1 Peter 4:3 in Oriya

Oriya Oriya Bible 1 Peter 1 Peter 4 1 Peter 4:3

1 Peter 4:3
ଅତୀତ ରେ ଅବିଶ୍ବାସୀ ଲୋକଙ୍କ କଥା ରେ କାମ କରି ତୁମ୍ଭେ ଅନକେ ସମୟ ନଷ୍ଟ କରିସାରିଛ। ତୁମ୍ଭେ ୟୌନପାପ କରୁଥିଲ। ନିଜ ଇଚ୍ଛାନୁସା ରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ବଂସର କାର୍ୟ୍ଯ କରୁଥିଲ, ମଦ୍ଯପାନ ଦଳ ରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।

1 Peter 4:21 Peter 41 Peter 4:4

1 Peter 4:3 in Other Translations

King James Version (KJV)
For the time past of our life may suffice us to have wrought the will of the Gentiles, when we walked in lasciviousness, lusts, excess of wine, revellings, banquetings, and abominable idolatries:

American Standard Version (ASV)
For the time past may suffice to have wrought the desire of the Gentiles, and to have walked in lasciviousness, lusts, winebibbings, revellings, carousings, and abominable idolatries:

Bible in Basic English (BBE)
Because for long enough, in times past, we have been living after the way of the Gentiles, given up to the desires of the flesh, to drinking and feasting and loose behaviour and unclean worship of images;

Darby English Bible (DBY)
For the time past [is] sufficient [for us] to have wrought the will of the Gentiles, walking in lasciviousness, lusts, wine-drinking, revels, drinkings, and unhallowed idolatries.

World English Bible (WEB)
For we have spent enough of our past time doing the desire of the Gentiles, and having walked in lewdness, lusts, drunken binges, orgies, carousings, and abominable idolatries.

Young's Literal Translation (YLT)
for sufficient to us `is' the past time of life the will of the nations to have wrought, having walked in lasciviousnesses, desires, excesses of wines, revelings, drinking-bouts, and unlawful idolatries,

For
ἀρκετὸςarketosar-kay-TOSE
the
γὰρgargahr
time
ἡμῖνhēminay-MEEN
past
hooh
of
our

παρεληλυθὼςparelēlythōspa-ray-lay-lyoo-THOSE
life
χρόνοςchronosHROH-nose
suffice
may
τοῦtoutoo
us
βίουbiouVEE-oo
to
have
wrought
τὸtotoh
the
θέλημαthelēmaTHAY-lay-ma
will
τῶνtōntone
the
of
ἐθνῶνethnōnay-THNONE
Gentiles,
κατεργάσασθαι,katergasasthaika-tare-GA-sa-sthay
when
we
walked
πεπορευμένουςpeporeumenouspay-poh-rave-MAY-noos
in
ἐνenane
lasciviousness,
ἀσελγείαιςaselgeiaisah-sale-GEE-ase
lusts,
ἐπιθυμίαιςepithymiaisay-pee-thyoo-MEE-ase
wine,
of
excess
οἰνοφλυγίαιςoinophlygiaisoo-noh-flyoo-GEE-ase
revellings,
κώμοιςkōmoisKOH-moos
banquetings,
πότοιςpotoisPOH-toos
and
καὶkaikay
abominable
ἀθεμίτοιςathemitoisah-thay-MEE-toos
idolatries:
εἰδωλολατρείαις·eidōlolatreiaisee-thoh-loh-la-TREE-ase

Cross Reference

1 Thessalonians 4:5
ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ନିଜ ଶରୀରର ଏପରି ବ୍ଯବହାର କରନ୍ତି।

Ephesians 5:18
ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସଂପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମା ରେ ପରିପୂର୍ଣ୍ଣ ହୁଅ।

