மத்தேயு 28:12
இவர்கள் மூப்பரோடே கூடிவந்து, ஆலோசனைபண்ணி, சேவகருக்கு வேண்டிய பணத்தைக் கொடுத்து:
Cross Reference
Mark 9:32
ଯୀଶୁଙ୍କ ଏହି କଥା କହିବାର ଅର୍ଥ ଶିଷ୍ଯମାନେ ବୁଝି ପାରିଲେ ନାହିଁ। ସମାନେେ ତାହାଙ୍କୁ ଏହାର ଅର୍ଥ ପଚାରି ବୁଝିବାକୁ ଭୟ କଲେ।
Luke 9:45
କିନ୍ତୁ ଶିଷ୍ଯମାନେ ଯୀଶୁଙ୍କ ଏ କଥାର କିଛି ଅର୍ଥ ବୁଝି ପାରିଲେ ନାହିଁ। ଏହାର ଅର୍ଥ ସମାନଙ୍କେ ପ୍ରତି ଲୁକାଯିତ ଥିଲା। ତେଣୁ ସମାନେେ କିଛି ଏହାକୁ ବୁଝି ପାରିଲେ ନାହିଁ କିନ୍ତୁ ସମାନେେ ଯୀଶୁଙ୍କୁ ଏ ବିଷୟ ରେ ପଚାରିବାକୁ ସାହସ କଲେ ନାହିଁ।
Luke 2:50
କିନ୍ତୁ ସମାନେେ ଯୀଶୁଙ୍କର କଥାର ଅର୍ଥ କିଛି ବୁଝି ପାରିଲେ ନାହିଁ।
Luke 24:25
ତା'ପରେ ଯୀଶୁ ସହେି ଦୁଇଜଣ ଲୋକଙ୍କୁ କହିଲେ, ତୁମ୍ଭମାନେେ କେତେ ବୋକା। ଭବିଷ୍ଯଦ୍ବକ୍ତାମାନେ ଯାହାସବୁ କହିଥିଲେ, ସହେି ସତ୍ଯକୁ ବିଶ୍ବାସ କରିବା ରେ ତୁମ୍ଭମାନେେ କେତେ ମନ୍ଥର।
Luke 24:45
ତା'ପରେ ଯୀଶୁ ଶିଷ୍ଯମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟ ରେ ଯାହା ସବୁ ଲଖାେ ଯାଇଥିଲା, ଯୀଶୁ ସମାନଙ୍କେୁ ସବୁ ବୁଝାଇଲେ।
John 10:6
ଯୀଶୁ ଲୋକମାନଙ୍କୁ ଏହି କାହାଣୀ କହିଲେ। କିନ୍ତୁ ଲୋକମାନେ ତାହାଙ୍କ ଏହି କାହାଣୀର ଅର୍ଥ ବୁଝିପାରିଲେ ନାହିଁ।
John 12:16
ଯୀଶୁଙ୍କର ଶିଷ୍ଯମାନେ ସେତବେେଳେ ଏହି ଘଟଣାର ଅର୍ଥ ବୁଝିପାରି ନଥିଲେ। କିନ୍ତୁ ଯୀଶୁ ଯେତବେେଳେ ମହିମାନ୍ବିତ ହେଲେ ସେତବେେଳେ ସମାନେେ ବୁଝି ପାରିଲେ ଯେ, ଏହା ତାହାଙ୍କ ବିଷୟ ରେ ଲଖାଯାେଇଥିଲା। ତା'ପରେ ଶିଷ୍ଯମାନେ ମନେ ପକାଇଲେ ଯେ ସମାନେେ ଯୀଶୁଙ୍କ ପ୍ରତି ଏହା ସବୁ କରିଛନ୍ତି।
John 16:1
ମୁଁ ତୁମ୍ଭକୁ ଏହିସବୁ କଥା କହିଛି, ଯେପରି ଲୋକମାନେ ତୁମ୍ଭର ବିଶ୍ବାସ ନଷ୍ଟ କରି ନପାରନ୍ତି।
மத்தேயு 28:12 in English
Tags இவர்கள் மூப்பரோடே கூடிவந்து ஆலோசனைபண்ணி சேவகருக்கு வேண்டிய பணத்தைக் கொடுத்து
Matthew 28:12 in Tamil Concordance Matthew 28:12 in Tamil Interlinear Matthew 28:12 in Tamil Image
Read Full Chapter : Matthew 28