Acts 7 - ORIYA (Malayalam)
1 ମହାୟାଜକ ସ୍ତିଫାନଙ୍କୁ ପଚ଼ାରିଲେ, ଏସବୁ କଥା କ'ଣ ସତ୍ଯ?ഇതു ഉള്ളതു തന്നേയോ എന്നു മഹാപുരോഹിതൻ ചോദിച്ചതിന്നു അവൻ പറഞ്ഞതു:
2 ସେ ଉତ୍ତର ଦେଲେ, ମାରେ ଯିହୂଦୀ ପିତାମାନେ ଓ ଭାଇମାନେ, ମାେ କଥା ଶୁଣ। ଆମ୍ଭର ପିତା ଅବ୍ରାହାମ ହାରୋଣ ନଗର ରେ ବାସ କରିବା ପୂର୍ବରୁ ଯେତବେେଳେ ମସପେତାମିଆ ରେ ଥିଲେ, ସେତବେେଳେ ଗୌରବମୟ ପରମେଶ୍ବର ତାହାଙ୍କୁ ଦର୍ଶନ ଦଇେ କହିଲେ,സഹോദരന്മാരും പിതാക്കന്മാരുമായ പുരുഷന്മാരേ, കേൾപ്പിൻ. നമ്മുടെ പിതാവായ അബ്രാഹാം ഹാരനിൽ വന്നു പാർക്കും മുമ്പെ മെസൊപ്പൊത്താമ്യയിൽ ഇരിക്കുമ്പോൾ, തന്നേ തേജോമയനായ ദൈവം അവന്നു പ്രത്യക്ഷനായി:
3 'ତୁମ୍ଭେ ନିଜ ଦେଶ ଓ ବନ୍ଧୁବର୍ଗଙ୍କୁ ଛାଡ଼ି ମୁଁ ତୁମ୍ଭକୁ ଯେଉଁ ଦେଶ ଦଖାଇବେି, ସେ ଦେଶକୁ ଚାଲିଯାଅ।'നിന്റെ ദേശത്തെയും നിന്റെ ചാർച്ചക്കാരെയും വിട്ടു ഞാൻ നിനക്കു കാണിച്ചു തരുന്ന ദേശത്തിലേക്കു ചെല്ലുക എന്നു പറഞ്ഞു. അങ്ങനെ അവൻ കല്ദായരുടെ ദേശം വിട്ടു ഹാരാനിൽ വന്നു പാർത്തു.
4 ତେଣୁ ସେ କଲଦୀୟମାନଙ୍କ ସ୍ଥାନ ତ୍ଯାଗ କରି ହାରଣ ରେ ବାସ କଲେ। ତାହାଙ୍କ ପିତାଙ୍କ ମୃତ୍ଯୁ ପରେ ପରମେଶ୍ବର ତାହାଙ୍କୁ ଏଠାକୁ ଆଣିଲେ, ଯେଉଁଠି ତୁମ୍ଭମାନେେ ବର୍ତ୍ତମାନ ରହୁଛ।അവന്റെ അപ്പൻ മരിച്ചശേഷം ദൈവം അവനെ അവിടെനിന്നു നിങ്ങൾ ഇപ്പോൾ പാർക്കുന്ന ഈ ദേശത്തിൽ കൊണ്ടുവന്നു പാർപ്പിച്ചു.
5 ପରମେଶ୍ବର ତାହାଙ୍କୁ କିଛି ଦେଲେ ନାହିଁ। ଏପରିକି ଗୋଟିଏ ଫୁଟ ଜାଗା ମଧ୍ଯ ନୁହେଁ। ସେତବେେଳେ ତାହାଙ୍କର କିଛି ପିଲାପିଲି ନଥିଲା। ପରମେଶ୍ବର ତାହାଙ୍କୁ ଓ ତାହାଙ୍କର ଭବିଷ୍ଯତ ଉତ୍ତରାଧିକାରୀଙ୍କୁ ଏହି ଭୂମି ଏକ ଅଧିକାର ରୂପେ ଦବୋପାଇଁ ପ୍ରତିଜ୍ଞା କରିଥିଲେ।അവന്നു അതിൽ ഒരു കാലടി നിലംപോലും അവകാശം കൊടുത്തില്ല; അവന്നു സന്തതിയില്ലാതിരിക്കെ അവന്നും അവന്റെ ശേഷം അവന്റെ സന്തതിക്കും അതിനെ കൈവശമായി നല്കുമെന്നു അവനോടു വാഗ്ദത്തം ചെയ്തു.
6 ପରମେଶ୍ବର ତାହାଙ୍କୁ ଏହିକଥା କହିଥିଲେ, 'ତୁମ୍ଭର ସନ୍ତାନମାନେ ବିଦେଶ ରେ ଦାସ କର୍ମ କରିବେ। ସମାନେେ ତାହାଙ୍କୁ ଚ଼ାରିଶହ ବର୍ଷ ପର୍ୟ୍ଯନ୍ତ ଖରାପ ବ୍ଯବହାର କରିବେ।'അവന്റെ സന്തതി അന്യദേശത്തു ചെന്നു പാർക്കും; ആ ദേശക്കാർ അവരെ അടിമയാക്കി നാനൂറു സംവത്സരം പീഡീപ്പിക്കും എന്നു ദൈവം കല്പിച്ചു.
7 ପରମେଶ୍ବର କହିଲେ, ' ଯେଉଁମାନେ ସମାନଙ୍କେୁ ଦାସ କରି ରଖିଛନ୍ତି, ମୁଁ ସମାନଙ୍କେୁ ଦଣ୍ଡ ଦବେି। ତା'ପରେ ସମାନେେ ସଠାରୁେ ଆସି ଏହିସ୍ଥାନ ରେ ମାେତେ ପୂଜା କରିବେ।'അവർ സേവിക്കുന്ന ജാതിയെ ഞാൻ ന്യായം വിധിക്കും; അതിന്റെ ശേഷം അവർ പുറപ്പെട്ടുവന്നു ഈ സ്ഥലത്തു എന്നെ സേവിക്കും എന്നു ദൈവം അരുളിചെയ്തു.
