Bible

Isaiah 2 - ORIYA (Malayalam)

1 ଆମାେସଙ୍କ ପୁତ୍ର ଯିଶାଇୟ ଯିହୁଦା ଓ ୟିରୁଶାଲମ ବିଷଯ ରେ ଯେଉଁ ଦର୍ଶନ ପାଇଥିଲେ ତାହାର ବୃତ୍ତାନ୍ତ।ആമോസിന്റെ മകനായ യെശയ്യാവു യെഹൂദയെയും യെരൂശലേമിനെയും പറ്റി ദർശിച്ച വചനം.

2 ଶଷେ ଦିନ ରେ ଏହା ହିଁ ଘଟିବ। ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖର ରେ ହବେ। ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧିଅରେ ଉଚ୍ଚତର ହବେ। ସମସ୍ତ ଗୋଷ୍ଠୀର ଲୋକମାନେ ସୋର୍ତ ସଦୃଶ ସଠାେକୁ ଧାବିତ ହବେେ।അന്ത്യകാലത്തു യഹോവയുടെ ആലയമുള്ള പർവ്വതം പർവ്വതങ്ങളുടെ ശിഖരത്തിൽ സ്ഥാപിതവും കുന്നുകൾക്കു മീതെ ഉന്നതവുമായിരിക്കും; സകലജാതികളും അതിലേക്കു ഒഴുകിച്ചെല്ലും.

3 ବହୁ ଲୋକ ସଠାେକୁ ଯିବେ। ସମାନେେ କହିବେ, ଆସ, ଆମ୍ଭମାନେେ ସଦାପ୍ରଭୁଙ୍କ ପର୍ବତକୁ ୟିବା। ଯାକୁବଙ୍କ ପରମେଶ୍ବରଙ୍କ ମନ୍ଦିରକୁ ଆମ୍ଭମାନେେ ୟିବା। ସେତବେେଳେ ପରମେଶ୍ବର ଆମ୍ଭମାନଙ୍କୁ ତାଙ୍କ ପଥ ବିଷଯ ରେ ଶିକ୍ଷା ଦବେେ। ଆମ୍ଭମାନେେ ତାହା ଅନୁସରଣ କରିବା।അനേകവംശങ്ങളും ചെന്നു: വരുവിൻ, നമുക്കു യഹോവയുടെ പർവ്വതത്തിലേക്കു, യാക്കോബിൻ ദൈവത്തിന്റെ ആലയത്തിലേക്കു കയറിച്ചെല്ലാം; അവൻ നമുക്കു തന്റെ വഴികളെ ഉപദേശിച്ചുതരികയും നാം അവന്റെ പാതകളിൽ നടക്കയും ചെയ്യും എന്നു പറയും. സീയോനിൽനിന്നു ഉപദേശവും യെരൂശലേമിൽനിന്നു യഹോവയുടെ വചനവും പുറപ്പെടും.

4 ତାପ ରେ ପରମେଶ୍ବର ସମଗ୍ର ମାନବ ଗୋଷ୍ଠୀର ବିଚାରକ ହବେେ। ଅନକେ ଗୋଷ୍ଠୀ ବିଷଯ ରେ ପରମେଶ୍ବର ଶଷେ ନିଷ୍ପତ୍ତି ଦବେେ। ସହେି ଲୋକମାନେ ୟୁଦ୍ଧ ପାଇଁ ସମାନଙ୍କେର ଅସ୍ତ୍ର ବ୍ଯବହାର କରିବେ ନାହିଁ। ସମାନେେ ଖଡ୍ଗ ରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛା ରେ ଦାଆ ତିଆରି କରିବେ। ସମାନେେ ଅନ୍ୟ ବିରୁଦ୍ଧ ରେ ଆଉ ୟୁଦ୍ଧ କରିବେ ନାହିଁ। ସମାନେେ କବେେ ଆଉ ୟୁଦ୍ଧ ପାଇଁ ତାଲିମ ନବେେ ନାହିଁ।അവൻ ജാതികളുടെ ഇടയിൽ ന്യായം വിധിക്കയും ബഹുവംശങ്ങൾക്കു വിധികല്പിക്കയും ചെയ്യും; അവർ തങ്ങളുടെ വാളുകളെ കൊഴുക്കളായും കുന്തങ്ങളെ വാക്കത്തികളായും അടിച്ചുതീർക്കും; ജാതി ജാതിക്കു നേരെ വാളോങ്ങുകയില്ല; അവർ ഇനി യുദ്ധം അഭ്യസിക്കയും ഇല്ല.

