1 Kings 22:43 in Oriya

Oriya Oriya Bible 1 Kings 1 Kings 22 1 Kings 22:43

1 Kings 22:43
ୟିହୋଶାଫଟ୍ ଅତି ଉତ୍ତମ ଥିଲେ। ସେ ତାଙ୍କର ପିତା ଆସାଙ୍କର ପଥ ଅନୁସରଣ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ଯଥାର୍ଥ ତାହାହିଁ କଲେ। କିନ୍ତୁ ସେ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କଲେ ନାହିଁ। ସେ ସମୟରେ ଲୋକମାନେ ସହେି ଉଚ୍ଚସ୍ଥଳୀ ରେ ବଳିଦାନ ଉତ୍ସର୍ଗ କଲେ ଓ ଧୂପ ଜଳାଇଲେ।

1 Kings 22:421 Kings 221 Kings 22:44

1 Kings 22:43 in Other Translations

King James Version (KJV)
And he walked in all the ways of Asa his father; he turned not aside from it, doing that which was right in the eyes of the LORD: nevertheless the high places were not taken away; for the people offered and burnt incense yet in the high places.

American Standard Version (ASV)
And he walked in all the way of Asa his father; He turned not aside from it, doing that which was right in the eyes of Jehovah: howbeit the high places were not taken away; the people still sacrificed and burnt incense in the high places.

Bible in Basic English (BBE)
He did as Asa his father had done, not turning away from it, but doing what was right in the eyes of the Lord; but the high places were not taken away: the people went on making offerings and burning them in the high places.

Darby English Bible (DBY)
And he walked in all the way of Asa his father; he turned not aside from it, doing what was right in the sight of Jehovah. Only, the high places were not removed: the people offered and burned incense still on the high places.

Webster's Bible (WBT)
And he walked in all the way of Asa his father; he turned not aside from it, doing that which was right in the eyes of the LORD:\

World English Bible (WEB)
He walked in all the way of Asa his father; He didn't turn aside from it, doing that which was right in the eyes of Yahweh: however the high places were not taken away; the people still sacrificed and burnt incense in the high places.

Young's Literal Translation (YLT)
And he walketh in all the way of Asa his father, he hath not turned aside from it, to do that which `is' right in the eyes of Jehovah; only the high places have not turned aside, yet are the people sacrificing and making perfume in high places.

And
he
walked
וַיֵּ֗לֶךְwayyēlekva-YAY-lek
in
all
בְּכָלbĕkālbeh-HAHL
ways
the
דֶּ֛רֶךְderekDEH-rek
of
Asa
אָסָ֥אʾāsāʾah-SA
his
father;
אָבִ֖יוʾābîwah-VEEOO
aside
not
turned
he
לֹאlōʾloh

סָ֣רsārsahr
from
מִמֶּ֑נּוּmimmennûmee-MEH-noo
doing
it,
לַֽעֲשׂ֥וֹתlaʿăśôtla-uh-SOTE
that
which
was
right
הַיָּשָׁ֖רhayyāšārha-ya-SHAHR
eyes
the
in
בְּעֵינֵ֥יbĕʿênêbeh-ay-NAY
of
the
Lord:
יְהוָֽה׃yĕhwâyeh-VA
nevertheless
אַ֥ךְʾakak
places
high
the
הַבָּמ֖וֹתhabbāmôtha-ba-MOTE
were
not
לֹֽאlōʾloh
taken
away;
סָ֑רוּsārûSA-roo
people
the
for
ע֥וֹדʿôdode
offered
הָעָ֛םhāʿāmha-AM
and
burnt
incense
מְזַבְּחִ֥יםmĕzabbĕḥîmmeh-za-beh-HEEM
yet
וּֽמְקַטְּרִ֖יםûmĕqaṭṭĕrîmoo-meh-ka-teh-REEM
in
the
high
places.
בַּבָּמֽוֹת׃babbāmôtba-ba-MOTE

Cross Reference

1 Kings 15:14
ଆସା ଉଚ୍ଚସ୍ଥଳୀ ସବୁ ଧ୍ବଂସ କଲେ ନାହିଁ, ମାତ୍ର ସେ ୟାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ବିଶ୍ବସ୍ତ ରହିଲେ।