8 ଏହିପରି ପରମେଶ୍ବର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚ଼ିହ୍ନ ପ୍ରଦାନ କଲେ। ସେ ୟିସ୍ହାକଙ୍କର ପିତା ହେଲେ। ୟିସ୍ହାକଙ୍କ ଜନ୍ମର ଅଷ୍ଟମଦିନ ଅବ୍ରାହାମ ତାହାଙ୍କର ସୁନ୍ନତ କଲେ ଓ ୟିସ୍ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।പിന്നെ അവന്നു പരിച്ഛേദനയെന്ന നിയമം കൊടുത്തു; അങ്ങനെ അവൻ യിസ്ഹാക്കിനെ ജനിപ്പിച്ചു, എട്ടാം നാൾ പരിച്ഛേദന ചെയ്തു. യിസ്ഹാക്ക്ക് യാക്കോബിനെയും യാക്കോബ് പന്ത്രണ്ടു ഗോത്രപിതാക്കന്മാരെയും ജനിപ്പിച്ചു.
9 ସହେି ପୂର୍ବପୁରୁଷମାନେ ଯୋଷଫଙ୍କେର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବୁକ୍ରୀ କରି ଦେଲେ। କିନ୍ତୁ ପରମେଶ୍ବର ଯୋଷଫଙ୍କେ ସହିତ ଥିଲେ।ഗോത്രപിതാക്കന്മാർ യോസേഫിനോടു അസൂയപ്പെട്ടു അവനെ മിസ്രയീമിലേക്കു വിറ്റുകളഞ്ഞു.
10 ସେ ତାହାଙ୍କୁ ସବୁ ଅସୁବିଧାରୁ ରକ୍ଷା କଲେ। ସେ ତାହାଙ୍କୁ ଜ୍ଞାନ ଦେଲେ, ଓ ମିଶର ଦେଶର ରାଜା ଫାରୋଙ୍କର ଅନୁଗ୍ରହ ପାଇବା ପାଇଁ ସକ୍ଷମ କରାଇଲେ। ସେ ତାହାଙ୍କୁ ମିଶର ଦେଶର ଶାସକ ଓ ସମସ୍ତ ରାଜକୀୟ ସମ୍ପତ୍ତିର ଶାସନକର୍ତ୍ତା କରି ଦେଲେ।എന്നാൽ ദൈവം അവനോടുകൂടെ ഇരുന്നു സകലസങ്കടങ്ങളിൽനിന്നും അവനെ വിടുവിച്ചു മിസ്രയീംരാജാവായ ഫറവോന്റെ മുമ്പാകെ അവന്നു കൃപയും ജ്ഞാനവും കൊടുത്തു: അവൻ അവനെ മിസ്രയീമിന്നും തന്റെ സർവ്വഗൃഹത്തിന്നും അധിപതിയാക്കിവെച്ചു.
11 ସେ ସମୟରେ ସମଗ୍ର ମିଶର ଓ କିଣାନ ଦେଶ ରେ ଦୁର୍ଭିକ୍ଷ ପଡ଼ିବାରୁ ଲୋକେ ବହୁତ କଷ୍ଟ ରେ ପଡ଼ିଲେ। ଆମ୍ଭର ପୂର୍ବପୁରୁଷମାନେ ଖାଇବାକୁ କିଛି ପାଇଲେ ନାହିଁ।മിസ്രയീംദേശത്തിലും കനാനിലും എല്ലാം ക്ഷാമവും മഹാകഷ്ടവും വന്നാറെ നമ്മുടെ പിതാക്കന്മാർക്കു ആഹാരം കിട്ടാതെയായി.
12 ମିଶର ରେ ଶସ୍ଯଥିବା ଖବର ଶୁଣି ଯାକୁବ ପ୍ରଥମେ ଆମ୍ଭ ପୂର୍ବପୁରୁଷମାନଙ୍କୁ ସଠାେକୁ ପଠାଇଲେ।മിസ്രായീമിൽ ധാന്യം ഉണ്ടു എന്നു കേട്ടിട്ടു യാക്കോബ് നമ്മുടെ പിതാക്കന്മാരെ ഒന്നാം പ്രാവശ്യം അയച്ചു.
13 ସମାନଙ୍କେର ଦ୍ବିତୀୟ ଥର ୟିବା ସମୟରେ ଯୋଷଫେ ନିଜ ଭାଇମାନଙ୍କ ପାଖ ରେ ପରିଚ଼ିତ ହେଲେ ଓ ଫାରୋ ଯୋଷଫଙ୍କେ ପରିବାର ବିଷୟ ରେ ଜାଣିଲେ।രണ്ടാം പ്രാവശ്യം യോസേഫ് തന്റെ സഹോദരന്മാരോടു തന്നെത്താൻ അറിയിച്ചു യോസേഫിന്റെ വംശം ഫറവോന്നു വെളിവായ്വന്നു.
14 ତେଣୁ ଯୋଷଫେ ତାହାଙ୍କ ଭାଇମାନଙ୍କୁ ପଠାଇ ନିଜ ପିତା ଯାକୁବ ଓ ସମସ୍ତ ସମ୍ପର୍କୀୟଙ୍କୁ ନିଜ ପାଖକୁ ଡ଼କଇେ ଆଣିଲେ। ସମାନେେ ସମୁଦାୟ ସତୁରି ଜଣ ଥିଲେ।യോസേഫ് ആളയച്ചു തന്റെ പിതാവായ യാക്കോബിനെയും കുടുംബത്തെ ഒക്കെയും വരുത്തി; അവർ ആകെ എഴുപത്തഞ്ചുപേരായിരുന്നു.
15 ତା'ପରେ ଯାକୁବ ମିଶର ଦେଶକୁ ଗଲେ। ସଠାେରେ ସେ ନିଜେ ଓ ଆମ୍ଭର ପୂର୍ବପୁରୁଷମାନେ ମୃତ୍ଯୁ ବରଣ କଲେ।യാക്കോബ്, മിസ്രയീമിലേക്കു പോയി; അവനും നമ്മുടെ പിതാക്കന്മാരും മരിച്ചു.
