John 13 - ORIYA (Hindi)
1 ସେତବେେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସମୟ ପ୍ରାୟ ହାଇଯୋଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡି ୟିବାର ସମୟ ଉପସ୍ଥିତ ହାଇଗେଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫରେିଯିବେ। ସେ ସବୁବେଳେ ଏହି ଜଗତ ରେ ଥିବା ତାହାଙ୍କ ନିଜର ହାଇଯୋଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସମାନଙ୍କେ ପ୍ରତି ତାହାଙ୍କର ଗଭୀର ଓ ଚୁଡାନ୍ତ ପ୍ ରମେ ଦଖାଇେଥିଲେ।फसह के पर्व से पहिले जब यीशु ने जान लिया, कि मेरी वह घड़ी आ पहुंची है कि जगत छोड़कर पिता के पास जाऊं, तो अपने लोगों से, जो जगत में थे, जैसा प्रेम वह रखता था, अन्त तक वैसा ही प्रेम रखता रहा।
2 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସନ୍ଧ୍ଯା ଭୋଜନ ରେ ବସିଥିଲେ। ଶିମାନରେ ପୁତ୍ର ଈଷ୍କରିଯୋଥ ୟିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧ ରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।और जब शैतान शमौन के पुत्र यहूदा इस्करियोती के मन में यह डाल चुका था, कि उसे पकड़वाए, तो भोजन के समय।
3 ପରମପିତା ଯୀଶୁଙ୍କୁ ସବୁ ବିଷୟ ରେ କ୍ଷମତା ଦଇେଥିଲେ। ଯୀଶୁ ଏହା ଜାଣିଥିଲେ। ସେ ପରମେଶ୍ବରଙ୍କଠାରୁ ଆସିଛନ୍ତି, ବୋଲି ମଧ୍ଯ ଜାଣିଥିଲେ। ସେ ତାହାଙ୍କ ପାଖକୁ ଫରେିଯାଉଛନ୍ତି ବୋଲି ମଧ୍ଯ ଜାଣିଥିଲେ।यीशु ने यह जानकर कि पिता ने सब कुछ मेरे हाथ में कर दिया है और मैं परमेश्वर के पास से आया हूं, और परमेश्वर के पास जाता हूं।
4 ସମାନେେ ଖାଇବା ସମୟରେ ଯୀଶୁ ଠିଆ ହାଇେ ପିନ୍ଧିଥିବା ଲମ୍ବା ପୋଷାକଟି ଖାଲିେ ଦେଲେ। ସେ ଅଣ୍ଟା ରେ ଗୋଟିଏ ତଉଲିଆ ଗୁଡଇେ ହାଇେ ପଡିଲେ।भोजन पर से उठकर अपने कपड़े उतार दिए, और अंगोछा लेकर अपनी कमर बान्धी।
5 ତା'ପରେ ସେ ପାତ୍ର ରେ ଜଳ ଭର୍ତ୍ତି କଲେ ଓ ଶିଷ୍ଯମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟା ରେ ବାନ୍ଧିଥିବା ତଉଲିଆ ରେ ସମାନଙ୍କେର ପାଦ ପୋଛିଲେ।तब बरतन में पानी भरकर चेलों के पांव धोने और जिस अंगोछे से उस की कमर बन्धी थी उसी से पोंछने लगा।
6 ଯୀଶୁ ଶିମାନେ ପିତରଙ୍କ ପାଖକୁ ଆସିଲେ। କିନ୍ତୁ ପିତର ତାହାଙ୍କୁ କହିଲେ, ପ୍ରଭୁ, ତୁମେ ମାରେ ପାଦ ଧୋଇବା ଉଚିତ ନୁହେଁ।जब वह शमौन पतरस के पास आया: तब उस ने उस से कहा, हे प्रभु,
