Bible

Mark 16 - ORIYA (Kannada)

1 ବିଶ୍ରାମ ଦିବସର ପରଦିନ ମଗ୍ଦଲୀନୀ ମରିୟମ, ଯାକୁବଙ୍କ ମାଆ ମରିୟମ ଓ ଶ ଲୋମୀ ଯୀଶୁଙ୍କ ଶରୀରକୁ ଅଭିଷିକ୍ତ କରିବା ପାଇଁ କିଛି ସୁଗନ୍ଧିତ ତଲେ ଆଣିଲେ।ಸಬ್ಬತ್ತು ಕಳೆದ ಮೇಲೆ ಮಗ್ದಲದ ಮರಿಯಳೂ ಯಾಕೋಬನ ತಾಯಿ ಯಾದ ಮರಿಯಳೂ ಮತ್ತು ಸಲೋಮೆಯೂ ಆತನಿಗೆ ಹಚ್ಚುವದಕ್ಕಾಗಿ ಸುಗಂಧದ್ರವ್ಯಗಳನ್ನು ಕೊಂಡು ಕೊಂಡು ಬಂದರು.

2 ସପ୍ତାହର ସହେି ପ୍ରଥମ ଦିନ ଖୁବ୍ ଶୀଘ୍ର ଠିକ୍ ସୂର୍ େଯ୍ଯାଦୟ ପରେ ପରେ ସମାନେେ କବର ପାଖକୁ ଗଲେ।ವಾರದ ಮೊದಲನೆಯ ದಿನ ನಸುಕಿನಲ್ಲಿ ಸೂರ್ಯನು ಉದಯಿಸುವಾಗ ಅವರು ಸಮಾಧಿಯ ಬಳಿಗೆ ಬಂದರು,

3 ସମାନେେ ନିଜ ନିଜ ଭିତ ରେ କୁହା କୁହି ହେଲେ, କବର ମୁହଁକୁ ଗୋଟିଏ ବିରାଟ ପଥର ଦ୍ବାରା ବନ୍ଦ କରି ଦିଆ ହାଇେଛି। ପଥରଟିକୁ ଆମ୍ଭ ପାଇଁ କିଏ ସଠାରୁେ ଗଡଇେ ଦବେ?ಅವರು--ಸಮಾಧಿಯ ಬಾಗಲಿನಿಂದ ಆ ಕಲ್ಲನ್ನು ನಮಗೋಸ್ಕರ ಯಾರು ಉರುಳಿಸುವರು ಎಂದು ತಮ್ಮತಮ್ಮೊಳಗೆ ಮಾತನಾಡಿ ಕೊಂಡರು.

4 ତା'ପରେ ସମାନେେ ସେ ଆଡକୁ ଚାହିଁଲେ। ସମାନେେ ଦେଖିଲେ ଯେ ସହେି ବଡ ପଥରଟି ସଠାରୁେ ଘୁଞ୍ଚା ଯାଇଛି।ಯಾಕಂದರೆ ಅದು ಬಹಳ ದೊಡ್ಡದಾ ಗಿತ್ತು. ಆದರೆ ಅವರು ನೋಡಿ ಆ ಕಲ್ಲು ಉರುಳಿಸ ಲ್ಪಟ್ಟದ್ದನ್ನು ಕಂಡರು.

5 ସମାନେେ କବର ଭିତରକୁ ଗଲେ। ସଠାେରେ ସମାନେେ ଧଳା ପୋଷାକ ପିନ୍ଧିଥିବା ଜଣେ ୟୁବକକୁ ଦେଖିଲେ। ସେ ସମାଧିର ଡାହାଣ ପଟେ ବସି ରହିଥିଲା। ସମାନେେ ଡରିଗଲେ।ಅವರು ಸಮಾಧಿಯೊಳಕ್ಕೆ ಪ್ರವೇಶಿಸಿದವರಾಗಿ ಉದ್ದವಾದ ಬಿಳಿ ಉಡುಪನ್ನು ತೊಟ್ಟುಕೊಂಡಿದ್ದ ಒಬ್ಬ ಯೌವನಸ್ಥನು ಬಲಗಡೆಯಲ್ಲಿ ಕೂತಿರುವದನ್ನು ಕಂಡು ಭಯಭ್ರಾಂತರಾದರು.

