1 Peter 4:5 in Oriya

Oriya Oriya Bible 1 Peter 1 Peter 4 1 Peter 4:5

1 Peter 4:5
ଅତଏବ ସମାନେେ ତୁମ୍ଭ ବିଷୟ ରେ ମନ୍ଦକଥା କହୁଛନ୍ତି। କିନ୍ତୁ ସମାନଙ୍କେୁ ସମାନଙ୍କେ କୃତ କର୍ମ ଲାଗି ଉତ୍ତର ଦବୋକୁ ହବେ। ଯେଉଁ ଖ୍ରୀଷ୍ଟ ମୃତ ଓ ଜୀବନ ଉଭୟର ବିଚାର କରିବାକୁ ପ୍ରସ୍ତୁତ, ତାହାଙ୍କ ନିକଟରେ ସମାନଙ୍କେୁ ସମସ୍ତ କର୍ମର ହିସାବ ଦବୋକୁ ହବେ।

1 Peter 4:41 Peter 41 Peter 4:6

1 Peter 4:5 in Other Translations

King James Version (KJV)
Who shall give account to him that is ready to judge the quick and the dead.

American Standard Version (ASV)
who shall give account to him that is ready to judge the living and the dead.

Bible in Basic English (BBE)
But they will have to give an account of themselves to him who is ready to be the judge of the living and the dead.

Darby English Bible (DBY)
who shall render account to him who is ready to judge [the] living and [the] dead.

World English Bible (WEB)
who will give account to him who is ready to judge the living and the dead.

Young's Literal Translation (YLT)
who shall give an account to Him who is ready to judge living and dead,

Who
οἳhoioo
shall
give
ἀποδώσουσινapodōsousinah-poh-THOH-soo-seen
account
λόγονlogonLOH-gone
to
him
that
is
τῷtoh

ἑτοίμωςhetoimōsay-TOO-mose
ready
ἔχοντιechontiA-hone-tee
to
judge
κρῖναιkrinaiKREE-nay
the
quick
ζῶνταςzōntasZONE-tahs
and
καὶkaikay
the
dead.
νεκρούςnekrousnay-KROOS

Cross Reference

2 Timothy 4:1
ପରମେଶ୍ବର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗ ରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଚାର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ଯ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି।

Acts 10:42
ଯୀଶୁ ଆମ୍ଭମାନଙ୍କୁ ଲୋକମାନଙ୍କ ପାଖ ରେ ସୁସମାଚ଼ାର ପ୍ରଚ଼ାର କରିବାପାଇଁ ଆଦେଶ ଦେଲେ। ପୁଣି ଜୀବିତ ଓ ମୃତମାନଙ୍କର ବିଚ଼ାରକ ହବୋ ନିମନ୍ତେ କବଳେ ଏକମାତ୍ର ସେ ଯେ ନିୟୁକ୍ତି ପାଇଛନ୍ତି, ଏହାର ସାକ୍ଷ୍ଯ ଦବୋପାଇଁ ମଧ୍ଯ କହିଲେ।

James 5:9
ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧ ରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଚାରିତ ହବେ। ବିଚାରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।

Romans 14:10
ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ଯାୟବିଚ୍ଭାର ପାଇଁ ପରମେଶ୍ବରଙ୍କ ଆଗ ରେ ଠିଆ ହବୋ, ଓ ସେ ଆମ୍ଭର ବିଚ୍ବାର କରିବେ।

Jude 1:14
ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷ ରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟ ରେ ଏହି କଥା କହିଥିଲେ : ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ବର୍ଗଦୂତମାନଙ୍କ ସହିତ ଆସୁଛନ୍ତି।

1 Corinthians 15:51
କିନ୍ତୁ ଶୁଣ ! ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଛି : ଆମ୍ଭମାନଙ୍କ ମଧ୍ଯରୁ ସମସ୍ତେ ମରିବା ନାହିଁ, ବରଂ ଆମ୍ଭେ ସମସ୍ତେ ପରିବର୍ତ୍ତିତ ହବୋ।

Acts 17:31
ସେ ଜଣଙ୍କୁ ନ୍ଯାୟ ବିଚ଼ାର ପାଇଁ ନିୟୁକ୍ତି ଦଇେଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସହେି ସମଗ୍ର ବିଶ୍ବକୁ ତାହାଙ୍କ ଦ୍ବାରା ନ୍ଯାୟ ସହିତ ବିଚ଼ାର କରିବେ। ସେ ପ୍ରେତ୍ୟକକଙ୍କ ଆଗ ରେ ଯୀଶୁଙ୍କର ମୃତ୍ଯୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦଇେଛନ୍ତି।

John 5:28
ତୁମ୍ଭେ ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ। ଏପରି ସମୟ ଆସୁଛି, ଯେତବେେଳେ ସମାଧିସ୍ଥ ସମସ୍ତ ମୃତ ଲୋକମାନେ ତାହାଙ୍କର ସ୍ବର ଶୁଣିବେ।

John 5:22
ପିତା କାହାର ବିଚାର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଚାର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି।

Luke 16:2
ଧନୀଲୋକ ଜଣକ ଗୁମାସ୍ତାଙ୍କୁ ଡାକି କହିଲେ, ମୁଁ ତୁମ୍ଭ ବିରୁଦ୍ଧ ରେ ଅନକେ କଥା ଶୁଣୁଛି। ତୁମ୍ଭେ ଯାହା ସବୁ କରିଛ, ତାର ହିସାବ ମାେତେ ଦିଅ। ଏଣିକି ତୁମ୍ଭେ ଆଉ ମାରେ ଗୁମାସ୍ତା ହାଇେ ପାରିବନାହିଁ।'

Matthew 25:31
ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।

Matthew 12:36
କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରେତ୍ୟକକ ଶବ୍ଦପାଇଁ ବିଚ଼ାର ଦିନ ରେ ସମାନଙ୍କେୁ ଉତ୍ତର ଦବୋକୁ ହବେ।

Malachi 3:13
ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଟୁବାକ୍ଯ ପ୍ରଯୋଗ କରୁଛ।

Ezekiel 18:30
ତେଣୁ ହେ ଇଶ୍ରାୟେଲର ଲୋକମାନେ, ମୁଁ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକର ଆଚାର ବ୍ଯବହାରାନୁସା ରେ ବିଚାର କରିବି। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି। ଆଉ ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ ଓ ନଜର ସମସ୍ତ ଅପରାଧରୁ ବିମୁଖ ହୁଅ। ତାହା ହେଲେ ପାପ ତୁମ୍ଭମାନଙ୍କର ବିନାଶର କାରଣ ହବେ ନାହିଁ।

Ecclesiastes 12:14
ପରମେଶ୍ବର ପ୍ରେତ୍ୟକକ କର୍ମ, ପୁଣି ଭଲ କି ମନ୍ଦ ପ୍ରେତ୍ୟକକ ଗୁପ୍ତ ବିଷଯ ବିଚାର ରେ ଆଣିବେ।

Psalm 1:6
କାରଣ ସଦାପ୍ରଭୁ କବଳେ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି ଦୁଷ୍ଟ ଲୋକମାନଙ୍କର କାର୍ୟ୍ଯ ବିନଷ୍ଟ କରନ୍ତି।