7 ଯୀଶୁ କହିଲେ, ତୁମେ ଏବେ ଜାଣିପାରୁ ନାହଁ ଯେ, ମୁଁ କ'ଣ କରୁଛି। କିନ୍ତୁ ପରେ ତୁମେ ବୁଝିବ।क्या तू मेरे पांव धोता है? यीशु ने उस को उत्तर दिया, कि जो मैं करता हूं, तू अब नहीं जानता, परन्तु इस के बाद समझेगा।
8 ପିତର କହିଲେ, ନା, ଆପଣ ମାେ ପାଦ କବେେ ଧୋଇବେ ନାହିଁ।पतरस ने उस से कहा, तू मेरे पांव कभी न धोने पाएगा: यह सुनकर यीशु ने उस से कहा, यदि मैं तुझे न धोऊं, तो मेरे साथ तेरा कुछ भी साझा नहीं।
9 ଶିମାନେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ତୁମେ ମାରେ ପାଦ ଧୋଇବା ପରେ ମାରେ ହାତ ଓ ମୁଣ୍ଡ ମଧ୍ଯ ଧୋଇ ଦିଅ।शमौन पतरस ने उस से कहा, हे प्रभु, तो मेरे पांव ही नहीं, वरन हाथ और सिर भी धो दे।
10 ଯୀଶୁ କହିଲେ, ଜଣେ ଲୋକ ସ୍ନାନ କରିବାପରେ ତା'ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହାଇଯୋଏ। କବଳେ ତା'ର ପାଦ ସେ ଧୋଇବ ଦରକାର। ମୁଁ ଜାଣେ ତୁମ୍ଭମାନେେ ପରିଷ୍କାର ହାଇେଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।यीशु ने उस से कहा, जो नहा चुका है, उसे पांव के सिवा और कुछ धोने का प्रयोजन नहीं; परन्तु वह बिलकुल शुद्ध है: और तुम शुद्ध हो; परन्तु सब के सब नहीं।
11 ଯୀଶୁ ଜାଣିଥିଲେ ଯେ କିଏ ତାହାଙ୍କ ବିରୁଦ୍ଧ ରେ ଉଠିବ, ତେଣୁ ସେ କହିଲେ, ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହଁନ୍ତି।वह तो अपने पकड़वाने वाले को जानता था इसी लिये उस ने कहा, तुम सब के सब शुद्ध नहीं॥
12 ଯୀଶୁ ଶିଷ୍ଯମାନଙ୍କ ପାଦ ଧୋଇ ସାରିଲେ। ତା'ପରେ ସେ ଲୁଗାପଟା ପିନ୍ଧି ମଜେ ପାଖ ରେ ପୁଣି ବସିଲେ, ଯୀଶୁ ପଚାରିଲେ, ମୁଁ ତୁମ ପାଇଁ କ'ଣ କଲି, ତୁମ୍ଭେ ତାହା ବୁଝିପାରିଲ କି?जब वह उन के पांव धो चुका और अपने कपड़े पहिनकर फिर बैठ गया तो उन से कहने लगा, क्या तुम समझे कि मैं ने तुम्हारे साथ क्या किया?
13 ତୁମେ ମାେତେ 'ଗୁରୁ' ଓ 'ପ୍ରଭୁ' କହୁଛ। ଅବଶ୍ଯ, ଏହା ଠିକ୍, କାରଣ ମୁଁ ତାହା ଅଟେ।तुम मुझे गुरू, और प्रभु, कहते हो, और भला कहते हो, क्योंकि मैं वही हूं।
14 ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସବେକ ରୂପେ ଧୋଇଲି। ତେଣୁ ତୁମେ ମଧ୍ଯ ପରସ୍ପରର ପାଦ ଧୋଇବା ଉଚିତ।यदि मैं ने प्रभु और गुरू होकर तुम्हारे पांव धोए; तो तुम्हें भी एक दुसरे के पांव धोना चाहिए।
15 ମୁଁ ଏହା ତୁମ୍ଭ ପାଇଁ ଗୋଟିଏ ଆଦର୍ଶ ସ୍ବରୂପ କଲି। ତେଣୁ ତୁମ୍ଭେ ପରସ୍ପର ମଧିଅରେ ଏହିପରି କରିବ।क्योंकि मैं ने तुम्हें नमूना दिखा दिया है, कि जैसा मैं ने तुम्हारे साथ किया है, तुम भी वैसा ही किया करो।
