2 Chronicles 13 - MALAYALAM (Oriya)
1 യൊരോബെയാംരാജാവിന്റെ പതിനെട്ടാം ആണ്ടിൽ അബീയാവു യെഹൂദയിൽ രാജാവായി.ରାଜା ୟାରବିଯାମ୍ଙ୍କ ରାଜତ୍ବର ଅଠର ବର୍ଷ ରେ ଅବିଯ ଯିହୁଦାର ନୂତନ ରାଜା ହେଲେ।
2 അവൻ മൂന്നു സംവത്സരം യെരൂശലേമിൽ വാണു. അവന്റെ അമ്മെക്കു മീഖായാ എന്നു പേർ; അവൾ ഗിബെയക്കാരനായ ഊരീയേലിന്റെ മകൾ. അബീയാവിന്നും യൊരോബെയാമിന്നും തമ്മിൽ യുദ്ധം ഉണ്ടായി.ଅବିଯ ୟିରୁଶାଲମ ରେ ତିନିବର୍ଷ ରାଜାରୂପେ ରହିଲେ। ଅବିଯଙ୍କର ମାତା ଥିଲେ ମୀଖାଯା, ସେ ଉରିଯଲଙ୍କେର କନ୍ଯା ଥିଲେ। ଉରିଯଲେ ଗିବିଯା ସହରରୁ ଆସିଥିଲେ। ଅବିଯ ଓ ୟାରବିଯାମ୍ଙ୍କ ମଧିଅରେ ୟୁଦ୍ଧ ଲାଗି ରହିଥିଲା।
3 അബീയാവു നാലു ലക്ഷം ശ്രേഷ്ഠയുദ്ധവീരന്മാരുള്ളോരു സൈന്യത്തെ അണിനിരത്തി; യൊരോബെയാം അവന്റെ നേരെ എട്ടുലക്ഷം ശ്രേഷ്ഠയുദ്ധവീരന്മാരെ അണിനിരത്തി.ଅବିଯଙ୍କ ସୈନ୍ଯଦଳ ରେ 4,00,000 ଜଣ ସାହସୀ ସୈନିକ ଥିଲେ। ଅବିଯ ସହେି ସୈନ୍ଯଦଳକୁ ୟୁଦ୍ଧକ୍ଷେତ୍ରକୁ କଢ଼ାଇ ନେଲେ। ୟାରବିଯାମ୍ଙ୍କ ସୈନ୍ଯଦଳ ରେ 8,00,000 ଜଣ ସାହସୀ ସୈନିକ ଥିଲେ। ଅବିଯଙ୍କ ସହିତ ଏକ ୟୁଦ୍ଧ ନିମନ୍ତେ ୟାରବିଯାମ୍ ପ୍ରସ୍ତୁତ ହେଲେ।
4 എന്നാൽ അബീയാവു എഫ്രയീംമലനാട്ടിലെ സെമരായീം മലമുകളിൽ നിന്നുംകൊണ്ടു പറഞ്ഞതു: യെരോബെയാമും എല്ലായിസ്രായേലും ആയുള്ളോരേ, എന്റെ വാക്കു കേൾപ്പിൻ.ଏହାପରେ ଇଫ୍ରଯିମର ପାର୍ବତ୍ଯମଯ, ଦେଶସ୍ଥ ସମାରଯିମ୍ ପର୍ବତ ଉପରେ ଅବିଯ ଠିଆ ହେଲେ। ଅବିଯ କହିଲେ, ୟାରବିଯାମ୍ ଓ ସମଗ୍ର ଇଶ୍ରାୟେଲ, ମାେ କଥା ଶୁଣ !