5 ହେ ଯାକୁବ ବଂଶ, ଆସ, ସଦାପ୍ରଭୁଙ୍କର ଆଜ୍ଞା ପାଳନ କର।യാക്കോബ്ഗൃഹമേ, വരുവിൻ; നമുക്കു യഹോവയുടെ വെളിച്ചത്തിൽ നടക്കാം.

6 ମୁଁ ଏହା କହୁଛି କାହିଁକି? କାରଣ ତୁମ୍ଭମାନେେ ଯାକୁବ ବଂଶକୁ ପରିତ୍ଯାଗ କରିଛ। ତୁମ୍ଭମାନେେ ସହେି ଲୋକ ଯେଉଁମାନେ କି ପୂର୍ବଦେଶୀଯମାନଙ୍କ ଆଚାର ରେ ପରିପୂର୍ଣ୍ଣ। ତୁମ୍ଭମାନେେ ପଲେଷ୍ଟୀୟମାନଙ୍କ ପରି ଭବିଷ୍ଯତବାଣୀ କହିବାକୁ ଚେଷ୍ଟା କରିବ। ତୁମ୍ଭର ଲୋକମାନେ ବିଦେଶୀଯମାନଙ୍କର ସହେି ଭ୍ରାନ୍ତ ଧାରଣାକୁ ସମ୍ପୂର୍ଣ୍ଣଭାବରେ ଗ୍ରହଣ କରି ନଇେଛନ୍ତି।എന്നാൽ നീ യാക്കോബ്ഗൃഹമായ നിന്റെ ജനത്തെ തള്ളിക്കളഞ്ഞിരിക്കുന്നു; അവർ പൂർവ്വദേശക്കാരുടെ മര്യാദകളാൽ നിറഞ്ഞും ഫെലിസ്ത്യരെപ്പോലെ പ്രശ്നക്കാരായും അന്യജാതിക്കാരോടു കയ്യടിച്ചവരായും ഇരിക്കുന്നു.

7 ତୁମ୍ଭମାନଙ୍କର ଦେଶ ସୁନା ଓ ରୂପା ରେ ପରିପୂର୍ଣ୍ଣ। ସଠାେ ରେ ଧନରତ୍ନର ସୀମା ନାହିଁ। ତୁମ୍ଭମାନଙ୍କର ଦେଶ ମଧ୍ଯ ଅଶ୍ବ ରେ ପରିପୂର୍ଣ୍ଣ ଓ ସଠାେ ରେ ରଥର ସୀମା ନାହିଁ।അവരുടെ ദേശത്തു വെള്ളിയും പൊന്നും നിറഞ്ഞിരിക്കുന്നു; അവരുടെ നിക്ഷേപങ്ങൾക്കു കണക്കില്ല; അവരുടെ ദേശത്തു കുതിരകൾ നിറഞ്ഞിരിക്കുന്നു; അവരുടെ രഥങ്ങൾക്കും എണ്ണമില്ല.

8 ଆଉମଧ୍ଯ ତୁମ୍ଭମାନଙ୍କର ଦେଶ ଲୋକମାନଙ୍କ ଦ୍ବାରା ପୂଜିତ ପ୍ରତିମା ରେ ପରିପୂର୍ଣ୍ଣ। ସହେି ପ୍ରତିମାଗୁଡ଼ିକ ଲୋକମାନଙ୍କ ସ୍ବହସ୍ତ ନିର୍ମିତ ଓ ସମାନେେ ସଗେୁଡ଼ିକୁ ପୂଜା କରୁଛନ୍ତି।അവരുടെ ദേശത്തു വിഗ്രഹങ്ങൾ നിറഞ്ഞിരിക്കുന്നു; സ്വവിരൽകൊണ്ടുണ്ടാക്കിയ കൈപ്പണിയെ അവർ നമസ്കരിക്കുന്നു.

9 ଲୋକମାନେ ମନ୍ଦରୁ ମନ୍ଦତର ହେଉଛନ୍ତି। ସମାନେେ ଅଧୋଗାମୀ ହାଇେଛନ୍ତି। ତେଣୁ ଏହା ନିଶ୍ଚିତ ଯେ ପରମେଶ୍ବର କବେେ ସମାନଙ୍କେୁ କ୍ଷମା କରିବେ ନାହିଁ।മനുഷ്യൻ വണങ്ങുന്നു, പുരുഷൻ കുനിയുന്നു; ആകയാൽ നീ അവരോടു ക്ഷമിക്കരുതേ.