16 ସମାନଙ୍କେୁ ଶିଖିମକୁ ନିଆଯାଇ କବର ଦିଆଗଲା। ଶିଖିମର ଏହି କବର ସ୍ଥାନକୁ ଅବ୍ରାହାମ ହ ମାରେର ପୁତ୍ରମାନଙ୍କୁ ପାଖରୁ କିଛି ରୂପା ଟଙ୍କା ଦଇେ କିଣିଥିଲେ।അവരെ ശെഖേമിൽ കൊണ്ടുവന്നു ശെഖേമിൽ എമ്മോരിന്റെ മക്കളോടു അബ്രഹാം വിലകൊടുത്തു വാങ്ങിയ കല്ലറയിൽ അടക്കം ചെയ്തു.
17 ଇତି ମଧିଅରେ ମିଶର ଦେଶ ରେ ଇଶ୍ରାୟେଲ ଲୋକମାନଙ୍କର ସଂଖ୍ଯା ବଢ଼ିବା ରେ ଲାଗିଲା। ପରମେଶ୍ବର ଅବ୍ରାହାମଙ୍କୁ ଯେଉଁ ସବୁ ପ୍ରତିଜ୍ଞା କରିଥିଲେ ତାହା ସତ୍ଯ ରେ ପରିଣତ ହାଇେଥିଲା।ദൈവം അബ്രാഹാമിനോടു അരുളിച്ചെയ്ത വാഗ്ദത്ത കാലം അടുത്തപ്പോൾ ജനം മിസ്രയീമിൽ വർദ്ധിച്ചു പെരുകി.
18 ସହେି ସମୟରେ ଆଉ ଜଣେ ରାଜା ମିଶରକୁ ରାଜତ୍ବ କରିବାପାଇଁ ଆରମ୍ଭ କଲେ। ସେ ଯୋଷଫଙ୍କେୁ ଜାଣି ନଥିଲେ।ഒടുവിൽ യോസേഫിനെ അറിയാത്ത വേറൊരു രാജാവു മിസ്രയീമിൽ വാണു.
19 ସେ ନୂଆ ରାଜା ଆମ୍ଭ ଲୋକଙ୍କ ପ୍ରତି ନିଷ୍ଠୁର ଥିଲେ। ସେ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଦୁର୍ବ୍ଯବହାର କଲେ। ରାଜା ସମାନଙ୍କେର ଶିଶୁମାନଙ୍କୁ ମାରିବା ପାଇଁ ବାହା ରେ ପକଇଦେବୋକୁ ସମାନଙ୍କେୁ ବଧ୍ଯ କଲେ।അവൻ നമ്മുടെ വംശത്തോടു ഉപായം പ്രയോഗിച്ചു നമ്മുടെ പിതാക്കന്മാരെ പീഡിപ്പിച്ചു, അവരുടെ ശിശുക്കൾ ജീവനോടെ ഇരിക്കരുതു എന്നുവെച്ച അവരെ പുറത്തിടുവിച്ചു.
20 ଏହି ସମୟରେ ମାଶାେ ଜନ୍ମ ଗ୍ରହଣ କଲେ। ସେ ବହୁତ ସୁନ୍ଦର ଥିଲେ। ତାହାଙ୍କୁ ପିତାଙ୍କ ଘ ରେ ତିନିମାସ ପର୍ୟ୍ଯନ୍ତ ଲାଳନପାଳନ କରାଗଲା।ആ കാലത്തു മോശെ ജനിച്ചു, ദിവ്യസുന്ദരനായിരുന്നു; അവനെ മൂന്നു മാസം അപ്പന്റെ വീട്ടിൽ പോറ്റി.
21 ତାହାଙ୍କୁ ବାହା ରେ ପକାଇ ଦବୋ ବେଳେ ଫାରୋଙ୍କର କନ୍ଯା ତାହାଙ୍କୁ ନେଲେ ଏବଂ ନିଜ ପୁତ୍ର ଭାବରେ ପାଳିଲେ।പിന്നെ അവനെ പുറത്തിട്ടപ്പോൾ ഫറവോന്റെ മകൾ അവനെ എടുത്തു തന്റെ മകനായി വളർത്തി.
22 ମାଶାେ ମିଶରବାସୀମାନଙ୍କର ସମସ୍ତ ବିଦ୍ଯା ରେ ଶିକ୍ଷିତ ହେଲେ। ସେ ନିଜ ବକ୍ତବ୍ଯ ଓ କାମ ରେ ଶକ୍ତିଶାଳୀ ଥିଲେ।മോശെ മിസ്രയീമ്യരുടെ സകല ജ്ഞാനവും അഭ്യസിച്ചു വാക്കിലും പ്രവൃത്തിയിലും സമർത്ഥനായിത്തീർന്നു.
23 ତାହାଙ୍କୁ ଚ଼ାଳିଶବର୍ଷ ବୟସ ହବୋ ବେଳେ ସେ ନିଜ ଭାଇମାନଙ୍କୁ ତଥା ଇଶ୍ରାୟେଲ ଲୋକମାନଙ୍କୁ ସାକ୍ଷାତ କରିବା ପାଇଁ ଇଚ୍ଛା କଲେ।അവന്നു നാല്പതു വയസ്സു തികയാറായപ്പോൾ യിസ്രായേൽ മക്കളായ തന്റെ സഹോദരന്മാരെ ചെന്നു കാണേണം എന്നു മനസ്സിൽ തോന്നി.
