1 Chronicles 1:28
ଅବ୍ରହାମଙ୍କର ପୁତ୍ରମାନେ ଥିଲେ ; ଇସ୍ହାକ୍ ଓ ଇଶ୍ମାଯଲେ।
1 Chronicles 1:28 in Other Translations
King James Version (KJV)
The sons of Abraham; Isaac, and Ishmael.
American Standard Version (ASV)
The sons of Abraham: Isaac, and Ishmael.
Bible in Basic English (BBE)
The sons of Abraham: Isaac and Ishmael.
Darby English Bible (DBY)
The sons of Abraham: Isaac and Ishmael.
Webster's Bible (WBT)
The sons of Abraham; Isaac, and Ishmael.
World English Bible (WEB)
The sons of Abraham: Isaac, and Ishmael.
Young's Literal Translation (YLT)
Sons of Abraham: Isaac and Ishmael.
| The sons | בְּנֵי֙ | bĕnēy | beh-NAY |
| of Abraham; | אַבְרָהָ֔ם | ʾabrāhām | av-ra-HAHM |
| Isaac, | יִצְחָ֖ק | yiṣḥāq | yeets-HAHK |
| and Ishmael. | וְיִשְׁמָעֵֽאל׃ | wĕyišmāʿēl | veh-yeesh-ma-ALE |
Cross Reference
Genesis 16:11
ସଦାପ୍ରଭୁଙ୍କର ଦୂତ ମଧ୍ଯ ଏପରି କହିଲେ, ହାଗାର ତୁମ୍ଭେ ବର୍ତ୍ତମାନ ଗର୍ଭବତୀ। ତୁମ୍ଭଠାରୁ ଏକ ପୁତ୍ର ସନ୍ତାନ ଜନ୍ମିବ। ତୁମ୍ଭେ ତା'ର ନାମ ଇଶ୍ମାଯଲେ ଦବେ। କାରଣ ସଦାପ୍ରଭୁ ଶୁଣିଛନ୍ତି, ତୁମ୍ଭେ ଯେତବେେଳେ ଦୁଃଖ ପାଉଥିଲ।
Genesis 17:19
ପରମେଶ୍ବର କହିଲେ, ନାଁ, ମୁଁ କହିଲେ, ତୁମ୍ଭର ସ୍ତ୍ରୀ ସାରା, ପୁତ୍ର ଜନ୍ମ କରିବ। ତୁମ୍ଭେ ତା'ର ନାମ ଇସ୍ହାକ ରଖିବ। ମୁଁ ତାଙ୍କ ସହିତ ଚୁକ୍ତି କରିବି। ସହେି ଚୁକ୍ତି ତୁମ୍ଭର ବଂଶଧରମାନଙ୍କ ପାଇଁ ଚିରକାଳସ୍ଥାଯୀ ହବେ।
Genesis 21:2
ସାରା ଗର୍ଭବତୀ ହାଇେ ଅବ୍ରହାମଙ୍କ ବାର୍ଦ୍ଧକ୍ଯ ଅବସ୍ଥା ରେ ଏକ ଶିଶୁକୁ ଜନ୍ମ ଦେଲେ। ଏସବୁ ପରମେଶ୍ବରଙ୍କ ନିରୁପିତ ସମୟରେ ଘଟିଲା।
Genesis 21:9
ହାଗାର ପୁଅ ଖଳେୁଥିବାର ସାରା ଦେଖିଲା। ଯାହା ହାଗାର ମିଶରୀଯ ଏହି ପୁତ୍ର ଅବ୍ରହାମଙ୍କ ଦ୍ବାରା ହାଇେଥିଲା।
Genesis 21:12
କିନ୍ତୁ ପରମେଶ୍ବର ଅବ୍ରହାମକୁ କହିଲେ, ତୁମ୍ଭର ସହେି ଦାସୀ ଏବଂ ତାଙ୍କର ପୁତ୍ର ପାଇଁ ବ୍ଯସ୍ତ ହବୋର ନାହିଁ। ସାରା ଯେପରି ଚାହୁଁଛି ସପରେି କର। ଇସ୍ହାକ ତୁମ୍ଭର ପରିବାରର ନାମ ରଖିବ।