Proverbs 14 - ORIYA (Kannada)
1 ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହକୁ ଜ୍ଞାନ ବଳ ରେ ଗଢ଼େ। ମାତ୍ର ଅଜ୍ଞାନୀ ସ୍ତ୍ରୀ ତା'ର ଅଜ୍ଞାନତା ରେ ସ୍ବହସ୍ତ ରେ ତା'ର ଗୃହକୁ ଧ୍ବଂସ କରେ।ಜ್ಞಾನಿಯಾದ ಪ್ರತಿ ಸ್ತ್ರೀಯು ತನ್ನ ಮನೆಯನ್ನು ಕಟ್ಟುತ್ತಾಳೆ; ಬುದ್ಧಿಹೀನಳೋ ತನ್ನ ಕೈಗಳಿಂದಲೇ ಅದನ್ನು ಕಿತ್ತುಹಾಕುತ್ತಾಳೆ.
2 ଯେଉଁ ଜନ ଆପଣା ସରଳତା ରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ। ମାତ୍ର ଅସାଧୁ ଲୋକ ସଦାପ୍ରଭୁଙ୍କୁ ଘୃଣା କରେ।ತನ್ನ ಯಥಾರ್ಥತೆಯಲ್ಲಿ ನಡೆಯುವವನು ಕರ್ತನಿಗೆ ಭಯಪಡುತ್ತಾನೆ; ತನ್ನ ಮಾರ್ಗಗಳಲ್ಲಿ ವಕ್ರತೆಯುಳ್ಳವನು ಆತನನ್ನು ಅಸಡ್ಡೆಮಾಡುತ್ತಾನೆ.
3 ଅଜ୍ଞାନର କଥା ସର୍ବଦା ସମସ୍ଯା ଆଣେ। କିନ୍ତୁ ଜ୍ଞାନବାନର କଥା ତାହାକୁ ସୁରକ୍ଷା ଦିଏ।ಬುದ್ಧಿಹೀನನ ಬಾಯಿ ಯಲ್ಲಿ ಗರ್ವದ ಅಂಕುರವಿದೆ; ಜ್ಞಾನವಂತರ ತುಟಿಗಳು ಅವುಗಳನ್ನು ಕಾಯುವವು.
4 ଯଦି ଗୋରୁଗୁଡ଼ିକ ସଠାେ ରେ ନାହାନ୍ତି, କାର୍ୟ୍ଯ ପାଇଁ ଶସ୍ଯ ଘର ଶୂନ୍ଯ ଅଟେ। ମାତ୍ର ଷଣ୍ଢମାନଙ୍କର ଶକ୍ତି ବଡ଼ ଅମଳ ଆଣିଥାଏ।ಎತ್ತುಗಳು ಇಲ್ಲದೆ ಇರು ವಲ್ಲಿ ಗೋದಲಿಯು ಶುದ್ಧಿಯಾಗಿದೆ; ಎತ್ತಿನ ಬಲದಿಂದ ಬಹಳ ವೃದ್ಧಿಯು ಉಂಟಾಗುತ್ತದೆ.
5 ବିଶ୍ବସ୍ତ ସାକ୍ଷୀ ମିଥ୍ଯା କ ହେ ନାହିଁ। ମାତ୍ର ମିଥ୍ଯାବାଦୀ ସାକ୍ଷୀ ମିଥ୍ଯାଚରଣ କରେ।ನಂಬತಕ್ಕ ಸಾಕ್ಷಿಯು ಸುಳ್ಳಾಡನು; ಅಬದ್ದಸಾಕ್ಷಿಯು ಸುಳ್ಳುಗಳನ್ನೇ ಉಚ್ಚರಿ ಸುತ್ತಾನೆ.
6 ନିନ୍ଦୁକମାନେ ଜ୍ଞାନ ଲୋଡ଼ିଲେ ପାଆନ୍ତି ନାହିଁ। ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ଯା ସହଜ ଅଟେ।ಹಾಸ್ಯ ಮಾಡುವವನು ಜ್ಞಾನವನ್ನು ಹುಡು ಕಿದರೂ ಅದನ್ನು ಕಂಡುಕೊಳ್ಳುವದಿಲ್ಲ; ವಿವೇಚಿಸುವವನಿಗೆ ತಿಳುವಳಿಕೆಯು ಸುಲಭವಾಗಿದೆ.
