John 13 - ORIYA (Nepali)
1 ସେତବେେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସମୟ ପ୍ରାୟ ହାଇଯୋଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡି ୟିବାର ସମୟ ଉପସ୍ଥିତ ହାଇଗେଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫରେିଯିବେ। ସେ ସବୁବେଳେ ଏହି ଜଗତ ରେ ଥିବା ତାହାଙ୍କ ନିଜର ହାଇଯୋଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସମାନଙ୍କେ ପ୍ରତି ତାହାଙ୍କର ଗଭୀର ଓ ଚୁଡାନ୍ତ ପ୍ ରମେ ଦଖାଇେଥିଲେ।यो प्राय यहूदीहरूको निस्तार चाड आइसकेको बेला थियो। येशूले जान्नु हुन्थ्यो कि अब उहाँ को संसार छोडने समय आइपुग्कोछ। अब आफ्ना पिता कहाँ फर्की जाने समय आइपुगेकोछ। येशूले सधैं तिनीहरूलाई प्रेम गर्नु भयो जो उहाँसंग त्यस संसारमा थिए। अब येशूले तिनीहरूलाई आफ्नो पूर्ण प्रेम देखाउने समय आएको थियो।
2 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସନ୍ଧ୍ଯା ଭୋଜନ ରେ ବସିଥିଲେ। ଶିମାନରେ ପୁତ୍ର ଈଷ୍କରିଯୋଥ ୟିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧ ରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।येशू र उहाँका चेलाहरूको, निम्ति बेलुकाको भोजन थियो। शिमोन इस्कारयोतीको छोरा यहूदालाई येशूको विरुद्ध हुने कुरा अघिबाटै शैतानले प्रेरित गराएको थियो।
3 ପରମପିତା ଯୀଶୁଙ୍କୁ ସବୁ ବିଷୟ ରେ କ୍ଷମତା ଦଇେଥିଲେ। ଯୀଶୁ ଏହା ଜାଣିଥିଲେ। ସେ ପରମେଶ୍ବରଙ୍କଠାରୁ ଆସିଛନ୍ତି, ବୋଲି ମଧ୍ଯ ଜାଣିଥିଲେ। ସେ ତାହାଙ୍କ ପାଖକୁ ଫରେିଯାଉଛନ୍ତି ବୋଲି ମଧ୍ଯ ଜାଣିଥିଲେ।पिताले येशूलाई सबै कुरामाथि शक्ति दिनुभएको थियो। येशूले यी कुराहरू जान्नु हुन्थ्यो। उहाँ यो पनि जान्नु हुन्थ्यो कि उहाँ परमेश्वरबाट आउनु भएको हो। अनि परमश्वर तर्फै र्फकिरहनु भएको थियो भन्ने पनि जान्नु हुन्थ्यो।
4 ସମାନେେ ଖାଇବା ସମୟରେ ଯୀଶୁ ଠିଆ ହାଇେ ପିନ୍ଧିଥିବା ଲମ୍ବା ପୋଷାକଟି ଖାଲିେ ଦେଲେ। ସେ ଅଣ୍ଟା ରେ ଗୋଟିଏ ତଉଲିଆ ଗୁଡଇେ ହାଇେ ପଡିଲେ।जब तिनीहरूले खाई रहेका थिए, येशू उठनु भयो र आफ्ना पोशाकलाई पन्साउनु भयो। उहाँले तौलिया लिएर आफ्नो कम्मरमा बेह्रनु भयो।
