସବୁ କରିଥିଲେ, ତାହାଦ୍ବାରା ପରମେଶ୍ବର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି।हे इस्त्राएलियों, ये बातें सुनो: कि यीशु नासरी एक मनुष्य था जिस का परमेश्वर की ओर से होने का प्रमाण उन सामर्थ के कामों और आश्चर्य के कामों और चिन्हों से प्रगट है, जो परमेश्वर ने तुम्हारे बीच उसके द्वारा कर दिखलाए जिसे तुम आप ही जानते हो।
23 ତୁମ୍ଭମାନେେ ସମସ୍ତେ ଏସବୁ ଦିଖିଛ ଓ ଏସବୁ ଯେ ନିରାଟ ସତ୍ଯ ତାହା ଜାଣିଛ। ଏହି ଯୀଶୁଙ୍କୁ ଇଶ୍ବର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭମାନେେ ଦୁଷ୍ଟମାନଙ୍କ ସାହାୟ୍ଯ ରେ ତାହାଙ୍କୁ କୃଶ ରେ ଚ଼ଢ଼ଇେ କଣ୍ଟା ବାଡ଼ଇେ ହତ୍ଯା କରିଦଲେ।उसी को, जब वह परमेश्वर की ठहराई हुई मनसा और होनहार के ज्ञान के अनुसार पकड़वाया गया, तो तुम ने अधमिर्यों के हाथ से उसे क्रूस पर चढ़वा कर मार डाला।
24 କିନ୍ତୁ ଇଶ୍ବର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ଯୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ଯୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।परन्तु उसी को परमेश्वर ने मृत्यु के बन्धनों से छुड़ाकर जिलाया: क्योंकि यह अनहोना था कि वह उसके वश में रहता।
25 ଦାଉଦ ତାହାଙ୍କ ବିଷୟ ରେ କହିଥିଲେ,क्योंकि दाऊद उसके विषय में कहता है, कि मैं प्रभु को सर्वदा अपने साम्हने देखता रहा क्योंकि वह मेरी दाहिनी ओर है, ताकि मैं डिग न जाऊं।
26 ଏହାଦ୍ବାରା ମାରେ ମନ ପ୍ରଫୁଲ୍ଲିତ ହେଲା ଓ ମାେ ମୁଁହରୁ ଆନନ୍ଦପୁର୍ଣ୍ଣ କଥା ବାହାରିଲା।इसी कारण मेरा मन आनन्द हुआ, और मेरी जीभ मगन हुई; वरन मेरा शरीर भी आशा में बसा रहेगा।
27 ମାେ ଶରୀର ମଧ୍ଯ ଭରସା ରେ ବଞ୍ଚି ରହିବ, ଯେ ହତେୁ ତୁମ୍ଭେ ମାରେ ଆତ୍ମାକୁ ମୃତ୍ଯୁ ସ୍ଥାନ ରେ ଛାଡ଼ିଦବେ ନାହିଁ। ତୁମ୍ଭେ ନିଜର ପବିତ୍ର ବ୍ଯକ୍ତିକୁ କବର ରେ କ୍ଷୟ ହବୋକୁ ଦବେ ନାହିଁ।क्योंकि तू मेरे प्राणों को अधोलोक में न छोड़ेगा; और न अपने पवित्र जन को सड़ने ही देगा!
28 ତୁମ୍ଭେ ମାେତେ ଜୀବନର ପଥ ଦଖାଇେ ଅଛ। ତୁମ୍ଭ ଉପସ୍ଥିତି ରେ ମାେତେ ବହୁତ ଆନନ୍ଦ ମିଳିବ।'ଗାତସଂହିତା 16:8-11तू ने मुझे जीवन का मार्ग बताया है; तू मुझे अपने दर्शन के द्वारा आनन्द से भर देगा।
29 ହେ ମାରେ ଭାଇମାନେ, ମୁଁ ବିଶ୍ବାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟ ରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ଯୁବରଣ କରି କବରସ୍ଥ ହାଇେଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ଯାବଧି ଆମ୍ଭ ନିକଟରେ ଅଛି।हे भाइयो, मैं उस कुलपति दाऊद के विषय में तुम से साहस के साथ कह सकता हूं कि वह तो मर गया और गाड़ा भी गया और उस की कब्र आज तक हमारे यहां वर्तमान है।
