Acts 2 - ORIYA (Malayalam)
1 ଯେତବେେଳେ ପେଣ୍ଟିକଷ୍ଟ ଦିନ ଆସିଲା ସମାନେେ ସମସ୍ତେ ଗୋଟିଏ ସ୍ଥାନ ରେ ଏକାଠି ଜମା ହାଇେଥିଲେ।പെന്തെക്കൊസ്തനാൾ വന്നപ്പോൾ എല്ലാവരും ഒരു സ്ഥലത്തു ഒന്നിച്ചു കൂടിയിരുന്നു.
2 ସେତବେେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସମାନେେ ଯେଉଁ ଘର ଭିତ ରେ ବସିଥିଲେ, ସହେି ଘରର ଚ଼ାରିଆଡ଼େ ବ୍ଯାପି ଗଲା।പെട്ടെന്നു കൊടിയ കാറ്റടിക്കുന്നതുപോലെ ആകാശത്തനിന്നു ഒരു മുഴക്കം ഉണ്ടായി, അവർ ഇരുന്നിരുന്ന വീടു മുഴുവനും നിറെച്ചു.
3 ସମାନେେ ଅଗ୍ନିଶିଖା ପରି ଜିହ୍ବାଗୁଡ଼ିକ କିଛି ଦେଖିଲେ। ଏହି ଅଗ୍ନିଶିଖାସବୁ ଭାଗ ଭାଗ ହାଇେ ସଠାେରେ ଥିବା ପ୍ରେତ୍ୟକକ ବ୍ଯକ୍ତିର ଉପରେ ରହିଲା।അഗ്നിജ്വാലപോലെ പിളർന്നിരിക്കുന്ന നാവുകൾ അവർക്കു പ്രത്യക്ഷമായി അവരിൽ ഓരോരുത്തന്റെ മേൽ പതിഞ്ഞു.
4 ସମସ୍ତେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହେଲେ। ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଥିବା ଶକ୍ତି ସାହାୟ୍ଯ ରେ ସମାନେେ ଭିନ୍ନ ଭିନ୍ନ ଭାଷା ରେ କଥା କହିବାକୁ ଆରମ୍ଭ କଲେ।എല്ലാവരും പരിശുദ്ധാത്മാവു നിറഞ്ഞവരായി ആത്മാവു അവർക്കു ഉച്ചരിപ്പാൻ നല്കിയതുപോലെ അന്യഭാഷകളിൽ സംസാരിച്ചു തുടങ്ങി.
5 ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ୟିରୂଶାଲମ ରେ ରହୁଥିଲେ।അന്നു ആകാശത്തിൻ കീഴുള്ള സകല ജാതികളിൽ നിന്നും യെരൂശലേമിൽ വന്നു പാർക്കുന്ന യെഹൂദന്മാരായ ഭക്തിയുള്ള പുരുഷന്മാർ ഉണ്ടായിരുന്നു.
6 ଏହି ଶବ୍ଦ ଶୁଣିବା ମାତ୍ ରେ ସମାନଙ୍କେ ଭିତରୁ ବହୁତ ଲୋକ ଆସି ଜମା ହାଇଗେଲେ। ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ, କାରଣ ସମାନେେ ନିଜେ ଯେଉଁ ଭାଷା ରେ କଥା ହେଉଥିଲେ, ପ୍ ରରେିତମାନେ ସହେି ସହେି ଭାଷା ରେ କଥା ହେଉଥିବାର ଶୁଣିଲେ।ഈ മുഴക്കം ഉണ്ടായപ്പോൾ പുരുഷാരം വന്നു കൂടി, ഓരോരുത്തൻ താന്താന്റെ ഭാഷയിൽ അവർ സംസാരിക്കുന്നതു കേട്ടു അമ്പരന്നു പോയി.
7 ଏଥି ରେ ଯିହୂଦୀମାନେ ଆଶ୍ଚର୍ୟ୍ଯ ହାଇେ ପରସ୍ପର ମଧିଅରେ କଥାବାର୍ତ୍ତା ହେଲେ, ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହଁନ୍ତି କି?എല്ലാവരും ഭ്രമിച്ചു ആശ്ചര്യപ്പെട്ടു: ഈ സംസാരിക്കുന്നവർ എല്ലാം ഗലീലക്കാർ അല്ലയോ?