16 ମୁଁ ଏହା ସତ୍ଯ କହୁଛି, ଜଣେ ସବେକ ତାର ପ୍ରଭୁଠାରୁ ବଡ ନୁହେଁ। ଯେଉଁ ଲୋକକୁ କିଛି କାର୍ୟ୍ଯ କରିବା ପାଇଁ ପଠାଯାଇଛି, ସେ ପ୍ ରରଣକେର୍ତ୍ତାଙ୍କଠାରୁ ବଡ ନୁହେଁ।मैं तुम से सच सच कहता हूं, दास अपने स्वामी से बड़ा नहीं; और न भेजा हुआ अपने भेजने वाले से।
17 ଯଦି ତୁମ୍ଭେ ଏହା ସବୁ ଜାଣ ତବେେ ତୁମ୍ଭେ ଏହି କାର୍ୟ୍ଯ କରି ଖୁସି ହବେ।तुम तो ये बातें जानते हो, और यदि उन पर चलो, तो धन्य हो।
18 ମୁଁ ତୁମ୍ଭ ସମସ୍ତଙ୍କ ବିଷୟ ରେ କହୁନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସମାନଙ୍କେୁ ଜାଣେ। କିନ୍ତୁ ଶାସ୍ତ୍ର ରେ ଯାହା ଲଖାେଅଛି, ତାହା ନିଶ୍ଚୟ ଘଟିବ: ' ଯେଉଁଲୋକ ମାେ ସହିତ ଖାଏ, ସେ ମାେ ବିରୁଦ୍ଧ ରେ ଠିଆ ହବେ।'मैं तुम सब के विषय में नहीं कहता: जिन्हें मैं ने चुन लिया है, उन्हें मैं जानता हूं: परन्तु यह इसलिये है, कि पवित्र शास्त्र का यह वचन पूरा हो, कि जो मेरी रोटी खाता है, उस ने मुझ पर लात उठाई।
19 ବର୍ତ୍ତମାନ ଏହା ନ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଏକଥା କହୁଛି। ତେଣୁ ଯେତବେେଳେ ଏହା ଘଟିବ, ତୁମ୍ଭେ ବିଶ୍ବାସ କରିବ, ମୁଁ ସହେି ଅଟେ।अब मैं उसके होने से पहिले तुम्हें जताए देता हूं कि जब हो जाए तो तुम विश्वास करो कि मैं वहीं हूं।
20 ମୁଁ ତୁମ୍ଭକୁ ସତ୍ଯ କହୁଛି, ମାେତେ ପଠାଇଥିବା ବ୍ଯକ୍ତିକୁ ୟିଏ ଗ୍ରହଣ କରେ ସେ ମାେତେ ଗ୍ରହଣ କରେ। ମାେତେ ଯେଉଁ ଲୋକ ଗ୍ରହଣ କରେ, ସେ ମାରେ ପ୍ ରରଣକେର୍ତ୍ତାଙ୍କୁ ମଧ୍ଯ ଗ୍ରହଣ କରେ।मैं तुम से सच सच कहता हूं, कि जो मेरे भेजे हुए को ग्रहण करता है, वह मुझे ग्रहण करता है, और जो मुझे ग्रहण करता है, वह मेरे भेजने वाले को ग्रहण करता है॥
21 ଯୀଶୁ ଏକଥା କହିବା ପରେ ସେ ବହୁତ ଦୁଃଖିତ ହେଲେ। ସେ ମୁକ୍ତ ରେ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନଙ୍କ ମଧ୍ଯରୁ ଜଣେ ମାେ ବିରୁଦ୍ଧ ରେ ୟିବ।ये बातें कहकर यीशु आत्मा में व्याकुल हुआ और यह गवाही दी, कि मैं तुम से सच सच कहता हूं, कि तुम में से एक मुझे पकड़वाएगा।
22 ଯୀଶୁଙ୍କର ଶିଷ୍ଯମାନେ ସମସ୍ତେ ପରସ୍ପରକୁ ଚାହିଁଲେ। ସମାନେେ ବୁଝି ପାରିଲେ ନାହିଁ ଯେ ଯୀଶୁ କାହା ବିଷୟ ରେ କହୁଛିନ୍ତି।चेले यह संदेह करते हुए, कि वह किस के विषय में कहता है, एक दूसरे की ओर देखने लगे।
23 ଯୀଶୁଙ୍କ ପାଖ ରେ ଆଉ ଜଣେ ଶିଷ୍ଯ ବସିଥିଲା। ଯୀଶୁ ତାହାକୁ ବହୁତ ଭଲ ପାଉଥିଲେ।उसके चेलों में से एक जिस से यीशु प्रेम रखता था, यीशु की छाती की ओर झुका हुआ बैठा था।
