Bible

Proverbs 20 - ORIYA (Hindi)

1 ଦ୍ରାକ୍ଷାରସ ଓ ମଦ୍ଯ ଲୋକମାନଙ୍କୁ ନିଯନ୍ତ୍ରଣ କରି ବାହାରକୁ ନଇୟୋଏ। ଯେ କହେି ସେଥି ରେ ଭ୍ରାନ୍ତ ହୁଏ, ସେ ଜ୍ଞାନୀ ହାଇପୋରିବ ନାହିଁ।दाखमधु ठट्ठा करने वाला और मदिरा हल्ला मचाने वाली है; जो कोई उसके कारण चूक करता है, वह बुद्धिमान नहीं।

2 ରାଜାଙ୍କର ରାଗ ସିଂହର ଗର୍ଜ୍ଜନ ପରି, ଯେ ତାଙ୍କର କୋରଧ ଜନ୍ମାଏ, ସେ ନିଜେ ତା'ର ଜୀବନ ପ୍ରତି ବିପଦ ଆଣେ।राजा का भय दिखाना, सिंह का गरजना है; जो उस पर रोष करता, वह अपने प्राण का अपराधी होता है।

3 ଯେ କୌଣସି ନିର୍ବୋଧ ସର୍ବଦା ୟୁକ୍ତି କରେ। ତେଣୁ ତୁମ୍ଭେ ସର୍ବଦା ସହେି ଲୋକକୁ ସମ୍ମାନ କର ଯେ ୟୁକ୍ତି କରିବାକୁ ବାରଣ କରେ।मुकद्दमे से हाथ उठाना, पुरूष की महिमा ठहरती है; परन्तु सब मूढ़ झगड़ने को तैयार होते हैं।

4 ଜଣେ ଅଳସୁଆ ତା'ର ଅଳସୁଆପଣ ଯୋଗୁଁ ଶସ୍ଯ ବୁଣେ ନାହିଁ। କିନ୍ତୁ ଫସଲ କଟା ସମୟରେ ସେ ଫସଲ ଖାଜେିଲେ ପାଏ ନାହିଁ।आलसी मनुष्य शीत के कारण हल नहीं जोतता; इसलिये कटनी के समय वह भीख मांगता, और कुछ नहीं पाता।

5 ମନୁଷ୍ଯ ମନର ଭାବନା ଗଭୀର କୂଅର ଜଳ ପରି। ମାତ୍ର ବୁଦ୍ଧିମାନ ଲୋକ ସହେି ଗଭୀର ଜଳକୁ କାଢ଼ି ପାରିବ।मनुष्य के मन की युक्ति अथाह तो है, तौभी समझ वाला मनुष्य उस को निकाल लेता है।

6 ବହୁତ ଲୋକମାନଙ୍କ ମଧିଅରେ ଜଣେ ପ୍ରଭୁଭକ୍ତ ଖାଜେ, କିନ୍ତୁ କିଏ ଖାଜେି ପାରିବ ଜଣେ ଲୋକ ୟିଏକି ପ୍ରକୃତ ରେ ବିଶ୍ବାସନୀଯ।बहुत से मनुष्य अपनी कृपा का प्रचार करते हैं; परन्तु सच्चा पुरूष कौन पा सकता है?

7 ଯେଉଁ ଧାର୍ମିକ ଲୋକ ସରଳତା ରେ ବାସ କରେ, ତା' ଉତ୍ତା ରେ ତା'ର ପୁତ୍ରଗଣ, ସନ୍ତାନଗଣ ଧନ୍ଯ ହୁଅନ୍ତି।धर्मी जो खराई से चलता रहता है, उसके पीछे उसके लड़के बाले धन्य होते हैं।

8 ଯେଉଁ ରାଜା ବିଚାର ସ୍ଥାନ ରେ ବ ସେ, ସେ ନିଜର ସ୍ବଚକ୍ଷୁ ରେ ଅସତ୍ଯ ବିଷଯସବୁକୁ ପୁଙ୍ଖାନୁପୁଙ୍ଖ ରୂପେ ପରୀକ୍ଷା କରନ୍ତି।राजा जो न्याय के सिंहासन पर बैठा करता है, वह अपनी दृष्टि ही से सब बुराई को उड़ा देता है।

9 ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କହେି କହିପାରିବେ ନାହିଁ।कौन कह सकता है कि मैं ने अपने हृदय को पवित्र किया; अथवा मैं पाप से शुद्ध हुआ हूं?