5 യിസ്രായേലിന്റെ ദൈവമായ യഹോവ യിസ്രായേലിലെ രാജത്വം ഒരു ലവണനിയമത്താൽ ദാവീദിന്നു, അവന്നും അവന്റെ പുത്രന്മാർക്കും തന്നേ, സദാകാലത്തേക്കു നല്കിയിരിക്കുന്നു എന്നു നിങ്ങൾ അറിയേണ്ടതല്ലയോ?ତୁମ୍ଭମାନେେ ଜାଣିବା ଉଚିତ ଯେ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ଦାଉଦ ଓ ତାଙ୍କର ପୁତ୍ରମାନଙ୍କୁ ଚିରକାଳ ନିମନ୍ତେ ଇଶ୍ରାୟେଲର ରାଜା ହବୋ ନିମନ୍ତେ ଅଧିକାର ଦଇେଥିଲେ। ପରମେଶ୍ବର ଦାଉଦଙ୍କୁ ଲବଣ ଚୁକ୍ତି ସହିତ ଏହି ଅଧିକାର ପ୍ରଦାନ କରିଥିଲେ।
6 എന്നാൽ ദാവീദിന്റെ മകനായ ശലോമോന്റെ ദാസനും നെബാത്തിന്റെ മകനുമായ യൊരോബെയാം എഴുന്നേറ്റു തന്റെ യജമാനനോടു മത്സരിച്ചു.କିନ୍ତୁ ୟାରବିଯାମ୍ ତାଙ୍କର ମାଲିକଙ୍କର ବିରୁଦ୍ଧ ରେ ଉଠିଲେ। ନବାଟର ପୁତ୍ର ୟାରବିଯାମ୍ ଦାଉଦଙ୍କ ପୁତ୍ର ଶଲୋମନଙ୍କ ଜଣେ ଦାସର ପୁତ୍ର ଥିଲା।
7 നീചന്മാരായ നിസ്സാരന്മാർ അവന്റെ അടുക്കൽ വന്നുകൂടി, ശലോമോന്റെ മകനായ രെഹബെയാമിനോടു ദാർഷ്ട്യം കാണിച്ചു; രെഹബെയാമോ യൌവനക്കാരനും മനോബലമില്ലാത്തവനുമായിരുന്നതിനാൽ അവരോടു എതിർത്തുനില്പാൻ അവന്നു കഴിഞ്ഞില്ല.ଏହାପରେ ନିହାତି ଅ ଯୋଗ୍ଯ, ମନ୍ଦ ଲୋକମାନେ ୟାରବିଯାମ୍ର ସାଙ୍ଗୀ ହେଲେ। ଆଉ ୟାରବିଯାମ୍ ଓ ସହେି ମନ୍ଦ ଲୋକମାନେ ଶଲୋମନଙ୍କର ପୁତ୍ର ରିହବିଯାମ୍ଙ୍କର ବିପକ୍ଷ ରେ ଉଠିଲେ। ରିହବିଯାମ୍ ଅଳ୍ପବଯସ୍କ ଓ ଅନୁଭୂତିହୀନ ଥିଲେ। ତେଣୁ ରିହବିଯାମ୍, ୟାରବିଯାମ୍ ଓ ତାଙ୍କର ମନ୍ଦ ସଙ୍ଗୀମାନଙ୍କୁ ଅଟକାଇ ପାରିଲେ ନାହିଁ।
8 നിങ്ങൾ ഇപ്പോൾ ദാവീദിന്റെ പുത്രന്മാരുടെ കൈവശമുള്ള യഹോവയുടെ രാജത്വത്തോടു എതിർത്തുനില്പാൻ വിചാരിക്കുന്നു; നിങ്ങൾ വലിയോരു സമൂഹം തന്നേ; യൊരോബെയാം നിങ്ങൾക്കു ദൈവമായിട്ടു ഉണ്ടാക്കിയ പൊൻകാളക്കുട്ടികളും നിങ്ങളോടുകൂടെ ഉണ്ടല്ലോ.