Bible

1 Peter 2 - MALAYALAM (Oriya)

1 ആകയാൽ സകലദുഷ്ടതയും എല്ലാ ചതിവും വ്യാജഭാവവും അസൂയയും എല്ലാനുണയും നീക്കിക്കളഞ്ഞുଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ବିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।

2 ഇപ്പോൾ ജനിച്ച ശിശുക്കളെപ്പോലെ രക്ഷെക്കായി വളരുവാൻ വചനം എന്ന മായമില്ലാത്ത പാൽ കുടിപ്പാൻନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ' ପାନ ପାଇଁ ତୁମ୍ଭେ ଲାଳାଯିତ ହୁଅ। ଏହାକୁ ପାନ କରିବା ଦ୍ବାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।

3 വാഞ്ഛിപ്പിൻ. കർത്താവു ദയാലു എന്നു നിങ്ങൾ ആസ്വദിച്ചിട്ടുണ്ടല്ലോ.ପ୍ରଭୁଙ୍କର ଉତ୍ତମତାର ସ୍ବାଦ ତୁମ୍ଭେ ଚାଖି ସାରିଛ।

4 മനുഷ്യർ തള്ളിയതെങ്കിലും ദൈവസന്നിധിയിൽ ശ്രേഷ്ഠവും മാന്യവുമായ ജീവനുള്ള കല്ലായ അവന്റെ അടുക്കൽ വന്നിട്ടുପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ ପଥର। ଜଗତର ଲୋକମାନେ ସହେି ପଥରଟି ଅଗ୍ରାହ୍ଯ କଲେ। କିନ୍ତୁ ପରମେଶ୍ବର ସହେି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ବରଙ୍କ ପାଇଁ ତାହାଙ୍କ ମୂଲ୍ଯ ଅଧିକ।

5 നിങ്ങളും ജീവനുള്ള കല്ലുകൾ എന്നപോലെ ആത്മികഗൃഹമായി യേശുക്രിസ്തുമുഖാന്തരം ദൈവത്തിന്നു പ്രസാദമുള്ള ആത്മികയാഗം കഴിപ്പാന്തക്ക വിശുദ്ധപുരോഹിതവർഗ്ഗമാകേ ണ്ടതിന്നു പണിയപ്പെടുന്നു.ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।

6 “ഞാൻ ശ്രേഷ്ഠവും മാന്യവുമായോരു മൂലക്കല്ലു സീയോനിൽ ഇടുന്നു; അവനിൽ വിശ്വസിക്കുന്നവൻ ലജ്ജിച്ചുപോകയില്ല” എന്നു തിരുവെഴുത്തിൽ കാണുന്നുവല്ലോ.ଶାସ୍ତ୍ର କୁ ହେ :

7 വിശ്വസിക്കുന്ന നിങ്ങൾക്കു ആ മാന്യതയുണ്ടു; വിശ്വസിക്കാത്തവർക്കോ “വീടു പണിയുന്നവർ തള്ളിക്കളഞ്ഞ കല്ലു തന്നേ മൂലക്കല്ലും ഇടർച്ചക്കല്ലും തടങ്ങൽ പാറയുമായിത്തീർന്നു.”ତୁମ୍ଭ୍ ଭଳି ବିଶ୍ବାସୀମାନଙ୍କ ଲାଗି ସେ ପଥରଟି (ଯୀଶୁ) ଅତି ମୂଲ୍ଯବାନ। କିନ୍ତୁ ଯୀଶୁ ଅବିଶ୍ବାସୀମାନଙ୍କ ଲାଗି :

8 അവർ വചനം അനുസരിക്കായ്കയാൽ ഇടറിപ്പോകുന്നു; അതിന്നു അവരെ വെച്ചുമിരിക്കുന്നു.ଯେଉଁମାନେ ବିଶ୍ବାସ କରନ୍ତି ନାହିଁ ସମାନଙ୍କେ ଲାଗି :