24 ଶିମାନେ ପିତର, ସହେି ଶିଷ୍ଯକୁ ଯୀଶୁ କାହା ସମ୍ବନ୍ଧ ରେ କହୁଛନ୍ତି ତାହା ତାହାଙ୍କୁ ପଚାରିବା ପାଇଁ ଠାରିଲେ।तब शमौन पतरस ने उस की ओर सैन करके पूछा, कि बता तो, वह किस के विषय में कहता है
25 ସେ ଷ୍ଯ ଜଣକ ଯୀଶୁଙ୍କର ବକ୍ଷସ୍ଥଳ ରେ ଆହୁରି ଆଉଜି ପଡି ପଚାରିଲେ, ପ୍ରଭୁ କିଏ ତୁମ୍ଭ ବିରୁଦ୍ଧ ରେ ୟିବ?तब उस ने उसी तरह यीशु की छाती की ओर झुक कर पूछा, हे प्रभु, वह कौन है? यीशु ने उत्तर दिया, जिसे मैं यह रोटी का टुकड़ा डुबोकर दूंगा, वही है।
26 ଯୀଶୁ ଉତ୍ତର ଦେଲେ, ମୁଁ ଏହି ରୋଟୀ ଖଣ୍ଡିକ ପାତ୍ର ରେ ବୁଡଇେ ଯାହାକୁ ଦବେି, ସହେି ଲୋକ ମାେ ବିରୁଦ୍ଧ ରେ ୟିବ। ତେଣୁ ଯୀଶୁ ଖଣ୍ଡେ ରୋଟୀ ନଇେ ପାତ୍ର ରେ ବୁଡାଇଲେ ଓ ଶିମାନଙ୍କେ ପୁତ୍ର ଈଷ୍କରିଯୋଥ ୟିହୂଦାକୁ ଦେଲେ।और उस ने टुकड़ा डुबोकर शमौन के पुत्र यहूदा इस्करियोती को दिया।
27 ୟିହୂଦା ରୋଟୀ ନଲୋ ବେଳେ ଶୟତାନ ତା' ଭିତ ରେ ପ୍ରବେଶ କଲା। ଯୀଶୁ ୟିହୂଦାକୁ କହିଲେ, ତୁମ୍ଭେ ଯାହା କରିବା କଥା, ତାହା ଶୀଘ୍ର କର।और टुकड़ा लेते ही शैतान उस में समा गया: तब यीशु ने उस से कहा, जो तू करता है, तुरन्त कर।
28 ଯୀଶୁ ଏକଥା ୟିହୂଦାଙ୍କୁ କାହିଁକି କହିଲେ ତାହା ମଜେ ପାଖ ରେ ବସିଥିବା ଲୋକମାନଙ୍କ ଭିତରୁ କହେି ହେଲେ ବୁଝିପାରିଲେ ନାହିଁ।परन्तु बैठने वालों में से किसी ने न जाना कि उस ने यह बात उस से किस लिये कही।
29 ୟିହୂଦା ଦଳର ସାମୂହିକ ଟଙ୍କା ବାକ୍ସ ନିଜ ପାଖ ରେ ରଖୁଥିଲା। ତେଣୁ କେତକେ ଶିଷ୍ଯ ଭାବିଲେ ଯେ ଯୀଶୁ ତାକୁ ପର୍ବ ପାଇଁ କିଛି କିଣିବାକୁ କହିଲେ। କିଅବା ସମାନେେ ଏକଥା ମଧ୍ଯ ଭାବିଲେ, ଯୀଶୁ ବୋଧେ ୟିହୂଦାକୁ ଦରିଦ୍ରମାନଙ୍କୁ କିଛି ଦାନ ଦବୋ ପାଇଁ କହିଲେ।यहूदा के पास थैली रहती थी, इसलिये किसी किसी ने समझा, कि यीशु उस से कहता है, कि जो कुछ हमें पर्व के लिये चाहिए वह मोल ले, या यह कि कंगालों को कुछ दे।
30 ୟିହୂଦା ଯୀଶୁ ଦଇେଥିବା ରୋଟୀ ଗ୍ରହଣ କଲେ। ତା'ପରେ ୟିହୂଦା ବାହାରି ଚାଲିଗଲେ। ସେତବେେଳେ ରାତ୍ରି ହାଇେଥିଲା।तब वह टुकड़ा लेकर तुरन्त बाहर चला गया, और रात्रि का समय था॥
31 ୟିହୂଦା ଗଲାପରେ ଯୀଶୁ କହିଲେ, ବର୍ତ୍ତମାନ ମନୁଷ୍ଯପୁତ୍ର ଗୌରବ ପାଉଛନ୍ତି। ପରମେଶ୍ବର ମଧ୍ଯ ମନୁଷ୍ଯ ପୁତ୍ରଙ୍କ ଦ୍ବାରା ଗୌରବ ପାଉଛନ୍ତି।जब वह बाहर चला गया तो यीशु ने कहा; अब मनुष्य पुत्र की महिमा हुई, और परमेश्वर की महिमा उस में हुई।