Isaiah 28:7
ମାତ୍ର ବର୍ତ୍ତମାନ ସହେି ପ୍ରାଚୀନ ବ୍ଯକ୍ତିଗଣ ଦ୍ରାକ୍ଷାରସ ରେ ଭ୍ରାନ୍ତ ହାଇେଛନ୍ତି ଓ ସୁରାପାନ ରେ ବିପଥଗାମୀ ହାଇେଛନ୍ତି। ଯାଜକ ଓ ଭବିଷ୍ଯଦ୍ବକ୍ତା ସୁରାପାନ ଦ୍ବାରା ବିଭ୍ରାନ୍ତ ହାଇେଛନ୍ତି। ଦ୍ରାକ୍ଷାରସ ସମାନଙ୍କେୁ ଗ୍ରାସ କରିଅଛି ଓ ସମାନେେ ସୁରାପାନ ଦ୍ବାରା ବିପଥରେ ୟାଇଛନ୍ତି। ସମାନେେ ଦର୍ଶନ ରେ ଭ୍ରାନ୍ତ ହୁଅନ୍ତି ଓ ବିଚାର ରେ ଝୁଣ୍ଟି ପଡ଼ନ୍ତି।

Ezekiel 44:6
ଆଉ ଇଶ୍ରାୟେଲର ଅବଜ୍ଞାକାରୀଙ୍କୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି। ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ କରିଥିବା ଘୃଣ୍ଯକର୍ମ ତୁମ୍ଭମାନଙ୍କର ୟଥେଷ୍ଟ ହାଇେଛି।

Ezekiel 45:9
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ହେ ଇଶ୍ରାୟେଲର ଅଧିପତିମାନେ, ୟଥେଷ୍ଟ ! ତୁମ୍ଭମାନଙ୍କ ନିମନ୍ତେ ଏହା ୟଥେଷ୍ଟ ହେଉ। ତୁମ୍ଭମାନେେ ଲୋକମାନଙ୍କ ପ୍ରତି ନିଷ୍ଠୁରତା ଓ ଧନ ଅପହରଣ କରିବା ଦୂର କର। ଆଉ ସମାନଙ୍କେ ପ୍ରତି ନ୍ଯାଯ ଓ ଯଥାର୍ଥ ବିଚାର କର। ମାରେ ଲୋକମାନଙ୍କଠାରୁ ଭୂମି ନଇୟିବୋ ବନ୍ଦ କର। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

Acts 17:30
ପୂର୍ବରୁ ପରମେଶ୍ବର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫରେିଆସିବା ପାଇଁ ଆଦେଶ ଦିଅନ୍ତି।

Galatians 5:19
ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା : ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ,

Galatians 5:21
ପରଶ୍ରୀକାତରତା, ନିଶାସକ୍ତ ହବୋ, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ଯ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମ ରେ ଲିପ୍ତ ରୁହନ୍ତି, ସମାନେେ କୌଣସି ପ୍ରକା ରେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାର ପାଇବେ ନାହିଁ।

Revelation 17:4
ସହେି ସ୍ତ୍ରୀ ଲୋକଟି ବାଇଗଣି ଓ ଲାଲ ରଙ୍ଗର ବସ୍ତ୍ର ପିନ୍ଧିଥିଲା। ସେ ପିନ୍ଧିଥିବା ସୁନା, ଅଳଙ୍କାର ଓ ମଣିମୁକ୍ତା ୟୋଗୁ ଝଲକୁଥିଲା। ତା' ହାତ ରେ ଗୋଟିଏ ସୁବର୍ଣ୍ଣ ପାତ୍ର ଥିଲା। ସହେି ପାତ୍ରଟି ଘୃଣ୍ଯ ବିଷୟଗୁଡ଼ିକରେ ଓ ତା'ର ନିଜର ୟୌନଗତପାପର ଆବର୍ଜନା ରେ ପୂର୍ଣ୍ଣ ଥିଲା।

