Hebrews 3 - ORIYA (Malayalam)
1 ଅତଏବ ତୁମ୍ଭମାନେେ ସମସ୍ତେ ଯୀଶୁଙ୍କଠା ରେ ମନ ଦିଅ। ପରମେଶ୍ବର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ବାସର ମହାୟାଜକ। ମାେ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏକଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ବର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।അതുകൊണ്ടു വിശുദ്ധ സഹോദരന്മാരേ, സ്വർഗ്ഗീയവിളിക്കു ഓഹരിക്കാരായുള്ളോരേ, നാം സ്വീകരിച്ചുപറയുന്ന അപ്പൊസ്തലനും മഹാപുരോഹിതനുമായ യേശുവിനെ ശ്രദ്ധിച്ചുനോക്കുവിൻ.
2 ପରମେଶ୍ବର ଯୀଶୁଙ୍କୁ ମହାୟାଜକ ସ୍ବରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମାଶାଙ୍କେ ପରି ଯୀଶୁ ମଧ୍ଯ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ଥିଲେ। ଈଶ୍ବରଙ୍କ ଗୃହ ରେ ଈଶ୍ବର ଇଚ୍ଛା କରୁଥିବା ସମସ୍ତ କାର୍ୟ୍ଯ ସେ କଲେ।മോശെ ദൈവഭവനത്തിൽ ഒക്കെയും വിശ്വസ്തനായിരുന്നതുപോല യേശുവും തന്നെ നിയമിച്ചാക്കിയവന്നു വിശ്വസ്തൻ ആകുന്നു.
3 ଯେତବେେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନା ରେ ସହେି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ଯ ଏହା ପ୍ରୟୁଜ୍ଯ। ମାଶାଙ୍କେ ତୁଳନା ରେ ଯୀଶୁ ଅଧିକ ସମ୍ମାନର ଯୋଗ୍ଯ।ഭവനത്തെക്കാളും ഭവനം ചമെച്ചവന്നു അധികം മാനമുള്ളതുപോലെ യേശുവും മോശെയെക്കാൾ അധികം മഹത്വത്തിന്നു യോഗ്യൻ എന്നു എണ്ണിയിരിക്കുന്നു.
4 ପ୍ରେତ୍ୟକକ ଘର କୌଣସି ଲୋକ ଦ୍ବାରା ନିର୍ମିତ।ഏതു ഭവനവും ചമെപ്പാൻ ഒരാൾ വേണം; സർവ്വവും ചമച്ചവൻ ദൈവം തന്നേ.
5 କିନ୍ତୁ ପରମେଶ୍ବର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ବରଙ୍କ ଗୃହ ରେ ମାଶାେ ଜଣେ ସବେକ ରୂପେ ବିଶ୍ବସ୍ତ ଥିଲେ। ପରମେଶ୍ବର ଭବିଷ୍ଯତ ରେ ଯାହା କିଛି କହିବେ, ସେ ଲୋକମାନଙ୍କୁ ସହେି କଥା କହିଥିଲେ।അവന്റെ ഭവനത്തിൽ ഒക്കെയും മോശെ വിശ്വസ്തനായിരുന്നതു അരുളിച്ചെയ്വാനിരുന്നതിന്നു സാക്ഷ്യം പറയുന്ന ഭൃത്യനായിട്ടത്രേ.
6 କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ବରଙ୍କ ଗୃହର ତତ୍ତ୍ବାବଧାନ ରେ ବିଶ୍ବସ୍ତ ଥିଲେ। ଆମ୍ଭେ ବିଶ୍ବାସୀଗଣ ପରମେଶ୍ବରଙ୍କ ଗୃହ ପରିବାର ସ୍ବରୂପ ଅଟୁ। ଯଦି ଆମ୍ଭେ ସହେି ମହତ୍ ଆଶାର ଅପେକ୍ଷା ରେ ଦୃଢ଼ ଓ ଅଟଳ ରହିବା, ତା' ହେଲେ ଆମ୍ଭ ଅନ୍ତର ରେ ପରମେଶ୍ବର ବାସ କରିବେ।ക്രിസ്തുവോ അവന്റെ ഭവനത്തിന്നു അധികാരിയായ പുത്രനായിട്ടു തന്നേ; പ്രത്യാശയുടെ ധൈര്യവും പ്രശംസയും നാം അവസാനത്തോളം മുറുകെപ്പിടിച്ചുകൊണ്ടാൽ നാം തന്നേ അവന്റെ ഭവനം ആകുന്നു.
