Mark 16 - ORIYA (Malayalam)
1 ବିଶ୍ରାମ ଦିବସର ପରଦିନ ମଗ୍ଦଲୀନୀ ମରିୟମ, ଯାକୁବଙ୍କ ମାଆ ମରିୟମ ଓ ଶ ଲୋମୀ ଯୀଶୁଙ୍କ ଶରୀରକୁ ଅଭିଷିକ୍ତ କରିବା ପାଇଁ କିଛି ସୁଗନ୍ଧିତ ତଲେ ଆଣିଲେ।ശബ്ബത്തു കഴിഞ്ഞശേഷം മഗ്ദലക്കാരത്തി മറിയയും യാക്കോബിന്റെ അമ്മ മറിയയും ശലോമയും ചെന്നു അവനെ പൂശേണ്ടതിന്നു സുഗന്ധവർഗ്ഗം വാങ്ങി.
2 ସପ୍ତାହର ସହେି ପ୍ରଥମ ଦିନ ଖୁବ୍ ଶୀଘ୍ର ଠିକ୍ ସୂର୍ େଯ୍ଯାଦୟ ପରେ ପରେ ସମାନେେ କବର ପାଖକୁ ଗଲେ।ആഴ്ചവട്ടത്തിന്റെ ഒന്നാം നാൾ അതികാലത്തു സൂര്യൻ ഉദിച്ചപ്പോൾ അവർ കല്ലറെക്കൽ ചെന്നു:
3 ସମାନେେ ନିଜ ନିଜ ଭିତ ରେ କୁହା କୁହି ହେଲେ, କବର ମୁହଁକୁ ଗୋଟିଏ ବିରାଟ ପଥର ଦ୍ବାରା ବନ୍ଦ କରି ଦିଆ ହାଇେଛି। ପଥରଟିକୁ ଆମ୍ଭ ପାଇଁ କିଏ ସଠାରୁେ ଗଡଇେ ଦବେ?കല്ലറയുടെ വാതിൽക്കൽ നിന്നു നമുക്കു വേണ്ടി ആർ കല്ലു ഉരുട്ടിക്കളയും എന്നു തമ്മിൽ പറഞ്ഞു.
4 ତା'ପରେ ସମାନେେ ସେ ଆଡକୁ ଚାହିଁଲେ। ସମାନେେ ଦେଖିଲେ ଯେ ସହେି ବଡ ପଥରଟି ସଠାରୁେ ଘୁଞ୍ଚା ଯାଇଛି।അവർ നോക്കിയാറെ കല്ലു ഉരുട്ടിക്കളഞ്ഞതായി കണ്ടു; അതു ഏറ്റവും വലുതായിരുന്നു.
5 ସମାନେେ କବର ଭିତରକୁ ଗଲେ। ସଠାେରେ ସମାନେେ ଧଳା ପୋଷାକ ପିନ୍ଧିଥିବା ଜଣେ ୟୁବକକୁ ଦେଖିଲେ। ସେ ସମାଧିର ଡାହାଣ ପଟେ ବସି ରହିଥିଲା। ସମାନେେ ଡରିଗଲେ।അവർ കല്ലറെക്കകത്തു കടന്നപ്പോൾ വെള്ളനിലയങ്കി ധരിച്ച ഒരു ബാല്യക്കാരൻ വലത്തു ഭാഗത്തു ഇരിക്കുന്നതു കണ്ടു ഭ്രമിച്ചു.