ବର୍ତ୍ତମାନ, ତୁମ୍ଭମାନେେ ସଦାପ୍ରଭୁଙ୍କ ରାଜତ୍ବକୁ ପରାସ୍ତ କରିବା ନିମନ୍ତେ ସିଦ୍ଧାନ୍ତ ନଇେଅଛ ଯେଉଁ ରାଜ୍ଯ ଦାଉଦଙ୍କ ପୁତ୍ରମାନଙ୍କ ଦ୍ବାରା ଶାସିତ ହେଉଅଛି। ତୁମ୍ଭମାନଙ୍କ ସହିତ ବହୁତ ସଂଖ୍ଯକ ଲୋକ ଅଛନ୍ତି ଓ ତୁମ୍ଭମାନଙ୍କ ନିକଟରେ ସହେି ସୁବର୍ଣ୍ଣ ବାଛୁରୀଗୁଡ଼ିକ ଅଛି, ଯେଉଁ ' ଦବେତାମାନଙ୍କୁ' ୟାରବିଯାମ୍ ତୁମ୍ଭମାନଙ୍କ ନିମନ୍ତେ ନିର୍ମାଣ କରିଅଛ।
9 നിങ്ങൾ അഹരോന്റെ പുത്രന്മാരായ യഹോവയുടെ പുരോഹിതന്മാരെയും ലേവ്യരെയും തള്ളിക്കളഞ്ഞു അന്യദേശങ്ങളിലെ ജാതികളുടെ മര്യാദപ്രകാരം നിങ്ങൾക്കു പുരോഹിതന്മാരെ ആക്കീട്ടില്ലയോ? ഒരു കാളക്കുട്ടിയോടും ഏഴു ആട്ടുകൊറ്റന്മാരോടും കൂടെ കരപൂരണത്തിന്നു വന്ന ഏവനും ദൈവമല്ലാത്തവെക്കു പുരോഹിതനായ്തീരുന്നു.ତୁମ୍ଭମାନେେ ହାରୋଣଙ୍କ ବଂଶଧର, ସଦାପ୍ରଭୁ ଯାଜକମାନଙ୍କୁ ବାହାର କରି ଦେଲେ। ଆଉ ତୁମ୍ଭମାନେେ ଲବେୀୟମାନଙ୍କୁ ବାହାର କରିଦଲେ। ଏହାପରେ ତୁମ୍ଭମାନେେ ନିଜେ ନିଜର ଯାଜକମାନଙ୍କୁ ବାଛିଲ, ଠିକ୍ ଯେପରି ପୃଥିବୀର ଅନ୍ୟ ଦେଶର ଲୋକମାନେ କରିଥାଆନ୍ତି। ଆଉ ବର୍ତ୍ତମାନ ଯେ କୌଣସି ବ୍ଯକ୍ତି ଗୋଟିଏ ଅଳ୍ପବଯସ୍କ ବୃଷ ଓ ସାତାଟେି ମେଣ୍ଢା ଆଣି ଦେଲେ ଜଣେ ଯାଜକ ହାଇପୋରିବ। ଜଣେ ଯାଜକ ୟିଏକି 'ଅଣ ଦବେତାମାନଙ୍କର ସବୋ କରିବ।
10 ഞങ്ങളുടെ ദൈവമോ യഹോവയാകുന്നു; അവനെ ഞങ്ങൾ ഉപേക്ഷിച്ചിട്ടില്ല: യഹോവെക്കു ശുശ്രൂഷചെയ്യുന്ന പുരോഹിതന്മാരായിട്ടു അഹരോന്റെ പുത്രന്മാർ ഞങ്ങൾക്കുണ്ടു; ലേവ്യരും തങ്ങളുടെ വേല നോക്കിവരുന്നു.କିନ୍ତୁ ଆମ୍ଭମାନଙ୍କ ନିମନ୍ତେ, ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଅଟନ୍ତି। ଆମ୍ଭମାନେେ ଯିହୁଦାର ଲୋକମାନେ ପରମେଶ୍ବରଙ୍କୁ ମାନିବା ନିମନ୍ତେ ମନା କରି ନାହୁଁ। ଆମ୍ଭମାନେେ ତାହାଙ୍କୁ ପରିତ୍ଯାଗ କରି ନାହୁଁ। ଯେଉଁ ଯାଜକମାନେ ସଦପ୍ରଭୁଙ୍କର ସବୋ କରନ୍ତି, ସମାନେେ ହାରୋଣଙ୍କର ପୁତ୍ରଗଣ ଅଟନ୍ତି। ଲବେୀୟମାନେ ସମାନଙ୍କେୁ ସମାନଙ୍କେର କାମ କରିବା ରେ ସାହାୟ୍ଯ କରନ୍ତି।