7 ଅତଏବ ପବିତ୍ର ଆତ୍ମା କୁହନ୍ତି :അതുകൊണ്ടു പരിശുദ്ധാത്മാവു അരുളിച്ചെയ്യുന്നതുപോലെ:
8 ତବେେ ମରୁଭୂମିରେ ପରମେଶ୍ବରଙ୍କୁ ପରୀକ୍ଷା କରିବା ଦିନ ଯେପ୍ରକାର ପରମେଶ୍ବରଙ୍କ ବିରୁଦ୍ଧ ରେ ଥିଲେ, ସେପ୍ରକାର ପୂର୍ବପରି ତୁମ୍ଭମାନଙ୍କ ହୃଦୟ କଠିନ ନ କର।“ഇന്നു നിങ്ങൾ അവന്റെ ശബ്ദം കേൾക്കുന്നുവെങ്കിൽ മരുഭൂമിയിൽവെച്ചു പരീക്ഷാദിവസത്തിലെ മത്സരത്തിൽ എന്നപോലെ നിങ്ങളുടെ ഹൃദയം കഠിനമാക്കരുതു.
9 ଗ୍ଭଳିଷ ବର୍ଷ ଧରି ତୁମ୍ଭ ଲୋକମାନେ ମରୁଭୂମିରେ ମାରେ କାର୍ୟ୍ଯ ଗୁଡ଼ିକ ଦେଖିଲେ। ତଥାପି ସମାନେେ ମାେ ର୍ଧୈୟ୍ଯର ପରୀକ୍ଷା ନେଲେ।അവിടെവെച്ചു നിങ്ങളുടെ പിതാക്കന്മാർ എന്നെ പരീക്ഷിച്ചു നാല്പതു ആണ്ടു എന്റെ പ്രവൃത്തികളെ കണ്ടിട്ടും എന്നെ ശോധനചെയ്തു.
10 ସେଥିପାଇଁ ମୁଁ ସହେି ଲୋକମାନଙ୍କ ପ୍ରତି କ୍ରୁଦ୍ଧ ଥିଲି। ମୁଁ କହିଥିଲି, ସେ ଲୋକମାନଙ୍କର ଚିନ୍ତାଧାରା ସର୍ବଦା ଭୁଲ ଅଟେ। ସମାନେେ ମାରେ ମାର୍ଗ ବୁଝନ୍ତି ନାହିଁ।അതുകൊണ്ടു എനിക്കു ആ തലമുറയോടു നീരസം ഉണ്ടായി. അവർ എപ്പോഴും തെറ്റിപ്പോകുന്ന ഹൃദയമുള്ളവർ എന്നും എന്റെ വഴികളെ അറിയാത്തവർ എന്നും ഞാൻ പറഞ്ഞു;
11 ଅତଏବ ମୁଁ କୋର୍ଧ ରେ ପ୍ରତିଜ୍ଞା କରି କହିଥିଲି - ସେ ଲୋକମାନେ କବେେ ହେଲେ ମାରେ ବିଶ୍ରାମସ୍ଥଳ ରେ303 ପ୍ରବେଶ କରିବେ ନାହିଁ।' ଗୀତସଂହିତା 95:7-11അവർ എന്റെ സ്വസ്ഥതയിൽ പ്രവേശിക്കയില്ല എന്നു ഞാൻ എന്റെ ക്രോധത്തിൽ സത്യം ചെയ്തു.”