5 ତା'ପରେ ସେ ପାତ୍ର ରେ ଜଳ ଭର୍ତ୍ତି କଲେ ଓ ଶିଷ୍ଯମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟା ରେ ବାନ୍ଧିଥିବା ତଉଲିଆ ରେ ସମାନଙ୍କେର ପାଦ ପୋଛିଲେ।तब येशूले भाँडामा पानी खन्याउनु भयो। उहाँले तब चेलाहरू खुट्टा धुन थाल्नु भयो। र आफ्ना कम्मरमा बेहेरेको तौलियाले उनीहरूका खुट्टा पुछिदिनु भयो।
6 ଯୀଶୁ ଶିମାନେ ପିତରଙ୍କ ପାଖକୁ ଆସିଲେ। କିନ୍ତୁ ପିତର ତାହାଙ୍କୁ କହିଲେ, ପ୍ରଭୁ, ତୁମେ ମାରେ ପାଦ ଧୋଇବା ଉଚିତ ନୁହେଁ।येशू शिमोन पत्रुस कहाँ आउनु भयो। तर पत्रुसले येशूलाई भने, “प्रभु, मेरो खुट्टा धुनु पर्दैन।”
7 ଯୀଶୁ କହିଲେ, ତୁମେ ଏବେ ଜାଣିପାରୁ ନାହଁ ଯେ, ମୁଁ କ'ଣ କରୁଛି। କିନ୍ତୁ ପରେ ତୁମେ ବୁଝିବ।येशूले जवाफमा भन्नुभयो, “अहिले मैले के गरिरहेछु तिमी जान्दैनौ। तर पछि बुझने छौं।”
8 ପିତର କହିଲେ, ନା, ଆପଣ ମାେ ପାଦ କବେେ ଧୋଇବେ ନାହିଁ।पत्रुसले भने, “अहँ! तपाईंले मेरो खुट्टा कहिल्यै धुनुहुँदैन।”येशूले भन्नुभयो, “यदि मैले तिम्रो खुट्टा धोइनँ भने, मसँग तिम्रो कुनै अंश रहने छैन।”
9 ଶିମାନେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ତୁମେ ମାରେ ପାଦ ଧୋଇବା ପରେ ମାରେ ହାତ ଓ ମୁଣ୍ଡ ମଧ୍ଯ ଧୋଇ ଦିଅ।शिमोन पत्रुसले भने, “प्रभु, मेरो खुट्टामात्र होइन, मेरो हात र टाउँको पनि धोइदिनु हवस्।”
10 ଯୀଶୁ କହିଲେ, ଜଣେ ଲୋକ ସ୍ନାନ କରିବାପରେ ତା'ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହାଇଯୋଏ। କବଳେ ତା'ର ପାଦ ସେ ଧୋଇବ ଦରକାର। ମୁଁ ଜାଣେ ତୁମ୍ଭମାନେେ ପରିଷ୍କାର ହାଇେଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।येशूले भन्नुभयो, “नुहाइसके पछि एक मानिस सम्पूर्ण रूपले सफा हुँदछ। उसको खुट्टामात्र धुनु पर्दछ। तिमीहरू सबैजना शुद्ध छौ तर कोही कोही मात्र छैनौ।”
11 ଯୀଶୁ ଜାଣିଥିଲେ ଯେ କିଏ ତାହାଙ୍କ ବିରୁଦ୍ଧ ରେ ଉଠିବ, ତେଣୁ ସେ କହିଲେ, ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହଁନ୍ତି।यशूले उहाँको विरुद्ध को जाने छ चिन्नुहुन्थ्यो। त्यसैकारणले येशूले भन्नुभयो, “तिमीहरूमा सबै शुद्ध छैनौं।”
12 ଯୀଶୁ ଶିଷ୍ଯମାନଙ୍କ ପାଦ ଧୋଇ ସାରିଲେ। ତା'ପରେ ସେ ଲୁଗାପଟା ପିନ୍ଧି ମଜେ ପାଖ ରେ ପୁଣି ବସିଲେ, ଯୀଶୁ ପଚାରିଲେ, ମୁଁ ତୁମ ପାଇଁ କ'ଣ କଲି, ତୁମ୍ଭେ ତାହା ବୁଝିପାରିଲ କି?येशूले तिनीहरूका खुट्टा धोइसक्नु भयो। तब आफ्नो पोशाक लगाई टेबलतर्फ फर्की जानुभयो उहाँले भन्नुभयो, “तिमीहरू जान्दछौ मैले तिमीहरूलाई के गरें?”
