1 Timothy 1

fullscreen3 ମୁଁ ଚା ହେଁ ଯେ ତୁମ୍ଭେ ଏଫିସଠା ରେ ରୁହ। ମାକିଦନିଆ ୟିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁ ରୋଧ କରି କହିଥିଲି। ଏଫିସଠା ରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠା ରେ ରହି ତୁମ୍ଭେ ସମାନଙ୍କେୁ ଭ୍ରାନ୍ତ ଶିକ୍ଷା ନ ଦବୋ ପାଇଁ ଆଦେଶ ଦଇେ ପାରିବ।

fullscreen4 ସମାନଙ୍କେୁ କୁହ ଯେ, ସମାନେେ ଅସତ୍ଯ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦଇେ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସଗେୁଡ଼ିକ ଦ୍ବାରା କବଳେ ତର୍କବିତର୍କ ହୁଏ। ସଗେୁଡ଼ିକ ପରମେଶ୍ବରଙ୍କ କାମ ପାଇଁ ସାହାୟ୍ଯ କରେ ନାହିଁ।

fullscreen5 ଏହି ପ୍ ରମେ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ଯକ ଓ ସମାନେେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସମାନଙ୍କେ ସତ୍ଯ ବିଶ୍ବାସ ତାହାଙ୍କଠା ରେ ଥିବା ଦରକାର।

fullscreen6 କେତେ ଲୋକ ଏହି ବିଷୟଗୁଡ଼ିକ ପ୍ରତି ଧ୍ଯାନ ନ ଦଇେ, ପଥଭ୍ରଷ୍ଟ ହାଇେଛନ୍ତି। ସମାନେେ ଏବେ ମୂଲ୍ଯହୀନ କଥାଗୁଡ଼ିକ କୁହନ୍ତି।

fullscreen7 ସହେି ଲୋକମାନେ ବ୍ଯବସ୍ଥାର292 ଶିକ୍ଷାଦାତା ହବୋକୁ ଚାହାଁନ୍ତି। କିନ୍ତୁ ସମାନେେ କ'ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସମାନେେ ଯେଉଁ ବିଷୟଗୁଡ଼ିକୁ ନିଶ୍ଚତ ଭାବେ ଜାଣିବା ଭଳି ଜାରେ ଦଇେ କହୁଛନ୍ତି, ସହେି ଶିକ୍ଷାଗୁଡ଼ିକୁ ସମାନେେ ନିଜେ ମଧ୍ଯ ବୁଝି ନ ଥାନ୍ତି।

fullscreen8 ଆମ୍ଭେ ଜାଣୁ ଯେ, ବ୍ଯବସ୍ଥା ଭଲ, ଯଦି ଲୋକେ ଠିକ୍ ଭାବରେ ଏହାକୁ ବ୍ଯବହାର କରନ୍ତି।

fullscreen9 ଆମ୍ଭେ ଏହା ମଧ୍ଯ ଜାଣିଛୁ ଯେ, ଭଲ ଲୋକଙ୍କ ଲାଗି ବ୍ଯବସ୍ଥାର ଆବଶ୍ଯକତା ନାହିଁ। ଯେଉଁ ଲୋକମାନେ ବ୍ଯବସ୍ଥା ବିରୋଧୀ ଓ ଆଜ୍ଞାଧୀନ ନୁହଁନ୍ତି, ସହେିମାନଙ୍କ ଲାଗି ବ୍ଯବସ୍ଥା ନିର୍ମିତ ହାଇେଛି। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ ଏବଂ ପାପୀ, ଅପବିତ୍ର, ଧର୍ମବିହୀନ, ମାତାପିତାଙ୍କ ହତ୍ଯାକାରୀ ତଥା ନରହତ୍ଯାକାରୀ,

fullscreen10 ୟୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ୟୌନ ଅଭିଳାଷୀ, ଦାସମାନଙ୍କ ବିକ୍ ରତାେ, ମିଥ୍ଯାବାଦୀ, ମିଥ୍ଯା ଶପଥ ନେଉଥିବା ଲୋକେ ଓ ପରମେଶ୍ବରଙ୍କ ସତ୍ଶିକ୍ଷାର ବିରୋଧାଚରଣ କରୁଥିବା ଯେ କୌଣସି ବ୍ଯକ୍ତି ପାଇଁ ବ୍ଯବସ୍ଥା ଆବଶ୍ଯକ।

fullscreen11 ଏହି ଉପଦେଶ ପରମେଶ୍ବର ମାେତେ ପ୍ରଚାର କରିବାକୁ ଦଇେଥିବା ସୁସମାଚାରର ଅଂଶବିଶଷେ। ଏହି ମହିମାମୟ ସୁସମାଚାର ପରମଧନ୍ଯ ପରମେଶ୍ବରଙ୍କଠାରୁ ଆସିଛି।

3 As I besought thee to abide still at Ephesus, when I went into Macedonia, that thou mightest charge some that they teach no other doctrine,

4 Neither give heed to fables and endless genealogies, which minister questions, rather than godly edifying which is in faith: so do.

