Psalm 21 - ORIYA (Hindi)
1 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।हे यहोवा तेरी सामर्थ्य से राजा आनन्दित होगा; और तेरे किए हुए उद्धार से वह अति मगन होगा।
2 ତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।तू ने उसके मनोरथ को पूरा किया है, और उसके मुंह की बिनती को तू ने अस्वीकार नहीं किया।
3 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।क्योंकि तू उत्तम आशीषें देता हुआ उससे मिलता है और तू उसके सिर पर कुन्दन का मुकुट पहिनाता है।
4 ହେ ପରମେଶ୍ବର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନଦାନ କରିଛ, ୟାହା ଅନନ୍ତକାଳସ୍ଥାଯୀ।उसने तुझ से जीवन मांगा, ओर तू ने जीवन दान दिया; तू ने उसको युगानुयुग का जीवन दिया है।
5 ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ ?तेरे उद्धार के कारण उसकी महिमा अधिक है; तू उसको वैभव और ऐश्वर्य से आभूषित कर देता है।
6 ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।क्योंकि तू ने उसको सर्वदा के लिये आशीषित किया है; तू अपने सम्मुख उसको हर्ष और आनन्द से भर देता है।
7 ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।क्योंकि राजा का भरोसा यहोवा के ऊपर है; और परमप्रधान की करूणा से वह कभी नहीं टलने का॥
8 ହେ ପରମେଶ୍ବର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦଖାଇେ ଦିଅ ୟେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି। ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।तेरा हाथ तेरे सब शत्रुओं को ढूंढ़ निकालेगा, तेरा दहिना हाथ तेरे सब बैरियों का पता लगा लेगा।
9 ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।तू अपने मुख के सम्मुख उन्हें जलते हुए भट्टे की नाईं जलाएगा। यहोवा अपने क्रोध में उन्हें निगल जाएगा, और आग उन को भस्म कर डालेगी।
10 ଏ ପୃଥିବୀରୁ ସମାନଙ୍କେର ଫଳ ଓ ମନୁଷ୍ଯ ସନ୍ତାନଗଣ ମଧ୍ଯରୁ ସମାନଙ୍କେର ବଂଶ ଲୋପ କରିବ।तू उनके फलों को पृथ्वी पर से, और उनके वंश को मनुष्यों में से नष्ट करेगा।
11 କାହିଁକି ? କାରଣ ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସମାନେେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରୁଥଲେ କିନ୍ତୁ ସମାନେେ ସହେି କାର୍ୟ୍ଯରେ ସଫଳ ହେଲେ ନାହିଁ।क्योंकि उन्होंने तेरी हानि ठानी है, उन्होंने ऐसी युक्ति निकाली है जिसे वे पूरी न कर सकेंगे।
12 ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।क्योंकि तू अपना धुनष उनके विरूद्ध चढ़ाएगा, और वे पीठ दिखाकर भागेंगे॥
13 ହେ ସଦାପ୍ରଭୁ ତୁମ୍ଭର ଶକ୍ତିର ବିଜଯ ଗୀତ ଚାରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସହେି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ଯ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଚାରିଆଡ଼େ ପ୍ରଚାର କରିବୁ।हे यहोवा, अपनी सामर्थ्य में महान हो! और हम गा गाकर तेरे पराक्रम का भजन सुनाएंगे॥
Hindi Bible