24 ମାଶାେ ସଠାେରେ ଜଣେ ମିଶରୀୟ, ଜଣେ ଯିହୂଦୀ ସହିତ ଅନ୍ଯାୟ କରୁଥିବାର ଦେଖିଲେ। ତେଣୁ ସେ ଯିହୂଦୀୟ ଜଣଙ୍କୁ ରକ୍ଷା କରିବାକୁ ଯାଇ ମିଶରୀୟକୁ ଦଣ୍ଡ ଦେଲେ। ସେ ତାହାକୁ ଏପରି ଆଘାତ କଲେ ଯେ, ମିଶରୀୟ ଜଣକ ସହେିଠା ରେ ମରିଗଲା।അവരിൽ ഒരുത്തൻ അന്യായം ഏല്ക്കുന്നതു കണ്ടിട്ടു അവന്നു തുണ നിന്നു, മിസ്രയീമ്യനെ അടിച്ചു കൊന്നു, പീഡിതന്നു വേണ്ടി പ്രതിക്രിയ ചെയ്തു.
25 ମାଶାେ ଭାବିଲେ ଯେ, ପରମେଶ୍ବର ସମାନଙ୍କେର ମୁକ୍ତି ପାଇଁ ତାହାଙ୍କୁ ଏହି କାର୍ୟ୍ଯ ରେ ଲଗାଇ ଅଛନ୍ତି, ତାହା ତାହାଙ୍କ ଯିହୂଦୀୟ ଭାଇମାନେ ବୁଝିବେ, ମାତ୍ର ସମାନେେ ତାହା ବୁଝିଲେ ନାହିଁ।ദൈവം താൻ മുഖാന്തരം അവർക്കു രക്ഷ നല്കും എന്നു സഹോദരന്മാർ ഗ്രഹിക്കും എന്നു അവൻ നിരൂപിച്ചു; എങ്കിലും അവർ ഗ്രഹിച്ചില്ല.
26 ତା' ପରଦିନ ସେ ଦୁଇଜଣ ଯିହୂଦୀ ଲୋକଙ୍କୁ ପରସ୍ପର ମଧିଅରେ କଳି କରୁଥିବାର ଦେଖିଲେ। ସେ ସମାନଙ୍କେ ମଧିଅରେ ଶାନ୍ତି ସ୍ଥାପନ କରିବାକୁ ଚେ଼ଷ୍ଟା କଲେ ଓ କହିଲେ, ' ହେ ଲୋକମାନେ, ତୁମ୍ଭମାନେେ ପରସ୍ପର ଭାଇଭାଇ। ତୁମ୍ଭମାନେେ ପରସ୍ପର ଭିତ ରେ କାହିଁକି କଳି କରୁଛ?'പിറ്റെന്നാൾ അവർ കലഹിച്ചുകൊണ്ടിരിക്കുമ്പോൾ അവൻ അവരുടെ അടുക്കൽ വന്നു: പുരുഷന്മാരെ, നിങ്ങൾ സഹോദരന്മാരല്ലോ; തമ്മിൽ അന്യായം ചെയ്യുന്നതു എന്തു എന്നു പറഞ്ഞു അവരെ സമാധാനപ്പെടുത്തുവാൻ നോക്കി.
27 ଏହାଶୁଣି ପଡ଼ୋଶୀ ପ୍ରତି ଅନ୍ଯାୟ କରୁଥିବା ଲୋକଟି ମାଶାଙ୍କେୁ ଠଲେିଦଇେ କହିଲା, 'ତୁମ୍ଭକୁ ଆମ୍ଭ ଶାସକ ଓ ବିଚ଼ାରକ ରୂପେ କିଏ ନିୟୁକ୍ତି ଦଲୋ?എന്നാൽ കൂട്ടുകാരനോടു അന്യായം ചെയ്യുന്നവൻ അവനെ ഉന്തിക്കളഞ്ഞു: നിന്നെ ഞങ്ങൾക്കു അധികാരിയും ന്യായകർത്താവും ആക്കിയതു ആർ?
28 ଗତକାଲି ତୁମ୍ଭେ ଯେପରି ମିଶରୀୟକୁ ମାରିଦଲେ ସହେିପରି କ'ଣ ମାେତେ ମାରି ଦବୋପାଇଁ ଚ଼ାହୁଁଛ?'ഇന്നലെ മിസ്രയീമ്യനെ കൊന്നതുപോലെ എന്നെയും കൊല്ലുവാൻ ഭാവിക്കുന്നുവോ എന്നു പറഞ്ഞു.
29 ମାଶାେ ଏହାଶୁଣି ଅତିଶୀଘ୍ର ମିଶରରୁ ଚ଼ାଲିଗଲେ ଓ ମିଦିୟନ ଦେଶ ରେ ଜଣେ ବିଦେଶୀ ହାଇେ ରହିଲେ। ସଠାେରେ ତାହାଙ୍କର ଦୁଇଟି ପୁତ୍ର ଦେଲେ।ഈ വാക്കു കേട്ടിട്ടു മോശെ ഓടിപ്പോയി മിദ്യാൻ ദേശത്തു ചെന്നു പാർത്തു, അവിടെ രണ്ടു പുത്രന്മാരെ ജനിപ്പിച്ചു.
30 ଦୀର୍ଘ ଚ଼ାଳିଶବର୍ଷ ଅତିବାହିତ ହବୋ ପରେ ଜଣେ ସ୍ବର୍ଗଦୂତ ସୀନୟ ପର୍ବତ ନିକଟରେ ଥିବା ମରୁଭୂମିରେ ଗୋଟିଏ ଜ୍ବଳନ୍ତା ବୁଦାର ଅଗ୍ନିଶିଖା ରେ ମାଶାଙ୍କେୁ ଦର୍ଶନ ଦେଲେ।നാല്പതാണ്ടു കഴിഞ്ഞപ്പോൾ സീനായ്മലയുടെ മരുഭൂമിയിൽ ഒരു ദൈവദൂതൻ മുൾപടർപ്പിലെ അഗ്നിജ്വാലയിൽ അവന്നു പ്രത്യക്ഷനായി.
