Bible

Daniel 11 - ORIYA (Hindi)

1 ପୁଣି ମାଦୀଯ ଦାରିଯାବସର ଅଧିକାରର ପ୍ରଥମ ବର୍ଷ ରେ ଆମ୍ଭେ ତାହାକୁ ସୁସ୍ଥିର ଓ କରିବା ପାଇଁ ଠିଆ ହେଲୁ।और दारा नाम मादी राजा के राज्य के पहिले वर्ष में उसको हियाव दिलाने और बल देने के लिये मैं खड़ा हो गया॥

2 'ବର୍ତ୍ତମାନ, ହେ ଦାନିୟେଲ, ଆମ୍ଭେ ତୁମ୍ଭକୁ ସତ୍ଯ କଥା ଜଣାଇବା। ପାରସ୍ଯର ଆଉ ତିନି ରାଜା ଜନ୍ମ ନବେେ। ତା'ପ ରେ ଚତୁର୍ଥ ରାଜା ଯେ ଆସିବ, ସେ ସବୁଠାରୁ ଅଧିକ ଧନଶାଳୀ ହବେ। ଆଉ ଆପଣା ଧନ ରେ ବଳବାନ ହବେ ଓ ଗ୍ରୀସ ରାଜ୍ଯ ବିରୁଦ୍ଧ ରେ ସମସ୍ତଙ୍କୁ ଉତ୍ତଜେିତ କରିବ।और अब मैं तुझ को सच्ची बात बताता हूं। देख, फारस के राज्य में अब तीन और राजा उठेंगे; और चौथा राजा उन सभों से अधिक धनी होगा; और जब वह धन के कारण सामर्थी होगा, तब सब लोगों को यूनान के राज्य के विरुद्ध उभारेगा।

3 ତା'ପ ରେ ଏକ ମହା ପରାକ୍ରମୀ ରାଜା ଉତ୍ପନ୍ନ ହବେ, ସେ ମହା କତ୍ତୃର୍ତ୍ବ ରେ ରାଜତ୍ବ କରିବ ଓ ସ୍ବେଚ୍ଛାଗ୍ଭରୀ ହାଇେ କର୍ମ କରିବ।उसके बाद एक पराक्रमी राजा उठ कर अपना राज्य बहुत बढ़ाएगा, और अपनी इच्छा के अनुसार ही काम किया करेगा।

4 ସହେି ରାଜା ୟିବାପ ରେ, ତାଙ୍କର ରାଜ୍ଯ ଗ୍ଭରିଭାଗ ରେ ବିଭକ୍ତ ହବେ। ତାଙ୍କର ପ୍ରଭୁତ୍ବ ତାଙ୍କ ପୁତ୍ର ନାତିଙ୍କ ମଧିଅରେ ଦିଆୟିବ ନାହିଁ। ଏହା ଅନ୍ୟମାନଙ୍କ ମଧିଅରେ ବଣ୍ଟନ ହବେ। ସହେି ରାଜ୍ଯଗୁଡିକ ପ୍ରଥମ ରାଜ୍ଯପରି ଶକ୍ତିଶାଳୀ ହବେ ନାହିଁ।और जब वह बड़ा होगा, तब उसका राज्य टूटेगा और चारों दिशाओं में बंटकर अलग अलग हो जाएगा; और न तो उसके राज्य की शक्ति ज्यों की त्यों रहेगी और न उसके वंश को कुछ मिलेगा; क्योंकि उसका राज्य उखड़ कर, उनकी अपेक्षा और लोगों को प्राप्त होगा॥

5 ଦକ୍ଷିଣର ରାଜା ଶକ୍ତିଶାଳୀ ହବେେ କିନ୍ତୁ ତାଙ୍କର ସନୋପତିମାନଙ୍କ ମଧ୍ଯରୁ ଜଣେ ରାଜାଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ହବେ। ସେ ଦକ୍ଷିଣ ରାଜାଙ୍କ ଅପେକ୍ଷା ବୃହତ୍ ରାଜ୍ଯ ରେ ରାଜତ୍ବ କରିବ।तब दक्खिन देश का राजा बल पकड़ेगा; परन्तु उसका एक हाकिम उस से अधिक बल पकड़ कर प्रभुता करेगा; यहां तक कि उसकी प्रभुता बड़ी हो जाएगी।

