1 Corinthians 16:19 in Oriya

Oriya Oriya Bible 1 Corinthians 1 Corinthians 16 1 Corinthians 16:19

1 Corinthians 16:19
ଏସିଆର ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ଅଭିବାଦନ ଜଣାନ୍ତି। ଆକ୍ବିଲା ଓ ପ୍ରୀସ୍କା ପ୍ରଭୁଙ୍କ ନାମ ରେ ଅନକେ ଅଭିବାଦନ ପଠାନ୍ତି। ତାହାଙ୍କ ଘ ରେ ମିଳିତ ହେଉଥିବା ମଣ୍ଡଳୀ ତୁମ୍ଭମାନଙ୍କୁ ମଧ୍ଯ ଅଭିବାଦନ ଜଣାଏ।

1 Corinthians 16:181 Corinthians 161 Corinthians 16:20

1 Corinthians 16:19 in Other Translations

King James Version (KJV)
The churches of Asia salute you. Aquila and Priscilla salute you much in the Lord, with the church that is in their house.

American Standard Version (ASV)
The churches of Asia salute you. Aquila and Prisca salute you much in the Lord, with the church that is in their house.

Bible in Basic English (BBE)
The churches of Asia send their love to you. So do Aquila and Prisca, with the church which is in their house.

Darby English Bible (DBY)
The assemblies of Asia salute you. Aquila and Priscilla, with the assembly in their house, salute you much in [the] Lord.

World English Bible (WEB)
The assemblies of Asia greet you. Aquila and Priscilla greet you much in the Lord, together with the assembly that is in their house.

Young's Literal Translation (YLT)
Salute you do the assemblies of Asia; salute you much in the Lord do Aquilas and Priscilla, with the assembly in their house;

The
Ἀσπάζονταιaspazontaiah-SPA-zone-tay
churches
ὑμᾶςhymasyoo-MAHS
of

αἱhaiay
Asia
ἐκκλησίαιekklēsiaiake-klay-SEE-ay
salute
τῆςtēstase
you.
Ἀσίαςasiasah-SEE-as
Aquila
Ἀσπάζονταιaspazontaiah-SPA-zone-tay
and
ὑμᾶςhymasyoo-MAHS
Priscilla
ἐνenane
salute
κυρίῳkyriōkyoo-REE-oh
you
πολλὰpollapole-LA
much
Ἀκύλαςakylasah-KYOO-lahs
in
καὶkaikay
the
Lord,
Πρίσκιλλα,priskillaPREE-skeel-la
with
σὺνsynsyoon
the
τῇtay
church
κατ'katkaht
that
is
in
οἶκονoikonOO-kone
their
αὐτῶνautōnaf-TONE
house.
ἐκκλησίᾳekklēsiaake-klay-SEE-ah

Cross Reference

Acts 18:2
ସଠାେରେ ସେ ପନ୍ତ ଦେଶୀୟ ଆକ୍ବିଲା ନାମକ ଜଣେ ଯିହୂଦୀୟକୁ ଭଟେିଲେ। ସେ ତା'ର ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ସଦ୍ଯ ଇତାଲିଆ ଦେଶରୁ ଆସିଥିଲେ। ସେ ସମୟରେ କ୍ଲାଉଦିଆ ସମ୍ରାଟ ସମସ୍ତ ଯିହୂଦୀୟମାନଙ୍କୁ ରୋମ୍ ଛାଡ଼ି ଚ଼ାଲିୟିବା ପାଇଁ ଆଦେଶ ଦଇେଥିଲେ। ତେଣୁ ସମାନେେ ଇତାଲିଆ ଛାଡ଼ି ଚ଼ାଲିଆସି ଥିଲେ। ପାଉଲ ସମାନଙ୍କେୁ ଦେଖିବା ପାଇଁ ଯାଇଥିଲେ।

Revelation 1:11
ସହେି ସ୍ବର ମାେତେ କହିଲା, ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତାଟେି ମଣ୍ଡଳୀ ଏଫିସ, ସ୍ମର୍ଣ୍ଣା, ପର୍ଗମ, ଥିୟତୀର ସାର୍ଦ୍ଦୀ, ଫିଲାଦଲଫେିଆ ଓ ଲାଓଦିକିଆକୁ ପଠାଅ।