7 ମୂର୍ଖ ଲୋକର ବନ୍ଧୁ ହୁଅ ନାହିଁ। ତା'ଠାରୁ ଶିକ୍ଷା ପାଇବାକୁ କିଛି ନ ଥାଏ।ನೀನು ಬುದ್ಧಿಹೀನನಲ್ಲಿ ತಿಳುವಳಿಕೆಯ ತುಟಿಗಳನ್ನು ಕಾಣದೆ ಹೋದರೆ ಅವನ ಬಳಿಯಿಂದ ನೀನು ಹೋಗು.
8 ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି।ಜಾಣನ ಜ್ಞಾನವು ತನ್ನ ಮಾರ್ಗವನ್ನು ಗ್ರಹಿಸುವಂತ ದ್ದಾಗಿದೆ; ಮೂಢರ ಬುದ್ಧಿಹೀನತೆಯು ಮೋಸಕರ.
9 ଅଜ୍ଞାନୀମାନେ ଦୋଷକୁ କୌତୁକ ବୋଲି ଗ୍ରହଣ କରନ୍ତି। ମାତ୍ର ସରଳ ଲୋକମାନଙ୍କ ନିକଟରେ ଅନୁଗ୍ରହ ଥାଏ।ಬುದ್ಧಿಹೀನರು ಪಾಪಕ್ಕೆ ಹಾಸ್ಯಮಾಡುತ್ತಾರೆ; ನೀತಿ ವಂತರಲ್ಲಿ ದಯೆ ಇದೆ.
10 ଯଦି ଜଣେ ଲୋକ ଦୁଃଖ କରେ, ତା'ର ଅନ୍ତରର ବଦନୋ ଅନ୍ୟ କହେି ଜାଣନ୍ତି ନାହିଁ। ସହେିପରି ଜଣେ ଲୋକ ଆନନ୍ଦ ପାଇଲେ ତା'ର ଆନନ୍ଦ ଅନ୍ୟ କହେି ଅନୁଭବ କରିପା ରେ ନାହିଁ।ಹೃದಯಕ್ಕೆ ತನ್ನ ವ್ಯಾಕುಲ ತೆಯು ತಿಳಿಯುತ್ತದೆ; ಪರನು ತನ್ನ ಸಂತೋಷದಲ್ಲಿ ಸೇರುವದಿಲ್ಲ.
11 ଦୁଷ୍ଟମାନଙ୍କର ଗୃହ ନିପାଦ ହବେ। ମାତ୍ର ସରଳ ଲୋକମାନଙ୍କର ଗୃହ ଉନ୍ନତ ହବେ।ದುಷ್ಟರ ಮನೆಯು ಕೆಡವಲ್ಪಡುವದು; ಯಥಾರ್ಥವಂತರ ಗುಡಾರವು ಏಳಿಗೆಯಾಗುವದು.
12 ମନୁଷ୍ଯର ଦୃଷ୍ଟି ରେ ଯେ କୌଣସି ପଥ ସରଳ ଦଖାୟୋଏ ତାହା ଶଷେ ରେ ମୃତ୍ଯୁର ପଥ ହାଇେଥାଏ।ಒಬ್ಬ ಮನುಷ್ಯನಿಗೆ ಸರಿಯೆಂದು ತೋರುವ ಮಾರ್ಗ ವಿದೆ. ಅದರ ಅಂತ್ಯವು ಮರಣದ ಮಾರ್ಗಗಳೇ.
13 ଏପରିକି ହସୁଥିବା ବେଳେ ହୃଦଯ ବ୍ଯଥା କରିପା ରେ ଏବଂ ଖୁସିର ସମାପ୍ତି ଦୁଃଖର ହାଇପୋ ରେ।ನಗೆಯಲ್ಲಿಯೂ ಹೃದಯವು ದುಃಖದಿಂದ ಇರು ವದು; ಅದರ ಉಲ್ಲಾಸದ ಅಂತ್ಯವು ವ್ಯಾಕುಲವೇ.
14 ଦୁଷ୍ଟ ଲୋକମାନେ ତାଙ୍କର କର୍ମଫଳ ଅନୁସାରେ ଦଣ୍ଡ ଭୋଗ କରିବେ। ମାତ୍ର ଧାର୍ମିକ ଲୋକେ ତାଙ୍କର ଉତ୍ତମ କାର୍ୟ୍ଯ ପାଇଁ ପୁରସ୍କୃତ ହବେେ।ಹೃದಯದಲ್ಲಿ ಹಿಂಜರಿಯುವವನು ತನ್ನ ಸ್ವಂತ ಮಾರ್ಗಗಳಿಂದ ತುಂಬಿಕೊಳ್ಳುವನು; ಒಳ್ಳೆಯವನು ತನ್ನಲ್ಲಿ ತಾನೇ ತೃಪ್ತಿಹೊಂದುವನು.