6 'ମାତ୍ର କିଛି ବର୍ଷ ପ ରେ ସମାନେେ ଏକତ୍ରୀତ ହବେେ। ଦକ୍ଷିଣ ରାଜ୍ଯର ରାଜକନ୍ଯା ଉତ୍ତରର ରାଜାକୁ ବିବାହ କରିବେ ମାତ୍ର ସହେି ରାଜକୁମାରୀ ନିଜ ଶକ୍ତି ଓ ଶାନ୍ତି ହରାଇବେ, ତା'ର ସ୍ବାମୀ ଦୁର୍ବଳ ହବେେ। ସେ ଓ ତାଙ୍କର ସ୍ବାମୀ, ସମାନଙ୍କେର ସନ୍ତାନ ଏବଂ ତାହାର ଦାସମାନଙ୍କୁ ହସ୍ତାନ୍ତର କରାୟିବ।कई वर्षों के बीतने पर, वे दोनों आपस में मिलेंगे, और दक्खिन देश के राजा की बेटी उत्तर देश के राजा के पास शान्ति की वाचा बान्धने को आएगी; परन्तु उसका बाहुबल बना न रहेगा, और न वह राजा और न उसका नाम रहेगा; परन्तु वह स्त्री अपने पहुंचाने वालों और अपने पिता और अपने सम्भालने वालों समेत अलग कर दी जाएगी॥

7 ମାତ୍ର ତାହାର ପରିବାରରୁ କହେି ଜଣେ ବ୍ଯକ୍ତି ଉତ୍ତର ଦେଶସ୍ଥ ସୈନ୍ଯବାହିନୀକୁ ଆକ୍ରମଣ କରିବ। ଏବଂ ସହେି ୟୁଦ୍ଧ ରେ ସେ ଜଯୟୁକ୍ତ ହବେ।फिर उसकी जड़ों में से एक डाल उत्पन्न हो कर उसके स्थान में बढ़ेगी; वह सेना समेत उत्तर के राजा के गढ़ में प्रवेश करेगा, और उन से युद्ध कर के प्रबल होगा।

8 ସେ ସମାନଙ୍କେର ପ୍ରତିମାଗୁଡିକୁ, ସମାନଙ୍କେର ଦବଗେଣଙ୍କୁ ଓ ସୁନା ରୂପାର ମନୋହର ପାତ୍ରଗୁଡିକୁ ମିଶରକୁ ନଇୟିବେ। କିଛି ବର୍ଷ ପାଇଁ ସେ ଉତ୍ତର ଦେଶୀଯ ରାଜାଙ୍କ ପାଇଁ ଆଉ ବିବ୍ରତ ହବେ ନାହିଁ।तब वह उसके देवताओं की ढली हुई मूरतों, और सोने-चान्दी के मनभाऊ पात्रों को छीनकर मिस्र में ले जाएगा; इसके बाद वह कुछ वर्ष तक उत्तर देश के राजा के विरुद्ध हाथ रोके रहेगा।

9 ଉତ୍ତରର ରାଜା ଦକ୍ଷିଣର ରାଜ୍ଯକୁ ଆକ୍ରମଣ କରିବ। ମାତ୍ର ସେ ୟୁଦ୍ଧ ରେ ହାରି ଆପଣା ଦେଶକୁ ଫରେିୟିବ।तब वह राजा दक्खिन देश के राजा के देश में आएगा, परन्तु फिर अपने देश में लौट जाएगा॥

10 ଆଉ ତାହା ପୁତ୍ରଗଣ ୟୁଦ୍ଧ କରିବେ। ସମାନେେ ଏକ ବିରାଟ ସୈନ୍ଯବାହିନୀ ସଂଗ୍ରହ କରିବେ। ଆଉ ଦକ୍ଷିଣ ରେ ସମାନେେ ବନ୍ଯାଜଳ ତୁଲ୍ଯ ଉଚ୍ଛୁଳି ବହିଯିବେ। ଏବଂ ସମାନେେ ଦକ୍ଷିଣ ରାଜାଙ୍କର ଦୁର୍ଗ ପର୍ୟ୍ଯନ୍ତ ୟୁଦ୍ଧ କରିବେ।उसके पुत्र झगड़ा मचा कर बहुत से बड़े बड़े दल इकट्टे करेंगे, और उमण्डने वाली नदी की नाईं आकर देश के बीच हो कर जाएंगे, फिर लौटते हुए उसके गढ़ तक झगड़ा मचाते जाऐंगे।

11 ସେତବେେଳେ ଦକ୍ଷିଣ ଦେଶର ରାଜା କୋରଧାନ୍ବିତ ହାଇେ ଉତ୍ତର ଦେଶୀଯ ରାଜାଙ୍କ ସହିତ ୟୁଦ୍ଧ ରେ ଅଗ୍ରସର ହବେେ। ଯଦିଓ ଉତ୍ତର ଦେଶୀଯ ରାଜାଙ୍କର ବୃହତ୍ତ ସୈନ୍ଯବାହିନୀ ଥିବ, ତଥାପି ସେ ୟୁଦ୍ଧ ରେ ହାରିବ।तब दक्खिन देश का राजा चिढ़ेगा, और निकल कर उत्तर देश के उस राजा से युद्ध करेगा, और वह राजा लड़ने के लिये बड़ी भीड़ इकट्ठी करेगा, परन्तु वह भीड़ उसके हाथ में कर दी जाएगी।

