Home Bible 2 Chronicles 2 Chronicles 15 2 Chronicles 15:8 2 Chronicles 15:8 Image ଓଡ଼ିଆ

2 Chronicles 15:8 Image in Oriya

ଆସା ଓବେଦ୍ ଭବିଷ୍ଯଦ୍ବକ୍ତାଙ୍କଠାରୁ ଏହି ସମସ୍ତ ବାର୍ତ୍ତା ଶୁଣି ଉତ୍ସାହ ଅନୁଭବ କଲେ। ଏହାପରେ ସେ ଯିହୁଦା ବିନ୍ଯାମୀନର ସମସ୍ତ ଅଞ୍ଚଳରୁ ଘୃଣ୍ଯ ପ୍ରତିମାଗୁଡ଼ିକ ଦୂର କରି ଦେଲେ। ଆସା ଇଫ୍ରଯିମ୍ର ପାର୍ବତ୍ଯମଯ ଦେଶର ଯେଉଁ ସହରଗୁଡ଼ିକ ଅଧିକାର କରିଥିଲେ, ସହେି ସହରଗୁଡ଼ିକରୁ ମଧ୍ଯ ସହେି ଘୃଣ୍ଯ ପ୍ରତିମାଗୁଡ଼ିକ ବାହାର କରି ଦେଲେ। ଆଉ ସେ ସଦାପ୍ରଭୁଙ୍କ ମନ୍ଦିରର ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ୟଜ୍ଞବଦେୀକୁ ମରାମତି କଲେ।
Click consecutive words to select a phrase. Click again to deselect.
2 Chronicles 15:8

ଆସା ଓବେଦ୍ ଭବିଷ୍ଯଦ୍ବକ୍ତାଙ୍କଠାରୁ ଏହି ସମସ୍ତ ବାର୍ତ୍ତା ଶୁଣି ଉତ୍ସାହ ଅନୁଭବ କଲେ। ଏହାପରେ ସେ ଯିହୁଦା ଓ ବିନ୍ଯାମୀନର ସମସ୍ତ ଅଞ୍ଚଳରୁ ଘୃଣ୍ଯ ପ୍ରତିମାଗୁଡ଼ିକ ଦୂର କରି ଦେଲେ। ଆସା ଇଫ୍ରଯିମ୍ର ପାର୍ବତ୍ଯମଯ ଦେଶର ଯେଉଁ ସହରଗୁଡ଼ିକ ଅଧିକାର କରିଥିଲେ, ସହେି ସହରଗୁଡ଼ିକରୁ ମଧ୍ଯ ସହେି ଘୃଣ୍ଯ ପ୍ରତିମାଗୁଡ଼ିକ ବାହାର କରି ଦେଲେ। ଆଉ ସେ ସଦାପ୍ରଭୁଙ୍କ ମନ୍ଦିରର ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ୟଜ୍ଞବଦେୀକୁ ମରାମତି କଲେ।

2 Chronicles 15:8 Picture in Oriya