11 അവർ ദിനംപ്രതി രാവിലെയും വൈകുന്നേരവും യഹോവെക്കു ഹോമയാഗങ്ങളും പരിമളധൂപവും അർപ്പിക്കുന്നു; കാഴ്ചയപ്പം വിശുദ്ധമേശമേൽ അടുക്കന്നു; പൊൻ നിലവിളക്കും അതിന്റെ ദീപങ്ങളും വൈകുന്നേരംതോറും കത്തിക്കുന്നു; ഇങ്ങനെ ഞങ്ങൾ ഞങ്ങളുടെ ദൈവമായ യഹോവയുടെ ആജ്ഞ പ്രമാണിക്കുന്നു; നിങ്ങളോ അവനെ ഉപേക്ഷിച്ചിരിക്കുന്നു.ସମାନେେ ପ୍ରତି ପ୍ରଭାତ ରେ ଓ ପ୍ରତି ସନ୍ଧ୍ଯା ରେ ସଦାପ୍ରଭୁଙ୍କ ନିକଟରେ ହାମବେଳି ଓ ସୁଗନ୍ଧି ଧୂପ ଉତ୍ସର୍ଗ କରନ୍ତି। ସମାନେେ ମନ୍ଦିର ମଧିଅରେ ଥିବା ବିଶଷେ ମଜେ ଉପରେ ଧାଡ଼ି ରେ ରୋଟୀ ସଜାଇ ରଖନ୍ତି। ଆଉ ସମାନେେ ସୁବର୍ଣ୍ଣ ପ୍ରଦୀପଧାର ଗୁଡ଼ିକର ଯତ୍ନ ନିଅନ୍ତି, ତେଣୁ ପ୍ରେତ୍ୟକକ ସନ୍ଧ୍ଯା ରେ ପ୍ରଦୀପ ଝକ୍ମକ୍ କରେ। ଆମ୍ଭମାନେେ ଅତି ଯତ୍ନପୂର୍ବକ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କର ସବୋ କରୁ। କିନ୍ତୁ ତୁମ୍ଭମାନେେ ତାଙ୍କୁ ସମ୍ପୂର୍ଣ୍ଣରୂପେ ତ୍ଯାଗ କରିଅଛ।
12 ഇതാ, ഞങ്ങളോടുകൂടെ ഞങ്ങളുടെ തലവനായി ദൈവവും നിങ്ങളുടെ നേരെ ധ്വനിപ്പിക്കേണ്ടതിന്നു മഹാധ്വനികാഹളങ്ങളോടുകൂടെ അവന്റെ പുരോഹിതന്മാരും ഉണ്ടു; യിസ്രായേല്യരേ, നിങ്ങളുടെ പിതാക്കന്മാരുടെ ദൈവമായ യഹോവയോടു നിങ്ങൾ യുദ്ധം ചെയ്യരുതു; നിങ്ങൾ കൃതാർത്ഥരാകയില്ല;ପରମେଶ୍ବର ସ୍ବଯଂ ଆମ୍ଭମାନଙ୍କ ସହିତ ରହିଛନ୍ତି। ସେ ଆମ୍ଭମାନଙ୍କର ଶାସକ ଅଟନ୍ତି, ଆଉ ତାଙ୍କର ଯାଜକମାନେ ଆମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧର ଆହ୍ବାନ ରୂପେ ପରମେଶ୍ବରଙ୍କ ଯାଜକମାନେ ତାଙ୍କର ତୂରୀ ବଜାନ୍ତି। ହେ ଇଶ୍ରାୟେଲର ଲୋକମାନେ, ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ବିରୁଦ୍ଧ ରେ ୟୁଦ୍ଧ କର ନାହିଁ। ତୁମ୍ଭମାନେେ କବେେ ସଫଳ ହବେ ନାହିଁ।