12 ଉତ୍ତରର ରାଜା ହାରିବା ପ ରେ ତାଙ୍କର ସୈନ୍ଯମାନଙ୍କୁ ବନ୍ଦୀକରି ନିଆୟିବ ଓ ଦକ୍ଷିଣ ଦେଶର ରାଜା ଗର୍ବିତ ହାଇେ ହଜାର ହଜାର ସୈନ୍ଯଙ୍କୁ ବଧ କରିବ। ତଥାପି ସେ ନିଯନ୍ତ୍ରଣ ରେ ରହିବ ନାହିଁ।उस भीड़ को जीत कर के उसका मन फूल उठेगा, और वह लाखों लोगों को गिराएगा, परन्तु वह प्रबल न होगा।

13 ଆଉ ଉତ୍ତର ଦେଶର ରାଜା ଫରେି ଏକ ବୃହତ୍ ସୈନ୍ଯ ବାହିନୀ ସଂଗ୍ରହ କରିବ। ବହୁ ବର୍ଷ ପ ରେ ପୂର୍ବାପେକ୍ଷା ବିପୁଳ ସୈନ୍ଯ ସାମନ୍ତ ନଇେ ଦକ୍ଷିଣ ଦେଶ ଆକ୍ରମଣ କରିବ। ସହେି ସୈନ୍ଯମାନଙ୍କ ହସ୍ତ ରେ ବିପୁଳ ଅସ୍ତ୍ର ଶସ୍ତ୍ର ରହିବ ଓ ସମାନେେ ୟୁଦ୍ଧ ପାଇଁ ପ୍ରସ୍ତୁତ ହାଇେ ରହିବେ।क्योंकि उत्तर देश का राजा लौट कर पहिली से भी बड़ी भीड़ इकट्ठी करेगा; और कई दिनों वरन वर्षों के बीतने पर वह निश्चय बड़ी सेना और सम्पत्ति लिए हुए आएगा॥

14 ସେ ସମୟରେ ଅନକେ ଲୋକ ଦକ୍ଷିଣ ଦେଶ ବିରୁଦ୍ଧ ରେ ଉଠିବେ। ତୁମ୍ଭ ଲୋକମାନଙ୍କ ମଧିଅରେ ବିଦ୍ରୋହୀମାନେ ଦକ୍ଷିଣ ଦେଶୀଯ ବିରୁଦ୍ଧ ରେ ଏହି ଦର୍ଶନ ପାଇଁ ୟୁଦ୍ଧ କରିବେ। ମାତ୍ର ସମାନେେ ପତିତ ହବେେ।उन दिनों में बहुत से लोग दक्खिन देश के राजा के विरुद्ध उठेंगे; वरन तेरे लोगों में से भी बलात्कारी लोग उठ खड़े होंगे, जिस से इस दर्शन की बात पूरी हो जाएगी; परन्तु वे ठोकर खाकर गिरेंगे।

15 ଏହି ରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡବନ୍ଦୀ କରି ସୁଦୃଢ ନଗର ହସ୍ତଗତ କରିବ। ସେତବେେଳେ ଦକ୍ଷିଣ ଦେଶର ସୈନ୍ଯବାହିନୀ ଓ ମନୋନୀତ ଲୋକମାନେ ତାଙ୍କୁ ପ୍ରତିରୋଧ କରିପାରିବେ ନାହିଁ। ଏପରିକି ମହାଶକ୍ତିଶାଳୀ ସୈନ୍ଯମାନେ ମଧ୍ଯ ତାଙ୍କୁ ବାଧା ଦଇେ ପାରିବେ ନାହିଁ।तब उत्तर देश का राजा आकर किला बान्धेगा और दृढ़ नगर ले लेगा। और दक्खिन देश के न तो प्रधान खड़े रहेंगे और न बड़े वीर; क्योंकि किसी के खड़े रहने का बल न रहेगा।

16 ଉତ୍ତର ଦେଶର ରାଜା ନିଜ ଇଚ୍ଛାନୁସା ରେ ସମାନଙ୍କେ ବିରୁଦ୍ଧ ରେ କାର୍ୟ୍ଯ କରିବ। ତା'ର ବିପକ୍ଷ ରେ କହେି ଠିଆ ହବେେ ନାହିଁ। ଆଉ ସେ ସହେି ପବିତ୍ର ଦେଶ ରେ ଠିଆ ହବେ ଓ ତାହା ହସ୍ତ ରେ ବିନାଶର ଶକ୍ତି ରହିବ।तब जो भी उनके विरुद्ध आएगा, वह अपनी इच्छा पूरी करेगा, और वह हाथ में सत्यानाश लिए हुए शिरोमणि देश में भी खड़ा होगा और उसका साम्हना करने वाला कोई न रहेगा।