6 କିନ୍ତୁ ୟୁବକ ଜଣକ କହିଲେ, ଭୟ କର ନାହିଁ। ତୁମ୍ଭମାନେେ କୃଶବିଦ୍ଧ ନାଜରିତର ଯୀଶୁଙ୍କୁ ଖାଜେୁଛ। ସେ ମୃତ୍ଯୁରୁ ପୁନରୁତ୍ଥିତ ହାଇେଛନ୍ତି। ସେ ଏଠା ରେ ନାହାନ୍ତି। ଦେଖ, ସମାନେେ ତାହାଙ୍କୁ ଏହି ସ୍ଥାନ ରେ ରଖିଥିଲେ।ಆದರೆ ಅವನು ಅವರಿಗೆ--ಭಯಪಡಬೇಡಿರಿ, ಶಿಲುಬೆಗೆ ಹಾಕಲ್ಪಟ್ಟ ನಜರೇತಿನ ಯೇಸುವನ್ನು ಹುಡುಕುತ್ತಿದ್ದೀರಿ; ಆತನು ಎದ್ದಿದ್ದಾನೆ; ಇಲ್ಲಿ ಇಲ್ಲ, ಆತನನ್ನು ಇಟ್ಟಿದ್ದ ಸ್ಥಳವನ್ನು ನೋಡಿರಿ;

7 ଏବେ ଯାଇ ତାହାଙ୍କ ଶିଷ୍ଯମାନଙ୍କୁ ଏବଂ ପିତରଙ୍କୁ କୁହ ଯେ ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁ ଭଳି କହିଥିଲେ, ତୁମ୍ଭମାନେେ ତାହାଙ୍କୁ ସହେିଭଳି ସଠାେରେ ଦେଖିବ।ಆದರೆ ನೀವು ಹೊರಟುಹೋಗಿ ಆತನು ನಿಮಗೆ ಹೇಳಿದಂತೆ ನಿಮ್ಮ ಮುಂದೆ ಗಲಿಲಾಯಕ್ಕೆ ಹೋಗುತ್ತಾನೆ; ಅಲ್ಲಿ ನೀವು ಆತನನ್ನು ಕಾಣುವಿರಿ ಎಂದು ಆತನ ಶಿಷ್ಯರಿಗೆ ಮತ್ತು ಪೇತ್ರನಿಗೆ ಹೇಳಿರಿ ಅಂದನು.

8 ସହେି ସ୍ତ୍ରୀଲୋକମାନେ ଭୟ ପାଇ ଯାଇଥିଲେ ଏବଂ ବିସ୍ମୟ ରେ ଅଭିଭୁତ ହାଇେ ଯାଉଥିଲେ। ସମାନେେ କବରରୁ ବାହାରି ଦୌଡି ପଳାଇଲେ, କିନ୍ତୁ ଭୟଭୀତ ହାଇେ ଯାଇଥିବାରୁ ଏସବୁ ଘଟଣା କାହାରିକୁ କହିଲେ ନାହିଁ।ಆಗ ಅವರು ಬೇಗನೆ ಹೊರಟು ಸಮಾಧಿಯ ಬಳಿಯಿಂದ ಓಡಿಹೋದರು; ಯಾಕಂದರೆ ಅವರು ಆಶ್ಚರ್ಯದಿಂದ ನಡುಗುತ್ತಿದ್ದರು; ಇದಲ್ಲದೆ ಅವರು ಹೆದರಿದವರಾದದರಿಂದ ಯಾರಿಗೂ ಏನೂ ಹೇಳಲಿಲ್ಲ.

9 ସପ୍ତାହର ପ୍ରଥମ ଦିନର ବଡି ସକାଳୁ ଯୀଶୁ ମୃତ୍ଯୁରୁ ପୁନରୁତ୍ଥିତ ହେଲେ। ସର୍ବ ପ୍ରଥମେ ସେ ମଗ୍ଦଲୀନୀ ମରୀୟମଙ୍କ ନିକଟରେ ନିଜକୁ ଦଖାେ ଦେଲେ। ଅତୀତ ରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତଟି ଭୂତଙ୍କୁ ତଡି ଦଇେଥିଲେ।ಹೀಗಿರಲಾಗಿ ವಾರದ ಮೊದಲನೆಯ ದಿನದ ಬೆಳಿಗ್ಗೆ ಯೇಸು ಎದ್ದಮೇಲೆ ಆತನು ಮೊದಲು ತಾನು ಏಳು ದೆವ್ವಗಳನ್ನು ಬಿಡಿಸಿದ್ದ ಮಗ್ದಲದ ಮರಿಯಳಿಗೆ ಕಾಣಿಸಿಕೊಂಡನು.

10 ମରିୟମ ଯୀଶୁଙ୍କୁ ଦେଖି ସାରିବା ପରେ ତାହାଙ୍କ ଶିଷ୍ଯମାନଙ୍କ ପାଖକୁ ଯାଇ ଏ ବିଷୟ କହିଲେ। ସେତବେେଳକେୁ ଶିଷ୍ଯମାନେ ଶାେକରେ ବୁଡି ଯାଇଥିଲେ ଓ ବିଳାପ କରୁଥିଲେ।ಆತನ ಸಂಗಡ ಇದ್ದವರು ಶೋಕಿಸಿ ಅಳುತ್ತಿರುವಾಗ ಆಕೆಯು ಹೋಗಿ ಅವರಿಗೆ ಹೇಳಿದಳು.