6 କିନ୍ତୁ ୟୁବକ ଜଣକ କହିଲେ, ଭୟ କର ନାହିଁ। ତୁମ୍ଭମାନେେ କୃଶବିଦ୍ଧ ନାଜରିତର ଯୀଶୁଙ୍କୁ ଖାଜେୁଛ। ସେ ମୃତ୍ଯୁରୁ ପୁନରୁତ୍ଥିତ ହାଇେଛନ୍ତି। ସେ ଏଠା ରେ ନାହାନ୍ତି। ଦେଖ, ସମାନେେ ତାହାଙ୍କୁ ଏହି ସ୍ଥାନ ରେ ରଖିଥିଲେ।അവൻ അവരോടു: ഭ്രമിക്കേണ്ടാ; ക്രൂശിക്കപ്പെട്ട നസറായനായ യേശുവിനെ നിങ്ങൾ അന്വേഷിക്കുന്നു; അവൻ ഉയിർത്തെഴുന്നേറ്റു; അവൻ ഇവിടെ ഇല്ല; അവനെ വെച്ച സ്ഥലം ഇതാ.
7 ଏବେ ଯାଇ ତାହାଙ୍କ ଶିଷ୍ଯମାନଙ୍କୁ ଏବଂ ପିତରଙ୍କୁ କୁହ ଯେ ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁ ଭଳି କହିଥିଲେ, ତୁମ୍ଭମାନେେ ତାହାଙ୍କୁ ସହେିଭଳି ସଠାେରେ ଦେଖିବ।നിങ്ങൾ പോയി അവന്റെ ശിഷ്യന്മാരോടും പത്രൊസിനോടും: അവൻ നിങ്ങൾക്കു മുമ്പെ ഗലീലെക്കു പോകുന്നു എന്നു പറവിൻ; അവൻ നിങ്ങളോടു പറഞ്ഞതുപോലെ അവിടെ അവനെ കാണും എന്നു പറവിൻ എന്നു പറഞ്ഞു.
8 ସହେି ସ୍ତ୍ରୀଲୋକମାନେ ଭୟ ପାଇ ଯାଇଥିଲେ ଏବଂ ବିସ୍ମୟ ରେ ଅଭିଭୁତ ହାଇେ ଯାଉଥିଲେ। ସମାନେେ କବରରୁ ବାହାରି ଦୌଡି ପଳାଇଲେ, କିନ୍ତୁ ଭୟଭୀତ ହାଇେ ଯାଇଥିବାରୁ ଏସବୁ ଘଟଣା କାହାରିକୁ କହିଲେ ନାହିଁ।അവർക്കു വിറയലും ഭ്രമവും പിടിച്ചു അവർ കല്ലറ വിട്ടു ഓടിപ്പോയി; അവർ ഭയപ്പെടുകയാൽ ആരോടും ഒന്നും പറഞ്ഞില്ല.
9 ସପ୍ତାହର ପ୍ରଥମ ଦିନର ବଡି ସକାଳୁ ଯୀଶୁ ମୃତ୍ଯୁରୁ ପୁନରୁତ୍ଥିତ ହେଲେ। ସର୍ବ ପ୍ରଥମେ ସେ ମଗ୍ଦଲୀନୀ ମରୀୟମଙ୍କ ନିକଟରେ ନିଜକୁ ଦଖାେ ଦେଲେ। ଅତୀତ ରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତଟି ଭୂତଙ୍କୁ ତଡି ଦଇେଥିଲେ।[അവൻ ആഴ്ചവട്ടത്തിന്റെ ഒന്നാം നാൾ രാവിലെ ഉയിർത്തെഴുന്നേറ്റിട്ടു താൻ ഏഴു ഭൂതങ്ങളെ പുറത്താക്കിയിരുന്ന മഗദലക്കാരത്തി മറിയെക്കു ആദ്യം പ്രത്യക്ഷനായി.
10 ମରିୟମ ଯୀଶୁଙ୍କୁ ଦେଖି ସାରିବା ପରେ ତାହାଙ୍କ ଶିଷ୍ଯମାନଙ୍କ ପାଖକୁ ଯାଇ ଏ ବିଷୟ କହିଲେ। ସେତବେେଳକେୁ ଶିଷ୍ଯମାନେ ଶାେକରେ ବୁଡି ଯାଇଥିଲେ ଓ ବିଳାପ କରୁଥିଲେ।അവൾ ചെന്നു അവനോടുകൂടെ ഇരുന്നവരായി ദുഃഖിച്ചും കരഞ്ഞുംകൊണ്ടിരുന്നവരോടു അറിയിച്ചു.