Jude 1:4
କେତକେ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳ ରେ ପ୍ରବେଶ କରିଛନ୍ତି। ସମାନେେ ସମାନଙ୍କେର କାର୍ୟ୍ଯ ପାଇଁ ଦୋଷୀ ବିବଚେିତ ହାଇେ ସାରିଲଣେି। ଭବିଷ୍ଯଦ୍ ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟ ରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ବରଙ୍କର ବିରୋଧୀ। ସମାନେେ ପାପପୂର୍ଣ୍ଣ କାର୍ୟ୍ଯ କରିବା ପାଇଁ ଆମ୍ଭ ପରମେଶ୍ବରଙ୍କର ଅନୁଗ୍ରହକୁ ଅପବ୍ଯବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।

1 Peter 1:14
ଅତୀତ ରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛା ରେ ସହେି ସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ।

Titus 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।

Ephesians 4:17
ପ୍ରଭୁଙ୍କ ନାମ ରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ବାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସମାନଙ୍କେ ବିଚାରର କିଛି ମୂଲ୍ଯ ନାହିଁ।

Ephesians 2:2
ଅତୀତ ରେ ତୁମ୍ଭେ ସହେି ପାପ କାର୍ୟ୍ଯ ସହିତ ଜଡ଼ିତ ଥିଲ। ତୁମ୍ଭେ ସାଂସାରିକ ଜୀବନଯାପନ କରୁଥିଲ। ପୃଥିବୀ ରେ ମନ୍ଦ ଶକ୍ତିର ଶାସକକୁ ତୁମ୍ଭେ ଅନୁସରଣ କରୁ ଥିଲ। ସହେି ମନ୍ଦ ଶକ୍ତି ଏବେ ମଧ୍ଯ ପରମେଶ୍ବରଙ୍କୁ ଅମାନ୍ଯ କରୁଥିବା ଲୋକଙ୍କ ଭିତ ରେ କାମ କରୁଛି।

2 Corinthians 12:21
ମୁଁ ଭୟ କରୁଛି ଯେ ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ସେତବେେଳେ ତୁମ୍ଭମାନଙ୍କ ଆଗ ରେ ମାରେ ପରମେଶ୍ବର ମାେତେ ଲଜ୍ଜା ନ ଦିଅନ୍ତୁ। ଯେ ହତେୁ ତୁମ୍ଭମାନଙ୍କ ଭିତରୁ ଅନକେେ ପାପ କରିଥିବାରୁ, ମୁଁ ଦୁଃଖିତ ହବେି। କାରଣ ସହେି ଲୋକମାନେ ସମାନଙ୍କେର ପାପର ଜୀବନ ନିମନ୍ତେ ଦୁଃଖିତ ହାଇେ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସମାନଙ୍କେର ୟୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ୟ୍ଯ କରୁ ଥିବାରୁ, ମାେତେ ଶାେକ କରିବାକୁ ପଡ଼ିବ।

1 Corinthians 12:2
ତୁମ୍ଭମାନେେ ମନେପକାଅ ଯେ ବିଶ୍ବାସୀ ହବୋ ପୂର୍ବରୁ ତୁମ୍ଭମାନେେ କିପରି ବିପଥଗାମୀ ହାଇେ ମୂର୍ତ୍ତିପୂଜା କରିବାକୁ ଯାଉଥିଲା।

2 Samuel 13:28
ଏହାପରେ ଅବଶା ଲୋମ ନିଜର ସବେକମାନଙ୍କୁ ଆଜ୍ଞା ଦେଲେ ଓ କହିଲେ, ଅମ୍ ନୋନକକ୍ସ୍ଟ ଜଗିଥାଅ, ଯେତବେେଳେ ସେ ଟିକେ ମାତାଲ ହବେ, ଦ୍ରାକ୍ଷାରସରକ୍ସ୍ଟ ଉତ୍ତମ ଅନକ୍ସ୍ଟଭବ କରିବ, ମାେ ଆଦେଶ ଅନକ୍ସ୍ଟକରଣ କରି ତାକକ୍ସ୍ଟ ହତ୍ଯା କର। ଭୟ କର ନାହିଁ, ମୁ କ'ଣ ତୁମ୍ଭମାନଙ୍କୁ ଆଜ୍ଞା ଦଇନୋହିଁ, ବଳବାନ୍ ଏବଂ ସାହସି ହକ୍ସ୍ଟଅ।

