1 Corinthians 14:37
ଯଦି ଜଣେ ଲୋକ ନିଜକୁ ଭାବବାଦୀ ବୋଲି ମନେ କରେ ବା ସେ ନିଜକୁ ଆଧ୍ଯାତ୍ମିକ ଦାନର ଅଧିକାରୀ ବୋଲି ଭାବେ, ତା' ହେଲେ ସେ ବୁଝି ପାରିବା ଉଚିତ ଯେ, ମୁଁ ଯାହା କିଛି ତୁମ୍ଭମାନଙ୍କୁ ଲେଖୁଛି, ତାହା ପ୍ରଭୁଙ୍କର ଆଦେଶ ଅଟେ।
1 Corinthians 14:37 in Other Translations
King James Version (KJV)
If any man think himself to be a prophet, or spiritual, let him acknowledge that the things that I write unto you are the commandments of the Lord.
American Standard Version (ASV)
If any man thinketh himself to be a prophet, or spiritual, let him take knowledge of the things which I write unto you, that they are the commandment of the Lord.
Bible in Basic English (BBE)
If any man seems to himself to be a prophet or to have the Spirit, let him take note of the things which I am writing to you, as being the word of the Lord.
Darby English Bible (DBY)
If any one thinks himself to be a prophet or spiritual, let him recognise the things that I write to you, that it is [the] Lord's commandment.
World English Bible (WEB)
If any man thinks himself to be a prophet, or spiritual, let him recognize the things which I write to you, that they are the commandment of the Lord.
Young's Literal Translation (YLT)
if any one doth think to be a prophet, or spiritual, let him acknowledge the things that I write to you -- that of the Lord they are commands;
| If | Εἴ | ei | ee |
| any man | τις | tis | tees |
| think himself | δοκεῖ | dokei | thoh-KEE |
| to be | προφήτης | prophētēs | proh-FAY-tase |
| prophet, a | εἶναι | einai | EE-nay |
| or | ἢ | ē | ay |
| spiritual, | πνευματικός | pneumatikos | pnave-ma-tee-KOSE |
| let him acknowledge | ἐπιγινωσκέτω | epiginōsketō | ay-pee-gee-noh-SKAY-toh |
| that | ἃ | ha | a |
| the things that | γράφω | graphō | GRA-foh |
| I write | ὑμῖν | hymin | yoo-MEEN |