8 କିନ୍ତୁ ଆମ୍ଭମାନେେ ସମାନଙ୍କେୁ ଆମ୍ଭ ମାତୃଭାଷା ରେ କଥା କହିବାର କିପରି ଶୁଣୁଛୁ? ଏହା କିପରି ସମ୍ଭବ!പിന്നെ നാം ഓരോരുത്തൻ ജനിച്ച നമ്മുടെ സ്വന്ത ഭാഷയിൽ അവർ സംസാരിച്ചു കേൾക്കുന്നതു എങ്ങനെ?
9 ଆମ୍ଭେ ଏଠାରୁ ଭିନ୍ନ ଭିନ୍ନ ସ୍ଥାନରୁ ଆସିଛୁ। ପାର୍ଥୀୟ, ମାଦୀୟ ଓ ଏଲାମୀୟ ପୁଣି ମସପେତାମିଆର ଲୋକମାନେ,പർത്ഥരും മേദ്യരും ഏലാമ്യരും മെസപ്പൊത്താമ്യയിലും യെഹൂദ്യയിലും കപ്പദോക്യയിലും
10 ଏବଂ ୟିହୂଦା, କାପ୍ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୁଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିଯା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତଜେଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତକେ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ।പൊന്തൊസിലും ആസ്യയിലും പ്രുഗ്യയിലും പംഫുല്യയിലും മിസ്രയീമിലും കുറേനെക്കു ചേർന്ന ലിബ്യാപ്രദേശങ്ങളിലും പാർക്കുന്നവരും റോമയിൽ നിന്നു വന്നു പാർക്കുന്നവരും യെഹൂദന്മാരും യെഹൂദമതാനുസാരികളും ക്രേത്യരും അറബിക്കാരുമായ നാം
11 ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସମାନେେ ପରମେଶ୍ବରଙ୍କର ମହତ୍ ଓ ଆଶ୍ଚର୍ୟ୍ଯ ପୂର୍ଣ୍ଣ କାର୍ୟ୍ଯକୁ ଆମ୍ଭ ଭାଷା ରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।ഈ നമ്മുടെ ഭാഷകളിൽ അവർ ദൈവത്തിന്റെ വൻകാര്യങ്ങളെ പ്രസ്താവിക്കുന്നതു കേൾക്കുന്നുവല്ലോ എന്നു പറഞ്ഞു.
12 ସମାନେେ ସମସ୍ତେ ଆଶ୍ଚର୍ୟ୍ଯ ଓ ବିଭ୍ରାନ୍ତ ହାଇେ ପଡ଼ିଲେ। ସମାନେେ ପରସ୍ପର ଭିତ ରେ ପଚ଼ାରା ଉଚ଼ରା ହେଲେ, ଏ ସବୁ କ'ଣ ହେଉଛି?എല്ലാവരും ഭ്രമിച്ചു ചഞ്ചലിച്ചു; ഇതു എന്തായിരിക്കും എന്നു തമ്മിൽ തമ്മിൽ പറഞ്ഞു.
13 କିନ୍ତୁ ଅନ୍ୟ ଲୋକମାନେ ପ୍ ରରେିତମାନଙ୍କୁ ଉପହାସ କରି କହିଲେ, ଏମାନେ ସମସ୍ତେ ମଦପିଇ ମାତାଲ ହାଇେଛନ୍ତି।ഇവർ പുതു വീഞ്ഞു കുടിച്ചിരിക്കുന്നു എന്നു മറ്റു ചിലർ പരിഹസിച്ചു പറഞ്ഞു.
14 ପିତର ସହେି ଏଗାରଜଣ ପ୍ ରରେିତ ସହ ଠିଆ ହାଇେ ସହେି ଲୋକମାନଙ୍କୁ ବଡ଼ ପାଟି ରେ କହିଲେ, ହେ ୟିଦୂଦୀୟମାନେ, ହେ ୟିରୂଶାଲମ ବାସିନ୍ଦାମାନେ, ସମସ୍ତେ ମାେ କଥା ଶୁଣ।അപ്പോൾ പത്രൊസ് പതിനൊന്നുപേരോടുകൂടെ നിന്നുകൊണ്ടു ഉറക്കെ അവരോടു പറഞ്ഞതു: യെഹൂദാപുരുഷന്മാരും യെരൂശലേമിൽ പാർക്കുന്ന എല്ലാവരുമായുള്ളോരേ, ഇതു നിങ്ങൾ അറിഞ്ഞിരിക്കട്ടെ; എന്റെ വാക്കു ശ്രദ്ധിച്ചുകൊൾവിൻ.