31 ମାଶାେ ସେ ଦୃଶ୍ଯ ଦେଖି ଅତ୍ଯନ୍ତ ଆଶ୍ଚର୍ୟ୍ଯ ହାଇଗେଲେ। ତାହାକୁ ଭଲଭାବେ ଦେଖିବା ପାଇଁ ନିକଟକୁ ୟିବାବଳକେୁ ସେ ପ୍ରଭୁଙ୍କର ସ୍ବର ଶୁଣିଲେ:മോശെ ആ ദർശനം കണ്ടു ആശ്ചര്യപ്പെട്ടു, സൂക്ഷിച്ചുനോക്കുവാൻ അടുത്തുചെല്ലുമ്പോൾ:
32 'ମୁଁ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ବର। ଅବ୍ରହାମ, ୟିସ୍ହାକ ଓ ଯାକୁବର ପରମେଶ୍ବର।' ଏହାଶୁଣି ମାଶାେ ଭୟ ରେ ଥରିଲେ ଓ ଆଉ ଦେଖିବା ପାଇଁ ସାହାସ କଲେ ନାହିଁ।ഞാൻ നിന്റെ പിതാക്കന്മാരുടെ ദൈവമായി അബ്രാഹാമിന്റെയും യിസ്ഹാക്കിന്റെയും യാക്കോബിന്റെയും ദൈവം ആകുന്നു എന്നു കർത്താവിന്റെ ശബ്ദം കേട്ടു. മോശെ വിറെച്ചിട്ടു നോക്കുവാൻ തുനിഞ്ഞില്ല.
33 ତା'ପରେ ପ୍ରଭୁ ତାହାଙ୍କୁ କହିଲେ, 'ତୁମ୍ଭେ ପାଦରୁ ପାଦୁକା କାଢ଼ିଦିଅ, କାରଣ ଯେଉଁ ସ୍ଥାନ ରେ ତୁମ୍ଭେ ଠିଆ ହାଇେଛ ତାହା ପବିତ୍ରଭୂମି।കർത്താവു അവനോടു: നീ നില്ക്കുന്ന സ്ഥലം വിശുദ്ധ ഭൂമിയാകയാൽ കാലിൽനിന്നു ചെരിപ്പു ഊരിക്കളക.
34 ମୁଁ ମିଶର ଦେଶ ରେ ମାେ ଲୋକମାନଙ୍କୁ କରାଯାଉଥିବା ସମସ୍ତ ଦୁର୍ବ୍ଯବହାର ଦେଖିଛି। ମୁଁ ସମାନଙ୍କେର କ୍ରନ୍ଦନ ଶୁଣିଲି। ମୁଁ ସମାନଙ୍କେୁ ମୁକ୍ତି ଦବୋପାଇଁ ଓହ୍ଲାଇ ଆସିଛି। ଏଥିପାଇଁ ତୁମ୍ଭେ ଆସ। ମୁଁ ତୁମ୍ଭକୁ ମିଶର ଦେଶକୁ ପଠାଇବି।'മിസ്രയീമിൽ എന്റെ ജനത്തിന്റെ പീഡ ഞാൻ കണ്ടു കണ്ടു, അവരുടെ ഞരക്കവും കേട്ടു, അവരെ വിടുവിപ്പാൻ ഇറങ്ങിവന്നിരിക്കുന്നു; ഇപ്പോൾ വരിക; ഞാൻ നിന്നെ മിസ്രയീമിലേക്കു അയക്കും എന്നു പറഞ്ഞു.
35 ଯେଉଁ ମାଶାଙ୍କେୁ ସମାନେେ ଅବଜ୍ଞା କରି କହିଥିଲେ, 'କିଏ ତୁମ୍ଭକୁ ଶାସକ ଓ ବିଚ଼ାରକ କଲା?' ସହେି ମାଶାଙ୍କେୁ ହିଁ ବର୍ତ୍ତମାନ ପରମେଶ୍ବର ସମାନଙ୍କେର ଶାସନକର୍ତ୍ତା ଓ ମୁକ୍ତିଦାତା କରି ପଠାଇଲେ। ଯେଉଁ ସ୍ବର୍ଗଦୂତ ମାଶାଙ୍କେୁ ବୁଦା ଭିତ ରେ ଦର୍ଶନ ଦଇେଥିଲେ ସହେି ସ୍ବର୍ଗଦୂତଙ୍କ ସାହାୟ୍ଯ ରେ ପରମେଶ୍ପ ମାଶାଙ୍କେୁ ପଠାଇଲେ।നിന്നെ അധികാരിയും ന്യായകർത്താവും ആക്കിയതാർ എന്നിങ്ങനെ അവർ തള്ളിപ്പറഞ്ഞ ഈ മോശെയെ ദൈവം മുൾപടർപ്പിൽ പ്രത്യക്ഷനായ ദൂതൻ മുഖാന്തരം അധികാരിയും വീണ്ടെടുപ്പുകാരനും ആക്കി അയച്ചു.
36 ତେଣୁ ମାଶାେ ମିଶର ଦେଶ ରେ ଓ ସୂଫ ସମୁଦ୍ର ରେ ତଥା ମରୂଭୂମିରେ ଚ଼ାଳିଶ ବର୍ଷ ପର୍ୟ୍ଯନ୍ତ ବିଭିନ୍ନ ପ୍ରକାରର ଆଶ୍ଚର୍ୟ୍ଯ ପୂର୍ଣ୍ଣ ଚ଼ିହ୍ନ ଓ କାର୍ୟ୍ଯମାନ କରି ସମାନଙ୍କେୁ ବାହାରକୁ ଆଣିଲେ।അവൻ മിസ്രയീമിലും ചെങ്കടലിലും നാല്പതു സംവത്സരം മരുഭൂമിയിലും അതിശയങ്ങളും അടയാളങ്ങളും ചെയ്തു അവരെ നടത്തിക്കൊണ്ടുവന്നു.