30 ଦାଉଦ ଜଣେ ଭାବବାଦୀ ଥିଲେ। ସେ ଜାଣିଥିଲେ, ପରମେଶ୍ବର ତାହାଙ୍କ ପାଖ ରେ ପ୍ରତିଜ୍ଞା କରିଥିଲେ ଯେ, ସେ ତାହାଙ୍କ ବଂଶଧର ମଧ୍ଯରୁ ଜଣଙ୍କୁ ତାହାଙ୍କ ସିଂହାସନ ରେ ବସାଇବେ।सो भविष्यद्वक्ता होकर और यह जानकर कि परमेश्वर ने मुझ से शपथ खाई है, कि मैं तेरे वंश में से एक व्यक्ति को तेरे सिंहासन पर बैठाऊंगा।
31 ଏଣୁ ଭବିଷ୍ଯତ ରେ ଯାହା ଘଟିବ, ତାହା ଦାଉଦ ପୂର୍ବରୁ ଜାଣିପାରି ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ସମ୍ପର୍କ ରେ କହିଥିଲେ, ତାହାଙ୍କ ମୃତ୍ଯୁର ସ୍ଥାନ ରେ ଛାଡ଼ି ଦିଆ ଯାଇନାହିଁ ଓ ତାହାଙ୍କର ଦହେ କବର ରେ ପଚିସଢ଼ି ଯାଇନାହିଁ।'उस ने होनहार को पहिले ही से देखकर मसीह के जी उठने के विषय में भविष्यद्वाणी की कि न तो उसका प्राण अधोलोक में छोड़ा गया, और न उस की देह सड़ने पाई।
32 ଏହି ଯୀଶୁଙ୍କୁ ଇଶ୍ବର ଯେ ମୃତ୍ଯୁରୁ ଉଠାଇଛନ୍ତି, ଆମ୍ଭମାନେେ ସେଥି ରେ ନିଜେ ସାକ୍ଷୀ ଅଟୁ।इसी यीशु को परमेश्वर ने जिलाया, जिस के हम सब गवाह हैं।
33 ଯୀଶୁଙ୍କୁ ସ୍ବର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଇଶ୍ବରଙ୍କର ଡ଼ାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବୁତ୍ରଆତ୍ମା ଦଇେଛନ୍ତି। ଇଶ୍ବର ଏହି ପବିତ୍ରଆତ୍ମା ଦବୋ ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ର ଆତ୍ମାଙ୍କୁ ଢ଼ାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭମାନେେ ଏହା ଦେଖୁଅଛ ଓ ଶୁଣୁଅଛ।इस प्रकार परमेश्वर के दाहिने हाथ से सर्वोच्च पद पाकर, और पिता से वह पवित्र आत्मा प्राप्त करके जिस की प्रतिज्ञा की गई थी, उस ने यह उंडेल दिया है जो तुम देखते और सुनते हो।
34 ଦାଉଦ ସ୍ବର୍ଗ ଆରୋହଣ କରି ନାହିଁନ୍ତି। କିନ୍ତୁ ଯୀଶୁ ସ୍ବର୍ଗ ଆରୋହଣ କରିଛନ୍ତି। ଦାଉଦ ନିଜେ ଏହିକଥା କହିଛନ୍ତି:क्योंकि दाऊद तो स्वर्ग पर नहीं चढ़ा; परन्तु वह आप कहता है, कि प्रभु ने मेरे प्रभु से कहा;
35 ମୁଁ ତୁମ୍ଭର ଶତୃମାନଙ୍କୁ ତୁମ୍ଭର ପାଦ ତଳକୁ ନ ଆଣିବା ପର୍ୟ୍ଯନ୍ତ ତୁମ୍ଭେ ମାରେ ଡ଼ାହାଣ ପଟେ ବସିଥାଅ।' ଗୀତସଂହିତା 110:1मेरे दाहिने बैठ, जब तक कि मैं तेरे बैरियों को तेरे पांवों तले की चौकी न कर दूं।
36 ତେଣୁ ଇଶ୍ରାୟେଲର ସମସ୍ତେ ଏହା ଭଲ ଭାବରେ ଜାଣନ୍ତୁ ଯେ, ଏହି ଯେଉଁ ଯୀଶୁଙ୍କୁ ତୁମ୍ଭମାନେେ କୃଶ ରେ ବିଦ୍ଧ କରିଛ, ଇଶ୍ବର ତାହାଙ୍କୁ ପ୍ରଭୁ ଓ ମଶୀହ ପଦ ରେ ନିୟୁକ୍ତ କରିଛନ୍ତି।सो अब इस्त्राएल का सारा घराना निश्चय जान ले कि परमेश्वर ने उसी यीशु को जिसे तुम ने क्रूस पर चढ़ाया, प्रभु भी ठहराया और मसीह भी॥
37 ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସମାନେେ ପିତର ଓ ଅନ୍ୟ ପ୍ ରରେିତମାନଙ୍କୁ ପଚାରିଲେ, ଭାଇମାନେ, ଆମ୍ଭେ କ'ଣ କରିବା?तब सुनने वालों के हृदय छिद गए, और वे पतरस और शेष प्रेरितों से पूछने लगे, कि हे भाइयो, हम क्या करें?