1 Kings 21:26
ଆହାବ୍ ପ୍ରତିମାଗଣଙ୍କୁ ଉପାସନା କରି ଇ ମାରେୀଯମାନଙ୍କ ପରି ଅତିଶଯ ପାପ କଲେ। ତେଣୁ ସଦାପ୍ରଭୁ ସମାନଙ୍କେର ସମସ୍ତ ଭୂମି ନଇେ ଇଶ୍ରାୟେଲୀୟମାନଙ୍କୁ ଦଇେ ଦେଲେ।

2 Chronicles 15:8
ଆସା ଓବେଦ୍ ଭବିଷ୍ଯଦ୍ବକ୍ତାଙ୍କଠାରୁ ଏହି ସମସ୍ତ ବାର୍ତ୍ତା ଶୁଣି ଉତ୍ସାହ ଅନୁଭବ କଲେ। ଏହାପରେ ସେ ଯିହୁଦା ଓ ବିନ୍ଯାମୀନର ସମସ୍ତ ଅଞ୍ଚଳରୁ ଘୃଣ୍ଯ ପ୍ରତିମାଗୁଡ଼ିକ ଦୂର କରି ଦେଲେ। ଆସା ଇଫ୍ରଯିମ୍ର ପାର୍ବତ୍ଯମଯ ଦେଶର ଯେଉଁ ସହରଗୁଡ଼ିକ ଅଧିକାର କରିଥିଲେ, ସହେି ସହରଗୁଡ଼ିକରୁ ମଧ୍ଯ ସହେି ଘୃଣ୍ଯ ପ୍ରତିମାଗୁଡ଼ିକ ବାହାର କରି ଦେଲେ। ଆଉ ସେ ସଦାପ୍ରଭୁଙ୍କ ମନ୍ଦିରର ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ୟଜ୍ଞବଦେୀକୁ ମରାମତି କଲେ।

Proverbs 23:29
ଯେଉଁମାନେ ଅତ୍ଯନ୍ତ ମଦ୍ଯପ ଏବଂ ସବୁ ସମୟ ମଦ୍ଯ ପାନ ରେ ଉପ ଯୋଗ କରନ୍ତି, ଏହା ଲୋକମାନଙ୍କ ପାଇଁ ବହୁ କ୍ଷତିକାରକ।

Isaiah 5:11
ତୁମ୍ଲଭମାଲନ ସୁରାପାନ କରିବାକୁ ଅତି ପ୍ରଭାତସର ଉଠ, ବିଳମ୍ବ ରାତ୍ରି ପର୍ୟ୍ଯନ୍ତ ଉଜାଗର ରହି ସୁରାସର ଉନ୍ମତ୍ତ ହୁଅ।

Isaiah 65:4
ସମାନେେ କବରସ୍ଥାନ ମଧିଅରେ ବସନ୍ତି ଓ ଗୁମ୍ଫା ମଧିଅରେ ରାତ୍ରି ୟାପନ କରନ୍ତି। ସମାନେେ ଶୂକର ମାଂସ ଭକ୍ଷଣ କରନ୍ତି ଓ ସମାନଙ୍କେ ପାତ୍ର ରେ ଦୂଷିତ ମାଂସ ଝୋଳ ଥାଏ।

