1 Chronicles 6:47
ଶମରେ ମହଲିଙ୍କ ପୁତ୍ର ଥିଲେ। ମହଲି ମୂଶିଙ୍କ ପୁତ୍ର ଥିଲେ। ମୂଶି ମରାରିଙ୍କ ପୁତ୍ର ଥିଲେ। ମରାରି ଲବେୀଙ୍କ ପୁତ୍ର ଥିଲେ।
1 Chronicles 6:47 in Other Translations
King James Version (KJV)
The son of Mahli, the son of Mushi, the son of Merari, the son of Levi.
American Standard Version (ASV)
the son of Mahli, the son of Mushi, the son of Merari, the son of Levi.
Bible in Basic English (BBE)
The son of Mahli, the son of Mushi, the son of Merari, the son of Levi.
Darby English Bible (DBY)
the son of Mahli, the son of Mushi, the son of Merari, the son of Levi.
Webster's Bible (WBT)
The son of Mahli, the son of Mushi, the son of Merari, the son of Levi.
World English Bible (WEB)
the son of Mahli, the son of Mushi, the son of Merari, the son of Levi.
Young's Literal Translation (YLT)
son of Mahli, son of Mushi, son of Merari, son of Levi.
| The son | בֶּן | ben | ben |
| of Mahli, | מַחְלִי֙ | maḥliy | mahk-LEE |
| the son | בֶּן | ben | ben |
| of Mushi, | מוּשִׁ֔י | mûšî | moo-SHEE |
| son the | בֶּן | ben | ben |
| of Merari, | מְרָרִ֖י | mĕrārî | meh-ra-REE |
| the son | בֶּן | ben | ben |
| of Levi. | לֵוִֽי׃ | lēwî | lay-VEE |
Cross Reference
Exodus 6:19
ମରାରିର ସନ୍ତାନମାନେ ଥିଲେ, ମହଲି ଓ ମୂଶି ଏହିସବୁ ବଂଶ ଇଶ୍ରାୟେଲୀୟ ଲବେୀ ବଂଶୀଯ ଥିଲେ।
1 Chronicles 23:21
ମରାରିଙ୍କ ପୁତ୍ରମାନେ ଥିଲେ ମହଲି ଓ ମୂଶି। ମହଲିଙ୍କ ପୁତ୍ରମାନେ ଥିଲେ ଇଲୀଯାସର ଓ କୀଶ୍।
Joshua 21:34
ଏହାପରେ ସମାନେେ ମରାରି ସନ୍ତାନଗଣର ପରିବାରବର୍ଗନକ୍ସ୍ଟସା ରେ ଅବଶିଷ୍ଟ ଲବେୀୟ ଗୋଷ୍ଠୀଙ୍କକ୍ସ୍ଟ
Joshua 21:7
ମରାରି ସନ୍ତାନଗଣ ନିଜ ନିଜ ବଂଶାନକ୍ସ୍ଟସା ରେ ରକ୍ସ୍ଟବନେ ବଂଶ, ଗାଦ ବଂଶ ସବୂଲୂନ ବଂଶରକ୍ସ୍ଟ ଏହିପରି ବାରଟି ନଗର ପାଇଲେ।
Numbers 10:17
ପବିତ୍ର ତମ୍ବୁ ତଳକୁ ନିଆଗଲା। ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ବହନ କରି ଅଗ୍ରସର ହେଲେ।
Numbers 7:8
ହାରୋଣ ଯାଜକର ପୁତ୍ର ସମାନଙ୍କେର କାର୍ୟ୍ଯ ଅନୁସାରେ, ମରାରି ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଚାରି ଶଗଡ ଓ ଆଠଟି ଗାଈ ଦେଲେ।
Numbers 4:42
ଆଉ ମଧ୍ଯ ମରାରି ବଂଶ ମଧିଅରେ ଲୋକମାନେ ନିଜ ନିଜ ବଂଶ ଓ ପିତୃଗୃହ ଅନୁସାରେ ଗଣା ଗଲେ।
Numbers 3:33
ମହଲୀଯ ପରିବାରବର୍ଗ ଏବଂ ମୂଶୀଯ ପରିବାରବର୍ଗ ମରାରୀଯଠାରୁ ଉତ୍ପନ୍ନ ହେଲେ। ଏମାନେ ମରାରୀଯ ପରିବାର ଅନ୍ତଭୁର୍କ୍ତ।
Numbers 3:20
ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି।
1 Chronicles 23:28
ସଦାପ୍ରଭୁଙ୍କ ମନ୍ଦିରର ସବୋକାର୍ୟ୍ଯ ରେ ହାରୋଣଙ୍କ ବଂଶଧରମାନଙ୍କୁ ସାହାୟ୍ଯ କରିବା ଲବେୀୟମାନଙ୍କ କାର୍ୟ୍ଯ ଥିଲା। ଲବେୀୟମାନେ ଆହୁରି ମଧ୍ଯ ମନ୍ଦିରର ପ୍ରାଙ୍ଗଣ ଓ ପାଶର୍ବବର୍ତ୍ତୀ କଠାେରୀଗୁଡ଼ିକର ଯତ୍ନ ନେଉଥିଲେ। ସମସ୍ତ ପବିତ୍ର ସାମଗ୍ରୀକୁ ଶୁଚି କରିବା ସମାନଙ୍କେର କାର୍ୟ୍ଯ ଥିଲା। ପରମେଶ୍ବରଙ୍କ ମନ୍ଦିରର ସବୋ କରିବା କାର୍ୟ୍ଯ ସମାନଙ୍କେର ଥିଲା।