17 ଉତ୍ତର ଦେଶର ରାଜା ତାହାର ସମସ୍ତ ଶକ୍ତି ଦକ୍ଷିଣ ଦେଶ ବିରୁଦ୍ଧ ରେ ଲଗାଇବ। ସେ ଦକ୍ଷିଣ ଦେଶର ରାଜା ସହିତ ଏକ ଶାନ୍ତି ଚୁକ୍ତି କରିବ। ଏହାକୁ ନଷ୍ଟ କରିବା ପାଇଁ, ନିଜ କନ୍ଯାଗଣ ମଧ୍ଯରୁ ଜଣକୁ ଦକ୍ଷିଣର ରାଜା ସହିତ ବିବାହ ଦବେ। ତା'ର ଯୋଜନା ଫଳପ୍ରଦ ଦବେ ନାହିଁ କି ତାକୁ କହେି ସାହାୟ୍ଯ କରିବେ ନାହିଁ।तब वह अपने राज्य के पूर्ण बल समेत, कई सीधे लोगों को संग लिए हुए आने लगेगा, और अपनी इच्छा के अनुसार काम किया करेगा। और वह उसको एक स्त्री इसलिये देगा कि उसका राज्य बिगाडा जाए; परन्तु वह स्थिर न रहेगी, न उस राजा की होगी।

18 ଏହାପ ରେ ସେ ଉପକୂଳବର୍ତ୍ତୀ ଅଞ୍ଚଳ ବିରୁଦ୍ଧ ରେ ୟାଇ ଅନକଙ୍କେୁ କାବୁ କରିବ। ମାତ୍ର ଜଣେ ଅଧିପତି ତାକୁ ପରାସ୍ତ କରିବ। ସେ ତାହା ବିରୁଦ୍ଧ ରେ ୟାଇ ତାକୁ ଅପମାନିତ କରିବ।तब वह द्वीपों की ओर मुंह कर के बहुतों को ले लेगा; परन्तु एक सेनापति उसके अहंकार को मिटाएगा; वरन उसके अहंकार के अनुकूल उसे बदला देगा।

19 ଏହାପ ରେ ସେ ଆପଣା ଦେଶର ଦୁର୍ଗ ଆଡେ ଫରେିବ ମାତ୍ର ସଠାେ ରେ ତା'ର ପତନ ଘଟିବ ଓ ସେ ଶଷେ ହବେ।तब वह अपने देश के गढ़ों की ओर मुंह फेरेगा, और वह ठोकर खाकर गिरेगा, और कहीं उसका पता न रहेगा।

20 ସେ ଉତ୍ତର ଦେଶର ରାଜାଙ୍କ ଅନ୍ତେ ଜଣେ ନୂତନ ରାଜା ଆସିବେ। ସେ ରାଜା ଜଣଙ୍କ ରାଜକୀଯ ପରିବାରରୁ ଆସିବେ ନାହିଁ। ନିଜର ସୁଖ ବୃଦ୍ଧି ପାଇଁ ଧନ ଉପାର୍ଜନ କରିବା ନିମନ୍ତେ ଜଣେ କରଆଦାଯକାରୀଙ୍କୁ ନିୟୁକ୍ତି କରିବ। ମାତ୍ର ଅଳ୍ପଦିନ ପ ରେ, ସେ ବିନଷ୍ଟ ହବେ, ମାତ୍ର କୋରଧ ରେ ନୁହେଁ କି ୟୁଦ୍ଧ ରେ ନୁହେଁ।तब उसके स्थान में कोई ऐसा उठेगा, जो शिरोमणि राज्य में अन्धेर करने वाले को घुमाएगा; परन्तु थोड़े दिन बीतने पर वह क्रोध वा युद्ध किए बिना ही नाश हो जाएगा।

21 ଜଣେ ନିଷ୍ଠୁର ଓ ଘୃଣ୍ଯ ବ୍ଯକ୍ତି ତାଙ୍କ ପ ରେ ରାଜ୍ଯ ପ୍ରାପ୍ତ ହବେ। ମାତ୍ର ସେ ନିରାପଦ ସମୟରେ ଆସିବ ଓ ଗ୍ଭଟବାକ୍ଯଦ୍ବାରା ରାଜ୍ଯ ପାଇବ।उसके स्थान में एक तुच्छ मनुष्य उठेगा, जिसकी राजप्रतिष्ठा पहिले तो न होगी, तौभी वह चैन के समय आकर चिकनी-चुपड़ी बातों के द्वारा राज्य को प्राप्त करेगा।

22 ସେ ବୃହତ ଓ ଶକ୍ତିଶାଳୀ ସୈନ୍ଯବାହିନୀକୁ ପରାସ୍ତ କରିବ ଓ ସେ ପରମେଶ୍ବରଙ୍କ, ଲୋକମାନଙ୍କ ଦ୍ବାରା ମନୋନୀତ ଅଧିପତିକୁ ଧ୍ବଂସ କରିବ।तब उसकी भुजारूपी बाढ़ से लोग, वरन वाचा का प्रधान भी उसके साम्हने से बहकर नाश होंगे।