32 ଯଦି ପରମେଶ୍ବର ତାହାଙ୍କ ମାଧ୍ଯମ ରେ ଗୌରବ ଅର୍ଜ୍ଜନ କରନ୍ତି, ତବେେ ପରମେଶ୍ବର ତାହାଙ୍କଠା ରେ ପୁତ୍ରଙ୍କୁ ଗୌରବ ଦବେେ। ସେ ତାହାଙ୍କୁ ଅତି ଶୀଘ୍ର ଗୌରବନ୍ବିତ କରିବେ।और परमेश्वर भी अपने में उस की महिमा करेगा, वरन तुरन्त करेगा।
33 ଯୀଶୁ କହିଲେ, ମାରେ ସନ୍ତାନମାନେ, ମୁଁ ତୁମ୍ଭମାନଙ୍କ ସହିତ ମାତ୍ର ଅଳ୍ପ ସମୟ ପାଇଁ ରହିବି। ତୁମ୍ଭେ ମାେତେ ଖାଜେିବ। ମୁଁ ଯିହୂଦୀମାନଙ୍କୁ ଯାହା କହିଛି, ତାହା ମୁଁ ବର୍ତ୍ତମାନ ତୁମ୍ଭକୁ କହୁଛି। ମୁଁ ଯେଉଁଠିକୁ ଯାଉଛି, ତୁମ୍ଭେ ସଠାେକୁ ଆସିପାରିବ ନାହିଁ।हे बाल को, मैं और थोड़ी देर तुम्हारे पास हूं: फिर तुम मुझे ढूंढोगे, और जैसा मैं ने यहूदियों से कहा, कि जहां मैं जाता हूं, वहां तुम नहीं आ सकते वैसा ही मैं अब तुम से भी कहता हूं।
34 ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ ରମେ କରୁଛି, ତୁମ୍ଭମାନେେ ପରସ୍ପରକୁ ସହେିପରି ପ୍ ରମେ କରିବା ଉଚିତ୍ ାमैं तुम्हें एक नई आज्ञा देता हूं, कि एक दूसरे से प्रेम रखो: जैसा मैं ने तुम से प्रेम रखा है, वैसा ही तुम भी एक दुसरे से प्रेम रखो।
35 ତୁମ୍ଭେ ଯଦି ପରସ୍ପରକୁ ପ୍ ରମେ କରିବ, ତବେେ ସମସ୍ତେ ଜାଣିବେ ଯେ ତୁମ୍ଭମାନେେ ମାରେ ଶିଷ୍ଯ।यदि आपस में प्रेम रखोगे तो इसी से सब जानेंगे, कि तुम मेरे चेले हो॥
36 ଶିମାନେ ପିତର ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ତୁମ୍ଭେ କେଉଁଆଡେ ଯାଉଛ? ଯୀଶୁ ଉତ୍ତର ଦେଲେ ମୁଁ ଯେଉଁ ଆଡେ ଯାଉଛି ତୁମେ ମାରେ ପେଛ ପେଛ ଏବେ ସଠାେକୁ ଯାଇ ପାରିବ ନାହିଁ। କିନ୍ତୁ ପରେ ତୁମେ ମାରେ ଅନୁଗମନ କରିବ।शमौन पतरस ने उस से कहा, हे प्रभु, तू कहां जाता है यीशु ने उत्तर दिया, कि जहां मैं जाता हूं, वहां तू अब मेरे पीछे आ नहीं सकता! परन्तु इस के बाद मेरे पीछे आएगा।
37 ପିତର ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ତୁମ୍ଭର ପେଛ ପେଛ ଯାଇ ପାରିବି ନାହିଁ? ମୁଁ ତୁମ୍ଭ ପାଇଁ ମରିବାକୁ ମଧ୍ଯ ପ୍ରସ୍ତୁତ।पतरस ने उस से कहा, हे प्रभु, अभी मैं तेरे पीछे क्यों नहीं आ सकता? मैं तो तेरे लिये अपना प्राण दूंगा।
38 ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ପ୍ରକୃତ ରେ ମାେ ପାଇଁ ଜୀବନ ଦବେ? ମୁଁ ତୁମ୍ଭକୁ ସତ୍ଯ କହୁଛି, କୁକୁଡା ଡାକିବା ପୂର୍ବରୁ ତୁମ୍ଭେ ମାେତେ ଚିହ୍ନିନାହଁ ବୋଲି ତିନିଥର ଅସ୍ବୀକାର କରିବ।यीशु ने उत्तर दिया, क्या तू मेरे लिये अपना प्राण देगा? मैं तुझ से सच सच कहता हूं कि मुर्ग बांग न देगा जब तक तू तीन बार मेरा इन्कार न कर लेगा।
Hindi Bible