10 ୟାଅ, ମାଟିତଳେ ଓ ପର୍ବତର ପୃଷ୍ଠଭାଗ ରେ ନିଜକୁ ଲୁଚାଅ! କାରଣ ତୁମ୍ଭମାନେେ ସଦାପ୍ରଭୁଙ୍କର ସର୍ବଶକ୍ତିମାନ ଓ ଶକ୍ତି ନିକଟରେ ଭୟଭୀତ।യഹോവയുടെ ഭയങ്കരത്വംനിമിത്തവും അവന്റെ മഹിമയുടെ പ്രഭനിമിത്തവും നീ പാറയിൽ കടന്നു മണ്ണിൽ ഒളിച്ചുകൊൾക.

11 ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସହେି ଅହଙ୍କାରୀଗଣ ଲଜ୍ଜା ରେ ଅବନତ ହବେେ। ମାତ୍ର ସେତବେେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ।മനുഷ്യരുടെ നിഗളിച്ച കണ്ണു താഴും; പുരുഷന്മാരുടെ ഉന്നതഭാവം കുനിയും; യഹോവ മാത്രം അന്നാളിൽ ഉന്നതനായിരിക്കും.

12 ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସହେିଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦବେେ। ସେତବେେଳେ ସହେି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ।സൈന്യങ്ങളുടെ യഹോവയുടെ നാൾ ഗർവ്വവും ഉന്നതഭാവവും ഉള്ള എല്ലാറ്റിന്മേലും നിഗളമുള്ള എല്ലാറ്റിന്മേലും വരും;

13 ସହେି ଅହଙ୍କାର ଲୋକମାନେ ଲିବା ନୋନ ଓ ବାଶନର ଦବଦୋରୁ ଓ ଆଲୋନଗଛ ପରି ଉଚ୍ଚ ଓ ମହାନ୍ ହବେେ। ମାତ୍ର ସଦାପ୍ରଭୁ ସମାନଙ୍କେୁ ଦଣ୍ଡ ଦବେେ।അവ താണുപോകും. ലെബാനോനിലെ പൊക്കവും ഉയരവും ഉള്ള സകല ദേവദാരുക്കളിന്മേലും ബാർശാനിലെ എല്ലാകരുവേലകങ്ങളിന്മേലും ഉയർന്നിരിക്കുന്ന

14 ସହେି ଅହଙ୍କାରୀ ମାନବ ପର୍ବତ ଓ ପାହାଡ଼ ସଦୃଶ ଉନ୍ନତ ଓ ଉଚ୍ଚ ହବେେ।സകലപർവ്വതങ്ങളിന്മേലും ഉയരമുള്ള എല്ലാകന്നുകളിന്മേലും

15 ଆଉମଧ୍ଯ ସହେି ଗର୍ବିତ ଲୋକମାନେ ଉଚ୍ଚ ସ୍ତମ୍ଭ ଓ ଶକ୍ତ କାନ୍ଥ ସଦୃଶ ହବେେ। ମାତ୍ର ପରମେଶ୍ବର ସମାନଙ୍କେୁ ଶାସ୍ତି ଦବେେ।ഉന്നതമായ സകലഗോപുരത്തിന്മേലും

16 ପୁଣି ସହେି ଅହଙ୍କାରୀଗଣ ତର୍ଶୀଶର ବିଭିନ୍ନ ପଦାର୍ଥ ରେ ପରିପୂର୍ଣ୍ଣ ଜାହାଜ ସଦୃଶ ମହାନ୍ ହବେେ। ମାତ୍ର ପରମେଶ୍ବର ସମାନଙ୍କେୁ ଦଣ୍ଡ ଦବେେ।ഉറപ്പുള്ള എല്ലാമതിലിന്മേലും എല്ലാതർശീശ് കപ്പലിന്മേലും മനോഹരമായ സകലശൃംഗാര ഗോപുരത്തിന്മേലും വരും.

17 ସେତବେେଳେ ଲୋକମାନେ ଗର୍ବିତ ହବୋରୁ ନିବୃତ୍ତ ହବେେ। ସହେି ଗର୍ବିତ ମାନବ ନମ୍ର ହବେେ ଏବଂ କବଳେ ସହେିଦିନ ରେ ସଦାପ୍ରଭୁ ଉଚ୍ଚ ରେ ରହିବେ।അപ്പോൾ മനുഷ്യന്റെ ഗർവ്വം കുനിയും; പുരുഷന്മാരുടെ ഉന്നതഭാവം താഴും; യഹോവ മാത്രം അന്നാളിൽ ഉന്നതനായിരിക്കും.