13 ତୁମେ ମାେତେ 'ଗୁରୁ' ଓ 'ପ୍ରଭୁ' କହୁଛ। ଅବଶ୍ଯ, ଏହା ଠିକ୍, କାରଣ ମୁଁ ତାହା ଅଟେ।तिमीहरूले मलाई ‘गुरूज्यू’ र ‘प्रभु’ भनेर बोलाउँछौ। अनि यो ठीक हो किनभने म त्यही हुँ।
14 ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସବେକ ରୂପେ ଧୋଇଲି। ତେଣୁ ତୁମେ ମଧ୍ଯ ପରସ୍ପରର ପାଦ ଧୋଇବା ଉଚିତ।तिमीहरूका प्रभु र गुरू हुँ। किनेभने मैले तिमीहरूका खुट्टा एक नोकरले जस्तो धोएँ। यसैले तिमीहरूले पनि एकअर्काको खुट्टा धुनु पर्छ।
15 ମୁଁ ଏହା ତୁମ୍ଭ ପାଇଁ ଗୋଟିଏ ଆଦର୍ଶ ସ୍ବରୂପ କଲି। ତେଣୁ ତୁମ୍ଭେ ପରସ୍ପର ମଧିଅରେ ଏହିପରି କରିବ।मैले तिमीहरूको अघि उदाहरणको लागि यो गरें । र तिमीहरूले एकाअर्कामा त्यसै गर्नु पर्छ जस्तो मैले गरें।
16 ମୁଁ ଏହା ସତ୍ଯ କହୁଛି, ଜଣେ ସବେକ ତାର ପ୍ରଭୁଠାରୁ ବଡ ନୁହେଁ। ଯେଉଁ ଲୋକକୁ କିଛି କାର୍ୟ୍ଯ କରିବା ପାଇଁ ପଠାଯାଇଛି, ସେ ପ୍ ରରଣକେର୍ତ୍ତାଙ୍କଠାରୁ ବଡ ନୁହେଁ।म सत्य भन्छु। एक नोकर उसको मालिक भन्दा ठूलो हुँदैन जसलाई केही कार्यका निम्ति पठाइएको छ ऊ ती पठाउने भन्दा ठूलो होइन।
17 ଯଦି ତୁମ୍ଭେ ଏହା ସବୁ ଜାଣ ତବେେ ତୁମ୍ଭେ ଏହି କାର୍ୟ୍ଯ କରି ଖୁସି ହବେ।यदि तिमीहरूले यी कुराहरू जान्दछौ, गर्यौ भने सुखी हुनेछौ।
18 ମୁଁ ତୁମ୍ଭ ସମସ୍ତଙ୍କ ବିଷୟ ରେ କହୁନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସମାନଙ୍କେୁ ଜାଣେ। କିନ୍ତୁ ଶାସ୍ତ୍ର ରେ ଯାହା ଲଖାେଅଛି, ତାହା ନିଶ୍ଚୟ ଘଟିବ: ' ଯେଉଁଲୋକ ମାେ ସହିତ ଖାଏ, ସେ ମାେ ବିରୁଦ୍ଧ ରେ ଠିଆ ହବେ।'“मैले तिमीहरू सबैको विषयमा भनिरहेको होइन। मैले छानेका मानिसहरू म चिन्दछु। तर धर्मशास्त्रमा जे भनिएकोछ त्यो हुन्छः जसले मेरो भोजन खायो ऊ नै शत्रु भयो।
19 ବର୍ତ୍ତମାନ ଏହା ନ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଏକଥା କହୁଛି। ତେଣୁ ଯେତବେେଳେ ଏହା ଘଟିବ, ତୁମ୍ଭେ ବିଶ୍ବାସ କରିବ, ମୁଁ ସହେି ଅଟେ।अब योस हुन अगाडि नै म भनिरहेछु। जब यस्तो घटनेछ तब म उही नै हुँ भनेर तिमीहरूले विश्वास गर्नेछौ।
20 ମୁଁ ତୁମ୍ଭକୁ ସତ୍ଯ କହୁଛି, ମାେତେ ପଠାଇଥିବା ବ୍ଯକ୍ତିକୁ ୟିଏ ଗ୍ରହଣ କରେ ସେ ମାେତେ ଗ୍ରହଣ କରେ। ମାେତେ ଯେଉଁ ଲୋକ ଗ୍ରହଣ କରେ, ସେ ମାରେ ପ୍ ରରଣକେର୍ତ୍ତାଙ୍କୁ ମଧ୍ଯ ଗ୍ରହଣ କରେ।यसर्थ म साँचो भन्छु। जसले मैले पठाएको मानिसलाई ग्रहण गर्दछ तब उसले मलाई पनि ग्रहण गर्दछ। र जसले मलाई ग्रहण गर्छ भने उसले मलाई जसले पठाउनु भयो उहाँलाई पनि ग्रहण गर्छ।”
