Psalm 21 - ORIYA (Nepali)
1 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।हे परमप्रभु, तपाईंको बलले राजालाई खुशी पार्छ। जब तपाईं उसलाई बचाउनु हुन्छ ऊ अति नै खुशी हुन्छ।
2 ତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।तपाईंले राजालाई ती थोकहरू दिनु भयो जुन उनले चाहेका थिए। हे परमप्रभु, राजाले तपाईंसँग केही थोकहरू मागे, र मागेका थोकहरू सबै तपाईंले दिनुभयो।
3 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।हे परमप्रभु, तपाईंले साँच्ची नै राजालाई आशीर्वाद दिनु भयो। तपाईंले सुनको मुकुट उहाँको शिरमा लगाई दिनु भयो।
4 ହେ ପରମେଶ୍ବର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନଦାନ କରିଛ, ୟାହା ଅନନ୍ତକାଳସ୍ଥାଯୀ।हे परमेश्वर, राजाले जीवन-दान तपाईंसित मागे र तपाईंले उनलाई त्यही दिनुभयो। तपाईंले उनलाई दीर्घायु प्रदान गर्नुभयो, जुन सदा सर्वदाको निम्ति जारी रहनेछ।
5 ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ ?तपाईंले जित्नका लागि राजालाई अगुवाइ गर्नुभयो अनि उनलाई महान् महिमा प्रदान गर्नुभयो। तपाईंले उसलाई इज्जत र आदर दिनुभयो।
6 ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।हे परमेश्वर, तपाईंले साँच्ची नै राजालाई सदा सर्वदाको निम्ति आशीर्वाद दिनुभयो। जब राजाले तपाईंको मुहार हेर्नु हुन्छ अनि त्यसले उहाँलाई आनन्दमय पार्दछ।
7 ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।राजाले परमप्रभुमाथि भरोसा राख्छ। सर्वोच्च परमेश्वरको दयाबाट उनले कहिल्यै उदास हुनु पर्दैन।
8 ହେ ପରମେଶ୍ବର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦଖାଇେ ଦିଅ ୟେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି। ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।हे परमेश्वर, तपाईंले आफ्ना शत्रुहरूलाई तपाईं कतिको शक्तिशाली हुनुहुन्छ देखाउनु हुनेछ। जसले तपाईंमाथि हेय-दृष्टि राख्छन्। तपाईंको शक्तिले ती मानिसहरूलाई परास्त गर्छ।
9 ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।हे परमप्रभु, तपाईं जब राजासँग हुनुहुन्छ, उनी तातो चूल्हा जस्तो हुन्छन्। जसले प्रत्येक कुरा दिंदछन्। आफ्नो क्रोधको ज्वालामा सबै शत्रुहरूलाई नष्ट पार्छ।
10 ଏ ପୃଥିବୀରୁ ସମାନଙ୍କେର ଫଳ ଓ ମନୁଷ୍ଯ ସନ୍ତାନଗଣ ମଧ୍ଯରୁ ସମାନଙ୍କେର ବଂଶ ଲୋପ କରିବ।शत्रुहरूका सन्तानहरू समेत नष्ट भए। तिनीहरू यस पृथ्वीबाट गए।
11 କାହିଁକି ? କାରଣ ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସମାନେେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରୁଥଲେ କିନ୍ତୁ ସମାନେେ ସହେି କାର୍ୟ୍ଯରେ ସଫଳ ହେଲେ ନାହିଁ।किन? किनभने ती मानिसहरूले तपाईंको विरूद्ध नराम्रा योजनाहरू तयार गरे, परमप्रभु। तिनीहरूले अधर्मका कामहरू गर्ने योजना गरे तर तिनीहरू सफल भएनन्।
12 ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।हे परमप्रभु, तपाईंले ती मानिसहरूलाई आफ्ना दास बनाउनु भयो। तपाईंले तिनीहरूलाई डोरीले सँगै बाँध्नु भयो। तपाईंले तिनीहरूका घाँटीहरू वरिपरि डोरीहरू बाँध्नु भयो तिनीहरूलाई जस्तै दासहरू शिर झुकाएर बस्ने पार्नु भयो।
13 ହେ ସଦାପ୍ରଭୁ ତୁମ୍ଭର ଶକ୍ତିର ବିଜଯ ଗୀତ ଚାରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସହେି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ଯ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଚାରିଆଡ଼େ ପ୍ରଚାର କରିବୁ।हे परमप्रभु, हामी तपाईंको प्रशंसा गर्छौ! हामी तपाईंको महा शक्तिको विषयमा वाद्य-वादनसहित गीतहरू गाउने छौ।
Nepali Bible