1 Peter 1:4
ପରମେଶ୍ବର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସହେି ଆଶୀର୍ବାଦଗୁଡ଼ିକ ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ। ସହେି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହବେ ନାହିଁ, ବା ଧ୍ବଂସ ପାଇବ ନାହିଁ କିଅବା ସଗେୁଡ଼ିକ ସମାନଙ୍କେର ସୌନ୍ଦର୍ୟ୍ଯ ହରାଇବେ ନାହିଁ।
1 Peter 1:4 in Other Translations
King James Version (KJV)
To an inheritance incorruptible, and undefiled, and that fadeth not away, reserved in heaven for you,
American Standard Version (ASV)
unto an inheritance incorruptible, and undefiled, and that fadeth not away, reserved in heaven for you,
Bible in Basic English (BBE)
And a heritage fair, holy and for ever new, waiting in heaven for you,
Darby English Bible (DBY)
to an incorruptible and undefiled and unfading inheritance, reserved in [the] heavens for you,
World English Bible (WEB)
to an incorruptible and undefiled inheritance that doesn't fade away, reserved in heaven for you,
Young's Literal Translation (YLT)
to an inheritance incorruptible, and undefiled, and unfading, reserved in the heavens for you,
| To | εἰς | eis | ees |
| an inheritance | κληρονομίαν | klēronomian | klay-roh-noh-MEE-an |
| incorruptible, | ἄφθαρτον | aphtharton | AH-fthahr-tone |
| and | καὶ | kai | kay |
| undefiled, | ἀμίαντον | amianton | ah-MEE-an-tone |
| and | καὶ | kai | kay |
| away, not fadeth that | ἀμάραντον | amaranton | ah-MA-rahn-tone |
| reserved | τετηρημένην | tetērēmenēn | tay-tay-ray-MAY-nane |
| in | ἐν | en | ane |
| heaven | οὐρανοῖς | ouranois | oo-ra-NOOS |
| for | εἰς | eis | ees |
| you, | ἡμᾶς | hēmas | ay-MAHS |
Cross Reference
1 Peter 5:4
ଯେତବେେଳେ ମୁଖ୍ଯ ମଷେପାଳକ ଆସିବେ, ସେତବେେଳେ ତୁମ୍ଭେ ମୁକୁଟ ପାଇବ। ସହେି ମୁକୁଟଟି ଅତ୍ଯନ୍ତ ଗୌରବମୟ ହାଇେଥିବ ଓ ଏହା କବେେ ହେଲେ ନିଜର ସୌନ୍ଦର୍ୟ୍ଯ ହରାଇବ ନାହିଁ।
2 Timothy 4:8
ଏବେ ବିଜୟ ମୁକୁଟ ମାେ ଅପେକ୍ଷା ରେ ଅଛି। ପରମେଶ୍ବରଙ୍କ ସହିତ ଧାର୍ମିକ ହାଇେଥିବାରୁ ମୁଁ ସହେି ମୁକୁଟଟି ପାଇବି। ପ୍ରଭୁ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି। ସହେି ମହାଦିନ ରେ299 ସେ ମାେତେ ବିଜୟ ମୁକୁଟ ପିନ୍ଧାଇବେ। କବଳେ ମାେତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।
Colossians 1:5
ତୁମ୍ଭମାନଙ୍କର ଭରସା ହତେୁ ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ବିଶ୍ବାସ ଓ ସାଧୁମାନଙ୍କୁ ପ୍ ରମେ କରୁଛ। ତୁମ୍ଭେ ଯେଉଁ ବିଷୟଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭମାନେେ ଯେତବେେଳେ ସତ୍ଶିକ୍ଷା ବା ସୁସମାଚାର ଶୁଣିଥିଲ, ସେତବେେଳେ ଏହି ଭରସା ବିଷୟ ରେ ଜାଣିଥିଲ।
Matthew 25:34
ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।
Acts 20:32
ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ନିକଟରେ ଓ ତାହାଙ୍କ ଅନୁଗ୍ରହଜନକ ବାକ୍ଯ ନିକଟରେ ସମର୍ପଣ କରୁଅଛି। ଏହି ବାକ୍ଯ ହିଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବ ଓ ପରମେଶ୍ବର ତାହାଙ୍କର ସମସ୍ତ ପବିତ୍ର ଲୋକମାନଙ୍କୁ ଦଇେଥିବା ଅଧିକାର ତୁମ୍ଭମାନଙ୍କୁ ପ୍ରଦାନ କରିବେ।
1 Corinthians 15:52
ଏହା କବଳେ ମୁହୂର୍ତ୍ତକ ମଧିଅରେ ଆଖି ପିଛୁଳାକେ, ଘଟି ୟିବ। ଯେତବେେଳେ ତୂରୀ ବାଜିବ, ଓ ଯେତେ ସବୁ ବିଶ୍ବାସୀ ମରିଯାଇଛନ୍ତି ସମାନେେ ମୃତ୍ଯୁରୁ ଅନନ୍ତକାଳ ପାଇଁ ଉଥିତ ହବେେ ଓ ଆମ୍ଭମାନଙ୍କ ମଧ୍ଯରୁ ଯେଉଁମାନେ ଜୀବିତ ଅଛନ୍ତି, ସମାନେେ ପରିବର୍ତ୍ତିତ ହବେେ।
Ephesians 1:18
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭମାନେେ ଈଶ୍ବରଙ୍କ ସମସ୍ତ ସତ୍ଯର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖାଲିେ ଦିଅନ୍ତୁ। ତା'ପରେ ତୁମ୍ଭମାନେେ ବୁଝି ପାରିବ ଯେ, କେଉଁ ବିଷୟ ରେ ଭରସା ରଖିବା ପାଇଁ ପରମେଶ୍ବର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭମାନେେ ବୁଝି ପାରିବ ଯେ ପରମେଶ୍ବର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ବର୍ୟ୍ଯପୂର୍ଣ୍ଣ ଅଟେ।
James 1:11
ସୂର୍ୟ୍ଯ ଉଦୟ ହାଇେ ଅଧିକ ଉତ୍ତପ୍ତ କରେ। ସୂର୍ୟ୍ଯର ଉତ୍ତାପ ଚାରା ଗଛଟିକୁ ଶୁଖଇେ ଦିଏ। ଫୁଲ ଝଡ଼ି ଯାଏ। ସହେି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ଯ ଠିକ୍ ସହେିଭଳି। ସେ ତାହାର ବ୍ଯବସାୟ ଲାଗି ଯୋଜନା କରୁଥିବା ବେଳେ ମରିୟିବ।
Revelation 21:27
କୌଣସି ଅଶୁଚି ଜିନିଷ ତା' ଭିତ ରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ୟ୍ଯ କରିବା ଲୋକ ଓ ମିଥ୍ଯା କହିବା ଲୋକ ତା' ଭିତ ରେ ପଶିପାରିବେ ନାହିଁ। ମଷେଶାବକଙ୍କ ଜୀବନପୁସ୍ତକରେ ନାମ ଲଖାେ ହାଇେଥିବା ଲୋକମାନେ ସହେି ନଗରୀ ଭିତ ରେ ପ୍ରବେଶ କରିବେ।
1 Peter 3:9
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ଯ ରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ ପଥା କହିଥିବା ଯୋଗୁ କୌଣସି ଲୋକକୁ ତା' ବଦଳ ରେ ମନ୍ଦ କଥା କୁହ ନାହିଁ। ତା' ବଦଳ ରେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କର ଯେ, ସେ ତା'କୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ବାନ ପାଇଥିବାରୁ ଏପରି କର।
Hebrews 9:15
ଅତଏବ, ପରମେଶ୍ବରଙ୍କ ପାଖରୁ ଯୀଶୁଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ଯ ଯେପରି ପରମେଶ୍ବରଙ୍କ ଦ୍ବାରା ଆହୂତ ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହବେେ। ସମାନେେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳ ରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିବାଦ ରେ ଖ୍ରୀଷ୍ଟ ମୃତ୍ଯୁ ବରଣ କଲେ।
Colossians 3:3
ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ବଭାବର ମୃତ୍ଯୁ ହାଇଯୋଇଛି ଓ ପରମେଶ୍ବରଙ୍କଠା ରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି।
Psalm 31:19
ପରମେଶ୍ବର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ। ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ୟ୍ଯ କର। ସହେି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