13 എന്നാൽ യൊരോബെയാം അവരുടെ പുറകിൽ വളഞ്ഞുചെല്ലുവാൻ പതിയിരിപ്പുകാരെ അയച്ചു; അങ്ങനെ അവർ യെഹൂദ്യരുടെ മുമ്പിലും പതിയിരിപ്പുകാർ പുറകിലും ആയി.କିନ୍ତୁ ୟାରବିଯାମ୍ ଅବିଯଙ୍କ ସୈନ୍ଯଦଳର ପେଛ ପେଛ ଗୋପନ ରେ ୟିବା ନିମନ୍ତେ ଏକ ଦଳ ସୈନ୍ଯଙ୍କୁ ପଠାଇଲେ। ୟାରବିଯାମ୍ଙ୍କ ସୈନ୍ଯଦଳ ୟିହୁଦୀଯଙ୍କ ସୈନ୍ଯଦଳର ସମ୍ମୁଖ ରେ ଥିଲେ। ୟାରବିଯାମ୍ଙ୍କ ସୈନ୍ଯଦଳର ଲୁଚି ରହିଥିବା ସୈନ୍ଯମାନେ ଯିହୁଦାର ପଶ୍ଚାତ୍ ରେ ଥିଲେ।
14 യെഹൂദ്യർ തിരിഞ്ഞുനോക്കിയപ്പോൾ പട മുമ്പിലും പുറകിലും കണ്ടു, യഹോവയോടു നിലവിളിച്ചു പുരോഹിതന്മാർ കാഹളം ഊതി, യെഹൂദാപുരുഷന്മാർ ആർത്തുവിളിച്ചു.ଅବିଯଙ୍କ ସୈନ୍ଯଦଳ ରେ ଥିବା ଯିହୁଦାର ସୈନ୍ଯଗଣ ଯେତବେେଳେ ଚତୁର୍ଦ୍ଦିଗକୁ ଚାହିଁଲେ, ସମାନେେ ଦେଖିଲେ ଯେ, ୟାରବିଯାମ୍ଙ୍କ ସୈନ୍ଯଦଳ ସମ୍ମୁଖରୁ ଓ ପଶ୍ଚାତ୍ରୁ ଉଭୟ ପାଶର୍ବରୁ ଆକ୍ରମଣ କରୁଛନ୍ତି। ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ନିକଟରେ ପାଟି କରି ଡାକ ପକାଇଲେ ଓ ଯାଜକମାନେ ତୂରୀ ବଜାଇଲେ।
15 യെഹൂദാപുരുഷന്മാർ ആർത്തുവിളിച്ചപ്പോൾ ദൈവം യൊരോബെയാമിനെയും എല്ലായിസ്രായേലിനെയും അബീയാവിനോടും യെഹൂദ്യരോടും തോല്ക്കുമാറാക്കി.ଏହା ପରେ ଯିହୁଦାର ଲୋକମାନେ ଜୋର୍ ରେ ଚିତ୍କାର କଲେ। ଯିହୁଦାର ଲୋକମାନେ ଯେତବେେଳେ ଜୋର୍ ରେ ଚିତ୍କାର କଲେ, ପରମେଶ୍ବର ୟାରବିଯାମଙ୍କ ସୈନ୍ଯଦଳକୁ ପରାସ୍ତ କଲେ। ଇଶ୍ରାୟେଲରୁ ଆଗତ ୟାରବିଯାମ୍ଙ୍କ ସମସ୍ତ ସୈନ୍ଯଦଳ ଯିହୁଦାରୁ ଆଗତ ଅବିଯଙ୍କ ସୈନ୍ଯଦଳ ଦ୍ବାରା ପରାସ୍ତ ହେଲେ।
16 യിസ്രായേല്യർ യെഹൂദ്യരുടെ മുമ്പിൽനിന്നു ഓടി, ദൈവം അവരെ അവരുടെ കയ്യിൽ ഏല്പിച്ചു;ଇଶ୍ରାୟେଲର ଲୋକମାନେ ଯିହୁଦାର ଲୋକମାନଙ୍କଠାରୁ ପଳାଯନ କଲେ। ପରମେଶ୍ବର ଇଶ୍ରାୟେଲର ସୈନ୍ଯଗଣଙ୍କୁ ପରାସ୍ତ କରିବା ନିମନ୍ତେ ଯିହୁଦାର ସୈନ୍ଯଦଳକୁ ଆଗଇେ ନେଲେ।
17 അബീയാവും അവന്റെ ജനവും അവരെ കഠിനമായി തോല്പിച്ചു; യിസ്രായേലിൽ അഞ്ചുലക്ഷം ശ്രേഷ്ഠയോദ്ധാക്കൾ ഹതന്മാരായി വീണു.ଅବିଯଙ୍କ ସୈନ୍ଯଦଳ ଇଶ୍ରାୟେଲର ସୈନ୍ଯଦଳକୁ ଅତି ଗୁରୁତର ଭାବରେ ପରାସ୍ତ କଲେ ଓ ଇଶ୍ରାୟେଲର 5,00,000 ଜଣ ସର୍ବଶ୍ ରେଷ୍ଠ ବ୍ଯକ୍ତିମାନେ ନିହତ ହେଲେ।
