1 Peter 1
3 ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବର ଧନ୍ଯ ହେଉନ୍ତୁ। ପରମେଶ୍ବରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ବାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦଇେଛନ୍ତି। ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହବୋ ଦ୍ବାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦଇେଛି।
4 ପରମେଶ୍ବର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସହେି ଆଶୀର୍ବାଦଗୁଡ଼ିକ ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ। ସହେି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହବେ ନାହିଁ, ବା ଧ୍ବଂସ ପାଇବ ନାହିଁ କିଅବା ସଗେୁଡ଼ିକ ସମାନଙ୍କେର ସୌନ୍ଦର୍ୟ୍ଯ ହରାଇବେ ନାହିଁ।
5 ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।
6 ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନକେ ପ୍ରକାରର ସମସ୍ଯା ତୁମ୍ଭକୁ ଦୁଃଖୀ କରୁଥାଇପା ରେ।
7 ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।
8 ତୁମ୍ଭେ ଯୀଶୁଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ଯ ପ୍ ରମେ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ଯ ବିଶ୍ବାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସହେି ଆନନ୍ଦ ମହିମା ରେ ପରିପୂର୍ଣ୍ଣ।
9 ତୁମ୍ଭ ବିଶ୍ବାସର ଗୋଟିଏ ଲକ୍ଷ୍ଯ ଅଛି। ତାହା ହେଲେ ଆତ୍ମାର ଉଦ୍ଧାର। ତୁମ୍ଭେ ସହେି ଲକ୍ଷ୍ଯ ଅର୍ଥାତ୍ ଉଦ୍ଧାର ପାଉଛ।
10 ଭବିଷ୍ଯଦ୍ ବକ୍ତାମାନେ ମନୋୟୋଗ ସହକା ରେ ଅଧ୍ଯୟନ କରି ଏହି ଉଦ୍ଧାର ବିଷୟ ରେ ଜାଣିବା ପାଇଁ ଚେଷ୍ଟା କଲେ। ସହେି ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭ ପ୍ରତି ଆଗତ ଅନୁଗ୍ରହ ବିଷୟ ରେ କହିଥିଲେ।
11 ଖ୍ରୀଷ୍ଟଙ୍କ ଆତ୍ମା ସହେି ଭବିଷୃଦ୍ ବକ୍ତାମାନଙ୍କ ଅନ୍ତର ରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହବେ ଓ ତା'ପରେ କିପରି ମହିମା ପ୍ରକାଶିତ ହବେ, ସହେି ବିଷୟ ରେ 'ଆତ୍ମା' କଥା କହୁଥିଲେ। ସହେି ଆତ୍ମା ଯାହା ଦଖାେଉଥିଲେ, ସହେି ଭବିଷ୍ଯଦ୍ ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସମାନେେ ଜାଣିବାକୁ ଚେଷ୍ଟା କଲେ ଯେ କେତବେେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତବେେଳେ ଜଗତର ଅବସ୍ଥା କିପରି ହାଇେଥିବ।
12 ସହେି ଭବିଷ୍ଯଦ୍ ବକ୍ତାମାନଙ୍କ ସବୋକାର୍ୟ୍ଯ ସମାନଙ୍କେ ନିଜ ପାଇଁ ନୁହେଁ ବୋଲି ସମାନଙ୍କେୁ ଦଖାଇେ ଦିଆ ହେଲା। ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭର ସବୋ କରୁଥିଲେ। ସମାନେେ ସବୋ କଲା ବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସହେି ସୁସମାଚାର କହିଲେ, ସମାନେେ ହିଁ ତାହା କହିଥିଲେ। ସ୍ବର୍ଗରୁ ପଠାଯାଇଥିବା ପବିତ୍ର ଆତ୍ମା ସାହାୟ୍ଯ ରେ ସମାନେେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାୟାଇଛି, ସଗେୁଡ଼ିକୁ ସ୍ବର୍ଗଦୂତମାନେ ମଧ୍ଯ ଜାଣିବା ପାଇଁ ବହୁତ ଆଗ୍ରହୀ।
3 Blessed be the God and Father of our Lord Jesus Christ, which according to his abundant mercy hath begotten us again unto a lively hope by the resurrection of Jesus Christ from the dead,
4 To an inheritance incorruptible, and undefiled, and that fadeth not away, reserved in heaven for you,
5 Who are kept by the power of God through faith unto salvation ready to be revealed in the last time.
6 Wherein ye greatly rejoice, though now for a season, if need be, ye are in heaviness through manifold temptations:
7 That the trial of your faith, being much more precious than of gold that perisheth, though it be tried with fire, might be found unto praise and honour and glory at the appearing of Jesus Christ:
8 Whom having not seen, ye love; in whom, though now ye see him not, yet believing, ye rejoice with joy unspeakable and full of glory:
9 Receiving the end of your faith, even the salvation of your souls.
10 Of which salvation the prophets have inquired and searched diligently, who prophesied of the grace that should come unto you:
11 Searching what, or what manner of time the Spirit of Christ which was in them did signify, when it testified beforehand the sufferings of Christ, and the glory that should follow.
12 Unto whom it was revealed, that not unto themselves, but unto us they did minister the things, which are now reported unto you by them that have preached the gospel unto you with the Holy Ghost sent down from heaven; which things the angels desire to look into.