21 ଯୀଶୁ ଏକଥା କହିବା ପରେ ସେ ବହୁତ ଦୁଃଖିତ ହେଲେ। ସେ ମୁକ୍ତ ରେ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନଙ୍କ ମଧ୍ଯରୁ ଜଣେ ମାେ ବିରୁଦ୍ଧ ରେ ୟିବ।जब येशूले यी कुराहरू भनी सक्नु भयो, येशू आत्मामा साह्रै विचलित हुनुभयो। उहाँले खुल्लम-खुल्ला भन्नुभयो, “म साँचो भन्छु कि तिमीहरू मध्ये एकजना मेरो विरुद्ध हुनछौ।”
22 ଯୀଶୁଙ୍କର ଶିଷ୍ଯମାନେ ସମସ୍ତେ ପରସ୍ପରକୁ ଚାହିଁଲେ। ସମାନେେ ବୁଝି ପାରିଲେ ନାହିଁ ଯେ ଯୀଶୁ କାହା ବିଷୟ ରେ କହୁଛିନ୍ତି।येशूका चेलाहरूले एक-अर्कालाई हेरे। तिनीहरूले बुझेनन् कि येशूले कसको विषयमा भनिरहनु भएको थियो।
23 ଯୀଶୁଙ୍କ ପାଖ ରେ ଆଉ ଜଣେ ଶିଷ୍ଯ ବସିଥିଲା। ଯୀଶୁ ତାହାକୁ ବହୁତ ଭଲ ପାଉଥିଲେ।उहाँका चेलाहरू मध्ये एकजना उहाँकै छेउमा बसिरहका थिए। तिनलाई येशूले अत्यन्त प्रेम गर्नु हुन्थ्यो।
24 ଶିମାନେ ପିତର, ସହେି ଶିଷ୍ଯକୁ ଯୀଶୁ କାହା ସମ୍ବନ୍ଧ ରେ କହୁଛନ୍ତି ତାହା ତାହାଙ୍କୁ ପଚାରିବା ପାଇଁ ଠାରିଲେ।शिमोन पत्रुसले त्यस चेलालाई इशारा गरेर सोध्नु लगाए कि उहाँले भन्नु भएको मानसि को होला।
25 ସେ ଷ୍ଯ ଜଣକ ଯୀଶୁଙ୍କର ବକ୍ଷସ୍ଥଳ ରେ ଆହୁରି ଆଉଜି ପଡି ପଚାରିଲେ, ପ୍ରଭୁ କିଏ ତୁମ୍ଭ ବିରୁଦ୍ଧ ରେ ୟିବ?त्यो चेला उहाँको छातीमा अडेस लाग्यो अनि सोध्यो, “प्रभु त्यो को होला जो तपाईंको विरूद्ध जानेछ?”
26 ଯୀଶୁ ଉତ୍ତର ଦେଲେ, ମୁଁ ଏହି ରୋଟୀ ଖଣ୍ଡିକ ପାତ୍ର ରେ ବୁଡଇେ ଯାହାକୁ ଦବେି, ସହେି ଲୋକ ମାେ ବିରୁଦ୍ଧ ରେ ୟିବ। ତେଣୁ ଯୀଶୁ ଖଣ୍ଡେ ରୋଟୀ ନଇେ ପାତ୍ର ରେ ବୁଡାଇଲେ ଓ ଶିମାନଙ୍କେ ପୁତ୍ର ଈଷ୍କରିଯୋଥ ୟିହୂଦାକୁ ଦେଲେ।येशूले जवाफ दिनुभयो, “म यो रोटी प्यालामा चोब्नेछु र जसलाई म त्यो चोबेको रोटी दिन्छु ऊ नै मेरो विरुद्ध हुनेछ।” यसर्थ येशूले रोटीको एक टुक्रा लिनु भयो। उहाँले त्यो चोब्नु भयो र शिमोनको छोरो यहूदा इस्करियोतलाई दिनुभयो।
27 ୟିହୂଦା ରୋଟୀ ନଲୋ ବେଳେ ଶୟତାନ ତା' ଭିତ ରେ ପ୍ରବେଶ କଲା। ଯୀଶୁ ୟିହୂଦାକୁ କହିଲେ, ତୁମ୍ଭେ ଯାହା କରିବା କଥା, ତାହା ଶୀଘ୍ର କର।जब यहूदाले त्यो रोटीको टुक्रा लियो शैतान उसकोभित्र पस्यो, येशूले यहूदालाई भन्नु भयो, “तिमीले जे गर्नु छ त्यो झट्टै गरिहाल!”