1 Peter 1:1
ଯୀଶୁଖ୍ରୀଷ୍ଟଙ୍କର ଜଣେ ପ୍ ରରେିତ ପିତରଙ୍କଠାରୁ ପନ୍ତ, ଗାଲାତିଆ, କା'ାଦକିଆ, ଆସିଆ ଓ ବୀଥୂନିଆ ଅଞ୍ଚଳ ରେ ସର୍ବତ୍ର ଛିନ୍ନଭିନ୍ନ ହାଇେଥିବା ପରମେଶ୍ବରଙ୍କ ମନୋନୀତ ଲୋକମାନଙ୍କୁ ପତ୍ର।

Philemon 1:2
ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମାନେ, ଆମ୍ଭର ଭଉଣୀ ଆପ୍ପିଯା, ସାଥି ସୈନିକ ଆଖିପ୍ପ, ଓ ତୁମ୍ଭ ଘରଠା ରେ ଏକତ୍ରୀତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।

2 Timothy 4:19
ପ୍ରୀସ୍କା ଓ ଆକ୍ବିଲାଙ୍କୁ ତଥା ଅନୀସିଫରଙ୍କ ପରିବାର ଲୋକମାନଙ୍କୁ ମାରେ ନମସ୍କାର ଜଣାଇବ।

Colossians 4:15
ଲାଅଦିକୀଆର ଭାଇ ଓ ଭଉଣୀମାନଙ୍କୁ ନମସ୍କାର ଜଣାଅ। ନୁମ୍ଫା ଓ ତାଙ୍କ ଘ ରେ ମିଳିତ ହେଉଥିବା ମଣ୍ଡଳୀକୁ ନମସ୍କାର ଜଣାଅ।

Romans 16:15
ଫିଲଲଗ, ୟୁଲିଯା, ନୀରୂସ୍ ଓ ତାହାଙ୍କ ଭଉଣୀ, ଅଲୁମ୍ପା ଓ ସମାନଙ୍କେ ସହିତ ଥିବା ସମସ୍ତ ସାଧୁ-ସନ୍ଥମାନଙ୍କୁ ନମସ୍କାର।

Romans 16:3
ପ୍ରୀସ୍କା ଓ ଆକ୍ବିଲାଙ୍କୁ ମାରେନମସ୍କାର। ସମାନେେ ଖ୍ରୀଷ୍ଟ ଯୀଶୁଙ୍କ କାମ ରେ ମାରେ ସହକର୍ମୀ ଅଟନ୍ତି।

Acts 19:10
ଏହିପରି ଦୁଇ ବର୍ଷ ବିତିଗଲା, ଏଥିପାଇଁ ଏସିଆର ସମସ୍ତ ବାସିନ୍ଦାମାନେ ଅର୍ଥାତ୍ ଉଭୟ ଯିହୂଦୀୟ ଓ ଗ୍ରୀକ୍ମାନେ ପ୍ରଭୁଙ୍କ କଥା ଶୁଣିବାକୁ ପାଇଲେ।

Acts 18:26
ସେ ନିର୍ଭୟ ରେ ସମାଜଗୃହ ରେ କହିବା ଆରମ୍ଭ କଲେ। ପ୍ରୀସ୍କିଲ୍ଲା ଓ ଆକ୍ବିଲା ତାହାଙ୍କ କଥା ଶୁଣି ତାହାଙ୍କୁ ନିଜ ପାଖକୁ ନଇେ ଆସିଲେ। ସମାନେେ ପରମେଶ୍ବରଙ୍କ ପଥ ବିଷୟ ରେ ଆହୁରି ପରିଷ୍କାର ଭାବରେ ତାହାଙ୍କୁ ବୁଝାଇ ଦେଲେ।

Acts 18:18
ପାଉଲ ସଠାେରେ ଭାଇମାନଙ୍କ ସହିତ ଅନକେ ଦିନ ରହିଲେ। ତା'ପରେ ସେ ବିଦାୟ ନଇେ ଜଳପଥରେ ସୁରିଆ ଦେଶକୁ ଗଲେ। ତାହାଙ୍କ ସହିତ ପ୍ରୀସ୍କିଲ୍ଲା ଓ ଆକ୍ବିଲା ମଧ୍ଯ ଗଲେ। ପରମେଶ୍ବରଙ୍କ ନିକଟରେ ଏକ ଶପଥ କରିଥିବାରୁ ପାଉଲ କେଙ୍କ୍ ରଯୋ ରେ ଲଣ୍ଡା ହେଲେ।