Home Bible 2 Chronicles 2 Chronicles 9 2 Chronicles 9:4 2 Chronicles 9:4 Image ଓଡ଼ିଆ

2 Chronicles 9:4 Image in Oriya

ସେ ଶଲୋମନଙ୍କ ମଜେ ଉପରେ ରଖା ଯାଉଥିବା ଖାଦ୍ୟ ତାଙ୍କର ଅନକେ ବିଶଷେ କର୍ମଚାରୀଗଣଙ୍କୁ ଦେଖିଲେ। ସେ ତାଙ୍କର ଚାକରମାନଙ୍କର ବସ୍ତ୍ର କାର୍ୟ୍ଯ କରିବାର ପ୍ରଣାଳୀ ଦେଖିଲେ। ସେ ଶଲୋମନଙ୍କର ମଦ୍ଯ ପରିବଷେଣକାରୀମାନଙ୍କୁ ସମାନଙ୍କେର ବସ୍ତ୍ରକୁ ଦେଖିଲେ। ସେ ଶଲୋମନଙ୍କ ଦ୍ବାରା ସଦାପ୍ରଭୁଙ୍କ ମନ୍ଦିର ରେ ଉତ୍ସର୍ଗୀକୃତ ହାମବେଳିଗୁଡ଼ିକୁ ଦେଖିଲେ। ଶିବାର ରାଣୀ ଯେତବେେଳେ ଏହିସବୁ ବିଷଯ ଦେଖିଲେ, ସେ ହତଚକିତ ହାଇଗେଲେ।
Click consecutive words to select a phrase. Click again to deselect.
2 Chronicles 9:4

ସେ ଶଲୋମନଙ୍କ ମଜେ ଉପରେ ରଖା ଯାଉଥିବା ଖାଦ୍ୟ ଓ ତାଙ୍କର ଅନକେ ବିଶଷେ କର୍ମଚାରୀଗଣଙ୍କୁ ଦେଖିଲେ। ସେ ତାଙ୍କର ଚାକରମାନଙ୍କର ବସ୍ତ୍ର ଓ କାର୍ୟ୍ଯ କରିବାର ପ୍ରଣାଳୀ ଦେଖିଲେ। ସେ ଶଲୋମନଙ୍କର ମଦ୍ଯ ପରିବଷେଣକାରୀମାନଙ୍କୁ ଓ ସମାନଙ୍କେର ବସ୍ତ୍ରକୁ ଦେଖିଲେ। ସେ ଶଲୋମନଙ୍କ ଦ୍ବାରା ସଦାପ୍ରଭୁଙ୍କ ମନ୍ଦିର ରେ ଉତ୍ସର୍ଗୀକୃତ ହାମବେଳିଗୁଡ଼ିକୁ ଦେଖିଲେ। ଶିବାର ରାଣୀ ଯେତବେେଳେ ଏହିସବୁ ବିଷଯ ଦେଖିଲେ, ସେ ହତଚକିତ ହାଇଗେଲେ।

2 Chronicles 9:4 Picture in Oriya