1 Peter 4
7 ସବୁ ବିଷୟ ସମାପ୍ତ ହବୋର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂୟତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବା ରେ ସାହାୟ୍ଯ କରିବ।
8 ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ ରମେ କର।
9 ପ୍ ରମେ ଅନକେ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ବାଗତ ଜଣାଅ।
10 ତୁମ୍ଭ ମଧ୍ଯରୁ ପ୍ରେତ୍ୟକକେ ଗୋଟିଏ ଗୋଟିଏ ଆଧ୍ଯାତ୍ମିକ ଦାନ ପରମେଶ୍ବରଙ୍କଠାରୁ ପାଇଛ। ପରମେଶ୍ବର ଅନକେ ପ୍ରକା ରେ ତାହାଙ୍କର ଅନୁଗ୍ରହ ତୁମ୍ଭକୁ ଦଖାଇେଛନ୍ତି। ତୁମ୍ଭେ ତାହାଙ୍କର ଦାନଗୁଡ଼ିକୁ ଦାଯିତ୍ବପୂର୍ଣ୍ଣ ସହିତ ପରମେଶ୍ବରଙ୍କ ସବେକ ଭଳି ବ୍ଯବହାର କର। ଅତଏବ ଭଲ ସବେକ ହାଇେ ପରସ୍ପରର ସବୋ ରେ ସଗେୁଡ଼ିକୁ ଲଗାଅ।
11 ଯେଉଁ ଲୋକ କହିବାକୁ ଚା ହେଁ, ସେ ପରମେଶ୍ବରଙ୍କ ବାକ୍ଯରୁ କଥା କହୁ। ଯେଉଁ ଲୋକ ସବୋ କରିବ, ସେ ପରମେଶ୍ବରଙ୍କ ପ୍ରଦତ୍ତ ଶକ୍ତି ସାହାୟ୍ଯ ରେ ସବୋ କରୁ। ତୁମ୍ଭେ ଏହି ସବୁ କାମ ଏପରି ଭାବରେ କରିବା ଉଚିତ ଯେ, ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଯେପରି ପରମେଶ୍ବର ସମସ୍ତ ବିଷୟ ରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।
7 But the end of all things is at hand: be ye therefore sober, and watch unto prayer.
8 And above all things have fervent charity among yourselves: for charity shall cover the multitude of sins.
9 Use hospitality one to another without grudging.
10 As every man hath received the gift, even so minister the same one to another, as good stewards of the manifold grace of God.
11 If any man speak, let him speak as the oracles of God; if any man minister, let him do it as of the ability which God giveth: that God in all things may be glorified through Jesus Christ, to whom be praise and dominion for ever and ever. Amen.
1 Peter 4 in Tamil and English
7 ସବୁ ବିଷୟ ସମାପ୍ତ ହବୋର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂୟତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବା ରେ ସାହାୟ୍ଯ କରିବ।
But the end of all things is at hand: be ye therefore sober, and watch unto prayer.
8 ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ ରମେ କର।
And above all things have fervent charity among yourselves: for charity shall cover the multitude of sins.
9 ପ୍ ରମେ ଅନକେ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ବାଗତ ଜଣାଅ।
Use hospitality one to another without grudging.
10 ତୁମ୍ଭ ମଧ୍ଯରୁ ପ୍ରେତ୍ୟକକେ ଗୋଟିଏ ଗୋଟିଏ ଆଧ୍ଯାତ୍ମିକ ଦାନ ପରମେଶ୍ବରଙ୍କଠାରୁ ପାଇଛ। ପରମେଶ୍ବର ଅନକେ ପ୍ରକା ରେ ତାହାଙ୍କର ଅନୁଗ୍ରହ ତୁମ୍ଭକୁ ଦଖାଇେଛନ୍ତି। ତୁମ୍ଭେ ତାହାଙ୍କର ଦାନଗୁଡ଼ିକୁ ଦାଯିତ୍ବପୂର୍ଣ୍ଣ ସହିତ ପରମେଶ୍ବରଙ୍କ ସବେକ ଭଳି ବ୍ଯବହାର କର। ଅତଏବ ଭଲ ସବେକ ହାଇେ ପରସ୍ପରର ସବୋ ରେ ସଗେୁଡ଼ିକୁ ଲଗାଅ।
As every man hath received the gift, even so minister the same one to another, as good stewards of the manifold grace of God.
11 ଯେଉଁ ଲୋକ କହିବାକୁ ଚା ହେଁ, ସେ ପରମେଶ୍ବରଙ୍କ ବାକ୍ଯରୁ କଥା କହୁ। ଯେଉଁ ଲୋକ ସବୋ କରିବ, ସେ ପରମେଶ୍ବରଙ୍କ ପ୍ରଦତ୍ତ ଶକ୍ତି ସାହାୟ୍ଯ ରେ ସବୋ କରୁ। ତୁମ୍ଭେ ଏହି ସବୁ କାମ ଏପରି ଭାବରେ କରିବା ଉଚିତ ଯେ, ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଯେପରି ପରମେଶ୍ବର ସମସ୍ତ ବିଷୟ ରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।
If any man speak, let him speak as the oracles of God; if any man minister, let him do it as of the ability which God giveth: that God in all things may be glorified through Jesus Christ, to whom be praise and dominion for ever and ever. Amen.