Jeremiah 16:18
ଆମ୍ଭେ ସମାନଙ୍କେର ପାପ ଓ ଅଧର୍ମର ଦୁଇଗୁଣ ପ୍ରତିଫଳ ଦବୋ। କାରଣ ସମାନେେ ନିଜ ନିଜର ଘୃଣ୍ଯବସ୍ତୁ ସ୍ବରୂପ ଶବ ରେ ଆମ୍ଭର ଦେଶକୁ 'ଅପବିତ୍ର' କରିଅଛନ୍ତି। ସମାନେେ ଆମ୍ଭ ଦେଶକୁ 'ଅଶୁଚି' କରିଅଛନ୍ତି ଓ ନିଜର ଘୃଣ୍ଯକର୍ମ ରେ ଆମ୍ଭର ଦେଶକୁ ପରିପୂର୍ଣ୍ଣ କରିଅଛନ୍ତି।

Mark 7:22
ବ୍ଯଭିଚାର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା।

Romans 1:20
ପରମେଶ୍ବରଙ୍କ ବିଷୟ ରେ କେତକେ ତଥ୍ଯ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ବରତ୍ବ ତାହାଙ୍କୁ ପରମେଶ୍ବର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସଗେୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରା ଯାଇଛି। ଏଗୁଡ଼ିକ ପରମେଶ୍ବର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହାଇେ ଥାଏ। ସେଥିପାଇଁ ମନ୍ଦ କାର୍ୟ୍ଯ କରିବା ପାଇଁ ଲୋକମାନଙ୍କ ପାଖ ରେ କୌଣସି ବାହାନା ନାହିଁ।

Romans 8:12
ସୁତରାଂ, ମାେ ଭାଇ ଓ ଭଉଣୀମାନେ, ଆମ୍ଭ ପାପପୂର୍ଣ ଶରୀର ଦ୍ବାରା ଆମ୍ଭେ ଶାସିତ ନୋହୁଁ। ଆମ୍ଭେ ଆମ୍ବର ପାପପୂର୍ଣ ଶରୀରର ଇଚ୍ଛା ଅଧୀନ ରେ ନୋହୁଁ।

Romans 13:13
ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ। ଆମ୍ଭେ ଖର୍ଚ୍ଚାନ୍ତ ରସରଙ୍ଗ ରେ ମାତିବା ଠିକ୍ ନୁହେଁ। ମାତାଲ ହବୋ ଉଚିତ ନୁହେଁ। ୟୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସ ରେ ଲିପ୍ତ ହବୋ ଠିକ୍ ନୁହେଁ। ୟୁକ୍ତି ତର୍କ କରିବା ଓ ଇର୍ଷାଳୁ ହାବୋ ଉଚିତ୍ ନୁହେଁ।

1 Corinthians 6:11
ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତକେ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହାଇେଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ଓ ଆମ୍ଭ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଧାର୍ମିକ କରାଯାଇଛି।

Deuteronomy 12:30
ସମାନଙ୍କେୁ ବିନାଶ କଲାପରେ, ତୁମ୍ଭମାନେେ ବହକ୍ସ୍ଟତ ସାବଧାନ ହବୋ ଉଚିତ୍। ଯେପରି ସମାନଙ୍କେର ଫାନ୍ଦ ରେ ପଡି ସମାନଙ୍କେ ଦବଗେଣଙ୍କର ପୂଜା ନକର। ସାବଧାନ ହକ୍ସ୍ଟଅ ଯେ, ତୁମ୍ଭେ ସମାନଙ୍କେର ଦବେତାମାନଙ୍କୁ ଅନକ୍ସ୍ଟସନ୍ଧାନ କର ନାହିଁ, ପଗ୍ଭର ନାହିଁ ଯେ, ' ସହେି ଗୋଷ୍ଠୀମାନେ କିପରି ସମାନଙ୍କେର ଦବେତାମାନଙ୍କୁ ପୂଜା କରୁଥିଲେ, ଆମ୍ଭମାନେେ ମଧ୍ଯ ସପରେି କରିବକ୍ସ୍ଟ?,