15 ତୁମ୍ଭମାନେେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ ସକାଳ ନ'ଟା ବାଜିଛି।നിങ്ങൾ ഊഹിക്കുന്നതുപോലെ ഇവർ ലഹരി പിടിച്ചവരല്ല; പകൽ മൂന്നാംമണിനേരമേ ആയിട്ടുള്ളുവല്ലോ.
16 ଏବେ ଯାହା ଘଟୁଛି ସେ ବିଷୟ ରେ ଭାବବାଦୀ ଯାୟେଲ କହିଥିଲେ, ପରମେଶ୍ବର କହନ୍ତି,ഇതു യോവേൽ പ്രവാചകൻ മുഖാന്തരം അരുളിച്ചെയ്തതത്രേ; അതെന്തെന്നാൽ:
17 ମୁଁ ଶଷେ ସମୟରେ ସମସ୍ତଙ୍କ ଉପରେ ମାରେ ଆତ୍ମା ଢ଼ାଳି ଦବେି। ଯାହାଦ୍ବାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ଯତ ବାଣୀ କହିପାରିବେ। ତୁମ୍ଭମାନଙ୍କର ୟୁବକମାନେ ଦର୍ଶନ ପାଇବେ ଓ ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ।“അന്ത്യകാലത്തു ഞാൻ സകല ജഡത്തിന്മേലും എന്റെ ആത്മാവിനെ പകരും; നിങ്ങളുടെ പുത്രന്മാരും പുത്രിമാരും പ്രവചിക്കും; നിങ്ങളുടെ യൌവ്വനക്കാർ ദർശനങ്ങൾ ദർശിക്കും; നിങ്ങളുടെ വൃദ്ധന്മാർ സ്വപ്നങ്ങൾ കാണും.”
18 ହଁ, ସେତବେେଳେ ମୁଁ ନିଜ ସବେକ ସବେିକାମାନଙ୍କ ଉପରେ ନିଜ ଆତ୍ମା ଢ଼ାଳି ଦବେି, ସମାନେେ ଭବିଷ୍ଯତବାଣୀ କହିବେ।എന്റെ ദാസന്മാരുടെമേലും ദാസിമാരുടെമേലും കൂടെ ഞാൻ ആ നാളുകളിൽ എന്റെ ആത്മാവിനെ പകരും; അവരും പ്രവചിക്കും.
19 ମୁଁ ଉପରିସ୍ଥ ଆକାଶ ରେ ବିସ୍ମୟଜନକ କାର୍ୟ୍ଯ ଓ ନୀଚ୍ଚସ୍ଥ ପୃଥିବୀ ରେ ରକ୍ତ ନିଆଁ ମେଘ, ଧୂଆଁର ଚିହ୍ନମାନ ଦଖାଇବେି।ഞാൻ മീതെ ആകാശത്തിൽ അത്ഭുതങ്ങളും താഴെ ഭൂമിയിൽ അടയാളങ്ങളും കാണിക്കും; രക്തവും തീയും പുകയാവിയും തന്നേ.
20 ପ୍ରଭୁଙ୍କର ସହେି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ ସୁର୍ୟ୍ଯ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହାଇୟିବେ।കർത്താവിന്റെ വലുതും പ്രസിദ്ധവുമായ നാൾ വരുംമുമ്പേ സൂര്യൻ ഇരുളായും ചന്ദ്രൻ രക്തമായും മാറിപ്പോകും.
21 ସେତବେେଳେ ଯେ କହେି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।'ଯାୟେଲ 2:28-32എന്നാൽ കർത്താവിന്റെ നാമം വിളിച്ചപേക്ഷിക്കുന്നവൻ ഏവനും രക്ഷിക്കപ്പെടും എന്നു ദൈവം അരുളിച്ചെയ്യുന്നു.”
