1 Timothy 2

fullscreen1 ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ବରଙ୍କୁ କୁହ। ଲୋକମାନଙ୍କର ଆବଶ୍ଯକତା ପାଇଁ ତାହାଙ୍କୁ କୁହ ଓ ଧନ୍ଯବାଦ ଦିଅ।

fullscreen2 ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ। ତବେେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ବରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତଇେ ପାରିବା।

fullscreen3 ଏହା ଉତ୍ତମ ଓ ଏହା ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ।

fullscreen4 ପରମେଶ୍ବର ଚାହାଁନ୍ତି ଯେ ସମସ୍ତେ ଉଦ୍ଧାର ପାଆନ୍ତୁ ଓ ସତ୍ଯକୁ ଜାଣନ୍ତୁ।

fullscreen5 କବଳେ ଜଣେ ମାତ୍ର ପରମେଶ୍ବର ଅଛନ୍ତି। ମଣିଷ ପାଇଁ ପରମେଶ୍ବରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ଯସ୍ଥ ଅଛନ୍ତି। ସହେି ମଧ୍ଯସ୍ଥ ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ।

fullscreen6 ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରି ଦଇେଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ବର ସମସ୍ତ ଲୋକଙ୍କର ଉଦ୍ଧାର ଚାହାଁନ୍ତି।

fullscreen7 ସେ ଠିକ୍ ସମୟରେ ଆସିଥିଲେ। ସେଥିପାଇଁ ସୁସମାଚାର କହିବା ପାଇଁ ମୁଁ ମନୋନୀତ ହାଇେଥିଲି। ମୁଁ ପ୍ ରରେିତ ରୂପେ ମଧ୍ଯ ସେଥିପାଇଁ ମନୋନୀତ ହାଇେଥିଲି। ମୁଁ ମିଛ କହୁ ନାହିଁ, ମୁଁ ସତ୍ଯ କହୁଛି। ମୁଁ ଅଣଯିହୂଦୀମାନଙ୍କର ଶିକ୍ଷକ ହବୋ ପାଇଁ ମନୋନୀତ ହାଇେଥିଲି। ବିଶ୍ବାସ କରିବା ଓ ସତ୍ଯକୁ ଜାଣିବା ପାଇଁ ମୁଁ ସମାନଙ୍କେୁ ଶିକ୍ଷା ଦିଏ।

1 I exhort therefore, that, first of all, supplications, prayers, intercessions, and giving of thanks, be made for all men;

2 For kings, and for all that are in authority; that we may lead a quiet and peaceable life in all godliness and honesty.

3 For this is good and acceptable in the sight of God our Saviour;

4 Who will have all men to be saved, and to come unto the knowledge of the truth.

5 For there is one God, and one mediator between God and men, the man Christ Jesus;

6 Who gave himself a ransom for all, to be testified in due time.

7 Whereunto I am ordained a preacher, and an apostle, (I speak the truth in Christ, and lie not;) a teacher of the Gentiles in faith and verity.

1 Timothy 2 in Tamil and English

1 ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ବରଙ୍କୁ କୁହ। ଲୋକମାନଙ୍କର ଆବଶ୍ଯକତା ପାଇଁ ତାହାଙ୍କୁ କୁହ ଓ ଧନ୍ଯବାଦ ଦିଅ।
I exhort therefore, that, first of all, supplications, prayers, intercessions, and giving of thanks, be made for all men;

2 ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ। ତବେେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ବରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତଇେ ପାରିବା।
For kings, and for all that are in authority; that we may lead a quiet and peaceable life in all godliness and honesty.

3 ଏହା ଉତ୍ତମ ଓ ଏହା ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ।
For this is good and acceptable in the sight of God our Saviour;

4 ପରମେଶ୍ବର ଚାହାଁନ୍ତି ଯେ ସମସ୍ତେ ଉଦ୍ଧାର ପାଆନ୍ତୁ ଓ ସତ୍ଯକୁ ଜାଣନ୍ତୁ।
Who will have all men to be saved, and to come unto the knowledge of the truth.

5 କବଳେ ଜଣେ ମାତ୍ର ପରମେଶ୍ବର ଅଛନ୍ତି। ମଣିଷ ପାଇଁ ପରମେଶ୍ବରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ଯସ୍ଥ ଅଛନ୍ତି। ସହେି ମଧ୍ଯସ୍ଥ ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ।
For there is one God, and one mediator between God and men, the man Christ Jesus;

6 ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରି ଦଇେଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ବର ସମସ୍ତ ଲୋକଙ୍କର ଉଦ୍ଧାର ଚାହାଁନ୍ତି।
Who gave himself a ransom for all, to be testified in due time.

7 ସେ ଠିକ୍ ସମୟରେ ଆସିଥିଲେ। ସେଥିପାଇଁ ସୁସମାଚାର କହିବା ପାଇଁ ମୁଁ ମନୋନୀତ ହାଇେଥିଲି। ମୁଁ ପ୍ ରରେିତ ରୂପେ ମଧ୍ଯ ସେଥିପାଇଁ ମନୋନୀତ ହାଇେଥିଲି। ମୁଁ ମିଛ କହୁ ନାହିଁ, ମୁଁ ସତ୍ଯ କହୁଛି। ମୁଁ ଅଣଯିହୂଦୀମାନଙ୍କର ଶିକ୍ଷକ ହବୋ ପାଇଁ ମନୋନୀତ ହାଇେଥିଲି। ବିଶ୍ବାସ କରିବା ଓ ସତ୍ଯକୁ ଜାଣିବା ପାଇଁ ମୁଁ ସମାନଙ୍କେୁ ଶିକ୍ଷା ଦିଏ।
Whereunto I am ordained a preacher, and an apostle, (I speak the truth in Christ, and lie not;) a teacher of the Gentiles in faith and verity.