| you unto | ὅτι | hoti | OH-tee |
| are | τοῦ | tou | too |
| the commandments | κυρίου | kyriou | kyoo-REE-oo |
| of the | εἰσὶν | eisin | ees-EEN |
| Lord. | ἐντολαί· | entolai | ane-toh-LAY |
Cross Reference
1 John 4:6
କିନ୍ତୁ ଆମ୍ଭେସବୁ ପରମେଶ୍ବରଙ୍କର। ତେଣୁ ପରମେଶ୍ବରଙ୍କୁ ଜାଣିଥିବା ଲୋକ ଆମ୍ଭ କଥା ଶୁଣେ। ଯେଉଁ ଲୋକ ପରମେଶ୍ବରଙ୍କର ନୁହେଁ, ସେ ଆମ୍ଭ କଥା ଶୁଣେ ନାହିଁ। ଏହିପରି ଭାବରେ ଆମ୍ଭେ ସତ୍ଯମୟ ଆତ୍ମା ଓ ଲୋକମାନଙ୍କୁ ବିଭ୍ରାନ୍ତ କରୁଥିବା ଆତ୍ମାକୁ ଚିହ୍ନି ପାରିବା।
2 Corinthians 10:7
ତୁମ୍ଭମାନଙ୍କ ଆଗ ରେ ଥିବା ତଥ୍ଯ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ଯ ଜାଣି ରଖିବା ଉଚିତ ଯେ ଆମ୍ଭେ ମଧ୍ଯ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ।
Jude 1:17
ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ପ୍ ରରେିତମାନେ ତୁମ୍ଭମାନଙ୍କୁ ପୂର୍ବରୁ ଯେଉଁ ସବୁ କଥା କହିଛନ୍ତି, ତାହା ସ୍ମରଣ କର।
2 Peter 3:2
ପବିତ୍ର ଭବିଷ୍ଯଦ୍ ବକ୍ତାମାନେ ଅତୀତ ରେ ଯାହା କିଛି କହି ଯାଇଛନ୍ତି ମୁଁ ଚା ହେଁ ଯେ, ସଗେୁଡ଼ିକୁ ତୁମ୍ଭମାନେେ ମନେ ପକାଅ। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯେଉଁ ଆଜ୍ଞା ଦଇେଛନ୍ତି, ସଗେୁଡ଼ିକୁ ମଧ୍ଯ ମନେ ପକାଅ। ତୁମ୍ଭମାନଙ୍କ ପ୍ ରରେିତମାନଙ୍କ ମାଧ୍ଯମ ରେ ସେ ଆମ୍ଭକୁ ଏହି ଆଜ୍ଞା ଦଇେଥିଲେ।
1 Thessalonians 4:1
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।
Galatians 6:8
ଯେଉଁ ଲୋକ ନିଜର ପାପମୟ ସ୍ବଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ଯ କାଟିବ।
2 Corinthians 11:12
ମୁଁ ଯାହା କରୁଛି, ତାହା କରି ଚାଲି ଥିବି। ସହେି ଲୋକମାନଙ୍କର ଗର୍ବ କରିବା ପାଇଁ ଯେପରି କୌଣସି କାରଣ ରହିବ ନାହିଁ, ସେଥିପାଇଁ ମୁଁ ଏପରି କରିଚାଲିଥିବି।
2 Corinthians 11:4
କାରଣ ଆମ୍ଭେ ଯେଉଁ ଯୀଶୁଙ୍କ ପ୍ରଚାର କରିଛୁ, ତାହାଠାରୁ ଭିନ୍ନ କଥା କହେି ଯୀଶୁଙ୍କର ବିଷୟ ରେ ପ୍ରଚାର କଲେ, ଅଥବା ଆମ୍ଭଠାରୁ ଯେଉଁ ପବିତ୍ର ଆତ୍ମା ବା ସୁସମାଚାର ବିଷୟ ରେ ତୁମ୍ଭମାନେେ ଶୁଣିଛ, ତା'ଠାରୁ ଭିନ୍ନ ଅନ୍ୟ ଆତ୍ମା ବା ସୁସମାଚାର ବିଷୟ ରେ ଯେତବେେଳେ ସମାନେେ କୁହନ୍ତି, ସେତବେେଳେ ତୁମ୍ଭମାନେେ ର୍ଧୈୟ୍ଯ ପୂର୍ବକ ସମାନଙ୍କେ ଠାରୁ ଶୁଣୁଛ।
2 Corinthians 10:12