5 Now the end of the commandment is charity out of a pure heart, and of a good conscience, and of faith unfeigned:

6 From which some having swerved have turned aside unto vain jangling;

7 Desiring to be teachers of the law; understanding neither what they say, nor whereof they affirm.

8 But we know that the law is good, if a man use it lawfully;

9 Knowing this, that the law is not made for a righteous man, but for the lawless and disobedient, for the ungodly and for sinners, for unholy and profane, for murderers of fathers and murderers of mothers, for manslayers,

10 For whoremongers, for them that defile themselves with mankind, for menstealers, for liars, for perjured persons, and if there be any other thing that is contrary to sound doctrine;

11 According to the glorious gospel of the blessed God, which was committed to my trust.

1 Timothy 1 in Tamil and English

3 ମୁଁ ଚା ହେଁ ଯେ ତୁମ୍ଭେ ଏଫିସଠା ରେ ରୁହ। ମାକିଦନିଆ ୟିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁ ରୋଧ କରି କହିଥିଲି। ଏଫିସଠା ରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠା ରେ ରହି ତୁମ୍ଭେ ସମାନଙ୍କେୁ ଭ୍ରାନ୍ତ ଶିକ୍ଷା ନ ଦବୋ ପାଇଁ ଆଦେଶ ଦଇେ ପାରିବ।
As I besought thee to abide still at Ephesus, when I went into Macedonia, that thou mightest charge some that they teach no other doctrine,

4 ସମାନଙ୍କେୁ କୁହ ଯେ, ସମାନେେ ଅସତ୍ଯ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦଇେ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସଗେୁଡ଼ିକ ଦ୍ବାରା କବଳେ ତର୍କବିତର୍କ ହୁଏ। ସଗେୁଡ଼ିକ ପରମେଶ୍ବରଙ୍କ କାମ ପାଇଁ ସାହାୟ୍ଯ କରେ ନାହିଁ।
Neither give heed to fables and endless genealogies, which minister questions, rather than godly edifying which is in faith: so do.

5 ଏହି ପ୍ ରମେ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ଯକ ଓ ସମାନେେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସମାନଙ୍କେ ସତ୍ଯ ବିଶ୍ବାସ ତାହାଙ୍କଠା ରେ ଥିବା ଦରକାର।
Now the end of the commandment is charity out of a pure heart, and of a good conscience, and of faith unfeigned:

6 କେତେ ଲୋକ ଏହି ବିଷୟଗୁଡ଼ିକ ପ୍ରତି ଧ୍ଯାନ ନ ଦଇେ, ପଥଭ୍ରଷ୍ଟ ହାଇେଛନ୍ତି। ସମାନେେ ଏବେ ମୂଲ୍ଯହୀନ କଥାଗୁଡ଼ିକ କୁହନ୍ତି।
From which some having swerved have turned aside unto vain jangling;

7 ସହେି ଲୋକମାନେ ବ୍ଯବସ୍ଥାର292 ଶିକ୍ଷାଦାତା ହବୋକୁ ଚାହାଁନ୍ତି। କିନ୍ତୁ ସମାନେେ କ'ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସମାନେେ ଯେଉଁ ବିଷୟଗୁଡ଼ିକୁ ନିଶ୍ଚତ ଭାବେ ଜାଣିବା ଭଳି ଜାରେ ଦଇେ କହୁଛନ୍ତି, ସହେି ଶିକ୍ଷାଗୁଡ଼ିକୁ ସମାନେେ ନିଜେ ମଧ୍ଯ ବୁଝି ନ ଥାନ୍ତି।
Desiring to be teachers of the law; understanding neither what they say, nor whereof they affirm.

8 ଆମ୍ଭେ ଜାଣୁ ଯେ, ବ୍ଯବସ୍ଥା ଭଲ, ଯଦି ଲୋକେ ଠିକ୍ ଭାବରେ ଏହାକୁ ବ୍ଯବହାର କରନ୍ତି।
But we know that the law is good, if a man use it lawfully;

9 ଆମ୍ଭେ ଏହା ମଧ୍ଯ ଜାଣିଛୁ ଯେ, ଭଲ ଲୋକଙ୍କ ଲାଗି ବ୍ଯବସ୍ଥାର ଆବଶ୍ଯକତା ନାହିଁ। ଯେଉଁ ଲୋକମାନେ ବ୍ଯବସ୍ଥା ବିରୋଧୀ ଓ ଆଜ୍ଞାଧୀନ ନୁହଁନ୍ତି, ସହେିମାନଙ୍କ ଲାଗି ବ୍ଯବସ୍ଥା ନିର୍ମିତ ହାଇେଛି। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ ଏବଂ ପାପୀ, ଅପବିତ୍ର, ଧର୍ମବିହୀନ, ମାତାପିତାଙ୍କ ହତ୍ଯାକାରୀ ତଥା ନରହତ୍ଯାକାରୀ,
Knowing this, that the law is not made for a righteous man, but for the lawless and disobedient, for the ungodly and for sinners, for unholy and profane, for murderers of fathers and murderers of mothers, for manslayers,

10 ୟୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ୟୌନ ଅଭିଳାଷୀ, ଦାସମାନଙ୍କ ବିକ୍ ରତାେ, ମିଥ୍ଯାବାଦୀ, ମିଥ୍ଯା ଶପଥ ନେଉଥିବା ଲୋକେ ଓ ପରମେଶ୍ବରଙ୍କ ସତ୍ଶିକ୍ଷାର ବିରୋଧାଚରଣ କରୁଥିବା ଯେ କୌଣସି ବ୍ଯକ୍ତି ପାଇଁ ବ୍ଯବସ୍ଥା ଆବଶ୍ଯକ।
For whoremongers, for them that defile themselves with mankind, for menstealers, for liars, for perjured persons, and if there be any other thing that is contrary to sound doctrine;

11 ଏହି ଉପଦେଶ ପରମେଶ୍ବର ମାେତେ ପ୍ରଚାର କରିବାକୁ ଦଇେଥିବା ସୁସମାଚାରର ଅଂଶବିଶଷେ। ଏହି ମହିମାମୟ ସୁସମାଚାର ପରମଧନ୍ଯ ପରମେଶ୍ବରଙ୍କଠାରୁ ଆସିଛି।
According to the glorious gospel of the blessed God, which was committed to my trust.