15 ନିର୍ ବୋଧ ଯାହାସବୁ ଶୁଣେ, ବିଶ୍ବାସ କରେ। ମାତ୍ର ଜ୍ଞାନୀମାନେ ପ୍ରେତ୍ୟକକ କଥାକୁ ଅନୁଶୀଳନ କରନ୍ତି।ಮೂಢರು ಪ್ರತಿಯೊಂದು ಮಾತನ್ನು ನಂಬುತ್ತಾರೆ; ಜಾಣನು ತನ್ನ ನಡತೆಯನ್ನು ಚೆನ್ನಾಗಿ ಗಮನಿಸುವನು.
16 ଜ୍ଞାନୀ ଲୋକମାନେ ସଦାପ୍ରଭୁଙ୍କୁ ସମ୍ମାନ କରନ୍ତି ଏବଂ କୁକର୍ମକୁ ଘୃଣା କରନ୍ତି। ମାତ୍ର ଅଧାର୍ମିକମାନେ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।ಜ್ಞಾನಿ ಯು ಭಯಪಟ್ಟು ಕೆಟ್ಟತನದಿಂದ ಹೊರಟುಹೋಗು ವನು; ಬುದ್ಧಿಹೀನನು ಕೋಪಿಸಿಕೊಂಡು ಧೈರ್ಯದಿಂದ ಇರುತ್ತಾನೆ.
17 ଜଣେ ୟିଏ ହଠାତ୍ କୋରଧିତ ହୁଏ, ମୂର୍ଖାମୀର କାର୍ୟ୍ଯ କରେ, କିନ୍ତୁ ଜଣେ ବ୍ଯକ୍ତି ୟିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ।ಮುಂಗೋಪಿಯು ಬುದ್ಧಿಹೀನನಾಗಿ ವರ್ತಿಸುತ್ತಾನೆ; ಕುಯುಕ್ತಿಯುಳ್ಳವನು ಹಗೆಮಾಡು ತ್ತಾನೆ.
18 ଅନଭିଜ୍ଞ ଲୋକମାନେ ନିର୍ବୋଧ ହାଇେ ରହିବେ। କିନ୍ତୁ ଜ୍ଞାନୀ ଲୋକମାନେ ଜ୍ଞାନ ରେ ବିଭୂଷିତ ହବେେ।ಮೂಢರು ಮೂರ್ಖತನಕ್ಕೆ ಬಾಧ್ಯರಾಗು ತ್ತಾರೆ; ಜಾಣರು ತಿಳುವಳಿಕೆಯ ಕಿರೀಟವನ್ನು ಪಡೆದು ಕೊಳ್ಳುತ್ತಾರೆ.
19 ମନ୍ଦ ଲୋକମାନେ ଉତ୍ତମ ଲୋକମାନଙ୍କ ଆଗ ରେ ପରାସ୍ତ ହାଇେ ମଥାନତ କରିବେ ଏବଂ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କ ଆଗ ରେ ମଥାନତ କରିବେ।ಒಳ್ಳೆಯವರಿಗೆ ದುಷ್ಟರು ಬಾಗುತ್ತಾರೆ; ದುಷ್ಟರು ನೀತಿವಂತರ ದ್ವಾರಗಳಲ್ಲಿ ಬಗ್ಗಿಕೊಳ್ಳುತ್ತಾರೆ.
20 ଦରିଦ୍ର ଆପଣା ପ୍ରତିବେଶୀ ରେ ହିଁ ଘୃଣିତ ହୁଅନ୍ତି। ମାତ୍ର ଧନବାନର ଅନକେ ବନ୍ଧୁ ଥା'ନ୍ତି।ಬಡವನು ತನ್ನ ನೆರೆಯವನಿಂದ ಹಗೆಮಾಡಲ್ಪಡುವನು; ಐಶ್ವರ್ಯವಂತನಿಗೆ ಬಹು ಜನ ಮಿತ್ರರು.