11 ମରିୟମ ସମାନଙ୍କେୁ କହିଲେ ଯେ ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ଯମାନେ ସମାନଙ୍କେ କଥା ରେ ବିଶ୍ବାସ କଲେ ନାହିଁ।അവൻ ജീവനോടിരിക്കുന്നു എന്നും അവൾ അവനെ കണ്ടു എന്നും അവർ കേട്ടാറെ വിശ്വസിച്ചില്ല.
12 ଏହା ପରେ ଦୁଇଜଣ ଶିଷ୍ଯ ପଡିଆ ମଧିଅରେ ଯାଉଥିବା ସମୟରେ ଯୀଶୁ ସମାନଙ୍କେ ନିକଟରେ ଅନ୍ୟ ଏକ ରୂପରେ ଦଖାେ ଦେଲେ।പിന്നെ അവരിൽ രണ്ടുപേർ നാട്ടിലേക്കു പോകുമ്പോൾ അവൻ മറ്റൊരു രൂപത്തിൽ അവർക്കു പ്രത്യക്ഷനായി.
13 ଏହି ଶିଷ୍ଯ ଦୁଇଜଣ ଫରେିଆସି ଅନ୍ୟ ଶିଷ୍ଯମାନଙ୍କୁ ଏକଥା ଜଣାଇଲେ। ତଥାପି ଶିଷ୍ଯମାନେ ତାହାଙ୍କ କଥାକୁ ମଧ୍ଯ ବିଶ୍ବାସ କଲେ ନାହିଁ।അവർ പോയി ശേഷമുള്ളവരോടു അറിയിച്ചു; അവരുടെ വാക്കും അവർ വിശ്വസിച്ചില്ല.
14 ପରେ ଯେତବେେଳେ ଏଗାର ଜଣ ପ୍ ରରେିତ ଖାଉଥିଲେ, ସତେିକି ବେଳେ ଯୀଶୁ ସମାନଙ୍କେୁ ଦଖାେ ଦେଲେ। ସେ ସମାନଙ୍କେୁ ସମାନଙ୍କେର ଅବିଶ୍ବାସ ଓ ମନର ଜଡତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥାନ ହାଇେଛନ୍ତି ବୋଲି ଦେଖିଥିଲେ ସମାନଙ୍କେୁ ଏହି ଶିଷ୍ଯମାନେ ବିଶ୍ବାସ କରି ନଥିଲେ।പിന്നത്തേതിൽ പതിനൊരുവർ ഭക്ഷണത്തിന്നിരിക്കുമ്പോൾ അവൻ അവർക്കു പ്രത്യക്ഷനായി, തന്നെ ഉയിർത്തെഴുന്നേറ്റവനായി കണ്ടവരുടെ വാക്കു വിശ്വസിക്കായ്കയാൽ അവരുടെ അവിശ്വാസത്തെയും ഹൃദയ കാഠിന്യത്തെയും ശാസിച്ചു.
15 ଯୀଶୁ ସମାନଙ୍କେୁ କହିଲେ, ପୃଥିବୀର ଚାରିଆଡକୁ ଯାଅ। ପ୍ରେତ୍ୟକକ ଲୋକକୁ ସୁସମାଚାର ଶୁଣାଅ।പിന്നെ അവൻ അവരോടു: നിങ്ങൾ ഭൂലോകത്തിൽ ഒക്കെയും പോയി സകല സൃഷ്ടിയോടും സുവിശേഷം പ്രസംഗിപ്പിൻ.