11 ମରିୟମ ସମାନଙ୍କେୁ କହିଲେ ଯେ ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ଯମାନେ ସମାନଙ୍କେ କଥା ରେ ବିଶ୍ବାସ କଲେ ନାହିଁ।ಆದರೆ ಆತನು ಬದುಕಿದ್ದಾನೆಂದೂ ಆಕೆಯು ಆತನನ್ನು ನೋಡಿದ್ದಾಳೆಂದೂ ಅವರು ಕೇಳಿದರು; ಆದರೂ ನಂಬಲಿಲ್ಲ.

12 ଏହା ପରେ ଦୁଇଜଣ ଶିଷ୍ଯ ପଡିଆ ମଧିଅରେ ଯାଉଥିବା ସମୟରେ ଯୀଶୁ ସମାନଙ୍କେ ନିକଟରେ ଅନ୍ୟ ଏକ ରୂପରେ ଦଖାେ ଦେଲେ।ಇದಾದ ಮೇಲೆ ಅವರಲ್ಲಿ ಇಬ್ಬರು ಒಂದು ಗ್ರಾಮಕ್ಕೆ ನಡೆದು ಹೋಗುತ್ತಿದ್ದಾಗ ಆತನು ಅವರಿಗೆ ಬೇರೊಂದು ರೂಪದಲ್ಲಿ ಕಾಣಿಸಿಕೊಂಡನು.

13 ଏହି ଶିଷ୍ଯ ଦୁଇଜଣ ଫରେିଆସି ଅନ୍ୟ ଶିଷ୍ଯମାନଙ୍କୁ ଏକଥା ଜଣାଇଲେ। ତଥାପି ଶିଷ୍ଯମାନେ ତାହାଙ୍କ କଥାକୁ ମଧ୍ଯ ବିଶ୍ବାସ କଲେ ନାହିଁ।ಅವರು ಹೋಗಿ ಉಳಿದವರಿಗೆ ತಿಳಿಸಿದರು; ಆದರೆ ಅವರನ್ನೂ ಅವರು ನಂಬಲಿಲ್ಲ.

14 ପରେ ଯେତବେେଳେ ଏଗାର ଜଣ ପ୍ ରରେିତ ଖାଉଥିଲେ, ସତେିକି ବେଳେ ଯୀଶୁ ସମାନଙ୍କେୁ ଦଖାେ ଦେଲେ। ସେ ସମାନଙ୍କେୁ ସମାନଙ୍କେର ଅବିଶ୍ବାସ ଓ ମନର ଜଡତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥାନ ହାଇେଛନ୍ତି ବୋଲି ଦେଖିଥିଲେ ସମାନଙ୍କେୁ ଏହି ଶିଷ୍ଯମାନେ ବିଶ୍ବାସ କରି ନଥିଲେ।ತರುವಾಯ ಊಟಕ್ಕೆ ಕೂತಿದ್ದ ಹನ್ನೊಂದು ಮಂದಿಗೆ ಆತನು ಕಾಣಿಸಿಕೊಂಡು ತಾನು ಎದ್ದು ಬಂದಮೇಲೆ ತನ್ನನ್ನು ನೋಡಿದವರನ್ನು ನಂಬಲಿಲ್ಲ ವಾದ ಕಾರಣ ಅವರ ಅಪನಂಬಿಕೆಗೂ ಹೃದಯದ ಕಾಠಿಣ್ಯಕ್ಕೂ ಆತನು ಅವರನ್ನು ಗದರಿಸಿದನು.

15 ଯୀଶୁ ସମାନଙ୍କେୁ କହିଲେ, ପୃଥିବୀର ଚାରିଆଡକୁ ଯାଅ। ପ୍ରେତ୍ୟକକ ଲୋକକୁ ସୁସମାଚାର ଶୁଣାଅ।ಆತನು ಅವರಿಗೆ--ನೀವು ಸಮಸ್ತ ಲೋಕಕ್ಕೆ ಹೋಗಿ ಎಲ್ಲಾ ಸೃಷ್ಟಿಗೆ ಸುವಾರ್ತೆಯನ್ನು ಸಾರಿರಿ.

16 ଯେଉଁ ଲୋକ ବିଶ୍ବାସ କରିବ ଓ ବାପ୍ତିଜିତ ହବେ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ବାସ କରିବ, ସେ ଦୋଷୀ ସାବ୍ଯସ୍ତ ହବେ।ನಂಬಿ ಬಾಪ್ತಿಸ್ಮ ಮಾಡಿಸಿಕೊಳ್ಳುವವನು ರಕ್ಷಣೆ ಹೊಂದುವನು. ಆದರೆ ನಂಬದೆ ಹೋಗುವವನು ದಂಡನೆಗೆ ಗುರಿಯಾಗುವನು.

