Proverbs 14 - ORIYA (Malayalam)
1 ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହକୁ ଜ୍ଞାନ ବଳ ରେ ଗଢ଼େ। ମାତ୍ର ଅଜ୍ଞାନୀ ସ୍ତ୍ରୀ ତା'ର ଅଜ୍ଞାନତା ରେ ସ୍ବହସ୍ତ ରେ ତା'ର ଗୃହକୁ ଧ୍ବଂସ କରେ।സ്ത്രീകളിൽ ജ്ഞാനമുള്ളവൾ തന്റെ വീടു പണിയുന്നു; ഭോഷത്വമുള്ളവളോ അതു സ്വന്തകൈകളാൽ പൊളിച്ചുകളയുന്നു.
2 ଯେଉଁ ଜନ ଆପଣା ସରଳତା ରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ। ମାତ୍ର ଅସାଧୁ ଲୋକ ସଦାପ୍ରଭୁଙ୍କୁ ଘୃଣା କରେ।നേരായി നടക്കുന്നവൻ യഹോവാഭക്തൻ; നടപ്പിൽ വക്രതയുള്ളവനോ അവനെ നിന്ദിക്കുന്നു.
3 ଅଜ୍ଞାନର କଥା ସର୍ବଦା ସମସ୍ଯା ଆଣେ। କିନ୍ତୁ ଜ୍ଞାନବାନର କଥା ତାହାକୁ ସୁରକ୍ଷା ଦିଏ।ഭോഷന്റെവായിൽ ഡംഭത്തിന്റെ വടിയുണ്ടു; ജ്ഞാനികളുടെ അധരങ്ങളോ അവരെ കാത്തുകൊള്ളുന്നു.
4 ଯଦି ଗୋରୁଗୁଡ଼ିକ ସଠାେ ରେ ନାହାନ୍ତି, କାର୍ୟ୍ଯ ପାଇଁ ଶସ୍ଯ ଘର ଶୂନ୍ଯ ଅଟେ। ମାତ୍ର ଷଣ୍ଢମାନଙ୍କର ଶକ୍ତି ବଡ଼ ଅମଳ ଆଣିଥାଏ।കാളകൾ ഇല്ലാത്തെടത്തു തൊഴുത്തു വെടിപ്പുള്ളതു; കാളയുടെ ശക്തികൊണ്ടോ വളരെ ആദായം ഉണ്ടു.
5 ବିଶ୍ବସ୍ତ ସାକ୍ଷୀ ମିଥ୍ଯା କ ହେ ନାହିଁ। ମାତ୍ର ମିଥ୍ଯାବାଦୀ ସାକ୍ଷୀ ମିଥ୍ଯାଚରଣ କରେ।വിശ്വസ്തസാക്ഷി ഭോഷ്കു പറകയില്ല; കള്ളസ്സാക്ഷിയോ ഭോഷ്കു നിശ്വസിക്കുന്നു.
6 ନିନ୍ଦୁକମାନେ ଜ୍ଞାନ ଲୋଡ଼ିଲେ ପାଆନ୍ତି ନାହିଁ। ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ଯା ସହଜ ଅଟେ।പരിഹാസി ജ്ഞാനം അന്വേഷിച്ചിട്ടും കണ്ടെത്തുന്നില്ല; വിവേകമുള്ളവന്നോ പരിജ്ഞാനം എളുപ്പം.
7 ମୂର୍ଖ ଲୋକର ବନ୍ଧୁ ହୁଅ ନାହିଁ। ତା'ଠାରୁ ଶିକ୍ଷା ପାଇବାକୁ କିଛି ନ ଥାଏ।മൂഢന്റെ മുമ്പിൽനിന്നു മാറിപ്പോക; പരിജ്ഞാനമുള്ള അധരങ്ങൾ നീ അവനിൽ കാണുകയില്ല.
8 ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି।വഴി തിരിച്ചറിയുന്നതു വിവേകിയുടെ ജ്ഞാനം; ചതിക്കുന്നതോ ഭോഷന്മാരുടെ ഭോഷത്വം.
9 ଅଜ୍ଞାନୀମାନେ ଦୋଷକୁ କୌତୁକ ବୋଲି ଗ୍ରହଣ କରନ୍ତି। ମାତ୍ର ସରଳ ଲୋକମାନଙ୍କ ନିକଟରେ ଅନୁଗ୍ରହ ଥାଏ।ഭോഷന്മാരെ അകൃത്യയാഗം പരിഹസിക്കുന്നു. നേരുള്ളവർക്കോ തമ്മിൽ പ്രീതി ഉണ്ടു.
