1 Chronicles 13 - BBE (Oriya)
1 Then David had discussions with the captains of thousands and the captains of hundreds and with every chief.ଦାଉଦ ତାଙ୍କ ସୈନ୍ଯଦଳର ସମସ୍ତ ସନୋଧ୍ଯକ୍ଷମାନଙ୍କ ସହିତ କଥାବାର୍ତ୍ତା ହେଲେ।
2 And David said to all the men of Israel who had come together there, If it seems good to you and if it is the purpose of the Lord our God, let us send to all the rest of our brothers, everywhere in the land of Israel, and to the priests and the Levites in their towns and the country round them, and get them to come together here to us;ଏହାପରେ ଦାଉଦ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ଏକତ୍ର କରି ଆପଣା ନିକଟକୁ ଡାକିଲେ। ସେ ସମାନଙ୍କେୁ କହିଲେ, ଯଦି ତୁମ୍ଭମାନେେ ଭାବୁଛ ଯେ ଏହା ଏକ ଉତ୍ତମ ବିଷଯ ଓ ସଦାପ୍ରଭୁ ଯଦି ତାହା ହିଁ ଇଚ୍ଛା କରନ୍ତି, ତବେେ ଆସ, ଇଶ୍ରାୟେଲର ସମସ୍ତ ଅଞ୍ଚଳ ରେ ଥିବା ଆମ୍ଭମାନଙ୍କର ଭ୍ରାତାମାନଙ୍କ ନିକଟକୁ ଗୋଟିଏ ବାର୍ତ୍ତା ପ୍ ରରଣେ କରିବା। ଆମ୍ଭମାନଙ୍କ ଭ୍ରାତାମାନଙ୍କ ସହିତ ସମାନଙ୍କେ ସହର ରେ ଓ ସହର ନିକଟସ୍ଥ କ୍ଷେତ୍ରମାନଙ୍କ ରେ ବାସ କରୁଥିବା ଯାଜକ ଓ ଲବେୀୟମାନଙ୍କ ନିକଟକୁ ମଧ୍ଯ ବାର୍ତ୍ତା ପଠାଇବା। ଏହି ବାର୍ତ୍ତା ସମାନଙ୍କେୁ ଜଣାଉ ଯେ, ସମାନେେ ଆସି ଆମ୍ଭମାନଙ୍କ ସହିତ ୟୋଗ ଦିଅନ୍ତୁ।
3 And let us get back for ourselves the ark of our God: for in the days of Saul we did not go to it for directions.ଆମ୍ଭମାନେେ ୟିରୁଶାଲମ ରେ ଆମ୍ଭମାନଙ୍କ ନିକଟକୁ ନିଯମ ସିନ୍ଦୁକକୁ ଫରୋଇ ଆଣିବା। ଶାଉଲ ରାଜା ଥିବା ସମୟରେ ଆମ୍ଭମାନେେ ନିଯମସିନ୍ଦୁକ ପ୍ରତି ଯତ୍ନଶୀଳ ହାଇେ ନାହୁଁ।
4 And all the people said they would do so, for it seemed right to them.ଇଶ୍ରାୟେଲର ସମସ୍ତ ଲୋକ ଦାଉଦଙ୍କ ସହିତ ଏକମତ ହେଲେ। ସମାନଙ୍କେର ହୃଦବୋଧ ହେଲା ଯେ, ଏହା ହିଁ ଯଥାର୍ଥ କର୍ମ ଅଟେ।
5 So David sent for all Israel to come together, from Shihor, the river of Egypt, as far as the way into Hamath, to get the ark of God from Kiriath-jearim.ତେଣୁ ଦାଉଦ ମିଶରର ଶିଯୋରନଦୀଠାରୁ ହମାତର ସହର ପର୍ୟ୍ଯନ୍ତ ଇଶ୍ରାୟେଲର ଲୋକମାନଙ୍କୁ ଏକତ୍ର କଲେ। ସମାନେେ କିରିଯତ୍-ୟିଯାରୀମ ସହରରୁ ନିଯମସିନ୍ଦୁକ ଫରୋଇ ଆଣିବା ନିମନ୍ତେ ଏକତ୍ର ହେଲେ।
6 And David went up, with all Israel, to Baalah, that is, to Kiriath-jearim in Judah, to get up from there the ark of God, over which the holy Name is named, the name of the Lord whose place is between the winged ones.ଦାଉଦ ଓ ତାଙ୍କ ସହିତ ଇଶ୍ରାୟେଲର ସମସ୍ତ ଲୋକ ଯିହୁଦାର ବାଲାକୁ ଗଲେ। ବାଲା କିରିଯତ୍-ୟିଯାରୀମର ଅନ୍ୟ ଏକ ନାମ ଅଟେ। ସମାନେେ ନିଯମସିନ୍ଦୁକ ଆଣିବା ନିମନ୍ତେ ସଠାେକୁ ଗଲେ। ସହେି ନିଯମସିନ୍ଦୁକ ପରମେଶ୍ବର ସଦାପ୍ରଭୁଙ୍କ ସିନ୍ଦୁକ ଅଟେ। ସେ କିରୂବ ଦୂତଗଣ ଉପରେ ବିଦ୍ଯମାନ ଥାଆନ୍ତି। ଏହି ସିନ୍ଦୁକ ହିଁ ସଦାପ୍ରଭୁଙ୍କ ନାମ ରେ ନାମିତ ଅଟେ।