ଯେଉଁମାନେ ନିଜକୁ ବହୁତ ବଡ଼ ମନେ କରୁଛନ୍ତି, ସହେି ଲୋକମାନଙ୍କ ସହିତ ସମାନ ସ୍ତର ରେ ନିଜକୁ ସ୍ଥାପନ କରିବା ପାଇଁ ବା ତୁଳନା କରିବା ପାଇଁ ଆମ୍ଭେ ସାହସ କରୁ ନାହୁଁ। ସମାନେେ ନିଜକୁ ତୁଳନାର ମାନଦଣ୍ଡ ଭଳି ବ୍ଯବହାର କରି ଅନ୍ୟକୁ ନିଜ ସହ ତୁଳନା କରନ୍ତି ଓ ବିଚାର କରନ୍ତି, ଏତଦ୍ଦ୍ବାରା ସମାନେେ ଯେ କେତେ ମୂର୍ଖ, ଜଣାପଡ଼େ।
1 Corinthians 13:1
ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷା ରେ ବା ସ୍ବର୍ଗଦୂତଙ୍କ ଭାଷା ରେ କହିପା ରେ, ମାତ୍ର ମାଠାେ ରେ ପ୍ ରମେ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ।
1 Corinthians 8:2
କିନ୍ତୁ ପ୍ ରମେ ଅନ୍ୟମାନଙ୍କୁ ବଳିଷ୍ଠ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ କରେ। ଯଦି କିଏ ଭାବେ ଯେ, ସେ କିଛି ଜାଣେ ତା' ହେଲେ ସେ ଯେ ମୂର୍ଖ ଏହା ଜାଣି ରଖିବା ଉଚିତ୍।
1 Corinthians 7:40
ଏକ ସ୍ତ୍ରୀ ଯଦି ପୁନଃ ବିବାହ ନ କରେ, ତା' ହେଲେ ସେ ଅଧିକ ସୁଖୀ ରହିବ। ଏହା ହେଉଛି ମାରେ ମତ। ମୁଁ ବିଶ୍ବାସ କରେ ଯେ ମାେ ପାଖ ରେ ମଧ୍ଯ ପରମେଶ୍ବରଙ୍କ ଆତ୍ମା ଅଛି।
1 Corinthians 7:25
ଏବେ ମୁଁ ଅବିବାହିତ ଲୋକମାନଙ୍କ ବିଷୟ ରେ କହୁଛି। ଏ ବିଷୟ ରେ ପ୍ରଭୁଙ୍କଠାରୁ ମାେତେ କୌଣସି ଆଦେଶ ମିଳି ନାହିଁ। କିନ୍ତୁ ପ୍ରଭୁ ମାେ ପ୍ରତି ଦୟା ଦଖାଇେ ଥିବାରୁ ଓ ମୁଁ ବିଶ୍ବାସଭାଜନ ହାଇେ ଥିବାରୁ, ମୁଁ ମାରେ ମତାମତ ଦେଉଛି।
Romans 12:3
ପରମେଶ୍ବର ମାେତେ ବିଶଷେ ଅନୁଗ୍ରହ ପ୍ରଦାନ କରୁଥିବାରୁ ମାରେ ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ବର ଯେଉଁ ପ୍ରକାରର ବିଶ୍ବାସ ତୁମ୍ଭକୁ ଦଇେଛନ୍ତି, ସହେି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର।
Luke 10:16
ଯେତବେେଳେ କୌଣସି ଲୋକ ତୁମ୍ଭମାନଙ୍କ କଥା ଶୁଣେ, ସେ ପ୍ରକୃତ ରେ ମାେ କଥା ଶୁଣେ। ଯେତବେେଳେ ଜଣେ ତୁମ୍ଭମାନଙ୍କୁ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତ ରେ ମାେତେ ଗ୍ରହଣ କରିବାକୁ ମନା କରିଦିଏ ଏବଂ ଯେତବେେଳେ ଜଣେ ମାେତେ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତ ରେ ମାେତେ ପଠାଇଥିବା ପରମେଶ୍ବରଙ୍କୁ ଗ୍ରହଣ କରିବାକୁ ମନା କରିଦିଏ।
Numbers 24:16
ଏହା ହେଉଛି ଜଣେ ବ୍ଯକ୍ତିର ବାର୍ତ୍ତା ୟିଏ ପରମେଶ୍ବରଙ୍କଠାରୁ ଶୁଣେ। ସେ ୟିଏ ସର୍ବୋପରିସ୍ଥ ପରମେଶ୍ବରଙ୍କୁ ବୁଝେ। ସହେି ଜଣେ ୟିଏ ସର୍ବୋଶକ୍ତିମାନ ପରମେଶ୍ବରଙ୍କର ଦର୍ଶନ ପାଇଅଛି। ସେ ହେଉଛି ଜଣେ, ୟିଏ ସର୍ବଶକ୍ତିମାନ ପରମେଶ୍ବରଙ୍କୁ ଭୂମିରେ ପ୍ରଣାମ କରେ, କିନ୍ତୁ ତା'ର ଆଖିଗୁଡିକ ଖାଲିେଥାଏ।
Numbers 24:3
ଆଉ ବିଲିଯମ କହିଲା,