10 ଯଦି ଜଣେ ଲୋକ ଦୁଃଖ କରେ, ତା'ର ଅନ୍ତରର ବଦନୋ ଅନ୍ୟ କହେି ଜାଣନ୍ତି ନାହିଁ। ସହେିପରି ଜଣେ ଲୋକ ଆନନ୍ଦ ପାଇଲେ ତା'ର ଆନନ୍ଦ ଅନ୍ୟ କହେି ଅନୁଭବ କରିପା ରେ ନାହିଁ।ഹൃദയം സ്വന്തദുഃഖത്തെ അറിയുന്നു; അതിന്റെ സന്തോഷത്തിലും അന്യൻ ഇടപെടുന്നില്ല.
11 ଦୁଷ୍ଟମାନଙ୍କର ଗୃହ ନିପାଦ ହବେ। ମାତ୍ର ସରଳ ଲୋକମାନଙ୍କର ଗୃହ ଉନ୍ନତ ହବେ।ദുഷ്ടന്മാരുടെ വീടു മുടിഞ്ഞുപോകും; നീതിമാന്റെ കൂടാരമോ തഴെക്കും.
12 ମନୁଷ୍ଯର ଦୃଷ୍ଟି ରେ ଯେ କୌଣସି ପଥ ସରଳ ଦଖାୟୋଏ ତାହା ଶଷେ ରେ ମୃତ୍ଯୁର ପଥ ହାଇେଥାଏ।ചിലപ്പോൾ ഒരു വഴി മനുഷ്യന്നു ചൊവ്വായി തോന്നും; അതിന്റെ അവസാനമോ മരണവഴികൾ അത്രേ.
13 ଏପରିକି ହସୁଥିବା ବେଳେ ହୃଦଯ ବ୍ଯଥା କରିପା ରେ ଏବଂ ଖୁସିର ସମାପ୍ତି ଦୁଃଖର ହାଇପୋ ରେ।ചിരിക്കുമ്പോൾ തന്നേയും ഹൃദയം ദുഃഖിച്ചിരിക്കാം; സന്തോഷത്തിന്റെ അവസാനം ദുഃഖമാകയുമാം.
14 ଦୁଷ୍ଟ ଲୋକମାନେ ତାଙ୍କର କର୍ମଫଳ ଅନୁସାରେ ଦଣ୍ଡ ଭୋଗ କରିବେ। ମାତ୍ର ଧାର୍ମିକ ଲୋକେ ତାଙ୍କର ଉତ୍ତମ କାର୍ୟ୍ଯ ପାଇଁ ପୁରସ୍କୃତ ହବେେ।ഹൃദയത്തിൽ വിശ്വാസത്യാഗമുള്ളവന്നു തന്റെ നടപ്പിൽ മടുപ്പുവരും; നല്ല മനുഷ്യനോ തന്റെ പ്രവൃത്തിയാൽ തന്നേ തൃപ്തിവരും.
15 ନିର୍ ବୋଧ ଯାହାସବୁ ଶୁଣେ, ବିଶ୍ବାସ କରେ। ମାତ୍ର ଜ୍ଞାନୀମାନେ ପ୍ରେତ୍ୟକକ କଥାକୁ ଅନୁଶୀଳନ କରନ୍ତି।അല്പബുദ്ധി ഏതു വാക്കും വിശ്വസിക്കുന്നു; സൂക്ഷ്മബുദ്ധിയോ തന്റെ നടപ്പു സൂക്ഷിച്ചുകൊള്ളുന്നു.
16 ଜ୍ଞାନୀ ଲୋକମାନେ ସଦାପ୍ରଭୁଙ୍କୁ ସମ୍ମାନ କରନ୍ତି ଏବଂ କୁକର୍ମକୁ ଘୃଣା କରନ୍ତି। ମାତ୍ର ଅଧାର୍ମିକମାନେ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।ജ്ഞാനി ഭയപ്പെട്ടു ദോഷം അകറ്റിനടക്കുന്നു; ഭോഷനോ ധിക്കാരംപൂണ്ടു നിർഭയനായി നടക്കുന്നു.
17 ଜଣେ ୟିଏ ହଠାତ୍ କୋରଧିତ ହୁଏ, ମୂର୍ଖାମୀର କାର୍ୟ୍ଯ କରେ, କିନ୍ତୁ ଜଣେ ବ୍ଯକ୍ତି ୟିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ।മുൻകോപി ഭോഷത്വം പ്രവർത്തിക്കുന്നു. ദുരുപായി ദ്വേഷിക്കപ്പെടും.