2 Kings 12:3
ତଥାପି ସେ, ଉଚ୍ଚସ୍ଥଳୀ ଗୁଡିକୁ ଧ୍ବଂସ କଲେ ନାହିଁ। ଲୋକମାନେ ତଥାପି ବଳିଦାନ ଉତ୍ସର୍ଗ କଲେ ଓ ସହେି ଉଚ୍ଚ ସ୍ଥାନମାନଙ୍କ ରେ ଧୂପ ଜଳାଇଲେ।

2 Chronicles 16:7
ସହେି ସମୟରେ ଦ୍ରଷ୍ଟା ହନାନି ଯିହୁଦାର ରାଜା ଆସାଙ୍କ ନିକଟକୁ ଆସିଲେ। ହନାନି ତାଙ୍କୁ କହିଲେ, ଆସା, ତୁମ୍ଭେ ଅରାମର ରାଜା ଉପରେ ସାହାୟ୍ଯ ନିମନ୍ତେ ନିର୍ଭର କଲ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଉପରେ ନିର୍ଭର କଲ ନାହିଁ। କିନ୍ତୁ ଯେ ହତେୁ ତୁମ୍ଭେ ସାହାୟ୍ଯ ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ ନାହିଁ, ଅରାମ ରାଜାର ସୈନ୍ଯଦଳ ତୁମ୍ଭଠାରୁ ଖସି ପଳାଇଗଲେ।

2 Chronicles 17:3
ସଦାପ୍ରଭୁ ଯିହାଶାଫେଟ୍ଙ୍କ ସହିତ ଥିଲେ, କାରଣ ଯିହାଶାଫେଟ୍ ଆରମ୍ଭରୁ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ତୁଲ୍ଯ ଉତ୍ତମ କର୍ମମାନ କରିଥିଲେ। ଯିହାଶାଫେଟ୍ ବାଲ୍ ପ୍ରତିମାମାନଙ୍କର ଉପାସନା କଲେ ନାହିଁ।

2 Chronicles 19:3
କିନ୍ତୁ ତୁମ୍ଭେ ଜୀବନ ରେ କେତକେ ଉତ୍ତମ ବିଷଯ କରିଅଛ। ତୁମ୍ଭେ ଏହି ଦେଶରୁ ଆଶରୋ ସ୍ତମ୍ଭଗୁଡ଼ିକୁ ଧ୍ବଂସ କରି ଦଇେଅଛ ଓ ତୁମ୍ଭେ ପରମେଶ୍ବରଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭ ଅନ୍ତର ରେ ସିଦ୍ଧାନ୍ତ ନଇେଅଛ।

2 Chronicles 20:3
ଯିହାଶାଫେଟ୍ ଏହା ଶୁଣି ଭୟଭୀତ ହାଇପେଡ଼ିଲେ ଓ କ'ଣ କରିବାକୁ ହବେ, ତାହା ସଦାପ୍ରଭୁଙ୍କଠାରୁ ପଚାରିବା ନିମନ୍ତେ ସ୍ଥିର କଲେ, ସେ ସାରା ଯିହୁଦା ରେ ଉପବାସର ସମୟ ଘୋଷଣା କଲେ।

Psalm 40:4
ୟଦି ଜଣେ ସଦାପ୍ରଭୁଙ୍କୁ ବିଶ୍ବାସ କରେ, ସହେି ବ୍ଯକ୍ତିଟି ପ୍ରକୃତରେ ସୁଖୀ ହୁଏ। ଜଣେ ବ୍ଯକ୍ତି ପ୍ରକୃତରେ ଖୁସିରେ ରହେ, ୟଦି ସେ ପ୍ରତମାନଙ୍କେୁ କିଅବା ମିଥ୍ଯା ଦବେତାମାନଙ୍କୁ ଆଦର କରି ନ ଥାଏ।

Psalm 101:3
ମୁଁ ମାରେ ସମ୍ମୁଖରେ କୌଣସି ମୂଲ୍ଯହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।

Psalm 125:5
ସଦାପ୍ରଭୁ, ସହେିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସହେିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇଶ୍ରାୟେଲ ଉପରେ ଶାନ୍ତି ବତ୍ତୁର୍।

Proverbs 4:27
ସଳଖପଥ ପରିତ୍ଯାଗ କର ନାହିଁ, ଯେଉଁ ପଥ ଉତ୍ତମ ଏବଂ ଠିକ୍। କିନ୍ତୁ ସର୍ବଦା ଅଧର୍ମଠାରୁ ଦୂର ରେ ରୁହ।

