1 Timothy 2:2
ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ। ତବେେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ବରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତଇେ ପାରିବା।
1 Timothy 2:2 in Other Translations
King James Version (KJV)
For kings, and for all that are in authority; that we may lead a quiet and peaceable life in all godliness and honesty.
American Standard Version (ASV)
for kings and all that are in high place; that we may lead a tranquil and quiet life in all godliness and gravity.
Bible in Basic English (BBE)
For kings and all those in authority; so that we may have a calm and quiet life in all fear of God and serious behaviour.
Darby English Bible (DBY)
for kings and all that are in dignity, that we may lead a quiet and tranquil life in all piety and gravity;
World English Bible (WEB)
for kings and all who are in high places; that we may lead a tranquil and quiet life in all godliness and reverence.
Young's Literal Translation (YLT)
for kings, and all who are in authority, that a quiet and peaceable life we may lead in all piety and gravity,
| For | ὑπὲρ | hyper | yoo-PARE |
| kings, | βασιλέων | basileōn | va-see-LAY-one |
| and | καὶ | kai | kay |
| for all | πάντων | pantōn | PAHN-tone |
| are that | τῶν | tōn | tone |
| ἐν | en | ane | |
| in | ὑπεροχῇ | hyperochē | yoo-pare-oh-HAY |
| authority; | ὄντων | ontōn | ONE-tone |
| that | ἵνα | hina | EE-na |
| lead may we | ἤρεμον | ēremon | A-ray-mone |
| a quiet | καὶ | kai | kay |
| and | ἡσύχιον | hēsychion | ay-SYOO-hee-one |
| peaceable | βίον | bion | VEE-one |
| life | διάγωμεν | diagōmen | thee-AH-goh-mane |
| in | ἐν | en | ane |
| all | πάσῃ | pasē | PA-say |
| godliness | εὐσεβείᾳ | eusebeia | afe-say-VEE-ah |
| and | καὶ | kai | kay |
| honesty. | σεμνότητι | semnotēti | same-NOH-tay-tee |
Cross Reference
Ezra 6:10
ତହିଁରେ ସମାନେେ ସ୍ବର୍ଗସ୍ଥ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ପ୍ରାର୍ଥନା କରିବେ।
Jeremiah 29:7
ଆମ୍ଭେ ଯେଉଁ ନଗରକୁ ତୁମ୍ଭମାନଙ୍କୁ ନିର୍ବାସିତ କରିଅଛୁ ତାହାର ମଙ୍ଗଳ କର ଓ ସହେି ନଗର ନିମନ୍ତେ ସଦାପ୍ରଭୁଙ୍କୁ ପ୍ରାର୍ଥନା କର। କାରଣ ସଠାେ ରେ ଶାନ୍ତି ଆସିଲେ ତୁମ୍ଭମାନଙ୍କର ଶାନ୍ତି ଆସିବ।
1 Thessalonians 4:11
ଶାନ୍ତିପୂର୍ଣ୍ଣ ଜୀବନଯାପନ ପାଇଁ ଯାହା ସମ୍ଭବ, ତାହା କର। ନିଜ କାର୍ୟ୍ଯର ଯତ୍ନ ନିଅ। ନିଜ ହାତ ରେ କାମ କର। ଆମ୍ଭେ ଏହି କଥାଗୁଡ଼ିକ କରିବା ପାଇଁ ତୁମ୍ଭମାନଙ୍କୁ ଆଗରୁ କହିଛୁ।
Romans 13:1
ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।
Proverbs 24:21
ହେ ମାରେ ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର। ସହେି ଲୋକମାନଙ୍କ ସହିତ ଜଡିତ ହୁଅ ନାହିଁ। ଯେଉଁମାନେ ସମାନଙ୍କେର ବିପକ୍ଷ ରେ ଅଛନ୍ତି।
Philippians 4:8
ଭାଇ ଓ ଭଉଣୀମାନେ ! ଯାହା ସତ୍ଯ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ ଗୁଣ ଓ ପ୍ରଶଂସାର ଥାଏ, ସହେି ବିଷୟଗୁଡ଼ିକରେ ମନୋୟୋଗ କର।
Titus 2:10