23 ବହୁଦେଶ ତାଙ୍କ ସହିତ ଚୁକ୍ତି ସ୍ଥିର କରିବେ, ମାତ୍ର ସେ ପ୍ରତାରଣା ପୂର୍ବକ କାର୍ୟ୍ଯ କରିବ। କାରଣ ସେ ଅଳ୍ପ ଲୋକଙ୍କ ଦ୍ବାରା ପରାକ୍ରମୀ ହବେ।क्योंकि वह उसके संग वाचा बान्धने पर भी छल करेगा, और थोड़े ही लोगों को संग लिए हुए चढ़ कर प्रबल होगा।

24 ଯେତବେେଳେ ଧନଶାଳୀ ଦେଶଗୁଡିକ ନିରାପଦ ଅନୁଭବ କରିବେ, ସେ ସମାନଙ୍କେୁ ଆକ୍ରମଣ କରିବ। ତାହା ପିତୃ ପିତାମହଗଣ ଯାହା କରିନଥିଲେ ସେ ତାହା କରିବ। ସେ ତାକୁ ବନ୍ଧୁମାନଙ୍କ ମଧିଅରେ ଲୁଣ୍ଠିତ ଦ୍ରବ୍ଯ ଅପହୃତ ବସ୍ତୁ ଓ ଧନ ବାଣ୍ଟି ଦବେ। ସେ ଅଳ୍ପ ସମୟ ପାଇଁ ସଫଳ ହବେ।चैन के समय वह प्रान्त के उत्तम से उत्तम स्थानों पर चढ़ाई करेगा; और जो काम न उसके पुरखा और न उसके पुरखाओं के पुरखा करते थे, उसे वह करेगा; और लूटी हुई धन-सम्पत्ति उन में बहुत बांटा करेगा। वह कुछ काल तक दृढ़ नगरों के लेने की कल्पना करता रहेगा।

25 ପୁଣି ସେ ମହା ସୈନ୍ଯଦଳ ସଙ୍ଗ ରେ ନଇେ ଦକ୍ଷିଣ ଦେଶ ବିରୁଦ୍ଧ ରେ ଆପଣା ବଳ ଓ ସାହାସ ଦଖାଇବେ। ତେଣୁ ଦକ୍ଷିଣ ଦେଶର ରାଜା ଅତି ବୃହତ୍ ଓ ପରାକ୍ରମୀ ସୈନ୍ଯଦଳ ଘନେି ତାହା ସଙ୍ଗେ ୟୁଦ୍ଧ କରିବ। ମାତ୍ର ସେ ସ୍ଥିର ହାଇେ ରହିବ ନାହିଁ, କାରଣ ସମାନେେ ତାହା ବିରୁଦ୍ଧ ରେ ନାନା କୌଶଳ କଳ୍ପନା କରିବେ।तब वह दक्खिन देश के राजा के विरुद्ध बड़ी सेना लिए हुए अपने बल और हियाव को बढ़ाएगा, और दक्खिन देश का राजा अत्यन्त बड़ी सामर्थी सेना लिए हुए युद्ध तो करेगा, परन्तु ठहर न सकेगा, क्योंकि लोग उसके विरुद्ध कल्पना करेंगे।

26 ଯେଉଁମାନେ ତା'ର ସପକ୍ଷ ରେ ଥିବେ ସମାନେେ ତାକୁ ବିନାଶ କରିବେ। ତା'ର ସୌନ୍ଯବାହିନୀ ପରାସ୍ତ ହେଲାପ ରେ ବହୁସୈନ୍ଯ ନିହତ ହବେେ।उसके भोजन के खाने वाले भी उसको हरवाएंगे; और यद्यपि उसकी सेना बाढ़ की नाईं चढ़ेगी, तौभी उसके बहुत से लोग मर मिटेंगे।

27 ପୁଣି ଦୁଇ ରାଜା ପରସ୍ପରର ଅନିଷ୍ଟ କରିବାକୁ ଚେଷ୍ଟା କରିବେ। ସମାନେେ ଏକା ମଜେ ଉପ ରେ ବସି ପରସ୍ପର ମିଥ୍ଯା କଥା କହିବେ। ମାତ୍ର ସମାନେେ ସଫଳ ହବେେ ନାହିଁ। କାରଣ ପରମେଶ୍ବର ସମାନଙ୍କେର ସମାପ୍ତ ପାଇଁ ଏକ ନିର୍ଦ୍ଦିଷ୍ଟ ସମୟ ନିରୂପଣ କରିବେ।तब उन दोनों राजाओं के मन बुराई करने में लगेंगे, यहां तक कि वे एक ही मेज पर बैठे हुए आपस में झूठ बोलेंगे, परन्तु इस से कुछ बन न पड़ेगा; क्योंकि इन सब बातों का अन्त नियत ही समय में होने वाला है।

