1 John 4
1 ପ୍ରିୟ ବନ୍ଧୁମାନେ, ଏ ଜଗତର ଚାରିଆଡ଼େ ବହୁତ ଭଣ୍ଡ ଭାବବାନୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରେତ୍ୟକକ ଆତ୍ମାକୁ ବିଶ୍ବାସ କର ନାହିଁ, ବରଂ ସମାନେେ ପରମେଶ୍ବରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ।
2 ଏହି ପ୍ରକା ରେ ତୁମ୍ଭମାନେେ ପରମେଶ୍ବରଙ୍କର ଆତ୍ମାକୁ ଚିହ୍ନିପାରିବ : ଏକ ଆତ୍ମା କହିବ ଯେ, ମୁଁ ବିଶ୍ବାସ କରେ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି ଓ ସେ ଏ ଜଗତକୁ ମନୁଷ୍ଯ ରୂପ ଧାରଣ କରି ଆସିଥିଲେ, ସହେି ଆତ୍ମା ପରମେଶ୍ବରଙ୍କଠାରୁ ଆଗତ।
3 ଅନ୍ୟ ଆତ୍ମା ଯୀଶୁଙ୍କ ବିଷୟ ରେ ଏପରି ସାକ୍ଷ୍ଯ ଦିଅନ୍ତି ନାହିଁ, ସହେି ଆତ୍ମା ପରମେଶ୍ବରଙ୍କଠାରୁ ଆସି ନାହିଁ, ସମାନେେ ଖ୍ରୀଷ୍ଟଙ୍କର ଶତ୍ରୁ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବା ସମ୍ବନ୍ଧ ରେ ତୁମ୍ଭମାନେେ ଶୁଣିଛ ଏବଂ ସେ ବର୍ତ୍ତମାନ ଏହି ସଂସାର ଭିତ ରେ ରହିଛି।
4 ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।
5 ସହେି ଲୋକମାନେ ଜଗତର ଅଟନ୍ତି। ସେଥିପାଇଁ ସମାନଙ୍କେର କଥାଗୁଡ଼ିକ ଜାଗତିକ ଅଟେ। ଏବଂ ଜଗତ ସମାନଙ୍କେ କଥା ଶୁଣେ।
6 କିନ୍ତୁ ଆମ୍ଭେସବୁ ପରମେଶ୍ବରଙ୍କର। ତେଣୁ ପରମେଶ୍ବରଙ୍କୁ ଜାଣିଥିବା ଲୋକ ଆମ୍ଭ କଥା ଶୁଣେ। ଯେଉଁ ଲୋକ ପରମେଶ୍ବରଙ୍କର ନୁହେଁ, ସେ ଆମ୍ଭ କଥା ଶୁଣେ ନାହିଁ। ଏହିପରି ଭାବରେ ଆମ୍ଭେ ସତ୍ଯମୟ ଆତ୍ମା ଓ ଲୋକମାନଙ୍କୁ ବିଭ୍ରାନ୍ତ କରୁଥିବା ଆତ୍ମାକୁ ଚିହ୍ନି ପାରିବା।
1 Beloved, believe not every spirit, but try the spirits whether they are of God: because many false prophets are gone out into the world.
2 Hereby know ye the Spirit of God: Every spirit that confesseth that Jesus Christ is come in the flesh is of God:
3 And every spirit that confesseth not that Jesus Christ is come in the flesh is not of God: and this is that spirit of antichrist, whereof ye have heard that it should come; and even now already is it in the world.
4 Ye are of God, little children, and have overcome them: because greater is he that is in you, than he that is in the world.
5 They are of the world: therefore speak they of the world, and the world heareth them.
6 We are of God: he that knoweth God heareth us; he that is not of God heareth not us. Hereby know we the spirit of truth, and the spirit of error.
1 John 4 in Tamil and English
1 ପ୍ରିୟ ବନ୍ଧୁମାନେ, ଏ ଜଗତର ଚାରିଆଡ଼େ ବହୁତ ଭଣ୍ଡ ଭାବବାନୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରେତ୍ୟକକ ଆତ୍ମାକୁ ବିଶ୍ବାସ କର ନାହିଁ, ବରଂ ସମାନେେ ପରମେଶ୍ବରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ।
Beloved, believe not every spirit, but try the spirits whether they are of God: because many false prophets are gone out into the world.
2 ଏହି ପ୍ରକା ରେ ତୁମ୍ଭମାନେେ ପରମେଶ୍ବରଙ୍କର ଆତ୍ମାକୁ ଚିହ୍ନିପାରିବ : ଏକ ଆତ୍ମା କହିବ ଯେ, ମୁଁ ବିଶ୍ବାସ କରେ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି ଓ ସେ ଏ ଜଗତକୁ ମନୁଷ୍ଯ ରୂପ ଧାରଣ କରି ଆସିଥିଲେ, ସହେି ଆତ୍ମା ପରମେଶ୍ବରଙ୍କଠାରୁ ଆଗତ।
Hereby know ye the Spirit of God: Every spirit that confesseth that Jesus Christ is come in the flesh is of God:
3 ଅନ୍ୟ ଆତ୍ମା ଯୀଶୁଙ୍କ ବିଷୟ ରେ ଏପରି ସାକ୍ଷ୍ଯ ଦିଅନ୍ତି ନାହିଁ, ସହେି ଆତ୍ମା ପରମେଶ୍ବରଙ୍କଠାରୁ ଆସି ନାହିଁ, ସମାନେେ ଖ୍ରୀଷ୍ଟଙ୍କର ଶତ୍ରୁ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବା ସମ୍ବନ୍ଧ ରେ ତୁମ୍ଭମାନେେ ଶୁଣିଛ ଏବଂ ସେ ବର୍ତ୍ତମାନ ଏହି ସଂସାର ଭିତ ରେ ରହିଛି।
And every spirit that confesseth not that Jesus Christ is come in the flesh is not of God: and this is that spirit of antichrist, whereof ye have heard that it should come; and even now already is it in the world.
4 ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।
Ye are of God, little children, and have overcome them: because greater is he that is in you, than he that is in the world.
5 ସହେି ଲୋକମାନେ ଜଗତର ଅଟନ୍ତି। ସେଥିପାଇଁ ସମାନଙ୍କେର କଥାଗୁଡ଼ିକ ଜାଗତିକ ଅଟେ। ଏବଂ ଜଗତ ସମାନଙ୍କେ କଥା ଶୁଣେ।
They are of the world: therefore speak they of the world, and the world heareth them.
6 କିନ୍ତୁ ଆମ୍ଭେସବୁ ପରମେଶ୍ବରଙ୍କର। ତେଣୁ ପରମେଶ୍ବରଙ୍କୁ ଜାଣିଥିବା ଲୋକ ଆମ୍ଭ କଥା ଶୁଣେ। ଯେଉଁ ଲୋକ ପରମେଶ୍ବରଙ୍କର ନୁହେଁ, ସେ ଆମ୍ଭ କଥା ଶୁଣେ ନାହିଁ। ଏହିପରି ଭାବରେ ଆମ୍ଭେ ସତ୍ଯମୟ ଆତ୍ମା ଓ ଲୋକମାନଙ୍କୁ ବିଭ୍ରାନ୍ତ କରୁଥିବା ଆତ୍ମାକୁ ଚିହ୍ନି ପାରିବା।
We are of God: he that knoweth God heareth us; he that is not of God heareth not us. Hereby know we the spirit of truth, and the spirit of error.