37 ସେ ମାଶାେ ଇଶ୍ରାୟେଲର ସନ୍ତାନମାନଙ୍କୁ କହିଲେ, 'ପରମେଶ୍ବର ତୁମ୍ଭମାନଙ୍କ ମଧ୍ଯରୁ ମାେପରି ଜଣେ ଭାବବାଦୀଙ୍କୁ ସୃଷ୍ଟି କରିବେ।'ദൈവം നിങ്ങളുടെ സഹോദരന്മാരിൽ നിന്നു എന്നെപ്പോലെ ഒരു പ്രവാചകനെ നിങ്ങൾക്കു എഴന്നേല്പിച്ചുതരും എന്നു യിസ്രായേൽ മക്കളോടു പറഞ്ഞ മോശെ അവൻ തന്നേ.
38 ଏହି ମାଶାେ ମରୁଭୂମିରେ ଯିହୂଦୀମାନଙ୍କ ମଣ୍ଡଳୀ ରେ ଥିଲେ। ଯେଉଁ ସ୍ବର୍ଗଦୂତ ସୀନୟ ପର୍ବତ ରେ ରହି ତାହାଙ୍କ ସହିତ କଥାବାର୍ତ୍ତା ହାଇେଥିଲେ, ସହେି ସ୍ବର୍ଗଦୂତ ଆମ୍ଭ ପିତୃପୁରୁଷ ମାଶାଙ୍କେ ସହିତ ଥିଲେ, ମାଶାେ ପରମେଶ୍ବରଙ୍କ ଠାରୁ ଜୀବନ ଦାନକାରୀ ଆଜ୍ଞା ପାଇଥିଲେ। ଏହି ଆଜ୍ଞାସବୁ ମାଶାେ ଆମ୍ଭମାନଙ୍କୁ ଦେଲେ।സീനായ്മലയിൽ തന്നോടു സംസാരിച്ച ദൂതനോടും നമ്മുടെ പിതാക്കന്മാരോടും കൂടെ മരുഭൂമിയിലെ സഭയിൽ ഇരുന്നവനും നമുക്കു തരുവാൻ ജീവനുള്ള അരുളപ്പാടു ലഭിച്ചവനും അവൻ തന്നേ.
39 କିନ୍ତୁ ଆମ୍ଭ ପୂର୍ବପୁରୁଷମାନେ ତାହାଙ୍କୁ ମାନିବା ପାଇଁ ଇଚ୍ଛା କଲେ ନାହିଁ। ସମାନେେ ତାହାଙ୍କୁ ଗ୍ରହଣ କରିବାକୁ ମନା କଲେ ଓ ମିଶରକୁ ଫରେି ୟିବାପାଇଁ ଇଚ୍ଛା କଲେ।നമ്മുടെ പിതാക്കന്മാർ അവന്നു കീഴ്പെടുവാൻ മനസ്സില്ലാതെ അവനെ തള്ളിക്കളഞ്ഞു ഹൃദയംകെണ്ടു മിസ്രയീമിലേക്കു പിന്തിരിഞ്ഞു, അഹരോനോടു:
40 ସମାନେେ ହାରୋଣଙ୍କୁ ଯାଇ କହିଲେ, 'ଆମ୍ଭମାନଙ୍କର ପଥ ଦଖାଇବୋ ପାଇଁ କେତେ ଜଣ ଦବେତାଙ୍କୁ ନିର୍ମାଣ କର। ଏହି ଯେଉଁ ମାଶାେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଥିଲେ, ତାହାଙ୍କର କ'ଣ ହେଲା ଆମ୍ଭେ ଜାଣି ନାହୁଁ।'ഞങ്ങൾക്കു മുമ്പായി നടപ്പാൻ ദൈവങ്ങളെ ഉണ്ടാക്കിത്തരിക; ഞങ്ങളെ മിസ്രയീമിൽനിന്നു നടത്തിക്കൊണ്ടുവന്ന ആ മോശെക്കു എന്തു സംഭവിച്ചു എന്നു ഞങ്ങൾ അറിയുന്നില്ലല്ലോ എന്നു പറഞ്ഞു.
41 ସହେି ସମୟରେ ସମାନେେ ଗୋଟିଏ ବାଛୁରୀର ମୂର୍ତ୍ତି ତିଆରି କରି ସହେି ମୂର୍ତ୍ତି ଆଗ ରେ ବଳି ଦେଲେ। ସମାନେେ ନିଜ ହାତ ତିଆରି ଜିନିଷ ଦେଖି ବହୁତ ଖୁସି ହେଲେ।അന്നേരം അവർ ഒരു കാളക്കുട്ടിയെ ഉണ്ടാക്കി, ആ ബിംബത്തിന്നു ബലി കഴിച്ചു തങ്ങളുടെ കൈപ്പണിയിൽ ഉല്ലസിച്ചുകൊണ്ടിരുന്നു.
42 କିନ୍ତୁ ପରମେଶ୍ବର ସମାନଙ୍କେଠାରୁ ବିମୁଖ ହେଲେ। ସେ ସମାନଙ୍କେୁ ଆକାଶସ୍ଥ ଭଣ୍ଡ ଦବେତାମାନଙ୍କର ପୂଜା କରିବାପାଇଁ ଛାଡ଼ି ଦେଲେ। ଏହି ବିଷୟ ରେ ଭାବବାଦୀମାନଙ୍କର ପୁସ୍ତକରେ ଯେପରି ଲଖାେଅଛି,ദൈവവും പിന്തിരിഞ്ഞു. ആകാശത്തിലെ സൈന്യത്തെ ആരാധിപ്പാൻ അവരെ കൈവിട്ടു.