28 ତା'ପ ରେ ଉତ୍ତରର ରାଜା ଅନକେ ସମ୍ପତ୍ତି ନଇେ ନିଜ ଦେଶକୁ ଫରେିୟିବ। ତା'ର ଚିତ୍ତ ପବିତ୍ର ଚୁକ୍ତିର ପ୍ରତିକୂଳ ରେ ୟିବ। ସେ ପରମେଶ୍ବରଙ୍କର ଲୋକମାନଙ୍କୁ ଆକ୍ରମଣ କରିବ ଏବଂ ନିଜ ଇଚ୍ଛା ରେ କର୍ମ କରିବ।तब उत्तर देश का राजा बड़ी लूट लिए हुए अपने देश को लौटेगा, और उसका मन पवित्र वाचा के विरुद्ध उभरेगा, और वह अपनी इच्छ पूरी कर के अपने देश को लौट जाएगा॥

29 'ନିରୂପିତ ସମୟରେ ସେ ପୁଣି ଦକ୍ଷିଣ ବିରୁଦ୍ଧ ରେ ୟିବ। ମାତ୍ର ପୂର୍ବପରି ସେ ଆଉ ସଫଳ ହବେନାହିଁ।नियत समय पर वह फिर दक्खिन देश की ओर जाएगा, परन्तु उस पिछली बार के समान इस बार उसका वश न चलेगा।

30 କାରଣ କିତ୍ତିମର ଜାହାଜ ସବୁ ତା'ର ବିରୁଦ୍ଧ ରେ ଆସିବ। ଏଥିପାଇଁ ସେ, ଦୁଃଖିତ ହାଇେ ଫରେିୟିବ ଓ ପବିତ୍ର ଚୁକ୍ତିର ପ୍ରତିକୂଳ ରେ କୋର୍ଧ କରି ସ୍ବେଚ୍ଛାମତେ କାର୍ୟ୍ଯ କରିବ। ସେ ଫରେିୟାଇ ପବିତ୍ର ଚୁକ୍ତି ଭଙ୍ଗକାରୀ ଲୋକଙ୍କ ସହିତ ୟୋଗ ଦବେ।क्योंकि कित्तियों के जहाज उसके विरुद्ध आएंगे, और वह उदास हो कर लौटेगा, और पवित्र वाचा पर चिढ़ कर अपनी इच्छा पूरी करेगा। वह लौट कर पवित्र वाचा के तोड़ने वालों की सुधि लेगा।

31 ଉତ୍ତରର ରାଜା ୟିରୁଶାଲମକୁ ସୈନ୍ଯଗଣ ପଠାଇଲେ ଏବଂ ମନ୍ଦିର ତିଆରି କଲେ ଏବଂ ଦୂର୍ଗକୁ ଅଶୁଚି କଲେ। ସମାନେେ ନିତ୍ଯ ନବୈେଦ୍ଯ ବନ୍ଦ କରିବେ ଏବଂ ଅତି ମନ୍ଦ ଘୃଣା ପ୍ରତି ମୂର୍ତ୍ତି ସ୍ଥାପନ କରିବେ।तब उसके सहायक खड़े हो कर, दृढ़ पवित्र स्थान को अपवित्र करेंगे, और नित्य होमबलि को बन्द करेंगे। और वे उस घृणित वस्तु को खड़ा करेंगे जो उजाड़ करा देती है।

32 ' ସେ ଅବିଶ୍ବସ୍ତ ୟିହୁଦୀମାନଙ୍କୁ ଛଳନା କଥା କହି, ବିପଥଗାମୀ କରିବେ। ମାତ୍ର ଯେଉଁ ୟିହୁଦୀମାନେ ଆପଣା ପରମେଶ୍ବରଙ୍କୁ ଶକ୍ତିଶାଳୀ ବୋଲି ଜାଣନ୍ତି ସମାନେେ ମହତ୍କର୍ମ କରିବେ।और जो दुष्ट हो कर उस वाचा को तोड़ेंगे, उन को वह चिकनी-चुपड़ी बातें कह कहकर भक्तिहीन कर देगा; परन्तु जो लोग अपने परमेश्वर का ज्ञान रखेंगे, वे हियाव बान्धकर बड़े काम करेंगे।

33 ଲୋକମାନଙ୍କ ମଧିଅରେ ଯେଉଁମାନେ ଜ୍ଞାନୀ, ସମାନେେ ଅନକଙ୍କେୁ ଉପଦେଶ ଦବେେ। ତଥାପି ବହୁଦିନ ପର୍ୟ୍ଯନ୍ତ ସମାନେେ ଖଡ୍ଗ ରେ, ଅଗ୍ନି ଶିଖା ରେ, ବନ୍ଦୀ ଅବସ୍ଥା ରେ ଓ ଲୁଟ ରେ ପତିତ ହବେେ।और लोगों को सिखाने वाले बुद्धिमान जन बहुतों को समझाएंगे, तौभी वे बहुत दिन तक तलवार से छिदकर और आग में जलकर, और बंधुए हो कर और लुटकर, बड़े दु:ख में पड़े रहेंगे।

