2 Chronicles 6:12
ଶଲୋମନ ସଦାପ୍ରଭୁଙ୍କ ୟଜ୍ଞବଦେୀର ସମ୍ମୁଖ ରେ ଠିଆ ହେଲେ। ସେ ଏକତ୍ରୀତ ସମଗ୍ର ଇଶ୍ରାୟେଲର ଲୋକମାନଙ୍କର ସମ୍ମୁଖ ରେ ଠିଆ ହେଲେ। ଏହାପରେ ଶଲୋମନ ତାଙ୍କର ହସ୍ତ ପ୍ରସାରିତ କଲେ।
2 Chronicles 6:12 in Other Translations
King James Version (KJV)
And he stood before the altar of the LORD in the presence of all the congregation of Israel, and spread forth his hands:
American Standard Version (ASV)
And he stood before the altar of Jehovah in the presence of all the assembly of Israel, and spread forth his hands;
Bible in Basic English (BBE)
Then he took his place in front of the altar of the Lord, all the men of Israel being present,
Darby English Bible (DBY)
And he stood before the altar of Jehovah in the presence of the whole congregation of Israel, and spread forth his hands.
Webster's Bible (WBT)
And he stood before the altar of the LORD in the presence of all the congregation of Israel, and spread forth his hands:
World English Bible (WEB)
He stood before the altar of Yahweh in the presence of all the assembly of Israel, and spread forth his hands
Young's Literal Translation (YLT)
And he standeth before the altar of Jehovah, over-against all the assembly of Israel, and spreadeth out his hand, --
| And he stood | וַֽיַּעֲמֹ֗ד | wayyaʿămōd | va-ya-uh-MODE |
| before | לִפְנֵי֙ | lipnēy | leef-NAY |
| altar the | מִזְבַּ֣ח | mizbaḥ | meez-BAHK |
| of the Lord | יְהוָ֔ה | yĕhwâ | yeh-VA |
| of presence the in | נֶ֖גֶד | neged | NEH-ɡed |
| all | כָּל | kāl | kahl |
| the congregation | קְהַ֣ל | qĕhal | keh-HAHL |
| Israel, of | יִשְׂרָאֵ֑ל | yiśrāʾēl | yees-ra-ALE |
| and spread forth | וַיִּפְרֹ֖שׂ | wayyiprōś | va-yeef-ROSE |
| his hands: | כַּפָּֽיו׃ | kappāyw | ka-PAIV |
Cross Reference
Isaiah 50:10
ତୁମ୍ଭମାନଙ୍କ ମଧିଅରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସବେକର ବାକ୍ଯ ପାଳନ କରେ ? ପୁଣି ଯେ ଆଲୋକ ବିନା ଅନ୍ଧକାର ରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପ ରେ ବିଶ୍ବାସ କର ଓ ଆପଣା ପରମେଶ୍ବରଙ୍କ ଉପ ରେ ନିର୍ଭରଶୀଳ ହେଉ।
Psalm 143:6
ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭର ସାହାୟ୍ଯ ଅପେକ୍ଷାରେ ଅଛି, ୟପରେି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ।
Psalm 63:4
ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି। ମୁଁ ତୁମ୍ଭର ନାମ ଡ଼ାକି ପ୍ରାର୍ଥନା କଲା ସମଯରେ ମାରେ ହସ୍ତ ଉଠାଇବି।
Job 11:13
କିନ୍ତୁ ଆୟୁବ ତୁମ୍ଭେ ଯଥାର୍ଥରୂପେ ଅନ୍ତରର ସହିତ ପରମେଶ୍ବରଙ୍କ ସବୋପାଇଁ ପ୍ରସ୍ତୁତ ହବୋ ଉଚିତ। ଏବଂ ତାଙ୍କ ଉପାସନା ପାଇଁ ତୁମ୍ଭର ଦୁଇହାତ ପ୍ରସାରିତ କର।
Exodus 9:33
ମାଶାେ ଫାରୋଙ୍କ ନିକଟରୁ ନଗର ବାହାରକୁ ୟାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହାଇଗେଲା।
1 Timothy 2:8
ମୁଁ ଚା ହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉେଠଇବେ, ସମାନେେ ପବିତ୍ର ହାଇେଥିବା ଆବଶ୍ଯକ। ସମାନେେ ରାଗି ୟିବା ଉଚିତ୍ ନୁହେଁ ଓ ୟୁକ୍ତିତର୍କ ରେ ପ୍ରବୃତ୍ତ ହବୋ ଉଚିତ ନୁହେଁ।
Psalm 141:2
ସଦାପ୍ରଭୁ ଜଳୁଥିବା ଧୂପକାଠିର ସୁଗନ୍ଧି ଧୂପ ପରି ମାରେ ପ୍ରାର୍ଥନାକୁ ଗ୍ରହଣ କର। ସନ୍ଧ୍ଯା ବଳରେ ଉତ୍ସର୍ଗ କରି ମୁଁ ମାରେ ହାତ ବଢ଼ାଇ କରୁଥିବା ପ୍ରାର୍ଥନାକୁ ଗ୍ରହଣ କର।
Psalm 68:31
ମିଶରୀଯମାନଙ୍କୁ ମୂଲ୍ଯବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ। ପରମେଶ୍ବର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ୍ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
Psalm 29:1
ହେ ପରମେଶ୍ବରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର। ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
Psalm 28:2
ହେ ସଦାପ୍ରଭୁ, ମୁଁ ମାରେ ଦୁଇହାତ ଟକେି ତୁମ୍ଭର ମହାପବିତ୍ରସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି। ମୁଁ ଯେତବେେଳେ ତୁମ୍ଭକୁ ଡ଼ାକୁଛି। ମାେ ନିବଦନେ ଟିକେ ଶୁଣ। ମାେ ପ୍ରତି କୃପା ପ୍ରଦର୍ଶନ କର।
2 Kings 23:3
ଏଥି ରେ ରାଜା ସ୍ତମ୍ଭ ସମ୍ମୁଖ ରେ ଠିଆ ହେଲେ। ସଦାପ୍ରଭୁଙ୍କ ସହିତ ଗୋଟିଏ ୟୁକ୍ତି କଲେ ଏବଂ ସଦାପ୍ରଭୁଙ୍କୁ ଅନୁକରଣ କରିବାକୁ ତାଙ୍କର ଆଜ୍ଞାମାନ, ସାକ୍ଷକଥା ଓ ନିଯମମାନ ତାଙ୍କ ସମସ୍ତ ହୃଦଯ ଓ ମନ ସହିତ ପ୍ରତିଜ୍ଞା କଲେ ଏବଂ ପ୍ରେତ୍ୟକକ ଲୋକ ଏହା କରିବାକୁ ରାଜି ହେଲେ।
2 Kings 11:14
ଅଥଲିଯା ଦେଖିଲେ ରାଜା ବିଧି ଅନୁସାରେ ଯେଉଁଠି ଛିଡା ହବୋ କଥା ସେଠି ଛିଡା ହାଇେଛନ୍ତି। ରାଜାଙ୍କ ନିକଟରେ ସନୋପତିମାନେ ଥିଲେ, ଲୋକମାନେ ତୂରୀ ବଜାଉଥିଲେ। ଦେଶର ସମସ୍ତ ଲୋକ ଆନନ୍ଦ କରୁଥିଲେ। ଏଥି ରେ ଅଥଲିଯା ନିଜର ବସ୍ତ୍ର ଚିରି ରାଜଦ୍ରୋହ! ରାଜଦ୍ରୋହ! ବୋଲି ଚିତ୍କାର କଲା।
1 Kings 8:22
ତା'ପରେ ଶଲୋମନ ସଦାପ୍ରଭୁଙ୍କ ୟଜ୍ଞବଦେୀ ସମ୍ମୁଖ ରେ ଛିଡା ହେଲେ ଓ ଇଶ୍ରାୟେଲର ସମଗ୍ର ସମାଜ ତାଙ୍କ ସମ୍ମୁଖ ରେ ଛିଡା ହେଲେ। ସେ ସ୍ବର୍ଗଆଡେ ଆପଣା ହସ୍ତ ବିସ୍ତାର କଲେ।