28 ଯୀଶୁ ଏକଥା ୟିହୂଦାଙ୍କୁ କାହିଁକି କହିଲେ ତାହା ମଜେ ପାଖ ରେ ବସିଥିବା ଲୋକମାନଙ୍କ ଭିତରୁ କହେି ହେଲେ ବୁଝିପାରିଲେ ନାହିଁ।भोजनमा बसिरहेकाहरू कसैले येशूले यहूदालाई त्यसो भन्नुभएको तात्पर्य बुझेनन्।
29 ୟିହୂଦା ଦଳର ସାମୂହିକ ଟଙ୍କା ବାକ୍ସ ନିଜ ପାଖ ରେ ରଖୁଥିଲା। ତେଣୁ କେତକେ ଶିଷ୍ଯ ଭାବିଲେ ଯେ ଯୀଶୁ ତାକୁ ପର୍ବ ପାଇଁ କିଛି କିଣିବାକୁ କହିଲେ। କିଅବା ସମାନେେ ଏକଥା ମଧ୍ଯ ଭାବିଲେ, ଯୀଶୁ ବୋଧେ ୟିହୂଦାକୁ ଦରିଦ୍ରମାନଙ୍କୁ କିଛି ଦାନ ଦବୋ ପାଇଁ କହିଲେ।यहूदा मात्र एक त्यस्तो चरित्रको थियो जसले पैसाको थैली राख्दथ्यो। अरूहरूले के सोचे भने येशूले यहूदालाई भोजको निम्ति आवश्यक चीजहरू किन्न पठाउनु भयो। अर्थात् यसो पनि अरूहरूले सम्झे कि येशूले गरिबहरूका लागि केही किन्न यहूदालई पठाउनु भयो।
30 ୟିହୂଦା ଯୀଶୁ ଦଇେଥିବା ରୋଟୀ ଗ୍ରହଣ କଲେ। ତା'ପରେ ୟିହୂଦା ବାହାରି ଚାଲିଗଲେ। ସେତବେେଳେ ରାତ୍ରି ହାଇେଥିଲା।यहूदाले येशूले दिनुभएको त्यो रोटीको टुक्रा ग्रहण गर्यो र तुरुन्तै बाहिर निस्की हाल्यो। त्यसबेला रात परिसकेको थियो।
31 ୟିହୂଦା ଗଲାପରେ ଯୀଶୁ କହିଲେ, ବର୍ତ୍ତମାନ ମନୁଷ୍ଯପୁତ୍ର ଗୌରବ ପାଉଛନ୍ତି। ପରମେଶ୍ବର ମଧ୍ଯ ମନୁଷ୍ଯ ପୁତ୍ରଙ୍କ ଦ୍ବାରା ଗୌରବ ପାଉଛନ୍ତି।यहूदा जब गइसकेको थियो, तब येशूले भन्नु भयो, “अब मानिसको पुत्रले महिमा प्राप्त गर्छ अनि परमेश्वरले मानिसको पुत्रबाट महिमा प्राप्त गर्नुहुन्छ।
32 ଯଦି ପରମେଶ୍ବର ତାହାଙ୍କ ମାଧ୍ଯମ ରେ ଗୌରବ ଅର୍ଜ୍ଜନ କରନ୍ତି, ତବେେ ପରମେଶ୍ବର ତାହାଙ୍କଠା ରେ ପୁତ୍ରଙ୍କୁ ଗୌରବ ଦବେେ। ସେ ତାହାଙ୍କୁ ଅତି ଶୀଘ୍ର ଗୌରବନ୍ବିତ କରିବେ।यदि परमेश्वरले पनि उसको माध्यमबाट महिमा प्राप्त गर्दछ भने, उहाँले छोरोलाई स्वयंबाट महिमा तुरून्तै दिनुहुनेछ।”
33 ଯୀଶୁ କହିଲେ, ମାରେ ସନ୍ତାନମାନେ, ମୁଁ ତୁମ୍ଭମାନଙ୍କ ସହିତ ମାତ୍ର ଅଳ୍ପ ସମୟ ପାଇଁ ରହିବି। ତୁମ୍ଭେ ମାେତେ ଖାଜେିବ। ମୁଁ ଯିହୂଦୀମାନଙ୍କୁ ଯାହା କହିଛି, ତାହା ମୁଁ ବର୍ତ୍ତମାନ ତୁମ୍ଭକୁ କହୁଛି। ମୁଁ ଯେଉଁଠିକୁ ଯାଉଛି, ତୁମ୍ଭେ ସଠାେକୁ ଆସିପାରିବ ନାହିଁ।येशूले भन्नुभयो, “मेरा छोरा-छोरीहो, अब म तिमीहरूसंग केही समय सम्म मात्र रहनेछु। तिमीहरूले मलाई खोज्नेछौ। अनि यहूदीहरूलाई मैले जे भने त्यो तिमीहरूलाई भन्नेछु, अब जहाँ म गइरहेछु त्यहाँ तिमीहरू जान सक्तैनौ।