21 ଯେଉଁଲୋକ ପ୍ରତିବେଶୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ଯ।ತನ್ನ ನೆರೆಯವನನ್ನು ಅವಮಾನ ಮಾಡುವವನು ಪಾಪ ಮಾಡುತ್ತಾನೆ; ಬಡವರ ಮೇಲೆ ಕನಿಕರ ತೋರಿ ಸುವವನು ಧನ್ಯನು.
22 ଯେଉଁମାନେ ଅନ୍ୟର ଅନିଷ୍ଟ ଚିନ୍ତା କରନ୍ତି, ସମାନେେ ପଥଭ୍ରଷ୍ଟ ହୁଅନ୍ତି। କିନ୍ତୁ ଯେଉଁମାନେ ଅନ୍ୟର ଭଲ ଚିନ୍ତା କରନ୍ତି ସଠାେ ରେ ସତ୍ଯ ଓ ଦୟା ଥାଏ।ಕೆಟ್ಟದ್ದನ್ನು ಕಲ್ಪಿಸುವವರು ತಪ್ಪು ಮಾಡುತ್ತಾರಲ್ಲವೇ? ಒಳ್ಳೆಯದನ್ನು ಕಲ್ಪಿಸುವವರಿಗೆ ಕರುಣೆಯೂ ಸತ್ಯವೂ ಇರುವವು.
23 ପ୍ରେତ୍ୟକକ କଠିନ ପରିଶ୍ରମର ପୁରସ୍କାର ଅଛି, କିନ୍ତୁ ଯଦି ଜଣେ ବ୍ଯକ୍ତି କବଳେ କଥା କହିବା ଚାଲୁରେଖ, ଏହା ତାକୁ ଦରିଦ୍ରତା ଆଡ଼କୁ ଆଗଇେ ନିଏ।ಎಲ್ಲಾ ಪ್ರಯಾಸ ದಲ್ಲಿ ಲಾಭವಿದೆ; ತುಟಿಗಳ ಮಾತು ಬಡತನಕ್ಕೆ ಮಾತ್ರ ದಾರಿ.
24 ଜ୍ଞାନୀମାନଙ୍କ ମୁକୁଟ ସମାନଙ୍କେର ଧନ, ପୁଣି ମୂର୍ଖମାନଙ୍କର ଅଜ୍ଞାନତା କବଳେ ଅଜ୍ଞାନତା।ಜ್ಞಾನವಂತರ ಕಿರೀಟವು ಅದರ ಐಶ್ವ ರ್ಯವೇ; ಬುದ್ಧಿಹೀನರ ಬುದ್ಧಿಹೀನತೆಯು ಅವರ ಮೂರ್ಖತನವೇ.
25 ସତ୍ଯ ସାକ୍ଷୀ ତା'ର ପ୍ରାଣ ରକ୍ଷା କରେ। ମାତ୍ର ମିଥ୍ଯା ପ୍ରବଞ୍ଚନା ଜନକ।ಸತ್ಯ ಸಾಕ್ಷಿಯು ಪ್ರಾಣಗಳನ್ನು ತಪ್ಪಿಸುತ್ತಾನೆ; ಮೋಸದ ಸಾಕ್ಷಿಯು ಸುಳ್ಳುಗಳನ್ನು ಆಡು ತ್ತಾನೆ.
26 ସଦାପ୍ରଭୁ ବିଷଯକ ଭୟ ଦୃଢ଼ ଶରଣ ଭୂମି। ଆଉ ତାଙ୍କର ସନ୍ତାନମାନେ ସଠାେ ରେ ଆଶ୍ରଯସ୍ଥାନ ପାଇବେ।ಕರ್ತನ ಭಯವೇ ಬಲವಾದ ಭರವಸವು; ಆತನ ಮಕ್ಕಳಿಗೆ ಆಶ್ರಯ ಸ್ಥಳವು ಇರುವದು.
27 ସଦାପ୍ରଭୁଙ୍କର ସମ୍ମାନ ଜୀବନର ଝର ସ୍ବରୂପ। ଏହା ମୃତ୍ଯୁର ଫାନ୍ଦରୁ ଲୋକଙ୍କୁ ରକ୍ଷା କରେ।ಮರಣದ ಪಾಶಗಳಿಂದ ತೊಲಗುವದಕ್ಕೆ ಕರ್ತನ ಭಯವು ಜೀವದ ಬುಗ್ಗೆ.