1 Peter 1 in Tamil and English
3 ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବର ଧନ୍ଯ ହେଉନ୍ତୁ। ପରମେଶ୍ବରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ବାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦଇେଛନ୍ତି। ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହବୋ ଦ୍ବାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦଇେଛି।
Blessed be the God and Father of our Lord Jesus Christ, which according to his abundant mercy hath begotten us again unto a lively hope by the resurrection of Jesus Christ from the dead,
4 ପରମେଶ୍ବର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସହେି ଆଶୀର୍ବାଦଗୁଡ଼ିକ ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ। ସହେି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହବେ ନାହିଁ, ବା ଧ୍ବଂସ ପାଇବ ନାହିଁ କିଅବା ସଗେୁଡ଼ିକ ସମାନଙ୍କେର ସୌନ୍ଦର୍ୟ୍ଯ ହରାଇବେ ନାହିଁ।
To an inheritance incorruptible, and undefiled, and that fadeth not away, reserved in heaven for you,
5 ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।
Who are kept by the power of God through faith unto salvation ready to be revealed in the last time.
6 ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନକେ ପ୍ରକାରର ସମସ୍ଯା ତୁମ୍ଭକୁ ଦୁଃଖୀ କରୁଥାଇପା ରେ।
Wherein ye greatly rejoice, though now for a season, if need be, ye are in heaviness through manifold temptations:
7 ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।
That the trial of your faith, being much more precious than of gold that perisheth, though it be tried with fire, might be found unto praise and honour and glory at the appearing of Jesus Christ:
8 ତୁମ୍ଭେ ଯୀଶୁଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ଯ ପ୍ ରମେ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ଯ ବିଶ୍ବାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସହେି ଆନନ୍ଦ ମହିମା ରେ ପରିପୂର୍ଣ୍ଣ।
Whom having not seen, ye love; in whom, though now ye see him not, yet believing, ye rejoice with joy unspeakable and full of glory:
9 ତୁମ୍ଭ ବିଶ୍ବାସର ଗୋଟିଏ ଲକ୍ଷ୍ଯ ଅଛି। ତାହା ହେଲେ ଆତ୍ମାର ଉଦ୍ଧାର। ତୁମ୍ଭେ ସହେି ଲକ୍ଷ୍ଯ ଅର୍ଥାତ୍ ଉଦ୍ଧାର ପାଉଛ।
Receiving the end of your faith, even the salvation of your souls.
10 ଭବିଷ୍ଯଦ୍ ବକ୍ତାମାନେ ମନୋୟୋଗ ସହକା ରେ ଅଧ୍ଯୟନ କରି ଏହି ଉଦ୍ଧାର ବିଷୟ ରେ ଜାଣିବା ପାଇଁ ଚେଷ୍ଟା କଲେ। ସହେି ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭ ପ୍ରତି ଆଗତ ଅନୁଗ୍ରହ ବିଷୟ ରେ କହିଥିଲେ।
Of which salvation the prophets have inquired and searched diligently, who prophesied of the grace that should come unto you:
11 ଖ୍ରୀଷ୍ଟଙ୍କ ଆତ୍ମା ସହେି ଭବିଷୃଦ୍ ବକ୍ତାମାନଙ୍କ ଅନ୍ତର ରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହବେ ଓ ତା'ପରେ କିପରି ମହିମା ପ୍ରକାଶିତ ହବେ, ସହେି ବିଷୟ ରେ 'ଆତ୍ମା' କଥା କହୁଥିଲେ। ସହେି ଆତ୍ମା ଯାହା ଦଖାେଉଥିଲେ, ସହେି ଭବିଷ୍ଯଦ୍ ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସମାନେେ ଜାଣିବାକୁ ଚେଷ୍ଟା କଲେ ଯେ କେତବେେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତବେେଳେ ଜଗତର ଅବସ୍ଥା କିପରି ହାଇେଥିବ।
Searching what, or what manner of time the Spirit of Christ which was in them did signify, when it testified beforehand the sufferings of Christ, and the glory that should follow.
12 ସହେି ଭବିଷ୍ଯଦ୍ ବକ୍ତାମାନଙ୍କ ସବୋକାର୍ୟ୍ଯ ସମାନଙ୍କେ ନିଜ ପାଇଁ ନୁହେଁ ବୋଲି ସମାନଙ୍କେୁ ଦଖାଇେ ଦିଆ ହେଲା। ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭର ସବୋ କରୁଥିଲେ। ସମାନେେ ସବୋ କଲା ବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସହେି ସୁସମାଚାର କହିଲେ, ସମାନେେ ହିଁ ତାହା କହିଥିଲେ। ସ୍ବର୍ଗରୁ ପଠାଯାଇଥିବା ପବିତ୍ର ଆତ୍ମା ସାହାୟ୍ଯ ରେ ସମାନେେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାୟାଇଛି, ସଗେୁଡ଼ିକୁ ସ୍ବର୍ଗଦୂତମାନେ ମଧ୍ଯ ଜାଣିବା ପାଇଁ ବହୁତ ଆଗ୍ରହୀ।
Unto whom it was revealed, that not unto themselves, but unto us they did minister the things, which are now reported unto you by them that have preached the gospel unto you with the Holy Ghost sent down from heaven; which things the angels desire to look into.