22 ହେ ଇଶ୍ରାୟେଲର ଲୋକମାନେ, ଏହି ସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ଯକ୍ତି ଥିଲେ। ଯାହାଙ୍କୁ ଈଶ୍ବର ପଠାଇ ଥିଲେ। ଯୀଶୁ ଯେଉଁ ସବୁ ଶକ୍ତିଶାଳୀ କାର୍ୟ୍ଯ ଏବଂ ଆଶ୍ଚର୍ୟ୍ଯ ଘଟଣା ସବୁ କରିଥିଲେ, ତାହାଦ୍ବାରା ପରମେଶ୍ବର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି।യിസ്രായേൽ പുരുഷന്മാരേ, ഈ വചനം കേട്ടു കൊൾവിൻ. നിങ്ങൾ തന്നേ അറിയുംപോലെ ദൈവം അവനെക്കൊണ്ടു നിങ്ങളുടെ നടുവിൽ ചെയ്യിച്ച ശക്തികളും അത്ഭുതങ്ങളും അടയാളങ്ങളും കൊണ്ടു
23 ତୁମ୍ଭମାନେେ ସମସ୍ତେ ଏସବୁ ଦିଖିଛ ଓ ଏସବୁ ଯେ ନିରାଟ ସତ୍ଯ ତାହା ଜାଣିଛ। ଏହି ଯୀଶୁଙ୍କୁ ଇଶ୍ବର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭମାନେେ ଦୁଷ୍ଟମାନଙ୍କ ସାହାୟ୍ଯ ରେ ତାହାଙ୍କୁ କୃଶ ରେ ଚ଼ଢ଼ଇେ କଣ୍ଟା ବାଡ଼ଇେ ହତ୍ଯା କରିଦଲେ।ദൈവം നിങ്ങൾക്കു കാണിച്ചു തന്ന പുരുഷനായി നസറായനായ യേശുവിനെ ദൈവം തന്റെ സ്ഥിര നിർണ്ണയത്താലും മുന്നറിവിനാലും ഏല്പിച്ചിട്ടു, നിങ്ങൾ അവനെ അധർമ്മികളുടെ കയ്യാൽ തറെപ്പിച്ചു കൊന്നു;
24 କିନ୍ତୁ ଇଶ୍ବର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ଯୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ଯୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।ദൈവമോ മരണപാശങ്ങളെ അഴിച്ചിട്ടു അവനെ ഉയിർത്തെഴുന്നേല്പിച്ചു. മരണം അവനെ പിടിച്ചു വെക്കുന്നതു അസാദ്ധ്യമായിരുന്നു.
25 ଦାଉଦ ତାହାଙ୍କ ବିଷୟ ରେ କହିଥିଲେ,“ഞാൻ കർത്താവിനെ എപ്പോഴും എന്റെ മുമ്പിൽ കണ്ടിരിക്കുന്നു; അവൻ എന്റെ വലഭാഗത്തു ഇരിക്കയാൽ ഞാൻ കുലുങ്ങിപോകയില്ല.
26 ଏହାଦ୍ବାରା ମାରେ ମନ ପ୍ରଫୁଲ୍ଲିତ ହେଲା ଓ ମାେ ମୁଁହରୁ ଆନନ୍ଦପୁର୍ଣ୍ଣ କଥା ବାହାରିଲା।അതുകൊണ്ട് എന്റെ ഹൃദയം സന്തോഷിച്ചു, എന്റെ നാവു ആനന്ദിച്ചു, എന്റെ ജഡവും പ്രത്യാശയോടെ വസിക്കും.”
27 ମାେ ଶରୀର ମଧ୍ଯ ଭରସା ରେ ବଞ୍ଚି ରହିବ, ଯେ ହତେୁ ତୁମ୍ଭେ ମାରେ ଆତ୍ମାକୁ ମୃତ୍ଯୁ ସ୍ଥାନ ରେ ଛାଡ଼ିଦବେ ନାହିଁ। ତୁମ୍ଭେ ନିଜର ପବିତ୍ର ବ୍ଯକ୍ତିକୁ କବର ରେ କ୍ଷୟ ହବୋକୁ ଦବେ ନାହିଁ।നീ എന്റെ പ്രാണനെ പാതാളത്തിൽ വിടുകയില്ല; നിന്റെ പരിശുദ്ധനെ ദ്രവത്വം കാണ്മാൻ സമ്മതിക്കയുമില്ല.
28 ତୁମ୍ଭେ ମାେତେ ଜୀବନର ପଥ ଦଖାଇେ ଅଛ। ତୁମ୍ଭ ଉପସ୍ଥିତି ରେ ମାେତେ ବହୁତ ଆନନ୍ଦ ମିଳିବ।'ଗାତସଂହିତା 16:8-11നീ ജീവമാർഗ്ഗങ്ങളെ എന്നോടു അറിയിച്ചു; നിന്റെ സന്നിധിയിൽ എന്നെ സന്തോഷ പൂർണ്ണനാക്കും” എന്നു ദാവീദ് അവനെക്കുറിച്ചു പറയുന്നുവല്ലോ.