2 Chronicles 15:17
ଯଦିଓ ଇଶ୍ରାୟେଲରୁ ଉଚ୍ଚସ୍ଥାନଗୁଡ଼ିକ ଧ୍ବଂସ କରାୟାଇ ନ ଥିଲା, କିନ୍ତୁ ଆସାଙ୍କର ଜୀବନ ସାରା ତାଙ୍କର ହୃଦଯ ସଦାପ୍ରଭୁଙ୍କ ପ୍ରତି ବିଶ୍ବସ୍ତ ଥିଲା।

2 Chronicles 15:8
ଆସା ଓବେଦ୍ ଭବିଷ୍ଯଦ୍ବକ୍ତାଙ୍କଠାରୁ ଏହି ସମସ୍ତ ବାର୍ତ୍ତା ଶୁଣି ଉତ୍ସାହ ଅନୁଭବ କଲେ। ଏହାପରେ ସେ ଯିହୁଦା ଓ ବିନ୍ଯାମୀନର ସମସ୍ତ ଅଞ୍ଚଳରୁ ଘୃଣ୍ଯ ପ୍ରତିମାଗୁଡ଼ିକ ଦୂର କରି ଦେଲେ। ଆସା ଇଫ୍ରଯିମ୍ର ପାର୍ବତ୍ଯମଯ ଦେଶର ଯେଉଁ ସହରଗୁଡ଼ିକ ଅଧିକାର କରିଥିଲେ, ସହେି ସହରଗୁଡ଼ିକରୁ ମଧ୍ଯ ସହେି ଘୃଣ୍ଯ ପ୍ରତିମାଗୁଡ଼ିକ ବାହାର କରି ଦେଲେ। ଆଉ ସେ ସଦାପ୍ରଭୁଙ୍କ ମନ୍ଦିରର ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ୟଜ୍ଞବଦେୀକୁ ମରାମତି କଲେ।

1 Samuel 12:20
ତା'ପରେ ଶାମକ୍ସ୍ଟଯଲେ ଲୋକମାନଙ୍କୁ କହିଲେ, ଭୟଭୀତ ହକ୍ସ୍ଟଅ ନାହିଁ। ଏହା ସତ୍ଯ ତୁମ୍ଭମାନେେ ଏହିସବୁ ବହକ୍ସ୍ଟତ ମନ୍ଦକାର୍ୟ୍ଯ କରିଛ କିନ୍ତୁ ସଦାପ୍ରଭୁଙ୍କୁ ଅନକ୍ସ୍ଟସରଣ କରିବା ବନ୍ଦ କରନାହିଁ। ମନପ୍ରାଣ ଦଇେ ସଦାପ୍ରଭୁଙ୍କର ସବୋ କର।

1 Kings 14:23
ସମାନେେ ମଧ୍ଯ ପ୍ରେତ୍ୟକକ ଉଚ୍ଚ ପର୍ବତ ରେ ଓ ପ୍ରେତ୍ୟକକ ସବୁଜ ବୃକ୍ଷ ମୂଳ ରେ ନିଜ ନିଜ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶରେୀ ସ୍ତମ୍ଭମାନ ନିର୍ମାଣ କଲେ।

1 Kings 15:5
ସଦାପ୍ରଭୁଙ୍କ ପ୍ରୀତି ନିମନ୍ତେ ଦାଉଦ ସର୍ବଦା ଯଥାର୍ଥ କାର୍ୟ୍ଯ କରୁଥିଲେ। କବଳେ ହିତ୍ତୀଯ ଉରିଯର କଥା ଛଡା ଆଉ କୌଣସି ବିଷଯ ରେ ସେ ନିଜ ଜୀବନକାଳ ରେ ସଦାପ୍ରଭୁଙ୍କ ଆଜ୍ଞାରୁ ବିମୁଖ ହାଇେ ନଥିଲେ।

1 Kings 15:11
ଆସା ନିଜ ପୂର୍ବପୁରୁଷ ଦାଉଦଙ୍କ ପରି ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ନ୍ଯାଯ ଓ ଯଥାର୍ଥ ଥିଲା, ସହେିପରି ଉତ୍ତମ କାର୍ୟ୍ଯମାନ କଲେ।