18 ഇങ്ങനെ യിസ്രായേല്യർക്കു ആ കാലത്തു താഴ്ച വന്നു; യെഹൂദ്യരോ തങ്ങളുടെ പിതാക്കന്മാരുടെ ദൈവമായ യഹോവയിൽ ആശ്രയിച്ചതു കൊണ്ടു ജയംപ്രാപിച്ചു.ତେଣୁ ସହେି ସମୟରେ ଇଶ୍ରାୟେଲର ଲୋକମାନେ ପରାସ୍ତ ହେଲେ ଓ ଯିହୁଦାର ଲୋକମାନେ ବିଜଯୀ ହେଲେ। ଯିହୁଦାର ସୈନ୍ଯଦଳ ସମାନଙ୍କେ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଉପରେ ନିର୍ଭର କରିଥିବାରୁ ବିଜଯଲାଭ କଲେ।
19 അബീയാവു യൊരോബെയാമിനെ പിന്തുടർന്നുചെന്നു അവന്റെ പട്ടണങ്ങളെ പിടിച്ചു; ബേഥേലും അതിനോടു ചേർന്ന ഗ്രാമങ്ങളും യെശാനയും അതിനോടു ചേർന്ന ഗ്രാമങ്ങളും എഫ്രോനും അതിനോടു ചേർന്ന ഗ്രാമങ്ങളും തന്നേ.ଅବିଯଙ୍କ ସୈନ୍ଯଦଳ ୟାରବିଯାମ୍ଙ୍କ ସୈନ୍ଯଦଳର ପେଛ ପେଛ ଗୋଡ଼ାଇଲେ। ଅବିଯଙ୍କ ସୈନ୍ଯଦଳ ବୈଥଲ, ୟିଶାନା ଓ ଇଫ୍ରୋନ୍ ସହରଗୁଡ଼ିକ ୟାରବିଯାମ୍ଙ୍କଠାରୁ ଦଖଲ କରି ନେଲେ। ସହେି ସହର ଓ ସହେି ସହରଗୁଡ଼ିକର ନିକଟରେ ଥିବା କ୍ଷୁଦ୍ରଗ୍ରାମଗୁଡ଼ିକୁ ମଧ୍ଯ ସମାନେେ ଅଧିକାର କରି ନେଲେ।
20 യൊരോബെയാം അബീയാവിന്റെ കാലത്തു ബലം പ്രാപിച്ചില്ല; യഹോവ അവനെ ബാധിച്ചു,ଅବିଯ ଜୀବିତ ଥିବା ପର୍ୟ୍ଯନ୍ତ ୟାରବିଯାମ୍ ଆଉ କଦାପି ପରାକ୍ରମୀ ହାଇପୋରିଲେ ନାହିଁ। ସଦାପ୍ରଭୁ ୟାରବିଯାମ୍ଙ୍କୁ ବଧ କଲେ।
21 അവൻ മരിച്ചുപോയി. എന്നാൽ അബീയാവു ബലവാനായ്തീർന്നു; അവൻ പതിന്നാലു ഭാര്യമാരെ വിവാഹം കഴിച്ചു ഇരുപത്തിരണ്ടു പുത്രന്മാരെയും പതിനാറു പുത്രിമാരെയും ജനിപ്പിച്ചു.କିନ୍ତୁ ଅବିଯ ପରାକ୍ରମୀ ହାଇେ ଉଠିଲେ। ସେ ଚଉଦ ଜଣ ସ୍ତ୍ରୀଙ୍କୁ ବିବାହ କଲେ, ଏବଂ ବାଇଶ ଜଣ ପୁତ୍ର ଓ ଷୋହଳ ଜଣ କନ୍ଯାଙ୍କର ପିତା ହେଲେ।
22 അബീയാവിന്റെ മറ്റുള്ള വൃത്താന്തങ്ങളും അവന്റെ നടപ്പും വാക്കുകളും ഇദ്ദോപ്രവാചകന്റെ ചരിത്രപുസ്തകത്തിൽ എഴുതിയിരിക്കുന്നു.ଅବିଯ ଆଉ ଯେଉଁସବୁ କର୍ମ କରିଥିଲେ, ତାହା ଉଦ୍ଦୋ ଭବିଷ୍ଯଦ୍ବକ୍ତାଙ୍କର ପୁସ୍ତକମାନଙ୍କ ରେ ଲଖାୟୋଇଅଛି।
Oriya Bible