18 ପୁଣି ସମସ୍ତ ପ୍ରତିମା ଲୁପ୍ତ ହବେେ।മിത്ഥ്യാമൂർത്തികളോ അശേഷം ഇല്ലാതെയാകും.

19 ସେତବେେଳେ ଲୋକମାନେ ସଦାପ୍ରଭୁ ଓ ତାଙ୍କର ମହାନ୍ଶକ୍ତି ଦେଖି ଭୟଭୀତ ହବେେ। ସଦାପ୍ରଭୁ ପୃଥିବୀକୁ ଏପରି କିତ କରିବେ ଯେ ଲୋକମାନେ ଭୟଭୀତ ହାଇେ ପର୍ବତ ଗୁମ୍ଫା ରେ ଓ ପୃଥିବୀର ଗର୍ତ୍ତ ରେ ଲୁଚିବେ।യഹോവ ഭൂമിയെ നടുക്കുവാൻ എഴുന്നേല്ക്കുമ്പോൾ അവർ അവന്റെ ഭയങ്കരത്വം നിമിത്തവും അവന്റെ മഹിമയുടെ പ്രഭനിമിത്തവും പാറകളുടെ ഗുഹകളിലും മണ്ണിലെ പോതുകളിലും കടക്കും.

20 ସେତବେେଳେ ଲୋକମାନେ ତାଙ୍କ ଦ୍ବାରା ନିର୍ମାଣ କରିଥିବା ଓ ପୂଜା କରୁଥିବା ସୁନା ଓ ରୂପାର ପ୍ରତିମାଗୁଡ଼ିକୁ ଫିଙ୍ଗି ଦବେେ। ସମାନେେ ସହେି ପ୍ରତିମାଗୁଡ଼ିକୁ ମୂଷିକ ଓ ବାଦୁଡ଼ିମାନଙ୍କର ଗହ୍ବର ଭିତର ରେ ଫିଙ୍ଗି ଦବେେ।യഹോവ ഭൂമിയെ നടുക്കുവാൻ എഴുന്നേല്ക്കുമ്പോൾ അവന്റെ ഭയങ്കരത്വംനിമിത്തവും അവന്റെ മഹിമയുടെ പ്രഭനിമിത്തവും പാറകളുടെ ഗഹ്വരങ്ങളിലും പൊട്ടിയ പാറകളുടെ വിള്ളലുകളിലും കടക്കേണ്ടതിന്നു

21 ସଦାପ୍ରଭୁ ପୃଥିବୀ ରେ ଏପରି ଭାବରେ କମ୍ପନ ସୃଷ୍ଟି କରିବେ ଯେ ଲୋକମାନେ ସଦାପ୍ରଭୁଙ୍କ ଐଶ୍ଚର୍ୟ୍ଯ ପୂର୍ବକ ମହିମାକୁ ଭୟଭୀତ ହାଇେ ଗୁମ୍ଫା ରେ ସମାନଙ୍କେୁ ଲୁଚାଇ ରଖିବେ।തങ്ങൾ നമസ്കരിപ്പാൻ വെള്ളികൊണ്ടും പൊന്നുകൊണ്ടും ഉണ്ടാക്കിയ മിത്ഥ്യാമൂർത്തികളെ മനുഷ്യർ ആ നാളിൽ തുരപ്പനെലിക്കും നരിച്ചീറിന്നും എറിഞ്ഞുകളയും

22 ତୁମ୍ଭମାନେେ ପ୍ରାଣବାଯୁଧାରୀ ମନୁଷ୍ଯ ଉପ ରେ ବିଶ୍ବାସ ରଖିବ ନାହିଁ। ମନୁଷ୍ଯମାତ୍ ରେ ମୃତ୍ଯୁ ସୁନିଶ୍ଚିତ। ଏମାନେ ଯେ ଈଶ୍ବରଙ୍କ ପରି ବଳବାନ୍ ଏହା ତୁମ୍ଭମାନେେ ଚିନ୍ତା କରିବା ଉଚିତ୍ ନୁହେଁ।മൂക്കിൽ ശ്വാസമുള്ള മനുഷ്യനെ വിട്ടൊഴിവിൻ; അവനെ എന്തു വിലമതിപ്പാനുള്ളു?

Malayalam Bible