12 ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧିଅରେ କହେି ପାପ ନ କର, ଅବିଶ୍ବାସୀ ନ ହୁଅ, ଓ ଜୀବିତ ପରମେଶ୍ବରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ।സഹോദരന്മാരേ, ജീവനുള്ള ദൈവത്തെ ത്യജിച്ചുകളയാതിരിക്കേണ്ടതിന്നു അവിശ്വാസമുള്ള ദുഷ്ടഹൃദയം നിങ്ങളിൽ ആർക്കും ഉണ്ടാകാതിരിപ്പാൻ നോക്കുവിൻ.
13 କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। ଆଜିଦିନ' ରେ ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନ ରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାୟ୍ଯ କର।നിങ്ങൾ ആരും പാപത്തിന്റെ ചതിയാൽ കഠിനപ്പെടാതിരിക്കേണ്ടതിന്നു “ഇന്നു” എന്നു പറയുന്നേടത്തോളം നാൾതോറും അന്യോന്യം പ്രബോധിപ്പിച്ചുകൊൾവിൻ.
14 କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ବାସ ଥିଲା, ତାହା ଯଦି ଶଷେ ପର୍ୟ୍ଯନ୍ତ ବଜାୟ ରଖିବ, ତାହାହେଲେ ଯୀଶୁଖ୍ରୀଷ୍ଟଙ୍କ ସମସ୍ତ ଅଧିକାର ରେ ସହଭାଗୀ ହବେ।ആദ്യവിശ്വാസം അവസാനത്തോളം മുറുകെപ്പിടിച്ചുകൊണ്ടാൽ നാം ക്രിസ്തുവിൽ പങ്കാളികളായിത്തീർന്നിരിക്കുന്നുവല്ലോ.
15 ତାହାହିଁ ଶାସ୍ତ୍ର ମଧ୍ଯ କୁ ହେ :“ഇന്നു നിങ്ങൾ അവന്റെ ശബ്ദം കേൾക്കുന്നുവെങ്കിൽ മത്സരത്തിൽ എന്നപോലെ നിങ്ങളുടെ ഹൃദയങ്ങളെ കഠിനമാക്കരുതു” എന്നു പറയുന്നതിൽ ആരാകുന്നു
16 ପରମେଶ୍ବରଙ୍କ ବାକ୍ଯ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ ? ଯେଉଁମାନେ ମାଶାଙ୍କେ ଦ୍ବାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସହେି ଲୋକ ଅଟନ୍ତି।കേട്ടിട്ടു മത്സരിച്ചവർ? മിസ്രയീമിൽനിന്നു മോശെ മുഖാന്തരം പുറപ്പെട്ടുവന്നവർ എല്ലാവരുമല്ലോ.
17 ପରମେଶ୍ବର ଚାଳିଶ ବର୍ଷ ଧରି ତାହା ପ୍ରତି କୋରଧ କରିଥିଲେ ? ଯେଉଁମାନେ ପାପ କରିଥିଲେ ସମାନଙ୍କେ ପ୍ରତି ପରମେଶ୍ବର କୋରଧ କରିଥିଲେ। ସମାନେେ ମରୁଭୂମିରେ ମଲେ।നാല്പതു ആണ്ടു ആരോടു ക്രുദ്ധിച്ചു? പാപം ചെയ്തവരോടല്ലയോ?
18 ପରମେଶ୍ବରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳ ରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ ? ପରମେଶ୍ବରଙ୍କ ଆଜ୍ଞାର ଅବାଧ୍ଯ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ।അവരുടെ ശവങ്ങൾ മരുഭൂമിയിൽ വീണുപോയി. എന്റെ സ്വസ്ഥതയിൽ പ്രവേശിക്കയില്ല എന്നു ആണയിട്ടതു അനുസരണംകെട്ടവരോടല്ലാതെ പിന്നെ ആരോടാകുന്നു?
19 ଅତଏବ ଆମ୍ଭେ ଦେଖୁଛୁ ଯେ, ସମାନେେ ନିଜ ଅବିଶ୍ବାସ ହତେୁ ସଠାେରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ।ഇങ്ങനെ അവിശ്വാസം നിമിത്തം അവർക്കു പ്രവേശിപ്പാൻ കഴിഞ്ഞില്ല എന്നു നാം കാണുന്നു.
Malayalam Bible