43 ତୁମ୍ଭମାନେେ ତୁମ୍ଭମାନଙ୍କ ସହିତ ମାେଲଖର ତମ୍ବୁ ଏବଂ ନକ୍ଷତ୍ର ଦବେତା ରମ୍ପାର ମୂର୍ତ୍ତିକୁ ମଧ୍ଯ ବୋହି ନଇଯାେଇଥିଲ। ଏଗୁଡ଼ିକୁ ତୁମ୍ଭମାନେେ ପୂଜା କରିବାପାଇଁ ତିଆରି କରିଥିଲ। ତେଣୁ ମୁଁ ମଧ୍ଯ ତୁମ୍ଭମାନଙ୍କୁ ବାବିଲନର ଆରପାରିକୁ ପଠାଇ ଦବେି।' ଆମାଷେ 5:25-27“യിസ്രായേൽ ഗൃഹമേ, നിങ്ങൾ മരുഭൂമിയിൽ എനിക്കു നാല്പതു സംവത്സരം ഹനനയാഗങ്ങളും ഭോജനയാഗങ്ങളും അർപ്പിച്ചുവോ? നിങ്ങൾ നമസ്കരിപ്പാൻ ഉണ്ടാക്കിയ സ്വരൂപങ്ങളായ മൊലോക്കിന്റെ കൂടാരവും രേഫാൻ ദേവന്റെ നക്ഷത്രവും നിങ്ങൾ എടുത്തു നടന്നുവല്ലോ; എന്നാൽ ഞാൻ നിങ്ങളെ ബാബിലോന്നപ്പുറം പ്രവസിപ്പിക്കും” എന്നു പ്രവാചകന്മാരുടെ പുസ്തകത്തിൽ എഴുതിയിരിക്കുന്നുവല്ലോ.
44 ଆମ୍ଭ ପୂର୍ବପୁରୁଷମାନଙ୍କ ପବିତ୍ର ତମ୍ବୁ ମଧ୍ଯ ପ୍ରାନ୍ତର ରେ ଥିଲା। ପରମେଶ୍ବର ମାଶାଙ୍କେୁ ଗୋଟିଏ ନକ୍ସା ଦଖାଇେଲେ ଏବଂ ସେ ଦେଖିଥିବା ନକ୍ସା ଅନୁସାରେ ଗୋଟିଏ ସାକ୍ଷ୍ଯ ତମ୍ବୁ ତିଆରି କରିବାକୁ ତାହାଙ୍କୁ କହିଥିଲେ।നീ കണ്ട മാതിരിക്കൊത്തവണ്ണം അതിനെ തീർക്കേണം എന്നു മോശെയോടു അരുളിച്ചെയ്തവൻ കല്പിച്ചതു പോലെ നമ്മുടെ പിതാക്കന്മാർക്കു മരുഭൂമിയിൽ സാക്ഷ്യകൂടാരം ഉണ്ടായിരുന്നു.
45 ଆମ୍ଭର ପୂର୍ବପୁରୁଷମାନେ ସହେି ପବିତ୍ର ତମ୍ବୁ ସାଙ୍ଗ ରେ ଆଣିଥିଲେ। ସହେି ସମୟରେ ୟିହୋଶୂୟଙ୍କ ନତେୃତ୍ବ ରେ ସମାନେେ ଅନ୍ୟଜାତି ଗଣର ଦେଶ ଅଧିକାର କରି ନଇେଥିଲେ। ଏହି ଜାତିମାନଙ୍କୁ ଆମ୍ଭ ପୂର୍ବପୁରୁଷମାନଙ୍କ ସାମନା ରେ ବାହାର କରି ଦେଲେ। ତମ୍ବୁଟି ଦାଉଦଙ୍କ ସମୟ ପର୍ୟ୍ଯନ୍ତ ଥିଲା।നമ്മുടെ പിതാക്കന്മാർ അതു ഏറ്റു വാങ്ങി ദൈവം നമ്മുടെ പിതാക്കന്മാരുടെ മുമ്പിൽനിന്നു നീക്കിക്കളഞ്ഞ ജാതികളുടെ അവകാശത്തിലേക്കു യോശുവയുമായി കൊണ്ടുവന്നു ദാവീദിന്റെ കാലംവരെ വെച്ചിരുന്നു.
46 ଦାଉଦ ପରମେଶ୍ବରଙ୍କ କୃପା ପ୍ରାପ୍ତ ହେଲେ। ସେ ଯାକୁବର ପରମେଶ୍ବରଙ୍କ ପାଇଁ ଗୋଟିଏ ମନ୍ଦିର ତୋଳିବାକୁ ଅନୁମତି ଦବୋପାଇଁ ପରମେଶ୍ବରଙ୍କୁ ଅନୁ ରୋଧ କଲେ।അവൻ ദൈവത്തിന്റെ മുമ്പാകെ കൃപലഭിച്ചു, യാക്കോബിന്റെ ദൈവത്തിന്നു ഒരു വാസസ്ഥലം ഉണ്ടാക്കുവാൻ അനുവാദം അപേക്ഷിച്ചു.
47 କିନ୍ତୁ ଶଲୋମନ ତାହାଙ୍କ ପାଇଁ ଗୋଟିଏ ମନ୍ଦିର ନିର୍ମାଣ କଲେ।ശലോമോൻ അവന്നു ഒരു ആലയം പണിതു.
48 ମାତ୍ର ସର୍ବୋପରିସ୍ଥ ପରମେଶ୍ବର କୌଣସି ହାତ ତିଆରି ମନ୍ଦିର ରେ ବାସ କରନ୍ତି ନାହିଁ। ଭବିଷ୍ଯଦ୍ବକ୍ତା ଏହିପରି ଲେଖନ୍ତି,അത്യുന്നതൻ കൈപ്പണിയായതിൽ വസിക്കുന്നില്ലതാനും
49 ପୃଥିବୀ ମାହେର ପାଦପୀଠ। ତୁମ୍ଭମାନେେ ମାେ ପାଇଁ କି ପ୍ରକାରର ମନ୍ଦିର ନିର୍ମାଣ କରିବ? ମାରେ ବିଶ୍ରାମ ନବୋପାଇଁ ସ୍ଥାନ କେଉଁଠି?“സ്വർഗ്ഗം എനിക്കു സിംഹാസനവും ഭൂമി എന്റെ പാദപീഠവും ആകുന്നു. നിങ്ങൾ എനിക്കു പണിയുന്ന ആലയം ഏതുവിധം?
50 ମନରେଖ, ମୁଁ ଏସବୁ ସୃଷ୍ଟି କରିଛି।'ୟିଶାଇୟ 66:1-2എന്റെ വിശ്രമസ്ഥലവും ഏതു? ഇതൊക്കെയും എന്റെ കൈയല്ലയോ ഉണ്ടാക്കിയതു എന്നു കർത്താവു അരുളിച്ചെയ്യുന്നു” എന്നു പ്രവാചകൻ പറയുന്നുവല്ലോ.