7 And they put the ark of God on a new cart, and took it out of the house of Abinadab; and Uzza and Ahio were the drivers of the cart.ଲୋକମାନେ ନିଯମସିନ୍ଦୁକକୁ ଅବୀନାଦବଙ୍କ ଗୃହରୁ କାଢ଼ି ଆଣିଲେ। ସମାନେେ ତାହାକୁ ଏକ ନୂତନ ଶଗଡ଼ଗାଡ଼ି ରେ ରଖିଲେ। ଉଷ ଓ ଅହିଯୋ ସହେି ଶଗଡ଼କୁ ଚଳାଇଲେ।
8 Then David and all Israel made melody before God with all their strength, with songs and corded instruments of music, and with brass instruments and horns.ଦାଉଦ ଓ ଇଶ୍ରାୟେଲ ସମସ୍ତ ଲୋକ ପରମେଶ୍ବରଙ୍କ ସମ୍ମୁଖ ରେ ଆନନ୍ଦ ଉତ୍ସବ କରୁଥିଲେ। ସମାନେେ ପରମେଶ୍ବରଙ୍କ ପ୍ରଶଂସା କରୁଥିଲେ ଓ ସଂଗୀତମାନ ଗାନ କରୁଥିଲେ। ସମାନେେ ବୀଣା, ସାରଙ୍ଗ, ଢ଼ୋଲ, ଗିନି ଓ ତୂରୀ ବାଦ୍ଯସବୁ ବଜାଇଲେ।
9 And when they came to the grain-floor of Chidon, Uzza put out his hand to keep the ark in its place, for the oxen were slipping.ସମାନେେ କୀଦୋନସ୍ଥିତ ଶସ୍ଯ ଝାଡ଼ିବା ସ୍ଥାନକୁ ଆସିଲେ। ଶଗଡ଼ଗାଡ଼ିକୁ ଟାଣୁଥିବା ବଳଦମାନେ ଝୁଣ୍ଟିପଡ଼ିଲେ। ଏବଂ ନିଯମସିନ୍ଦୁକ ପ୍ରାଯ ପଡ଼ିୟିବା ତୁଲ୍ଯ ହେଲା। ତେଣୁ ଉଷ ସିନ୍ଦୁକଟିକୁ ଧରିବା ନିମନ୍ତେ ନିଜର ହାତ ବଢ଼ାଇଲା।
10 And the wrath of the Lord, burning against Uzza, sent destruction on him because he had put his hand on the ark, and death came to him there before God.ସଦାପ୍ରଭୁ ଉଷଙ୍କ ପ୍ରତି ଅତ୍ଯନ୍ତ କୋରାଧାନ୍ବିତ ହେଲେ। ସଦାପ୍ରଭୁ ଉଷଙ୍କୁ ବଧ କଲେ, କାରଣ ସେ ସିନ୍ଦୁକକୁ ସ୍ପର୍ଶ କଲା। ତେଣୁ ଉଷ ସହେିଠା ରେ ପରମେଶ୍ବରଙ୍କ ସମ୍ମୁଖ ରେ ମୃତ୍ଯୁ ଭୋଗ କଲା।
11 And David was angry because of the Lord's outburst of wrath against Uzza, and he gave that place the name Perez-uzza, to this day.ପରମେଶ୍ବର ଉଷଙ୍କ ପ୍ରତି ଆପଣାର କୋର୍ଧ ପ୍ରକାଶିତ କଲେ। ଏଥି ନିମନ୍ତେ ଦାଉଦ ଅସନ୍ତୁଷ୍ଟ ହେଲେ। ସହେି ସମୟଠାରୁ ଆଜି ପର୍ୟ୍ଯନ୍ତ ସହେି ସ୍ଥାନ ପରେସ-ଉଷ ନାମ ରେ ନାମିତ ହାଇେଅଛି।
12 And so great was David's fear of God that day, that he said, How may I let the ark of God come to me?ସହେିଦିନ ଦାଉଦ ପରମେଶ୍ବରଙ୍କୁ ଭୟ କଲେ। ଦାଉଦ କହିଲେ, ମୁଁ ଏଠାକୁ ମାେ ନିକଟକୁ ନିଯମସିନ୍ଦୁକକୁ ଆଣିପାରିବି ନାହିଁ।
13 So David did not let the ark come back to him to the town of David, but had it turned away and put into the house of Obed-edom the Gittite.ତେଣୁ ଦାଉଦ ନିଯମସିନ୍ଦୁକକୁ ତାଙ୍କ ସହିତ ଦାଉଦ ନଗରକୁ ନେଲେ ନାହିଁ। ସେ ନିଯମସିନ୍ଦୁକକୁ ଓବେଦ୍-ଇଦୋମର ଗୃହ ରେ ଛାଡ଼ିଦଇେ ଗଲେ। ଓବେଦ୍-ଇଦୋମ ଗାଥ୍ ନଗରର ଲୋକ ଥିଲେ।
14 And the ark of God was in the house of Obed-edom for three months; and the Lord sent a blessing on the house of Obed-edom and on all he had.ନିଯମସିନ୍ଦୁକ ଓବେଦ୍-ଇଦୋମଙ୍କର ପରିବାର ସହିତ ତାହାଙ୍କ ଗୃହ ରେ ତିନିମାସ ରହିଲା। ସଦାପ୍ରଭୁ ଓବେଦ୍-ଇଦୋମଙ୍କର ପରିବାରକୁ ଓ ଓବେଦ୍-ଇଦୋମଙ୍କର ନିଜସ୍ବ ସମସ୍ତ ସମ୍ପତ୍ତି ଉପରେ ଆଶୀର୍ବାଦ କଲେ।
Oriya Bible