10 ନାନା ପ୍ରକାର ମାପ ଓଜନ ରେ ଯେଉଁମାନେ ଠକନ୍ତି, ସମାନେେ ସଦାପ୍ରଭୁଙ୍କଠା ରେ ଘୃଣିତ।घटती-बढ़ती बटखरे और घटते-बढ़ते नपुए इन दोनों से यहोवा घृणा करता है।

11 ଏପରିକି ଜଣେ େଛାଟ ପିଲା କରୁଥିବା କର୍ମରୁ ଜଣାୟାଏ, ଯଦିବା ସେ ଯାହା କରେ ତାହା ନିର୍ମଳ ଏବଂ ସରଳ।लड़का भी अपने कामों से पहिचाना जाता है, कि उसका काम पवित्र और सीधा है, वा नहीं।

12 କାନ ରେ ଶୁଣିବା ଆଖି ରେ ଦେଖିବା ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଛନ୍ତି।सुनने के लिये कान और देखने के लिये जो आंखें हैं, उन दोनों को यहोवा ने बनाया है।

13 ନିଦ୍ରାକୁ ଭଲ ପାଅ ନାହିଁ। ନ ହେଲେ ତୁମ୍ଭେ ଦରିଦ୍ର ହବେ। ତୁମ୍ଭେ କର୍ମଦକ୍ଷ ହୁଅ, ତହିଁରେ ତୁମ୍ଭେ ଖାଦ୍ୟ ରେ ପରିତୃପ୍ତ ହବେ।नींद से प्रीति न रख, नहीं तो दरिद्र हो जाएगा; आंखें खोल तब तू रोटी से तृप्त होगा।

14 କିଣିବା ଲୋକ କ ହେ, ଭଲ ନୁହେଁ, ଭଲ ନୁହେଁ, ଏହାର ମୂଲ୍ଯ ବହୁତ ଅଧିକ। ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।मोल लेने के समय ग्राहक तुच्छ तुच्छ कहता है; परन्तु चले जाने पर बड़ाई करता है।

15 ସୁନା ଓ ଅଳଙ୍କାର ଲୋକଙ୍କୁ ଧନୀ କରେ। କିନ୍ତୁ ଯେଉଁଲୋକ ଜ୍ଞାନୀ, ସେ ଏହି ଅଳଙ୍କାରଠାରୁ ମୂଲ୍ଯବାନ୍ ଅଟେ।सोना और बहुत से मूंगे तो हैं; परन्तु ज्ञान की बातें अनमोल मणी ठहरी हैं।

16 ଅପରିଚିତ ଲୋକ ପାଇଁ ଯେ ଲଗାହୁଏ, ତାହାର ବସ୍ତ୍ର ନିଅ। ପୁଣି ଯେ କହେି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ ହୁଏ ତାହାକୁ ବନ୍ଧକ ରଖ।जो अनजाने का उत्तरदायी हुआ उसका कपड़ा, और जो पराए का उत्तरदायी हुआ उस से बंधक की वस्तु ले रख।

17 ମିଥ୍ଯା ଅର୍ଜିତ ଆହାର ମନୁଷ୍ଯକୁ ମିଠା ଲାଗେ। ମାତ୍ର ପଛ ରେ ତା'ର ପାଟି ଗୋଡ଼ି ରେ ପୂର୍ଣ୍ଣ ହବେ।चोरी-छिपे की रोटी मनुष्य को मीठी तो लगती है, परन्तु पीछे उसका मुंह कंकड़ से भर जाता है।

18 ମନ୍ତ୍ରଣା ଦ୍ବାରା ପ୍ରେତ୍ୟକକ ସଂକଳ୍ପ ସ୍ଥିର ହବେ। ମାତ୍ର ଯଦି ତୁମ୍ଭେ ୟୁଦ୍ଧ କରିବାକୁ ୟାଅ ଭଲ ପରାମର୍ଶ ଗ୍ରହଣ କର।सब कल्पनाएं सम्मति ही से स्थिर होती हैं; और युक्ति के साथ युद्ध करना चाहिये।

19 ଯେ ଖଚୁଆ ହାଇେ ବୁଲେ, ସେ ଗୁପ୍ତକଥା ପ୍ରକାଶ କରେ। ଏଥିପାଇଁ ତା' ସଙ୍ଗେ କୌଣସି ପ୍ରକାର ସମ୍ବନ୍ଧ ରଖ ନାହିଁ। ଯେ ଗପିବାକୁ ଭଲ ପାଏ।जो लुतराई करता फिरता है वह भेद प्रगट करता है; इसलिये बकवादी से मेल जोल न रखना।

20 ଯେ ଆପଣା ପିତା କି ଆପଣା ମାତାଙ୍କୁ ଅଭିଶାପ ଦିଏ, ଘାରେ ଅନ୍ଧକାର ରେ ତା'ର ପ୍ରଦୀପ ଲିଭିୟିବ।जो अपने माता-पिता को कोसता, उसका दिया बुझ जाता, और घोर अन्धकार हो जाता है।