9 നിങ്ങളോ അന്ധകാരത്തിൽനിന്നു തന്റെ അത്ഭുത പ്രകാശത്തിലേക്കു നിങ്ങളെ വിളിച്ചവന്റെ സൽഗുണങ്ങളെ ഘോഷിപ്പാന്തക്കവണ്ണം തിരഞ്ഞെടുക്കപ്പെട്ട ഒരു ജാതിയും രാജകീയപുരോഹിതവർഗ്ഗവും വിശുദ്ധവംശവും സ്വന്തജനവും ആകുന്നു.କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।

10 മുമ്പെ നിങ്ങൾ ജനമല്ലാത്തവർ; ഇപ്പോഴോ ദൈവത്തിന്റെ ജനം; കരുണ ലഭിക്കാത്തവർ; ഇപ്പോഴോ കരുണ ലഭിച്ചവർ തന്നേ.ଅତୀତ ରେ ତୁମ୍ଭେ ପରମେଶ୍ବରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଲୋକ ଅଟ। ଅତୀତ ରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଅନୁଗ୍ରହ ଲାଭ କରିଛ।

11 പ്രിയമുള്ളവരേ, പ്രവാസികളും പരദേശികളുമായ നിങ്ങളെ ആത്മാവിനോടു പോരാടുന്ന ജഡമോഹങ്ങളെ വിട്ടകന്നു ജാതികൾ നിങ്ങളെ ദുഷ്‌പ്രവൃത്തിക്കാർ എന്നു ദുഷിക്കുന്തോറുംପ୍ରିୟ ମିତ୍ରଗଣ, ତୁମ୍ଭମାନେେ ଏହି ଜଗତ ରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂର ରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧ ରେ ସଂଘର୍ଷ କରନ୍ତି।

12 നിങ്ങളുടെ നല്ല പ്രവൃത്തികളെ കണ്ടറിഞ്ഞിട്ടു സന്ദർശനദിവസത്തിൽ ദൈവത്തെ മഹത്വപ്പെടുത്തേണ്ടതിന്നു അവരുടെ ഇടയിൽ നിങ്ങളുടെ നടപ്പു നന്നായിരിക്കേണം എന്നു ഞാൻ പ്രബോധിപ്പിക്കുന്നു.ଅବିଶ୍ବାସୀ ଲୋକମାନେ ତୁମ୍ଭ ଚାରିପଟେ ଅଛନ୍ତି। ସମାନେେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ୟ୍ଯ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା ହେଲେ ତୁମ୍ଭମାନେେ କରୁଥିବା ଭଲ କାମଗୁଡ଼ିକୁ ସମାନେେ ଦେଖିବେ ଓ ପରମେଶ୍ବରଙ୍କ ଆସିବା ଦିନ ସମାନେ ତାହାଙ୍କୁ ମହିମା ଦବେେ।

13 സകല മാനുഷനിയമത്തിന്നും കർത്താവിൻ നിമിത്തം കീഴടങ്ങുവിൻ.ଏହି ଜଗତ ରେ କ୍ଷମତାପ୍ରାପ୍ତ ଲୋକଙ୍କ ଆଜ୍ଞା ପାଳନ କର। ପ୍ରଭୁଙ୍କ ଲାଗି ଏହା କର। ସର୍ବୋଚ୍ଚ ଶାସନକର୍ତ୍ତା ରାଜାଙ୍କ ଆଜ୍ଞା ପାଳନ କର।

14 ശ്രേഷ്ഠാധികാരി എന്നുവെച്ചു രാജാവിന്നും ദുഷ്‌പ്രവൃത്തിക്കാരുടെ ദണ്ഡനത്തിന്നും സൽപ്രവൃത്തിക്കാരുടെ മാനത്തിന്നുമായി അവനാൽ അയക്കപ്പെട്ടവർ എന്നുവെച്ചു നാടുവാഴികൾക്കും കീഴടങ്ങുവിൻ.ରାଜାଙ୍କ ଦ୍ବାରା ପ୍ ରରେିତ ନେତାମାନଙ୍କର ଆଜ୍ଞା ପାଳନ କର। ମନ୍ଦ କାମ କରୁଥିବା ଲୋକଙ୍କୁ ଦଣ୍ଡ ଦବୋ ଓ ଭଲ କାମ କରୁଥିବା ଲୋକଙ୍କୁ ପ୍ରଶଂସା କରିବା ଲାଗି ସମାନଙ୍କେୁ ପଠାଯାଇଥାଏ।