16 ଯେଉଁ ଲୋକ ବିଶ୍ବାସ କରିବ ଓ ବାପ୍ତିଜିତ ହବେ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ବାସ କରିବ, ସେ ଦୋଷୀ ସାବ୍ଯସ୍ତ ହବେ।വിശ്വസിക്കയും സ്നാനം ഏൽക്കയും ചെയ്യുന്നവൻ രക്ഷിക്കപ്പെടും; വിശ്വസിക്കാത്തവൻ ശിക്ഷാവിധിയിൽ അകപ്പെടും.
17 ଯେଉଁମାନେ ମାେତେ ବିଶ୍ବାସ କରିବେ, ସମାନେେ ତାର ପ୍ରମାଣ ସ୍ବରୂପ ଏହି ସବୁ କାମ କରିବାକୁ ସକ୍ଷମ ହବେେ: ସମାନେେ ଲୋକମାନଙ୍କଠାରୁ ମାେ ନାମ ରେ ଭୂତମାନଙ୍କୁ ବାହାର କରି ଦଇେ ପାରିବେ। କବେେ ହେଲେ ଶିଖି ନଥିବା ନୂଆନୂଆ ଅନକେ ଭାଷା ରେ କଥାବାର୍ତ୍ତା କରିବେ।വിശ്വസിക്കുന്നവരാൽ ഈ അടയാളങ്ങൾ നടക്കും: എന്റെ നാമത്തിൽ അവർ ഭൂതങ്ങളെ പുറത്താക്കും; പുതുഭാഷകളിൽ സംസാരിക്കും;
18 ସମାନେେ ନିଜ ହାତ ରେ ସାପକୁ ଧରିବେ କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ସମାନେେ ବିଷ ମଧ୍ଯ ପିଇ ଦବେେ, କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହାଇଯେିବେ।സർപ്പങ്ങളെ പിടിച്ചെടുക്കും; മരണകരമായ യാതൊന്നു കുടിച്ചാലും അവർക്കു ഹാനി വരികയില്ല; രോഗികളുടെ മേൽ കൈവെച്ചാൽ അവർക്കു സൌഖ്യം വരും എന്നു പറഞ്ഞു.
19 ପ୍ରଭୁ ଯୀଶୁ ଏହିସବୁ କଥା ପ୍ ରରେିତମାନଙ୍କୁ କହିସାରିବା ପରେ ତାହାଙ୍କୁ ସ୍ବର୍ଗକୁ ନିଆଗଲା। ସେ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ।ഇങ്ങനെ കർത്താവായ യേശു അവരോടു അരുളിച്ചെയ്തശേഷം സ്വർഗ്ഗത്തിലേക്കു എടുക്കപ്പെട്ടു. ദൈവത്തിന്റെ വലത്തുഭാഗത്തു ഇരുന്നു.
20 ତା'ପରେ ପ୍ ରରେିତମାନେ ପୃଥିବୀର ପ୍ରେତ୍ୟକକ ସ୍ଥାନକୁ ଯାଇ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଲେ ଏବଂ ପ୍ରଭୁ ସମାନଙ୍କେୁ ସାହାୟ୍ଯ କଲେ। ପ୍ରଭୁ ପ୍ରମାଣିତ କରି ଦେଲେ ଯେ, ପ୍ ରରେିତମାନେ ଯେଉଁ ସୁସମାଚାର ପ୍ରଚାର କରୁଥିଲେ ତାହା ସତ୍ଯ। ପ୍ରଭୁ ସମାନଙ୍କେୁ ଆଶ୍ଚର୍ୟ୍ଯକାର୍ୟ୍ଯ କରିବା ପାଇଁ ଶକ୍ତି ପ୍ରଦାନ କରି ଏହା ପ୍ରମାଣିତ କରି ଦେଲେ।അവർ പുറപ്പെട്ടു എല്ലാടത്തും പ്രസംഗിച്ചു; കർത്താവു അവരോടുകൂടെ പ്രവർത്തിച്ചും അവരാൽ നടന്ന അടയാളങ്ങളാൽ വചനത്തെ ഉറപ്പിച്ചും പോന്നു.]
Malayalam Bible