17 ଯେଉଁମାନେ ମାେତେ ବିଶ୍ବାସ କରିବେ, ସମାନେେ ତାର ପ୍ରମାଣ ସ୍ବରୂପ ଏହି ସବୁ କାମ କରିବାକୁ ସକ୍ଷମ ହବେେ: ସମାନେେ ଲୋକମାନଙ୍କଠାରୁ ମାେ ନାମ ରେ ଭୂତମାନଙ୍କୁ ବାହାର କରି ଦଇେ ପାରିବେ। କବେେ ହେଲେ ଶିଖି ନଥିବା ନୂଆନୂଆ ଅନକେ ଭାଷା ରେ କଥାବାର୍ତ୍ତା କରିବେ।ಇದಲ್ಲದೆ ನಂಬುವವರಿಂದ ಈ ಸೂಚಕಕಾರ್ಯಗಳು ಉಂಟಾಗುವವು; ಅವರು ನನ್ನ ಹೆಸರಿನಲ್ಲಿ ದೆವ್ವಗಳನ್ನು ಬಿಡಿಸುವರು; ಅವರು ಹೊಸ ಭಾಷೆಗಳಲ್ಲಿ ಮಾತನಾಡುವರು;

18 ସମାନେେ ନିଜ ହାତ ରେ ସାପକୁ ଧରିବେ କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ସମାନେେ ବିଷ ମଧ୍ଯ ପିଇ ଦବେେ, କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହାଇଯେିବେ।ಅವರು ಸರ್ಪಗಳನ್ನು ಎತ್ತುವರು; ಮರಣಕರವಾದದ್ದೇ ನಾದರೂ ಕುಡಿದರೆ ಅದು ಅವರಿಗೆ ಯಾವ ಕೇಡನ್ನೂ ಮಾಡುವದಿಲ್ಲ; ಅವರು ರೋಗಿಗಳ ಮೇಲೆ ಕೈಗಳನ್ನಿಡು ವಾಗ ಅವರು ಸ್ವಸ್ಥರಾಗುವರು ಎಂದು ಹೇಳಿದನು.

19 ପ୍ରଭୁ ଯୀଶୁ ଏହିସବୁ କଥା ପ୍ ରରେିତମାନଙ୍କୁ କହିସାରିବା ପରେ ତାହାଙ୍କୁ ସ୍ବର୍ଗକୁ ନିଆଗଲା। ସେ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ।ಹೀಗೆ ಕರ್ತನು ಅವರೊಂದಿಗೆ ಮಾತನಾಡಿದ ನಂತರ ಆತನು ಮೇಲಕ್ಕೆ ಪರಲೋಕದಲ್ಲಿ ಸ್ವೀಕರಿ ಸಲ್ಪಟ್ಟು ದೇವರ ಬಲಪಾರ್ಶ್ವದಲ್ಲಿ ಕೂತುಕೊಂಡನು.

20 ତା'ପରେ ପ୍ ରରେିତମାନେ ପୃଥିବୀର ପ୍ରେତ୍ୟକକ ସ୍ଥାନକୁ ଯାଇ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଲେ ଏବଂ ପ୍ରଭୁ ସମାନଙ୍କେୁ ସାହାୟ୍ଯ କଲେ। ପ୍ରଭୁ ପ୍ରମାଣିତ କରି ଦେଲେ ଯେ, ପ୍ ରରେିତମାନେ ଯେଉଁ ସୁସମାଚାର ପ୍ରଚାର କରୁଥିଲେ ତାହା ସତ୍ଯ। ପ୍ରଭୁ ସମାନଙ୍କେୁ ଆଶ୍ଚର୍ୟ୍ଯକାର୍ୟ୍ଯ କରିବା ପାଇଁ ଶକ୍ତି ପ୍ରଦାନ କରି ଏହା ପ୍ରମାଣିତ କରି ଦେଲେ।ಮತ್ತು ಅವರು ಹೊರಟುಹೋಗಿ ಎಲ್ಲಾ ಕಡೆಯಲ್ಲಿ ಸಾರಿದರು. ಇದಲ್ಲದೆ ಕರ್ತನು ಅವರ ಜೊತೆಯಲ್ಲಿ ಕೆಲಸಮಾಡುತ್ತಾ ನಡೆದ ಸೂಚಕ ಕಾರ್ಯಗಳಿಂದ ವಾಕ್ಯವನ್ನು ಸ್ಥಿರಪಡಿಸುತ್ತಾ ಇದ್ದನು. ಆಮೆನ್‌.

Kannada Bible