15 നിങ്ങൾ നന്മ ചെയ്തുകൊണ്ടു ബുദ്ധിയില്ലാത്ത മനുഷ്യരുടെ ഭോഷത്വം മിണ്ടാതാക്കേണം എന്നുള്ളതു ദൈവേഷ്ടം ആകുന്നു.ଅତଏବ ଭଲ କାମ କରିବା ଦ୍ବାରା, ଯେଉଁମାନେ ତୁମ୍ଭ ବିଷୟ ରେ ନିର୍ବୋଧ କଥାଗୁଡ଼ିକ କୁହନ୍ତି, ସମାନଙ୍କେ ମୁହଁ ବନ୍ଦ ହାଇଯେିବ।

16 സ്വതന്ത്രരായും സ്വാതന്ത്ര്യം ദുഷ്ടതെക്കു മറയാക്കാതെ ദൈവത്തിന്റെ ദാസന്മാരായും നടപ്പിൻ.ପରମେଶ୍ବର ଏହା ଚାହାଁନ୍ତି। ସ୍ବାଧୀନ ଲୋକ ଭଳି ବିଚରଣ କର। କିନ୍ତୁ ମନ୍ଦ କର୍ମ କରିବା ପାଇଁ ଏହି ସ୍ବାଧୀନତାର ଅପବ୍ଯବହାର କର ନାହିଁ। ପରମେଶ୍ବରଙ୍କ ସବୋ ରେ ଜୀବନ କାଟ।

17 എല്ലാവരെയും ബഹുമാനിപ്പിൻ; സഹോദരവർഗ്ഗത്തെ സ്നേഹിപ്പിൻ; ദൈവത്തെ ഭയപ്പെടുവിൻ; രാജാവിനെ ബഹുമാനിപ്പിൻ.ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ବରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ବରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।

18 വേലക്കാരേ, പൂർണ്ണഭയത്തോടെ യജമാനന്മാർക്കു, നല്ലവർക്കും ശാന്തന്മാർക്കും മാത്രമല്ല, മൂർഖന്മാർക്കും കൂടെ കീഴടങ്ങിയിരിപ്പിൻ.ହେ କ୍ରୀତଦାସଗଣ ! ତୁମ୍ଭ ମାଲିକର ଶାସନକୁ ସମ୍ମାନର ସହିତ ଗ୍ରହଣ କର। ତୁମ୍ଭମାନେେ ଭଲ ଓ ଭଦ୍ର ମାଲିକ ଏବଂ ମନ୍ଦ ମାଲିକର ମଧ୍ଯ ଆଜ୍ଞା ପାଳନ କରିବା ଉଚିତ।

19 ഒരുത്തൻ ദൈവത്തെക്കുറിച്ചുള്ള മനോബോധം നിമിത്തം അന്യായമായി കഷ്ടവും ദുഃഖവും സഹിച്ചാൽ അതു പ്രസാദം ആകുന്നു.ଜଣେ ଲୋକ ଭୁଲ ନ କରିଥିଲେ ମଧ୍ଯ ସେ ଦୁଃଖ ପାଇ ପା ରେ। ଯଦି ସେ ଲୋକ ପରମେଶ୍ବରଙ୍କ କଥା ଚିନ୍ତା କରେ ଓ କଷ୍ଟକୁ ସହି ଯାଏ ତା ହେଲେ ପରମେଶ୍ବର ପ୍ରସନ୍ନ ହୁଅନ୍ତି।