21 ଧନ ସମ୍ପତ୍ତି ହଠାତ୍ ମିଳିପା ରେ ଓ ସହଜ ରେ ଲାଭ ହୁଏ, ପୁଣି ଶଷେ ରେ ଆଶୀର୍ବାଦୟୁକ୍ତ ହବେ ନାହିଁ।जो भाग पहिले उतावली से मिलता है, अन्त में उस पर आशीष नहीं होती।

22 ମୁଁ ତାଙ୍କୁ ଫରୋଇ ଦବେି ଏହିପରି ଚିନ୍ତା କର ନାହିଁ, ଯଦି କହେି କିଛି ତୁମ୍ଭ ବିରୁଦ୍ଧ ରେ କରେ, ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କର, ସେ ତୁମ୍ଭକୁ ଉଦ୍ଧାର କରିବେ।मत कह, कि मैं बुराई का पलटा लूंगा; वरन यहोवा की बाट जोहता रह, वह तुझ को छुड़ाएगा।

23 ଲୋକମାନଙ୍କୁ ଓଜନ ଓ ମାପ ରେ ଠକି ସଦାପ୍ରଭୁଙ୍କ ଘୃଣାର ବିଷଯ, ଅର୍ଥାତ ଦଣ୍ଡି ରେ ଠକିବା ନିତାନ୍ତ ଖରାପ।घटती बढ़ती बटखरों से यहोवा घृणा करता है, और छल का तराजू अच्छा नहीं।

24 ସଦାପ୍ରଭୁଙ୍କଠାରୁ ମନୁଷ୍ଯର ପାଦଗତି ହୁଏ, ତେଣୁ ମନୁଷ୍ଯ ଆପଣା ବାଟ ଠିକ୍ ରୂପେ ବୁଝିପା ରେ ନାହିଁ।मनुष्य का मार्ग यहोवा की ओर से ठहराया जाता है; आदमी क्योंकर अपना चलना समझ सके?

25 ବିନା ଚିନ୍ତା କରି ପ୍ରତିଜ୍ଞା କଲେ ଏହା ଭୟଜନକ ଅଟେ, ମୁଁ ଏହି ଉପହାର ପରମେଶ୍ବରଙ୍କୁ ଉତ୍ସର୍ଗ କରିବ। ଏବଂ ତା'ପ ରେ ସହେି ପ୍ରତିଜ୍ଞା ପୁନଃବିଚାର କରାୟାଏ।जो मनुष्य बिना विचारे किसी वस्तु को पवित्र ठहराए, और जो मन्नत मान कर पूछ पाछ करने लगे, वह फन्दे में फंसेगा।

26 ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ଅଲଗା କରେ, ଶସ୍ଯରୁ ଅଗାଡ଼ି ଅଲଗା କଲାପରି ତା' ଉପ ରେ ସେ ଚକ୍ର ବୁଲାଏ।बुद्धिमान राजा दुष्टों को फटकता है, ओर उन पर दावने का पहिया चलवाता है।

27 ମନୁଷ୍ଯର ଆତ୍ମା ସଦାପ୍ରଭୁଙ୍କ ପାଇଁ ପ୍ରଦୀପପରି ଏହା ଆତ୍ମାର ସମସ୍ତ ଅନ୍ତରାଳ ବିଷଯ ପରିପ୍ରକାଶ କରେ।मनुष्य की आत्मा यहोवा का दीपक है; वह मन की सब बातों की खोज करता है।

28 ଦୟା ଓ ସତ୍ଯତା ରାଜାଙ୍କୁ ରକ୍ଷା କରେ। ପୁଣି ଦୟାଦ୍ବାରା ତାହାର ସିଂହାସନ ସ୍ଥିର ହୁଏ।राजा की रक्षा कृपा और सच्चाई के कारण होती है, और कृपा करने से उसकी गद्दी संभलती है।

29 ୟୁବକମାନଙ୍କ ବଳ ସମାନଙ୍କେର ଭୂଷଣ। ବୃଦ୍ଧମାନଙ୍କର ପକ୍ବ କେଶ ସମାନଙ୍କେର ଶାେଭା।जवानों का गौरव उनका बल है, परन्तु बूढ़ों की शोभा उनके पक्के बाल हैं।

30 ଅସତ ମାର୍ଗ କ୍ଷତିଜନକ ପ୍ରହାର ରେ ପରିଷ୍କାର କରେ, ଆଘାତ ନିଜ ଅନ୍ତରାଳଯକୁ ପ୍ରଭାବିତ କରେ।चोट लगने से जो घाव होते हैं, वह बुराई दूर करते हैं; और मार खाने से हृदय निर्मल हो जाता है॥

Hindi Bible