51 ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।ശാഠ്യക്കാരും ഹൃദയത്തിന്നും ചെവിക്കും പരിച്ഛേദന ഇല്ലാത്തവരുമായുള്ളോരേ, നിങ്ങളുടെ പിതാക്കന്മാരെപ്പോലെ തന്നേ നിങ്ങളും എല്ലായ്പോഴും പരിശുദ്ധാത്മാവിനോടു മറുത്തു നില്ക്കുന്നു.
52 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।പ്രവാചകന്മാരിൽ ഏവനെ നിങ്ങളുടെ പിതാക്കന്മാർ ഉപദ്രവിക്കാതിരുന്നിട്ടുള്ളു? നീതിമാനായവന്റെ വരവിനെക്കുറിച്ചു മുൻഅറിയിച്ചവരെ അവർ കൊന്നുകളഞ്ഞു.
53 ତୁମ୍ଭମାନେେ ପରମେଶ୍ବରଙ୍କ ଦୂତ ଦ୍ବାରା ମାଶାଙ୍କେୁ ଦିଆଯାଇଥିବା ବ୍ଯବସ୍ଥାକୁ ଗ୍ରହଣ କରିଛ, କିନ୍ତୁ ତାହାର ବାଧ୍ଯ ହାଇନୋହଁ।അവന്നു നിങ്ങൾ ഇപ്പോൾ ദ്രോഹികളും കുലപാതകരും ആയിത്തീർന്നു; നിങ്ങൾ ദൈവദൂതന്മാരുടെ നിയോഗങ്ങളായി ന്യായപ്രമാണം പ്രാപിച്ചു എങ്കിലും അതു പ്രമാണിച്ചിട്ടില്ല.
54 ୟିହୁଦୀ ନେତାମାନେ ଏହା ଶୁଣି ସ୍ତିଫାନଙ୍କର ଉପରେ ଭୀଷଣ ରାଗି ଦାନ୍ତ କଡ ମଡ କଲେ।ഇതു കേട്ടപ്പോൾ അവർ കോപപരവശരായി അവന്റെ നേരെ പല്ലുകടിച്ചു.
55 କିନ୍ତୁ ସ୍ତିଫାନ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇେ ଆକାଶକୁ ଚାହିଁଲେ। ସଠାେରେ ସେ ପରମେଶ୍ବରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ବରଙ୍କ ଡାହାଣ ପଟେ ଠିଆ ହବୋର ଦେଖିଲେ।അവനോ പരിശുദ്ധാത്മാവു നിറഞ്ഞവനായി സ്വർഗ്ഗത്തിലേക്കു ഉറ്റുനോക്കി, ദൈവമഹത്വവും ദൈവത്തിന്റെ വലത്തുഭാഗത്തു യേശു നില്ക്കുന്നതും കണ്ടു:
56 ସ୍ତିଫାନ କହିଲେ, ଦେଖ, ମୁଁ ସ୍ବର୍ଗକୁ ଖାେଲା ଅବସ୍ଥା ରେ ଓ ପରମେଶ୍ବରଙ୍କ ଡାହାଣ ପଟେ ମନୁଷ୍ଯପୁତ୍ରଙ୍କୁ ଠିଆ ହବୋର ଦେଖୁଛି।ഇതാ, സ്വർഗ്ഗം തുറന്നിരിക്കുന്നതും മനുഷ്യപുത്രൻ ദൈവത്തിന്റെ വലത്തു ഭാഗത്തു നില്ക്കുന്നതും ഞാൻ കാണുന്നു എന്നു പറഞ്ഞു.
57 ଏଥି ରେ ଯିହୂଦୀ ନେତାମାନେ କାନ ରେ ହାତ ଦଇେ ଖୁବ୍ ଜାରେ ରେ ପାଟି କଲେ। ସମାନେେ ଏକାଠି ହାଇେ ସ୍ତିଫାନଙ୍କ ଆଡ଼କୁ ଦୌଡ଼ିଲେ।അവർ ഉറക്കെ നിലവിളിച്ചു, ചെവി പൊത്തിക്കൊണ്ടു ഒന്നിച്ചു അവന്റെ നേരെ പാഞ്ഞുചെന്നു,
58 ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ନଇେ ପଥର ମାରିବା ଆରମ୍ଭ କରି ଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ୟୁବକର ପାଖ ରେ ସମାନଙ୍କେର ଲୁଗାପଟା ରଖିଲେ।അവനെ നഗരത്തിൽനിന്നു തള്ളി പുറത്താക്കി കല്ലെറിഞ്ഞു. സാക്ഷികൾ തങ്ങളുടെ വസ്ത്രം ശൌൽ എന്നു പേരുള്ള ഒരു ബാല്യക്കാരന്റെ കാൽക്കൽ വെച്ചു.
59 ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମାେ ଆତ୍ମାକୁ ଗ୍ରହଣ କର।കർത്താവായ യേശുവേ, എന്റെ ആത്മാവിനെ കൈക്കൊള്ളേണമേ എന്നു സ്തെഫാനോസ് വിളിച്ചപേക്ഷിക്കയിൽ അവർ അവനെ കല്ലെറിഞ്ഞു.
60 ତା'ପରେ ସେ ଆଣ୍ଠୁମାଡ଼ି ପଡ଼ି ଜାରେ ରେ କହିଲେ, ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କରନାହିଁ। ଏହା କହି ସେ ମୃତ୍ଯୁବରଣ କଲେ।അവനോ മുട്ടുകുത്തി: കർത്താവേ, അവർക്കു ഈ പാപം നിറുത്തരുതേ എന്നു ഉച്ചത്തിൽ നിലവിളിച്ചു. ഇതു പറഞ്ഞിട്ടു അവൻ നിദ്രപ്രാപിച്ചു.
Malayalam Bible