2 Corinthians 1

fullscreen12 ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।

fullscreen13 ତୁମ୍ଭମାନେେ ଯେଉଁ କଥାଗୁଡ଼ିକ ପଢ଼ି ପାରିବ ଓ ବୁଝି ପାରିବ, କବଳେ ସହେି କଥାଗୁଡ଼ିକ ଆମ୍ଭେ ତୁମ୍ଭମାନଙ୍କୁ ଲେଖିଛୁ।

fullscreen14 ଯେପରିକି ତୁମ୍ଭମାନେେ ଆମ୍ଭ ବିଷୟ ରେ କିଛି କଥା ଆଗରୁ ବୁଝି ସାରିଛ, ସେଥିପାଇଁ ଆମ୍ଭେ ଆଶା କରୁ ଯେ, ତୁମ୍ଭମାନେେ ବର୍ତ୍ତମାନ ସମ୍ପୂର୍ଣ୍ଣ ଭାବରେ ବୁଝି ପାରିବ। ତୁମ୍ଭମାନେେ ଏ କଥା ବୁଝି ପାରିବ ଯେ, ଯେପରି ବର୍ତ୍ତମାନ ତୁମ୍ଭେ ଆମ୍ଭ ପାଇଁ ଗର୍ବ କରୁଛ, ସପରେି ଆମ୍ଭ ପ୍ରଭୁ ଯୀଶୁ ଆସିବା ଦିନ, ଆମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଗର୍ବ କରି ପାରିବୁ।

fullscreen15 ମାହେର ଏହି ବିଶ୍ବାସ ଥିବାରୁ ମୁଁ ପ୍ରଥମ ରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ବାରା ତୁମ୍ଭମାନେେ ଦୁଇଥର ଆଶୀର୍ବାଦ ଲାଭ କରିବ।

fullscreen16 ମାକିଦନିଆ ୟିବା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖିବା ପାଇଁ ଯୋଜନା କଲି। ମାକିଦନିଆରୁ ଫରେିଲା ବେଳେ ମଧ୍ଯ ପୁନର୍ବାର ତୁମ୍ଭମାନଙ୍କ ପାଖକୁ ଆସିବି। ତୁମ୍ଭମାନଙ୍କ ସାହାୟ୍ଯ ରେ ଯିହୁଦା ଦେଶକୁ ପ୍ରସ୍ଥାନ କରିବି।

fullscreen17 ତୁମ୍ଭମାନେେ କ'ଣ ଭାବୁଛ ଯେ, ଏହି ଯୋଜନାଗୁଡ଼ିକୁ କଲା ବେଳେ ମୁଁ ପ୍ରକୃତ ରେ ଚିନ୍ତା କରି ନ ଥିଲି ? ବା ଜାଗତିକ ଜ୍ଞାନ ରେ କରିଥିଲି, ଯେ ଏକା ସମୟରେ ହଁ, ହଁ କହୁଥିବା ଓ ନା, ନା ମଧ୍ଯ କହୁଥିବି।

fullscreen18 କିନ୍ତୁ ଯଦି ତୁମ୍ଭମାନେେ ପରମେଶ୍ବରଙ୍କୁ ବିଶ୍ବାସ କରୁଛ, ତାହାହେଲେ ତୁମ୍ଭମାନେେ ବିଶ୍ବାସ କରିପାର ଯେ, ଆମ୍ଭେ ଯାହା କହୁ ତାହାର ଉତ୍ତର ହଁ ଓ ନା ଉଭୟ ହାଇେ ପାରିବ ନାହିଁ।

fullscreen19 ମୁଁ ଏବଂ ସିଲ୍ବାନ୍ ଓ ତୀମଥିଙ୍କ ଦ୍ବାରା ପ୍ରଚାରିତ ପରମେଶ୍ବରଙ୍କ ପୁତ୍ର ଯୀଶୁଖ୍ରୀଷ୍ଟ ଉଭୟ ହଁ' ଓ ନା' ଏକ ସମୟରେ କହନ୍ତି ନାହିଁ। ଯୀଶୁ ଖ୍ରୀଷ୍ଟଙ୍କଠା ରେ ସର୍ବଦା ହଁ କଥା ହଁ ହୁଏ।

fullscreen20 କାରଣ ପରମେଶ୍ବର ଯେଉଁ ସମସ୍ତ ପ୍ରତିଜ୍ଞା କରିଛନ୍ତି, ସେ ଖ୍ରୀଷ୍ଟଙ୍କଠା ରେ ସେ ସବୁଗଡ଼ିକ ହଁ ହାଇେଛି। ସେଥିପାଇଁ ଆମ୍ଭେ ପରମେଶ୍ବରଙ୍କ ମହିମା ନିମନ୍ତେ ଖ୍ରୀଷ୍ଟଙ୍କ ନାମ ରେ ଆମେନ୍ ବୋଲି କହିଥାଉ।

fullscreen21 କବଳେ ପରମେଶ୍ବର ତୁମ୍ଭମାନଙ୍କୁ ଓ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କଠା ରେ ଦୃଢ଼ କରି ପାରନ୍ତି। ପରମେଶ୍ବର ତାହାଙ୍କର ବିଶଷେ ଆଶୀର୍ବାଦ ଆମକୁ ପ୍ରଦାନ କରନ୍ତି।

fullscreen22 ସେ ଆମ୍ଭଠା ରେ ନିଜ ଅଧିକାରର ମାହେର ଲଗାଇଛନ୍ତି, ଓ ଆମ୍ଭମାନଙ୍କ ହୃଦୟ ରେ ତାହାଙ୍କ ଆତ୍ମା ପ୍ରଦାନ କରିଛନ୍ତି। ଏହା ପ୍ରମାଣ ଦିଏ ଯେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ନିଶ୍ଚୟ ଦବେେ।

fullscreen23 ମୁଁ କରିନ୍ଥୀକୁ ଆଉ ଥରେ ଆସି ନ ଥିଲି କାରଣ ମୁଁ ତୁମ୍ଭମାନଙ୍କୁ ଆଘାତ ଦବୋକୁ ଇଚ୍ଛା କରୁ ନ ଥିଲି।