29 ହେ ମାରେ ଭାଇମାନେ, ମୁଁ ବିଶ୍ବାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟ ରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ଯୁବରଣ କରି କବରସ୍ଥ ହାଇେଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ଯାବଧି ଆମ୍ଭ ନିକଟରେ ଅଛି।സഹോദരന്മാരായ പുരുഷന്മാരേ, ഗോത്രപിതാവായ ദാവീദിനെക്കുറിച്ച് അവൻ മരിച്ചു അടക്കപ്പെട്ടു എന്നു എനിക്കു നിങ്ങളോടു ധൈര്യമായി പറയാം; അവന്റെ കല്ലറ ഇന്നുവരെ നമ്മുടെ ഇടയിൽ ഉണ്ടല്ലോ.
30 ଦାଉଦ ଜଣେ ଭାବବାଦୀ ଥିଲେ। ସେ ଜାଣିଥିଲେ, ପରମେଶ୍ବର ତାହାଙ୍କ ପାଖ ରେ ପ୍ରତିଜ୍ଞା କରିଥିଲେ ଯେ, ସେ ତାହାଙ୍କ ବଂଶଧର ମଧ୍ଯରୁ ଜଣଙ୍କୁ ତାହାଙ୍କ ସିଂହାସନ ରେ ବସାଇବେ।എന്നാൽ അവൻ പ്രവാചകൻ ആകയാൽ ദൈവം അവന്റെ കടിപ്രദേശത്തിന്റെ ഫലത്തിൽ നിന്നു ഒരുത്തനെ അവന്റെ സിംഹാസനത്തിൽ ഇരുത്തും എന്നു തന്നോടു സത്യം ചെയ്തു ഉറപ്പിച്ചു എന്നു അറഞ്ഞിട്ടു:
31 ଏଣୁ ଭବିଷ୍ଯତ ରେ ଯାହା ଘଟିବ, ତାହା ଦାଉଦ ପୂର୍ବରୁ ଜାଣିପାରି ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ସମ୍ପର୍କ ରେ କହିଥିଲେ, ତାହାଙ୍କ ମୃତ୍ଯୁର ସ୍ଥାନ ରେ ଛାଡ଼ି ଦିଆ ଯାଇନାହିଁ ଓ ତାହାଙ୍କର ଦହେ କବର ରେ ପଚିସଢ଼ି ଯାଇନାହିଁ।'അവനെ പാതാളത്തിൽ വിട്ടുകളഞ്ഞില്ല: അവന്റെ ജഡം ദ്രവത്വം കണ്ടതുമില്ല എന്നു ക്രിസ്തുവിന്റെ പുനരുത്ഥാനം മുമ്പുകൂട്ടി കണ്ടു പ്രസ്താവിച്ചു. ഈ യേശുവിനെ ദൈവം ഉയിർത്തെഴുന്നേല്പിച്ചു:
32 ଏହି ଯୀଶୁଙ୍କୁ ଇଶ୍ବର ଯେ ମୃତ୍ଯୁରୁ ଉଠାଇଛନ୍ତି, ଆମ୍ଭମାନେେ ସେଥି ରେ ନିଜେ ସାକ୍ଷୀ ଅଟୁ।അതിന്നു ഞങ്ങൾ എല്ലാവരും സാക്ഷികൾ ആകുന്നു.