28 ଅଧିକ ଜନସଂଖ୍ଯା ରାଜାଙ୍କର ଗୌରବ ଅଟେ। ପ୍ରଜାମାନଙ୍କର ଅଭାବ ରାଜାଙ୍କର ବିନାଶ ଆଣେ।ಜನ ಸಮೂಹದಲ್ಲಿ ಅರಸನ ಘನತೆ ಇದೆ; ಜನರ ಕೊರತೆಯಲ್ಲಿ ರಾಜಪುತ್ರನ ನಾಶ.
29 ଯେ କୋରଧ ରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ୟିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।ಕೋಪಕ್ಕೆ ನಿಧಾನಿಸು. ದೀರ್ಘಶಾಂತನು ದೊಡ್ಡವಿವೇಕಿ; ಆತ್ಮದಲ್ಲಿ ಆತುರಪಡುವವನು ಮೂಢ ತೆಯನ್ನು ವೃದ್ಧಿಮಾಡುವನು.
30 ଶାନ୍ତ ଅନ୍ତଃକରଣ ଦହରେ ଜୀବନ ସ୍ବରୂପ, ପୁଣି ଇର୍ଷା ହାଡ଼ର କ୍ଷଯ ସ୍ବରୂପ।ಸ್ವಸ್ಥವಾದ ಹೃದಯವು ದೇಹಕ್ಕೆ ಜೀವ; ಮತ್ಸರವು ಎಲುಬುಗಳಿಗೆ ಕ್ಷಯವು.
31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା'ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ୟିଏ ଦରିଦ୍ରକୁ ଦୟାକରେ, ସେ ତା'ର ନିର୍ମାଣ କର୍ତ୍ତା ସମ୍ମାନ ବ୍ଯକ୍ତି ହୁଏ।ಬಡವರನ್ನು ಹಿಂಸಿಸುವವನು ತನ್ನ ಸೃಷ್ಟಿಕರ್ತನನ್ನು ಹೀನೈಸುವನು; ಆತನನ್ನು ಸನ್ಮಾನಿಸುವವನು ಬಡವರನ್ನು ಕನಿಕರಿಸುತ್ತಾನೆ.
32 ଦୁଷ୍ଟଲୋକ ଆପଣା ମନ୍ଦ କର୍ମ ରେ ତଡ଼ି ଦିଆୟାଏ। ମାତ୍ର ମରଣକାଳ ରେ ଧାର୍ମିକର ଆଶ୍ରଯ ଥାଏ।ದುಷ್ಟನು ತನ್ನ ದುಷ್ಟತನದಲ್ಲಿ ನೂಕ ಲ್ಪಡುತ್ತಾನೆ; ಮರಣದಲ್ಲಿ ನೀತಿವಂತನಿಗೆ ನಿರೀಕ್ಷೆ ಇದೆ.
33 ଜ୍ଞାନ ବୁଦ୍ଧମାନର ହୃଦଯ ରେ ଥାଏ। ମାତ୍ର ମୂର୍ଖମାନଙ୍କ ମଧିଅରେ ଏହା ନ ଥାଏ।ತಿಳುವಳಿಕೆಯುಳ್ಳವನ ಹೃದಯದಲ್ಲಿ ಜ್ಞಾನವು ನೆಲೆ ಯಾಗಿದೆ; ಬುದ್ಧಿಹೀನರಲ್ಲಿರುವದು ಪ್ರಕಟವಾಗುತ್ತದೆ.
34 ଧାର୍ମିକତା ରାଜ୍ଯକୁ ଉନ୍ନତି ଆଣିଥାଏ, ମାତ୍ର ପାପ ଯେକୌଣସି ଦେଶର ଅପମାନ ଅଟେ।ನೀತಿಯು ಜನಾಂಗವನ್ನು ವೃದ್ಧಿಮಾಡುತ್ತದೆ; ಯಾವ ಪ್ರಜೆಗಾದರೂ ಪಾಪವು ಅವಮಾನವಾಗಿದೆ.
35 ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହର ପାତ୍ର। ପୁଣି ଯେ ଲଜ୍ଜ୍ଯା ଜନ୍ମାଏ ତାହା ପ୍ରତି ସେ କୋରଧ କରନ୍ତି।ಜ್ಞಾನ ವುಳ್ಳ ಸೇವಕನ ಕಡೆಗೆ ಅರಸನ ದಯೆ ಇದೆ; ನಾಚಿಕೆ ಪಡಿಸುವವನ ಕಡೆಗೆ ಅವನ ರೌದ್ರವಿದೆ.
Kannada Bible