34 ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ ରମେ କରୁଛି, ତୁମ୍ଭମାନେେ ପରସ୍ପରକୁ ସହେିପରି ପ୍ ରମେ କରିବା ଉଚିତ୍ ା“म तिमीहरूलाई एउटा नयाँ आज्ञा दिन्छः एकअर्कामा प्रेम गर। तिमीहरूले मैले जस्तो एकाअर्कामा प्रेम गर्नु पर्छ।
35 ତୁମ୍ଭେ ଯଦି ପରସ୍ପରକୁ ପ୍ ରମେ କରିବ, ତବେେ ସମସ୍ତେ ଜାଣିବେ ଯେ ତୁମ୍ଭମାନେେ ମାରେ ଶିଷ୍ଯ।यदि तिमीहरूले आपसमा प्रेम गर्यौ भने यस तरिकाबाट सबै मानिसहरूले जान्नेछन् कि तिमीहरू मेरा चेलाहरू हौ।”
36 ଶିମାନେ ପିତର ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ତୁମ୍ଭେ କେଉଁଆଡେ ଯାଉଛ? ଯୀଶୁ ଉତ୍ତର ଦେଲେ ମୁଁ ଯେଉଁ ଆଡେ ଯାଉଛି ତୁମେ ମାରେ ପେଛ ପେଛ ଏବେ ସଠାେକୁ ଯାଇ ପାରିବ ନାହିଁ। କିନ୍ତୁ ପରେ ତୁମେ ମାରେ ଅନୁଗମନ କରିବ।शिमोन पत्रुसले येशूलाई सोधे, “प्रभु, तपाईं कहाँ जानु हुँदैछ?”येशूले जवाफ दिनुभयो, “जहाँ म गइरहेछु त्यहाँ तिमी पछ्याउन सक्तैनौ अब। तर पछि मात्र पछ्याउनु सक्ने छौ।”
37 ପିତର ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ତୁମ୍ଭର ପେଛ ପେଛ ଯାଇ ପାରିବି ନାହିଁ? ମୁଁ ତୁମ୍ଭ ପାଇଁ ମରିବାକୁ ମଧ୍ଯ ପ୍ରସ୍ତୁତ।पत्रुसले सोधे, “प्रभु, अहिले म तपाईंलाई किन पछ्यान सक्तिन? म तपाईंका निम्ति मर्न तयार छु!”
38 ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ପ୍ରକୃତ ରେ ମାେ ପାଇଁ ଜୀବନ ଦବେ? ମୁଁ ତୁମ୍ଭକୁ ସତ୍ଯ କହୁଛି, କୁକୁଡା ଡାକିବା ପୂର୍ବରୁ ତୁମ୍ଭେ ମାେତେ ଚିହ୍ନିନାହଁ ବୋଲି ତିନିଥର ଅସ୍ବୀକାର କରିବ।येशूले जवाफ दिनुभयो, “साँचि नै तिमी आफ्नो जीवन मेरा निम्ति त्याग्न सक्नेछौ? म साँचो भन्छु। भाले बास्नु अघि, तिमीले तिनपल्ट भन्नेछौ कि तिमीले मलाई चिन्दैनौ।”
Nepali Bible