ଯଦି କିଏ ତର୍କବିତର୍କ କରେ, ତା' ହେଲେ ତାହାକୁ ସତର୍କ କରିଦିଅ। ସେ ଯଦି ତର୍କବିତର୍କ ଚାଲୁ ରେଖ, ତା' ହେଲେ ତାହାକୁ ଆଉ ଥରେ ସତର୍କ କର।
Hebrews 12:14
ସମସ୍ତଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣଙ୍କର ଜୀବନ ପବିତ୍ର ନୁହେଁ, ତା' ହେଲେ ସେ ପ୍ରଭୁଙ୍କୁ କବେେ ହେଲେ ଦେଖି ପାରିବ ନାହିଁ।
1 Peter 2:9
କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।
2 Peter 1:3
ଯୀଶୁଙ୍କଠା ରେ ପରମେଶ୍ବରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ବରଙ୍କୁ ସବୋ କରିବା ପାଇଁ ଯାହା କିଛି ଦରକାର ସେ ସବୁ ଆପଣା ଶକ୍ତି ରେ ଆମ୍ଭକୁ ଦଇେଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତା ରେ ଆମ୍ଭମାନଙ୍କୁ ଡ଼ାକିଛନ୍ତି।
Romans 12:18
ଲୋକଙ୍କ ସହିତ ଶାନ୍ତି ରେ ରହିବା ପାଇଁ ଯଥାସାଧ୍ଯ ଚେଷ୍ଟା କର।
Acts 24:16
ସେଥିପାଇଁ ମୁଁ ପରମେଶ୍ବର ଓ ଲୋକମାନଙ୍କ ପାଖ ରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ସର୍ବଦା ଚେ଼ଷ୍ଟା କରେ।
2 Samuel 20:19
ମୁ ଇଶ୍ରାୟେଲର ଶାନ୍ତ ଓ ବିଶ୍ବସ୍ତ ଲୋକମାନଙ୍କ ମଧ୍ଯରକ୍ସ୍ଟ ଜଣେ, ତୁମ୍ଭେ ଇଶ୍ରାୟେଲର ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ୍ଣ ନଗରକକ୍ସ୍ଟ ଧ୍ବଂସ କରିବାକୁ ଖାଜେକ୍ସ୍ଟଛ। ଯାହା ସଦାପ୍ରଭୁଙ୍କର ଅଟେ, ତୁମ୍ଭେ କାହିଁକି ଧ୍ବଂସ କରିବାକୁ ଇଚ୍ଛା କରୁଛ?
Nehemiah 1:11
ହେ ସଦାପ୍ରଭୁ, ବିନଯ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବା ରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ଯକ୍ତିର ଦୃଷ୍ଟି ରେ ତାହାକୁ ଦୟାପ୍ରାପ୍ତ ହବୋକୁ ଦିଅ। ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।
Psalm 20:1
ତୁମ୍ଭେ ଯେତବେେଳେ ବିପଦରେ ପଡ଼ିଥାଅ, ସହେି ସଦାପଭ୍ରୁ ତୁମ୍ଭର ଡ଼ାକ ଶୁଣି ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସନ୍ତୁ। ୟାକୁବଙ୍କର ପରମେଶ୍ବର ତୁମ୍ଭକୁ ରକ୍ଷା କରନ୍ତୁ।
Psalm 72:1
ହେ ପରମେଶ୍ବର, ରାଜାଙ୍କୁ ସାହାୟ୍ଯ କର, ୟାହାଫଳରେ ସେ ତୁମ୍ଭ ପରି ବିବକବୋନ ନ୍ଯାଯ ପ୍ରଦାନ କରିବେ। ତୁମ୍ଭର ନ୍ଯାଯ ପରାଯଣ ରାଜପୁତ୍ରମାନଙ୍କୁ ଦିଅ।
Ecclesiastes 3:12
ତେଣୁ ମୁଁ ଅନୁଭବ କଲି ଯେ ବଞ୍ଚିଥିବା ପର୍ୟ୍ଯନ୍ତ ସମାନେେ ଖୁସି ରହିବା ଓ ସମାନେେ ନିଜକୁ ଉପ ଭୋଗ କରିବା ଛଡ଼ା ଅନ୍ୟ କିଛି ଲୋକମାନଙ୍କ ପାଇଁ ଅଧିକ ଉତ୍ତମ ନୁହେଁ।
Ecclesiastes 8:2
ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ତୁମ୍ଭେ ସର୍ବଦା ରାଜାଆଜ୍ଞା ପାଳନ କର। ତୁମ୍ଭେ ଏପରି କର କାରଣ ତୁମ୍ଭେ ପରମେଶ୍ବରଙ୍କଠା ରେ ତାହା କରିବାକୁ ପ୍ରତିଜ୍ଞା କରିଅଛ।
Luke 1:6
ସମାନେେ ଦୁ ହେଁ ପରମେଶ୍ବରଙ୍କ ଆଗ ରେ ଉତ୍ତମ ବ୍ଯକ୍ତି ଥିଲେ। ସମାନେେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସମାନେେ ଦୁ ହେଁ ପାଳୁଥିଲେ। ସମାନଙ୍କେର କୌଣସି ଭୁଲ ନଥିଲା।
Luke 2:25
ୟିରୁଶାଲମ ରେଶିମିଯୋନ ନାମ ରେ ଜଣେ ଅତ୍ଯନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇଶ୍ରାୟେଲକୁ ସାନ୍ତ୍ବନା କରିବା ନିମନ୍ତେ ପରମେଶ୍ବର କବେେ ଆସିବେ, ସହେି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ର ଆତ୍ମା ତାହାଙ୍କ ମଧିଅରେ ଥିଲେ।
Acts 10:22
ସମାନେେ ତାହାଙ୍କୁ କହିଲେ, ଆମ୍ଭମାନଙ୍କେୁ ସୈନ୍ଯବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ବରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ଯକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ବର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦଇେ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।
Genesis 49:14
ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ। ଭାରି ବୋଝ ବହିଲା ପରେ ସେ ଶୁଏ।