1 Peter 2

fullscreen1 ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ବିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।

fullscreen2 ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ' ପାନ ପାଇଁ ତୁମ୍ଭେ ଲାଳାଯିତ ହୁଅ। ଏହାକୁ ପାନ କରିବା ଦ୍ବାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।

fullscreen3 ପ୍ରଭୁଙ୍କର ଉତ୍ତମତାର ସ୍ବାଦ ତୁମ୍ଭେ ଚାଖି ସାରିଛ।

fullscreen4 ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ ପଥର। ଜଗତର ଲୋକମାନେ ସହେି ପଥରଟି ଅଗ୍ରାହ୍ଯ କଲେ। କିନ୍ତୁ ପରମେଶ୍ବର ସହେି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ବରଙ୍କ ପାଇଁ ତାହାଙ୍କ ମୂଲ୍ଯ ଅଧିକ।

fullscreen5 ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।

fullscreen6 ଶାସ୍ତ୍ର କୁ ହେ :

fullscreen7 ତୁମ୍ଭ୍ ଭଳି ବିଶ୍ବାସୀମାନଙ୍କ ଲାଗି ସେ ପଥରଟି (ଯୀଶୁ) ଅତି ମୂଲ୍ଯବାନ। କିନ୍ତୁ ଯୀଶୁ ଅବିଶ୍ବାସୀମାନଙ୍କ ଲାଗି :

fullscreen8 ଯେଉଁମାନେ ବିଶ୍ବାସ କରନ୍ତି ନାହିଁ ସମାନଙ୍କେ ଲାଗି :

fullscreen9 କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।

fullscreen10 ଅତୀତ ରେ ତୁମ୍ଭେ ପରମେଶ୍ବରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଲୋକ ଅଟ। ଅତୀତ ରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଅନୁଗ୍ରହ ଲାଭ କରିଛ।

1 Wherefore laying aside all malice, and all guile, and hypocrisies, and envies, and all evil speakings,

2 As newborn babes, desire the sincere milk of the word, that ye may grow thereby:

3 If so be ye have tasted that the Lord is gracious.

4 To whom coming, as unto a living stone, disallowed indeed of men, but chosen of God, and precious,

5 Ye also, as lively stones, are built up a spiritual house, an holy priesthood, to offer up spiritual sacrifices, acceptable to God by Jesus Christ.

6 Wherefore also it is contained in the scripture, Behold, I lay in Sion a chief corner stone, elect, precious: and he that believeth on him shall not be confounded.

7 Unto you therefore which believe he is precious: but unto them which be disobedient, the stone which the builders disallowed, the same is made the head of the corner,

8 And a stone of stumbling, and a rock of offence, even to them which stumble at the word, being disobedient: whereunto also they were appointed.

9 But ye are a chosen generation, a royal priesthood, an holy nation, a peculiar people; that ye should shew forth the praises of him who hath called you out of darkness into his marvellous light:

10 Which in time past were not a people, but are now the people of God: which had not obtained mercy, but now have obtained mercy.

1 Peter 2 in Tamil and English

1 ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ବିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।
Wherefore laying aside all malice, and all guile, and hypocrisies, and envies, and all evil speakings,

2 ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ' ପାନ ପାଇଁ ତୁମ୍ଭେ ଲାଳାଯିତ ହୁଅ। ଏହାକୁ ପାନ କରିବା ଦ୍ବାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।
As newborn babes, desire the sincere milk of the word, that ye may grow thereby:

3 ପ୍ରଭୁଙ୍କର ଉତ୍ତମତାର ସ୍ବାଦ ତୁମ୍ଭେ ଚାଖି ସାରିଛ।
If so be ye have tasted that the Lord is gracious.

4 ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ ପଥର। ଜଗତର ଲୋକମାନେ ସହେି ପଥରଟି ଅଗ୍ରାହ୍ଯ କଲେ। କିନ୍ତୁ ପରମେଶ୍ବର ସହେି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ବରଙ୍କ ପାଇଁ ତାହାଙ୍କ ମୂଲ୍ଯ ଅଧିକ।
To whom coming, as unto a living stone, disallowed indeed of men, but chosen of God, and precious,

5 ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।
Ye also, as lively stones, are built up a spiritual house, an holy priesthood, to offer up spiritual sacrifices, acceptable to God by Jesus Christ.

6 ଶାସ୍ତ୍ର କୁ ହେ :
Wherefore also it is contained in the scripture, Behold, I lay in Sion a chief corner stone, elect, precious: and he that believeth on him shall not be confounded.

7 ତୁମ୍ଭ୍ ଭଳି ବିଶ୍ବାସୀମାନଙ୍କ ଲାଗି ସେ ପଥରଟି (ଯୀଶୁ) ଅତି ମୂଲ୍ଯବାନ। କିନ୍ତୁ ଯୀଶୁ ଅବିଶ୍ବାସୀମାନଙ୍କ ଲାଗି :
Unto you therefore which believe he is precious: but unto them which be disobedient, the stone which the builders disallowed, the same is made the head of the corner,

8 ଯେଉଁମାନେ ବିଶ୍ବାସ କରନ୍ତି ନାହିଁ ସମାନଙ୍କେ ଲାଗି :
And a stone of stumbling, and a rock of offence, even to them which stumble at the word, being disobedient: whereunto also they were appointed.

9 କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।
But ye are a chosen generation, a royal priesthood, an holy nation, a peculiar people; that ye should shew forth the praises of him who hath called you out of darkness into his marvellous light:

10 ଅତୀତ ରେ ତୁମ୍ଭେ ପରମେଶ୍ବରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଲୋକ ଅଟ। ଅତୀତ ରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଅନୁଗ୍ରହ ଲାଭ କରିଛ।
Which in time past were not a people, but are now the people of God: which had not obtained mercy, but now have obtained mercy.