Isaiah 40:7
ତୃଣ ଶୁଷ୍କ ହୁଏ ଓ ପୁଷ୍ପ ମ୍ଲାନ ହୁଏ। କାରଣ ତାହା ଉପ ରେ ସଦାପ୍ରଭୁଙ୍କର ଶ୍ବାସବାଯୁ ବ ହେ। ତେଣୁ ଲୋକମାନେ ନିଶ୍ଚତ ତୃଣ ସ୍ବରୂପ।
Ezekiel 47:12
ନଦୀର ଉଭୟ ପାଶର୍ବ ରେ ସବୁପ୍ରକାର ଖାଦ୍ୟ ଉପ ଯୋଗୀ ଫଳବୃକ୍ଷ ହବେ ଓ ସଗେୁଡ଼ିକର ପତ୍ର ମଳିନ ହବେ ନାହିଁ ଏବଂ ଫଳର ଅଭାବ ହବେ ନାହିଁ। କାରଣ ସହେି ବୃକ୍ଷଗୁଡ଼ିକ ପବିତ୍ର ସ୍ଥାନର ନିର୍ଗତ ଜଳ ରେ ବଢ଼ିଥିବା ହତେୁ ପ୍ରତି ମାସ ରେ ନୂତନ ଫଳ ଧାରଣ କରିବେ। ଆଉ ତାହାର ଫଳ ଆହାରାର୍ଥେ ଓ ପତ୍ର ଆରୋଗ୍ଯାର୍ଥେ ଔଷଧ ରୂପେ ବ୍ଯବହୃତ ହବେ।
Acts 26:18
ତୁମ୍ଭେ ସହେି ଲୋକମାନଙ୍କୁ ସତ୍ଯ ପଥ ଦଖାଇବେ ଓ ସମାନଙ୍କେୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସମାନଙ୍କେୁ ଶୟତାନର ଶକ୍ତି ନିକଟରୁ ଦୂ ରଇେ ନଇେ ପରମେଶ୍ବରଙ୍କ ପାଖକୁ ଆଣିବ। ତବେେ ସମାନଙ୍କେର ପାପକୁ କ୍ଷମା କରାୟିବ। ଯେଉଁମାନେ ମାେତେ ବିଶ୍ବାସ କରି ପବିତ୍ର ହାଇେଛନ୍ତି ସମାନଙ୍କେ ମଧିଅରେ ସମାନେେ ସ୍ଥାନ ପାଇବେ।'
Romans 8:17
ଆମ୍ଭେ ଯଦି ପରମେଶ୍ବରଙ୍କର ସନ୍ତାନ, ତା ହେଲେ ପରମେଶ୍ବର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ବରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ଯ ଏହି ଆଶୀର୍ବାଦ ପାଇବୁ। କାନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହା ହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ଯ ମହିମାର ଅଧିକାରୀ ହବୋ।
1 Corinthians 9:25
ଖଳେ ରେ ପ୍ରେତ୍ୟକକ ପ୍ରତି ଯୋଗୀକୁ କଠାେର ପ୍ରଶିକ୍ଷଣ ନବୋକୁ ହୁଏ। ସମାନେେ ମୁକୁଟ ପାଇବା ପାଇଁ ଏହା କରନ୍ତି। ଏହି ମୁକୁଟ ଏକ ଜାଗତିକ ଓ କ୍ଷଣକାଳସ୍ଥାଯୀ ବିଷୟ। କିନ୍ତୁ ଆମ୍ଭେ ଅକ୍ଷୟ ମୁକୁଟ ପାଇବା ପାଇଁ ଏପରି କରୁ।
Galatians 3:18
ଯଦି ଉତ୍ତରାଧିକାର ବ୍ଯବସ୍ଥା ଆଧାରିତ ଅଟେ, ତବେେ ତାହା 'ପ୍ରତିଶୃତି ଆଧାରିତ ହାଇେ ପାରିବ ନାହିଁ। କିନ୍ତୁ ପରମେଶ୍ବର ଆପଣା ପ୍ରତିଶୃତି ମାଧ୍ଯମ ରେ ମୁକ୍ତ ଭାବରେ ଅବ୍ରହାମଙ୍କୁ ତାଙ୍କର ଆଶୀର୍ବାଦ ପ୍ରଦାନ କରିଥିଲେ।
Ephesians 1:11
ପରମେଶ୍ବର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କର ଲୋକ ହବୋ ପାଇଁ ବାଛିଲେ। ଏକଥା ସେ ନିଜ ଇଚ୍ଛାନୁସା ରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।
Ephesians 1:14
ପରମେଶ୍ବର ନିଜ ଲୋକଙ୍କୁ ଯେସମସ୍ତ ବିଷୟ ଦବୋ ନିମନ୍ତେ ପ୍ରତିଶୃତି ଦଇେଛନ୍ତି, ତାହା ଯେ ଆମ୍ଭମାନେେ ନିଶ୍ଚିତ ରୂପେ ପାଇବା, ଏଥିପାଇଁ ପବିତ୍ର ଆତ୍ମା ହେଉଛନ୍ତି ପରମେଶ୍ବରଙ୍କ ନିର୍ଭରୟୁକ୍ତ ପ୍ରତିଶୃତି। ଯେଉଁମାନେ ପରମେଶ୍ବରଙ୍କର ଲୋକ ଅଟନ୍ତି, ସମାନଙ୍କେ ନିମନ୍ତେ ଏହା ପୂର୍ଣ୍ଣ ସ୍ବାଧୀନତା ଆଣିଦବେ। ଏହାର ଉଦ୍ଦେଶ୍ଯ ପରମେଶ୍ବରଙ୍କ ମହିମାର ପ୍ରଶଂସା ହବେ।
Colossians 1:12
ତା ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହବେ ଓ ପିତାଙ୍କୁ ଧନ୍ଯବାଦ ଦବେ। ସେ ଯେଉଁ ବିଷୟଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସଗେୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପୟୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅ ରେ ବାସ କରନ୍ତି, ସମାନଙ୍କେ ଲାଗି ସେ ଏହି ବିଷୟଗୁଡ଼ିକ ସୃଷ୍ଟି କରିଛନ୍ତି