34 ଯେ ତବେଳେ ସମାନେେ ପତିତ ହବେେ, ସେତବେେଳେ ସମାନେେ ଅଳ୍ପ ସାହାୟ୍ଯ ପ୍ରାପ୍ତ ହବେେ। ମାତ୍ର ଅନକେେ ଗ୍ଭଟୁକାର ସମାନଙ୍କେ ସଙ୍ଗେ ଯୋଗ ହବେେ।जब वे दु:ख में पड़ेंगे तब थोड़ा बहुत सम्भलेंगे, परन्तु बहुत से लोग चिकनी-चुपड़ी बातें कह कहकर उन से मिल जाएंगे;

35 କେତକେ ଜ୍ଞାନୀ ଲୋକଙ୍କର ପତନ ଘଟିବ ଓ ସମାନେେ ଭୁଲ କରିବେ। ମାତ୍ର ସହେି ଜ୍ଞାନୀମାନେ ସମାନଙ୍କେୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଲୀକୃତ କରିବା ପାଇଁ ଶଷେ ସମୟ ପତିତ ହବେେ। ସହେି ସମୟ ଆସିବ ଯେତବେେଳେ ପରମେଶ୍ବର ନିଷ୍ପତ୍ତି କରିବେ।'और सिखाने वालों में से कितनें गिरेंगे, और इसलिये गिरने पाएंगे कि जांचे जाएं, और निर्मल और उजले किए जाएं। यह दशा अन्त के समय तक बनी रहेगी, क्योंकि इन सब बातों का अन्त नियत समय में होने वाला है॥

36 ଉତ୍ତରର ରାଜା ନିଜ ଇଚ୍ଛା ଅନୁସାରେ କର୍ମ କରିବ। ସମସ୍ତ ଦବେତାଠାରୁ ନିଜକୁ ବଡ ବୋଲି ସେ ଗର୍ବ କରିବ। ପୁଣି ସେ ଇଶ୍ବରଗଣଙ୍କର ପରମେଶ୍ବରଙ୍କ ବିରୁଦ୍ଧ ରେ ଶକ୍ତିଶାଳୀ କଥା କହିବ। ତା'ର କୋରଧ ଫଳବତି ନ ହବୋ ପର୍ୟ୍ଯନ୍ତ ସେ ସଫଳ ହବେେ। କାରଣ ଯାହା ପରମେଶ୍ବରଙ୍କ ଯୋଜନା କରିଛନ୍ତି ତାହା ହବେ।तब वह राजा अपनी इच्छा के अनुसार काम करेगा, और अपने आप को सारे देवताओं से ऊंचा और बड़ा ठहराएगा; वरन सब देवताओं के परमेश्वर के विरुद्ध भी अनोखी बातें कहेगा। और जब तक परमेश्वर का क्रोध न हो जाए तब तक उस राजा का कार्य सफल होता रहेगा; क्योंकि जो कुछ निश्चय कर के ठाना हुआ है वह अवश्य ही पूरा होने वाला है।

37 ସେ ଆପଣା ପିତୃଗଣର ପ୍ରତିମାମାନଙ୍କୁ ମାନିବ ନାହିଁ। ସ୍ତ୍ରୀମାନଙ୍କ କୌଣସି ଦବେତାଙ୍କୁ ମାନିବ ନାହିଁ। କାରଣ ସେ ସମସ୍ତଙ୍କଠାରୁ ନିଜକୁ ବଡ ମନେ କରିବ।वह अपने पुरखाओं के देवताओं की चिन्ता ना करेगा, न स्त्रियों की प्रीति की कुछ चिन्ता करेगा और न किसी देवता की; क्योंकि वह अपने आप ही को सभों के ऊपर बड़ा ठहराएगा।

38 ସହେି ରାଜା କବଳେ ଶକ୍ତିର ଦବେତାକୁ ଆରାଧନା କରିବ। ସେ ଶକ୍ତି ଓ ସାମର୍ଥକୁ ଆରାଧନା କରିବ। ସେ ତାହାର ପୂର୍ବ ପୁରୁଷଗଣର ଦବେତାଙ୍କୁ ଆରାଧନା କରିବ ନାହିଁ। ସେ ଶକ୍ତିର ଦବେତାଙ୍କୁ ସୁନା, ରୂପା ଓ ମୂଲ୍ଯବାନ ପଥର ଦଇେ ଆରାଧନା କରିବ।वह अपने राजपद पर स्थिर रहकर दृढ़ गढ़ों ही के देवता का सम्मान करेगा, एक ऐसे देवता का जिसे उसके पुरखा भी न जानते थे, वह सोना, चान्दी, मणि और मनभावनी वस्तुएं चढ़ा कर उसका सम्मान करेगा।