20 നിങ്ങൾ കുറ്റം ചെയ്തിട്ടു അടികൊള്ളുന്നതു സഹിച്ചാൽ എന്തു യശസ്സുള്ളു? അല്ല, നന്മ ചെയ്തിട്ടു കഷ്ടം സഹിച്ചാൽ അതു ദൈവത്തിന്നു പ്രസാദം.କିନ୍ତୁ ଯଦି ତୁମ୍ଭେ ଭୁଲ କରିଥିବାରୁ ଦଣ୍ଡିତ ହୁଅ, ତା' ହେଲେ ସହେି ଦଣ୍ଡ ସହିଥିଲ ବୋଲି ତୁମ୍ଭେ ପ୍ରଶଂସା ପାଇବାର କୌଣସି କାରଣ ନାହିଁ। କିନ୍ତୁ ତୁମ୍ଭେ ଯଦି ଭଲ କାମ କରି, ଯାତନା ସହି ର୍ଧୈୟ୍ଯବାନ ରୁହ, ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।

21 അതിന്നായിട്ടല്ലോ നിങ്ങളെ വിളിച്ചിരിക്കുന്നതു. ക്രിസ്തുവും നിങ്ങൾക്കു വേണ്ടി കഷ്ടം അനുഭവിച്ചു, നിങ്ങൾ അവന്റെ കാൽച്ചുവടു പിന്തുടരുവാൻ ഒരു മാതൃക വെച്ചേച്ചു പോയിരിക്കുന്നു.ଏହା କରିବାକୁ ତୁମ୍ଭେ ଆହ୍ବାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦଖାଇେ ଦଇଯୋଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ଯ କଷ୍ଟ ଭୋଗିଲା ବେଳେ ର୍ଧୈୟ୍ଯଶୀଳ ହବୋ ଉଚିତ।

22 അവൻ പാപം ചെയ്തിട്ടില്ല; അവന്റെ വായിൽ വഞ്ചന ഒന്നും ഉണ്ടായിരുന്നില്ല. ସେ କୌଣସି ପାପ କରି ନ ଥିଲେ ଓ କୌଣସି ମିଛ କଥା ମୁହଁ ରେ ଉଚ୍ଚାରଣ କରି ନ ଥିଲେ। ୟିଶାଇୟ 53:9

23 തന്നെ ശകാരിച്ചിട്ടു പകരം ശകാരിക്കാതെയും കഷ്ടം അനുഭവിച്ചിട്ടു ഭീഷണം പറയാതെയും ന്യായമായി വിധിക്കുന്നവങ്കൽ കാര്യം ഭരമേല്പിക്കയത്രേ ചെയ്തതു.ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସମାନଙ୍କେୁ ମନ୍ଦ କଥା କହି ନାହାଁନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦଇେ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନବୋ ପାଇଁ ପରମେଶ୍ବରଙ୍କ ଠା ରେ ନିର୍ଭରଶୀଳ ହେଲେ।

24 നാം പാപം സംബന്ധിച്ചു മരിച്ചു നീതിക്കു ജീവിക്കേണ്ടതിന്നു അവൻ തന്റെ ശരീരത്തിൽ നമ്മുടെ പാപങ്ങളെ ചുമന്നുകൊണ്ടു ക്രൂശിന്മേൽ കയറി; അവന്റെ അടിപ്പിണരാൽ നിങ്ങൾക്കു സൌഖ്യം വന്നിരിക്കുന്നു.ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।

25 നിങ്ങൾ തെറ്റി ഉഴലുന്ന ആടുകളെപ്പോലെ ആയിരുന്നു; ഇപ്പോഴോ നിങ്ങളുടെ ആത്മാക്കളുടെ ഇടയനും അദ്ധ്യക്ഷനുമായവങ്കലേക്കു മടങ്ങിവന്നിരിക്കുന്നു.ମେଣ୍ଢା ଭଳି ତୁମ୍ଭମାନେେ ଭୁଲ ରାସ୍ତା ରେ ଚାଲି ଯାଇଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କର ଆତ୍ମାର ମଷେପାଳକ ଓ ରକ୍ଷକଙ୍କ ପାଖକୁ ଫରେି ଆସିଛ।

Oriya Bible