18 ଅନଭିଜ୍ଞ ଲୋକମାନେ ନିର୍ବୋଧ ହାଇେ ରହିବେ। କିନ୍ତୁ ଜ୍ଞାନୀ ଲୋକମାନେ ଜ୍ଞାନ ରେ ବିଭୂଷିତ ହବେେ।അല്പബുദ്ധികൾ ഭോഷത്വം അവകാശമാക്കിക്കൊള്ളുന്നു; സൂക്ഷ്മബുദ്ധികളോ പരിജ്ഞാനം അണിയുന്നു.
19 ମନ୍ଦ ଲୋକମାନେ ଉତ୍ତମ ଲୋକମାନଙ୍କ ଆଗ ରେ ପରାସ୍ତ ହାଇେ ମଥାନତ କରିବେ ଏବଂ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କ ଆଗ ରେ ମଥାନତ କରିବେ।ദുർജ്ജനം സജ്ജനത്തിന്റെ മുമ്പിലും ദുഷ്ടന്മാർ നീതിമാന്മാരുടെ വാതിൽക്കലും വണങ്ങിനില്ക്കുന്നു.
20 ଦରିଦ୍ର ଆପଣା ପ୍ରତିବେଶୀ ରେ ହିଁ ଘୃଣିତ ହୁଅନ୍ତି। ମାତ୍ର ଧନବାନର ଅନକେ ବନ୍ଧୁ ଥା'ନ୍ତି।ദരിദ്രനെ കൂട്ടുകാരൻ പോലും പകെക്കുന്നു; ധനവാന്നോ വളരെ സ്നേഹിതന്മാർ ഉണ്ടു.
21 ଯେଉଁଲୋକ ପ୍ରତିବେଶୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ଯ।കൂട്ടുകാരനെ നിന്ദിക്കുന്നവൻ പാപം ചെയ്യുന്നു; എളിയവരോടു കൃപകാണിക്കുന്നവനോ ഭാഗ്യവാൻ.
22 ଯେଉଁମାନେ ଅନ୍ୟର ଅନିଷ୍ଟ ଚିନ୍ତା କରନ୍ତି, ସମାନେେ ପଥଭ୍ରଷ୍ଟ ହୁଅନ୍ତି। କିନ୍ତୁ ଯେଉଁମାନେ ଅନ୍ୟର ଭଲ ଚିନ୍ତା କରନ୍ତି ସଠାେ ରେ ସତ୍ଯ ଓ ଦୟା ଥାଏ।ദോഷം നിരൂപിക്കുന്നവർ ഉഴന്നുപോകുന്നില്ലയോ? നന്മ നിരൂപിക്കുന്നവർക്കോ ദയയും വിശ്വസ്തതയും ലഭിക്കുന്നു.
23 ପ୍ରେତ୍ୟକକ କଠିନ ପରିଶ୍ରମର ପୁରସ୍କାର ଅଛି, କିନ୍ତୁ ଯଦି ଜଣେ ବ୍ଯକ୍ତି କବଳେ କଥା କହିବା ଚାଲୁରେଖ, ଏହା ତାକୁ ଦରିଦ୍ରତା ଆଡ଼କୁ ଆଗଇେ ନିଏ।എല്ലാ തൊഴിലുംകൊണ്ടു ലാഭം വരും; അധരചർവ്വണംകൊണ്ടോ ഞെരുക്കമേ വരു.
24 ଜ୍ଞାନୀମାନଙ୍କ ମୁକୁଟ ସମାନଙ୍କେର ଧନ, ପୁଣି ମୂର୍ଖମାନଙ୍କର ଅଜ୍ଞାନତା କବଳେ ଅଜ୍ଞାନତା।ജ്ഞാനികളുടെ ധനം അവർക്കു കിരീടം; മൂഢന്മാരുടെ ഭോഷത്വമോ ഭോഷത്വം തന്നെ.
25 ସତ୍ଯ ସାକ୍ଷୀ ତା'ର ପ୍ରାଣ ରକ୍ଷା କରେ। ମାତ୍ର ମିଥ୍ଯା ପ୍ରବଞ୍ଚନା ଜନକ।സത്യസാക്ഷി പ്രാണരക്ഷ ചെയ്യുന്നു; ഭോഷ്കു നിശ്വസിക്കുന്നവനോ വഞ്ചന ചെയ്യുന്നു.