39 ସେ ବିଦେଶୀଯ ଦବେତା ଶକ୍ତିର ଦବେତାର ସାହାୟ୍ଯ ରେ, ମଜ୍ବୁତ୍ ଦୁର୍ଗର ପ୍ରତିକୂଳ ରେ କାର୍ୟ୍ଯ କରିବ। ଯେ କହେି ତାକୁ ସ୍ବୀକାର କରିବ ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନକଙ୍କେ ଉପ ରେ ସମାନଙ୍କେୁ କତ୍ତୃର୍ତ୍ବ ପଦ ଦବେ ଓ ଟଙ୍କା ପରିବର୍ତେ ଭୂମି ବିଭାଗ କରିବ।उस बिराने देवता के सहारे से वह अति दृढ़ गढ़ों से लड़ेगा, और जो कोई उसको माने उसे वह बड़ी प्रतिष्ठा देगा। ऐसे लोगों को वह बहुतों के ऊपर प्रभुता देगा, और अपने लाभ के लिए अपने देश की भूमि को बांट देगा॥

40 ଆଉ ଅନ୍ତିମ କାଳ ରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବି ରୋଧ କରିବ। ଉତ୍ତର ଦେଶର ରାଜା ରଥ ଅଶ୍ବାରୋହୀଗଣ ଓ ଅନକେ ଜାହାଜ ନଇେ ତାହା ବିରୁଦ୍ଧ ରେ ଘୂର୍ଣ୍ଣିବାଯୁତୁଲ୍ଯ ଆସିବ। ସେ ନାନା ଦେଶ ରେ ପ୍ରବେଶ କରି ବନ୍ଯା ପରି ବହିୟିବ।अन्त के समय दक्खिन देश का राजा उसको सींग मारने लगेगा; परन्तु उत्तर देश का राजा उस पर बवण्डर की नाईं बहुत से रथ-सवार और जहाज ले कर चढ़ाई करेगा; इस रीति से वह बहुत से देशों में फैल जाएगा, और उन में से निकल जाएगा।

41 ଉତ୍ତର ଦେଶର ରାଜା ରମ୍ଯ ଦେଶ ରେ ପ୍ରବେଶ କରିବ ତହିଁରେ ଅନକେ ଦେଶ ପରାସ୍ତ ହବେେ। ମାତ୍ର ଇଦୋମ, ମାୟୋବ ଓ ଅମାନେ ଓ ସନ୍ତାନଗଣର ଅଧିପତି ତାଙ୍କ ହସ୍ତରୁ ରକ୍ଷା ପାଇବେ।वह शिरोमणि देश में भी आएगा। और बहुत से देश उजड़ जाएंगे, परन्तु ऐदोमी, मोआबी और मुख्य मुख्य अम्मोनी आदि जातियों के देश उसके हाथ से बच जाएंगे।

42 ଆହୁରୀ ସେ ନାନା ଦେଶ ମଧିଅରେ ଆପଣା ହସ୍ତ ପ୍ରସାରିବ ଓ ମିଶର ମଧ୍ଯ ରକ୍ଷା ପାଇବ ନାହିଁ।वह कई देशों पर हाथ बढ़ाएगा और मिस्र देश भी न बचेगा।

43 ସେ ମିଶର ଦେଶ ରେ ସୁନା ଓ ରୂପାର ଭଣ୍ତାର ସକଳ ଓ ବହୁମୂଲ୍ଯ ଦ୍ରବ୍ଯ ସବୁ ତାହାର ହସ୍ତଗତ ହବେ। ଆଉ ଲୁଦିଯ କୂଶୀଯମାନେ ତା'ର ଅନୁଚର ହବେେ।वह मिस्र के सोने चान्दी के खजानों और सब मनभावनी वस्तुओं का स्वामी हो जाएगा; और लूबी और कूशी लोग भी उसके पीछे हो लेंगे।

44 ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍ବିଗ୍ନ କରିବ। ତହିଁରେ ସେ ଅନକଙ୍କେୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣରୂପେ ବିନାଶ କରିବା ପାଇଁ ମହା କୋପ ରେ ୟାତ୍ରା କରିବ।उसी समय वह पूरब और उत्तर दिशाओं से समाचार सुन कर घबराएगा, और बड़े क्रोध में आकर बहुतों को सत्यानाश करने के लिये निकलेगा।

45 ଏବଂ ସେ ସାଗର ଓ ରମ୍ଯ ପବିତ୍ର ପର୍ବତର ମଧିଅରେ ଆପଣା ରାଜକୀଯ ତମ୍ବୁ ସ୍ଥାପନ କରିବ। ଆଉ ତାହାର ଅନ୍ତିମ କାଳ ଉପସ୍ଥିତ ହବେ ଓ କହେି ତାହାକୁ ସାହାୟ୍ଯ କରିବେ ନାହିଁ।'और वह दोनों समुद्रों के बीच पवित्र शिरोमणि पर्वत के पास अपना राजकीय तम्बू खड़ा कराएगा; इतना करने पर भी उसका अन्त जा जाएगा, और कोई उसका सहायक न रहेगा॥

Hindi Bible