2 Kings 14:3
ପୁଣି ଅମତ୍ସିଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯଥାର୍ଥ କର୍ମ କଲେ। ମାତ୍ର ସେ ତାଙ୍କ ପୁର୍ବପୁରୁଷ ଦାଉଦଙ୍କ ପରି ସମ୍ପୂର୍ଣ୍ଣ ଭାବରେ ପରମେଶ୍ବରଙ୍କ ଅନୁଗାମୀ ହେଲେ ନାହିଁ। ସେ ନିଜର ପିତା ୟୋଯାଶ୍ଙ୍କର କୃତ କର୍ମାନୁସା ରେ କର୍ମ କଲେ।

2 Kings 15:3
ସଦାପ୍ରଭୁଙ୍କ ଦୃଷ୍ଟି ରେ ଅସରିଯ ଯଥାର୍ଥ କର୍ମମାନ କଲେ। ଠିକ୍ ସହେିପରି ତାଙ୍କର ପିତା ଅମତ୍ସିଯ ପରି ସେ କରିଥିଲେ।

2 Kings 18:22
ତୁମ୍ଭମାନେେ କହିପାର, ଆମ୍ଭମାନେେ ସଦାପ୍ରଭୁ ଆମ୍ଭ ପରମେଶ୍ବରଙ୍କ ଉପରେ ନିର୍ଭର ରଖୁଅଛୁ। କିନ୍ତୁ ମୁଁ ଜାଣେ ହିଜକିଯ ଯେଉଁ ଉଚ୍ଚସ୍ଥଳୀ ଓ ୟଜ୍ଞବଦେୀ ରେ ଲୋକମାନେ ପୂଜା କରୁଥିଲେ ସେ ସଗେୁଡିକୁ ଦୂ ରଇେ ଦଇେଛନ୍ତି ଆଉ ଯିହୁଦାକୁ ୟିରୁଶାଲମ୍କୁ କହିଛନ୍ତି ତୁମ୍ଭମାନେେ କବଳେ ୟିରୁଶାଲମ୍ର ୟଜ୍ଞବଦେୀ ନିକଟରେ ପୂଜା କରିବ।

2 Chronicles 14:2
ଆସା ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ସମ୍ମୁଖ ରେ ଉତ୍ତମ ଓ ଯଥାର୍ଥ ବିଷଯମାନ କଲେ।

2 Chronicles 14:11
ଆସା ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କୁ ଡ଼ାକ ପକାଇଲେ ଓ କହିଲେ, ସଦାପ୍ରଭୁ, ତୁମ୍ଭ ପାଇଁ ଶକ୍ତିହୀନ ଲୋକଙ୍କୁ ସାହାୟ୍ଯ କରିବା ଯେତିକି ସହଜ ଶକ୍ତିଶାଳୀ ଲୋକଙ୍କୁ ସାହାୟ୍ଯ କରିବା ସତେିକି ସହଜ। ଆମ୍ଭମାନଙ୍କୁ ସାହାୟ୍ଯ କର। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ବର ଅଟ। ଏହି ବିଶାଳ ସୈନ୍ଯବାହିନୀ ବିପକ୍ଷ ରେ ଥିଲେ ହେଁ ଆମ୍ଭମାନେେ ତୁମ୍ଭ ଉପରେ ନିର୍ଭର କରୁ ! ତୁମ୍ଭେ ତୁମ୍ଭ ବିରୁଦ୍ଧ ରେ କାହାରିକୁ ଜଯ ଲାଭ କରିବାକୁ ଦିଅ ନାହିଁ।

Exodus 32:8
ସମାନେେ ଖୁବ୍ ଶୀଘ୍ର ମୁଁ ଶିକ୍ଷା ଦଇେଥିବା ପଥରୁ ବିମୁଖ ହେଲେ। ସମାନେେ ସୁବର୍ଣ୍ଣର ଏକ ବାଛୁରୀ ନିର୍ମାଣ କଲେ। ସମାନେେ ସହେି ମୂର୍ତ୍ତିକୁ ଉପାସନା କରୁଛନ୍ତି ଏବଂ ତା'ର ସମ୍ମୁଖ ରେ ବଳିଦାନ କରୁଛନ୍ତି। ସମାନେେ କହନ୍ତି, 'ଇଶ୍ରାୟେଲ, ତୁମ୍ଭକୁ ମିଶର ଦେଶରୁ ଯେଉଁ ଦବେତା ବାହାର କରି ଆଣିଲେ, ସଗେୁଡିକ ଏହି।'