38 ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।पतरस ने उन से कहा, मन फिराओ, और तुम में से हर एक अपने अपने पापों की क्षमा के लिये यीशु मसीह के नाम से बपतिस्मा ले; तो तुम पवित्र आत्मा का दान पाओगे।
39 ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ଯ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂର ରେ ଅଛନ୍ତି ସମାନଙ୍କେ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଇଶ୍ବର ଆମ୍ଭମାନଙ୍କ ପ୍ରଭୁ, ଡ଼ାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।क्योंकि यह प्रतिज्ञा तुम, और तुम्हारी सन्तानों, और उन सब दूर दूर के लोगों के लिये भी है जिन को प्रभु हमारा परमेश्वर अपने पास बुलाएगा।
40 ପିତର ସମାନଙ୍କେୁ ଚତନୋ ଦଇେ କହିଲେ, ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।उस ने बहुत ओर बातों में भी गवाही दे देकर समझाया कि अपने आप को इस टेढ़ी जाति से बचाओ।
41 ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସମାନେେ ବାପ୍ତିଜିତ ହେଲେ। ସଦେିନ ସହେି ବିଶ୍ବାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ୟୋଗ ଦେଲେ।सो जिन्हों ने उसका वचन ग्रहण किया उन्होंने बपतिस्मा लिया; और उसी दिन तीन हजार मनुष्यों के लगभग उन में मिल गए।
42 ବିଶ୍ବାସୀ ଲୋକମାନେ ଏକାଠି ମିଳିତ ହବୋକୁ ଲାଗିଲେ। ପ୍ ରରେିତମାନଙ୍କ ଉପଦେଶ ଶୁଣିବାକୁ ସମାନେେ ସମାନଙ୍କେର ସମୟ ଦେଲେ। ବିଶ୍ବାସୀମାନେ ପରସ୍ପରର ସହଭାଗୀ ହେଲେ। ସମାନେେ ରୋଟୀ ବାଣ୍ଟି ଖାଇବାର ଏବଂ ପ୍ରାର୍ଥନା କରିବା ରେ ସମୟ ଦେଲେ।और वे प्रेरितों से शिक्षा पाने, और संगति रखने में और रोटी तोड़ने में और प्रार्थना करने में लौलीन रहे॥
43 ପ୍ ରରେିତମାନେ ବହୁତ ଶକ୍ତିଶାଳୀ ଓ ବହୁତ ଆଶ୍ଚର୍ୟ୍ଯପୂର୍ଣ୍ଣ କାର୍ୟ୍ଯ କରୁଥିଲେ। ପ୍ରେତ୍ୟକକ ଲୋକର ଇଶ୍ବରଙ୍କ ପ୍ରତି ଅତି ଭକ୍ତି ଥିଲା।और सब लोगों पर भय छा गया, और बहुत से अद्भुत काम और चिन्ह प्रेरितों के द्वारा प्रगट होते थे।
44 ସମସ୍ତ ବିଶ୍ବାସୀମାନେ ଏକାଠି ରହିଲେ ଏବଂ ସମାନଙ୍କେ ପାଖ ରେ ଯାହା ସବୁଥିଲା, ସେଥି ରେ ସମସ୍ତେ ଭାଗୀଦାର ହେଲେ।और वे सब विश्वास करने वाले इकट्ठे रहते थे, और उन की सब वस्तुएं साझे की थीं।
45 ସମାନେେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସମାନଙ୍କେ ନିଜନିଜ ଆବଶ୍ଯକତା ଅନୁସାରେ ବାଣ୍ଟି ଦେଲେ।और वे अपनी अपनी सम्पत्ति और सामान बेच बेचकर जैसी जिस की आवश्यकता होती थी बांट दिया करते थे।
46 ପ୍ରତିଦିନ ସମାନେେ ଏକାଠି ହାଇେ ଉପାସନା ମନ୍ଦିର ରେ ପରସ୍ପରକୁ ଭଟେୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ଯ ଏକ ଥିଲା। ସମାନେେ ସମାନଙ୍କେ ଘ ରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟ ରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।और वे प्रति दिन एक मन होकर मन्दिर में इकट्ठे होते थे, और घर घर रोटी तोड़ते हुए आनन्द और मन की सीधाई से भोजन किया करते थे।
47 ବିଶ୍ବସୀମାନେ ଇଶ୍ବଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସମାନଙ୍କେୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ବାସୀମାନଙ୍କ ଦଳ ରେ ସଂୟୁକ୍ତ କରୁଥିଲେ।और परमेश्वर की स्तुति करते थे, और सब लोग उन से प्रसन्न थे: और जो उद्धार पाते थे, उन को प्रभु प्रति दिन उन में मिला देता था॥
Hindi Bible