Bible

Psalm 21 - ORIYA (Kannada)

1 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।ಓ ಕರ್ತನೇ, ನಿನ್ನ ಬಲದಲ್ಲಿ ಅರಸನು ಸಂತೋಷಪಡುವನು; ನಿನ್ನ ರಕ್ಷಣೆಯಲ್ಲಿ ಎಷ್ಟೋ ಅಧಿಕವಾಗಿ ಉಲ್ಲಾಸಪಡುವನು.

2 ତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।ಅವನ ಹೃದಯದ ಆಶೆಯನ್ನು ನೀನು ಅವನಿಗೆ ಪೂರೈಸಿ ಅವನ ತುಟಿಗಳ ಬಿನ್ನಹವನ್ನು ತಡೆಯಲಿಲ್ಲ. ಸೆಲಾ.

3 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।ಒಳ್ಳೇತನದ ಆಶೀರ್ವಾದಗಳೊಂದಿಗೆ ಅವನನ್ನು ಎದುರುಗೊಂಡು ಅಪರಂಜಿಯ ಕಿರೀಟವನ್ನು ಅವನ ತಲೆಗೆ ಇಡುತ್ತೀ.

4 ହେ ପରମେଶ୍ବର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନଦାନ କରିଛ, ୟାହା ଅନନ୍ତକାଳସ୍ଥାଯୀ।ಜೀವವನ್ನು ಅವನು ನಿನ್ನಿಂದ ಬೇಡಲು ನೀನು ಅವನಿಗೆ ಯುಗಯುಗಾಂತರಗಳಿಗೂ ದೀರ್ಘಾಯುಷ್ಯವನ್ನು ಕೊಟ್ಟೆ.

5 ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ ?ನ್ನ ರಕ್ಷಣೆಯಲ್ಲಿ ಅವನ ಹೆಚ್ಚಳವು ದೊಡ್ಡದಾಗಿದೆ, ಗೌರವವನ್ನೂ ಘನತೆಯನ್ನೂ ಅವನ ಮೇಲೆ ಇಡುತ್ತೀ.

6 ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।ನೀನು ಎಂದೆಂದಿಗೂ ಅವನನ್ನು ಅಧಿಕವಾಗಿ ಆಶೀರ್ವಾದ ಮಾಡಿದ್ದೀ. ನಿನ್ನ ಮುಖದ ಮುಂದೆ ಅವನನ್ನು ಅಧಿಕ ವಾಗಿ ಸಂತೋಷಪಡುವಂತೆ ಮಾಡಿದ್ದೀ.

7 ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।ಅರಸನು ಕರ್ತನಲ್ಲಿ ಭರವಸವಿಡುತ್ತಾನೆ; ಮಹೋನ್ನತನ ಕೃಪೆ ಯಿಂದ ಅವನು ಕದಲದೆ ಇರುವನು.

8 ହେ ପରମେଶ୍ବର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦଖାଇେ ଦିଅ ୟେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି। ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।ನಿನ್ನ ಶತ್ರು ಗಳೆಲ್ಲಾ ನಿನ್ನ ಕೈಗೆ ಸಿಕ್ಕುವರು; ನಿನ್ನ ಬಲಗೈಗೆ ನಿನ್ನನ್ನು ಹಗೆಮಾಡುವವರು ಸಿಕ್ಕುವರು.

9 ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।ನೀನು ಕೋಪಿಸುವ ಕಾಲದಲ್ಲಿ ಅವರನ್ನು ಬೆಂಕಿಯ ಒಲೆಯ ಹಾಗೆ ಮಾಡುವಿ; ಕರ್ತನು ತನ್ನ ಕೋಪದಿಂದ ಅವರನ್ನು ನುಂಗಿಬಿಡುವನು; ಬೆಂಕಿಯು ಅವರನ್ನು ದಹಿಸಿ ಬಿಡು ವದು.

10 ଏ ପୃଥିବୀରୁ ସମାନଙ୍କେର ଫଳ ଓ ମନୁଷ୍ଯ ସନ୍ତାନଗଣ ମଧ୍ଯରୁ ସମାନଙ୍କେର ବଂଶ ଲୋପ କରିବ।ನೀನು ಅವರ ಫಲವನ್ನು ಭೂಮಿಯೊಳ ಗಿಂದಲೂ ಅವರ ಸಂತತಿಯನ್ನು ಮನುಷ್ಯನ ಮಕ್ಕ ಳೊಳಗಿಂದಲೂ ನಾಶಮಾಡುವಿ.

11 କାହିଁକି ? କାରଣ ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସମାନେେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରୁଥଲେ କିନ୍ତୁ ସମାନେେ ସହେି କାର୍ୟ୍ଯରେ ସଫଳ ହେଲେ ନାହିଁ।ಅವರು ನಿನಗೆ ವಿರೋಧವಾಗಿ ಕೇಡನ್ನು ಯತ್ನಿಸಿದರು; ಪೂರೈಸಲಾ ರದ ಯುಕ್ತಿಯನ್ನು ಕಲ್ಪಿಸಿದರು.

12 ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।ನೀನು ಅವರನ್ನು ಬೆನ್ನು ತಿರಿಗಿಸುವಂತೆ ಮಾಡುವಿ: ಅವರ ಮುಖಕ್ಕೆ ಎದುರಾಗಿ ನಿನ್ನ ಬಿಲ್ಲನೂ ಹಗ್ಗಗಳಲ್ಲಿ ಹೂಡುವಿ.

13 ହେ ସଦାପ୍ରଭୁ ତୁମ୍ଭର ଶକ୍ତିର ବିଜଯ ଗୀତ ଚାରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସହେି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ଯ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଚାରିଆଡ଼େ ପ୍ରଚାର କରିବୁ।ಕರ್ತನೇ, ನಿನ್ನ ಸ್ವಂತ ಬಲದಿಂದ ನೀನು ಘನ ಹೊಂದಿದವನಾಗು; ಹೀಗೆ ನಾವು ನಿನ್ನ ಪರಾಕ್ರಮ ವನ್ನು ಹಾಡಿ ಕೀರ್ತಿಸುವೆವು.

Kannada Bible