33 ଯୀଶୁଙ୍କୁ ସ୍ବର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଇଶ୍ବରଙ୍କର ଡ଼ାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବୁତ୍ରଆତ୍ମା ଦଇେଛନ୍ତି। ଇଶ୍ବର ଏହି ପବିତ୍ରଆତ୍ମା ଦବୋ ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ର ଆତ୍ମାଙ୍କୁ ଢ଼ାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭମାନେେ ଏହା ଦେଖୁଅଛ ଓ ଶୁଣୁଅଛ।അവൻ ദൈവത്തിന്റെ വല ഭാഗത്തേക്കു ആരോഹണം ചെയ്തു പരിശുദ്ധാത്മാവു എന്ന വാഗ്ദത്തം പിതാവിനോടു വാങ്ങി, നിങ്ങൾ ഈ കാണുകയും കേൾക്കുകയും ചെയ്യുന്നത് പകർന്നുതന്നു,
34 ଦାଉଦ ସ୍ବର୍ଗ ଆରୋହଣ କରି ନାହିଁନ୍ତି। କିନ୍ତୁ ଯୀଶୁ ସ୍ବର୍ଗ ଆରୋହଣ କରିଛନ୍ତି। ଦାଉଦ ନିଜେ ଏହିକଥା କହିଛନ୍ତି:ദാവീദ് സ്വർഗ്ഗാരോഹണം ചെയ്തില്ലല്ലോ. എന്നാൽ അവൻ:
35 ମୁଁ ତୁମ୍ଭର ଶତୃମାନଙ୍କୁ ତୁମ୍ଭର ପାଦ ତଳକୁ ନ ଆଣିବା ପର୍ୟ୍ଯନ୍ତ ତୁମ୍ଭେ ମାରେ ଡ଼ାହାଣ ପଟେ ବସିଥାଅ।' ଗୀତସଂହିତା 110:1“ഞാൻ നിന്റെ ശത്രുക്കളെ നിന്റെ പാദപീഠം ആക്കുവോളം നീ എന്റെ വലത്തുഭാഗത്തു ഇരിക്ക എന്നു കർത്താവു എന്റെ കർത്താവിനോടു അരുളിച്ചെയ്തു” എന്നു പറയുന്നു.
36 ତେଣୁ ଇଶ୍ରାୟେଲର ସମସ୍ତେ ଏହା ଭଲ ଭାବରେ ଜାଣନ୍ତୁ ଯେ, ଏହି ଯେଉଁ ଯୀଶୁଙ୍କୁ ତୁମ୍ଭମାନେେ କୃଶ ରେ ବିଦ୍ଧ କରିଛ, ଇଶ୍ବର ତାହାଙ୍କୁ ପ୍ରଭୁ ଓ ମଶୀହ ପଦ ରେ ନିୟୁକ୍ତ କରିଛନ୍ତି।ആകയാൽ നിങ്ങൾ ക്രൂശിച്ച ഈ യേശുവിനെ തന്നേ ദൈവം കർത്താവും ക്രിസ്തുവുമാക്കിവെച്ചു എന്നു യിസ്രായേൽ ഗൃഹം ഒക്കെയും നിശ്ചയമായി അറിഞ്ഞുകൊള്ളട്ടെ.
37 ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସମାନେେ ପିତର ଓ ଅନ୍ୟ ପ୍ ରରେିତମାନଙ୍କୁ ପଚାରିଲେ, ଭାଇମାନେ, ଆମ୍ଭେ କ'ଣ କରିବା?ഇതു കേട്ടിട്ടു അവർ ഹൃദയത്തിൽ കുത്തുകൊണ്ടു പത്രൊസിനോടും ശേഷം അപ്പൊസ്തലന്മാരോടും: സഹോദരന്മാരായ പുരുഷന്മാരേ, ഞങ്ങൾ എന്തു ചെയ്യേണ്ടു എന്നു ചോദിച്ചു.
38 ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।പത്രൊസ് അവരോടു: നിങ്ങൾ മാനസാന്തരപ്പെട്ടു നിങ്ങളുടെ പാപങ്ങളുടെ മോചനത്തിന്നായി ഓരോരുത്തൻ യേശുക്രിസ്തുവിന്റെ നാമത്തിൽ സ്നാനം ഏല്പിൻ; എന്നാൽ പരിശുദ്ധാത്മാവു എന്ന ദാനം ലഭിക്കും.
39 ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ଯ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂର ରେ ଅଛନ୍ତି ସମାନଙ୍କେ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଇଶ୍ବର ଆମ୍ଭମାନଙ୍କ ପ୍ରଭୁ, ଡ଼ାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।വാഗ്ദത്തം നിങ്ങൾക്കും നിങ്ങളുടെ മക്കൾക്കും നമ്മുടെ ദൈവമായ കർത്താവു വിളിച്ചു വരുത്തുന്ന ദൂരസ്ഥന്മാരായ ഏവർക്കും ഉള്ളതല്ലോ എന്നു പറഞ്ഞു.
40 ପିତର ସମାନଙ୍କେୁ ଚତନୋ ଦଇେ କହିଲେ, ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।മറ്റു പല വാക്കുകളാലും അവൻ സാക്ഷ്യം പറഞ്ഞു അവരെ പ്രബോധിപ്പിച്ചു; ഈ വക്രതയുള്ള തലമുറയിൽനിന്നു രക്ഷിക്കപ്പെടുവിൻ എന്നു പറഞ്ഞു.