26 ସଦାପ୍ରଭୁ ବିଷଯକ ଭୟ ଦୃଢ଼ ଶରଣ ଭୂମି। ଆଉ ତାଙ୍କର ସନ୍ତାନମାନେ ସଠାେ ରେ ଆଶ୍ରଯସ୍ଥାନ ପାଇବେ।യഹോവാഭക്തന്നു ദൃഢധൈര്യം ഉണ്ടു; അവന്റെ മക്കൾക്കും ശരണം ഉണ്ടാകും.
27 ସଦାପ୍ରଭୁଙ୍କର ସମ୍ମାନ ଜୀବନର ଝର ସ୍ବରୂପ। ଏହା ମୃତ୍ଯୁର ଫାନ୍ଦରୁ ଲୋକଙ୍କୁ ରକ୍ଷା କରେ।യഹോവാഭക്തി ജീവന്റെ ഉറവാകുന്നു; അതിനാൽ മരണത്തിന്റെ കണികളെ ഒഴിഞ്ഞുപോകും.
28 ଅଧିକ ଜନସଂଖ୍ଯା ରାଜାଙ୍କର ଗୌରବ ଅଟେ। ପ୍ରଜାମାନଙ୍କର ଅଭାବ ରାଜାଙ୍କର ବିନାଶ ଆଣେ।പ്രജാബാഹുല്യം രാജാവിന്നു ബഹുമാനം; പ്രജാന്യൂനതയോ പ്രഭുവിന്നു നാശം.
29 ଯେ କୋରଧ ରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ୟିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।ദീർഘക്ഷമയുള്ളവൻ മഹാബുദ്ധിമാൻ; മുൻകോപിയോ ഭോഷത്വം ഉയർത്തുന്നു.
30 ଶାନ୍ତ ଅନ୍ତଃକରଣ ଦହରେ ଜୀବନ ସ୍ବରୂପ, ପୁଣି ଇର୍ଷା ହାଡ଼ର କ୍ଷଯ ସ୍ବରୂପ।ശാന്തമനസ്സു ദേഹത്തിന്നു ജീവൻ; അസൂയയോ അസ്തികൾക്കു ദ്രവത്വം.
31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା'ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ୟିଏ ଦରିଦ୍ରକୁ ଦୟାକରେ, ସେ ତା'ର ନିର୍ମାଣ କର୍ତ୍ତା ସମ୍ମାନ ବ୍ଯକ୍ତି ହୁଏ।എളിയവനെ പീഡിപ്പിക്കുന്നവൻ അവന്റെ സ്രഷ്ടാവിനെ നിന്ദിക്കുന്നു; ദരിദ്രനോടു കൃപകാണിക്കുന്നവനോ അവനെ ബഹുമാനിക്കുന്നു.
32 ଦୁଷ୍ଟଲୋକ ଆପଣା ମନ୍ଦ କର୍ମ ରେ ତଡ଼ି ଦିଆୟାଏ। ମାତ୍ର ମରଣକାଳ ରେ ଧାର୍ମିକର ଆଶ୍ରଯ ଥାଏ।ദുഷ്ടന്നു തന്റെ ദുഷ്ടതയാൽ വീഴ്ച വരുന്നു; നീതിമാന്നോ മരണത്തിലും പ്രത്യാശയുണ്ടു.
33 ଜ୍ଞାନ ବୁଦ୍ଧମାନର ହୃଦଯ ରେ ଥାଏ। ମାତ୍ର ମୂର୍ଖମାନଙ୍କ ମଧିଅରେ ଏହା ନ ଥାଏ।വിവേകമുള്ളവന്റെ ഹൃദയത്തിൽ ജ്ഞാനം അടങ്ങിപ്പാർക്കുന്നു; മൂഢന്മാരുടെ അന്തരംഗത്തിൽ ഉള്ളതോ വെളിപ്പെട്ടുവരുന്നു.
34 ଧାର୍ମିକତା ରାଜ୍ଯକୁ ଉନ୍ନତି ଆଣିଥାଏ, ମାତ୍ର ପାପ ଯେକୌଣସି ଦେଶର ଅପମାନ ଅଟେ।നീതി ജാതിയെ ഉയർത്തുന്നു; പാപമോ വംശങ്ങൾക്കു അപമാനം.
35 ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହର ପାତ୍ର। ପୁଣି ଯେ ଲଜ୍ଜ୍ଯା ଜନ୍ମାଏ ତାହା ପ୍ରତି ସେ କୋରଧ କରନ୍ତି।ബുദ്ധിമാനായ ദാസന്നു രാജാവിന്റെ പ്രീതി ലഭിക്കുന്നു. നാണംകെട്ടവന്നോ അവന്റെ കോപം നേരിടും.
Malayalam Bible