41 ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସମାନେେ ବାପ୍ତିଜିତ ହେଲେ। ସଦେିନ ସହେି ବିଶ୍ବାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ୟୋଗ ଦେଲେ।അവന്റെ വാക്കു കൈക്കൊണ്ടവർ സ്നാനം ഏറ്റു; അന്നു മുവായിരത്തോളം പേർ അവരോടു ചേർന്നു.
42 ବିଶ୍ବାସୀ ଲୋକମାନେ ଏକାଠି ମିଳିତ ହବୋକୁ ଲାଗିଲେ। ପ୍ ରରେିତମାନଙ୍କ ଉପଦେଶ ଶୁଣିବାକୁ ସମାନେେ ସମାନଙ୍କେର ସମୟ ଦେଲେ। ବିଶ୍ବାସୀମାନେ ପରସ୍ପରର ସହଭାଗୀ ହେଲେ। ସମାନେେ ରୋଟୀ ବାଣ୍ଟି ଖାଇବାର ଏବଂ ପ୍ରାର୍ଥନା କରିବା ରେ ସମୟ ଦେଲେ।അവർ അപ്പൊസ്തലന്മാരുടെ ഉപദേശം കേട്ടും കൂട്ടായ്മ ആചരിച്ചും അപ്പം നുറക്കിയും പ്രാർത്ഥന കഴിച്ചും പോന്നു.
43 ପ୍ ରରେିତମାନେ ବହୁତ ଶକ୍ତିଶାଳୀ ଓ ବହୁତ ଆଶ୍ଚର୍ୟ୍ଯପୂର୍ଣ୍ଣ କାର୍ୟ୍ଯ କରୁଥିଲେ। ପ୍ରେତ୍ୟକକ ଲୋକର ଇଶ୍ବରଙ୍କ ପ୍ରତି ଅତି ଭକ୍ତି ଥିଲା।എല്ലാവർക്കും ഭയമായി; അപ്പൊസ്തലന്മാരാൽ ഏറിയ അത്ഭുതങ്ങളും അടയാളങ്ങളും നടന്നു.
44 ସମସ୍ତ ବିଶ୍ବାସୀମାନେ ଏକାଠି ରହିଲେ ଏବଂ ସମାନଙ୍କେ ପାଖ ରେ ଯାହା ସବୁଥିଲା, ସେଥି ରେ ସମସ୍ତେ ଭାଗୀଦାର ହେଲେ।വിശ്വസിച്ചവർ എല്ലാവരും ഒരുമിച്ചിരുന്നു
45 ସମାନେେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସମାନଙ୍କେ ନିଜନିଜ ଆବଶ୍ଯକତା ଅନୁସାରେ ବାଣ୍ଟି ଦେଲେ।സകലവും പൊതുവക എന്നു എണ്ണുകയും ജന്മഭൂമികളും വസ്തുക്കളും വിറ്റു അവനവന്നു ആവശ്യം ഉള്ളതുപോലെ എല്ലാവർക്കും പങ്കിടുകയും,
46 ପ୍ରତିଦିନ ସମାନେେ ଏକାଠି ହାଇେ ଉପାସନା ମନ୍ଦିର ରେ ପରସ୍ପରକୁ ଭଟେୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ଯ ଏକ ଥିଲା। ସମାନେେ ସମାନଙ୍କେ ଘ ରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟ ରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।ഒരുമനപ്പെട്ടു ദിനംപ്രതി ദൈവാലയത്തിൽ കൂടിവരികയും വീട്ടിൽ അപ്പം നുറുക്കിക്കൊണ്ടു ഉല്ലാസവും ഹൃദയപരമാർത്ഥതയും പൂണ്ടു ഭക്ഷണം കഴിക്കയും
47 ବିଶ୍ବସୀମାନେ ଇଶ୍ବଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସମାନଙ୍କେୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ବାସୀମାନଙ୍କ ଦଳ ରେ ସଂୟୁକ୍ତ କରୁଥିଲେ।ദൈവത്തെ സ്തുതിക്കയും സകല ജനത്തിന്റെയും കൃപ അനുഭവിക്കയും ചെയ്തു. കർത്താവു രക്ഷിക്കപ്പെടുന്നവരെ ദിനംപ്രതി സഭയോടു ചേർത്തുകൊണ്ടിരുന്നു.
Malayalam Bible