2 Corinthians 3
1 ଆମ୍ଭେ କ'ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ ? ଆମ୍ଭେ କ'ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନବୋ ଦରକାର କି ? କେତକେ ଲୋକ ଏପରି କରନ୍ତି।
2 ତୁମ୍ଭମାନେେ ନିଜେ ଆମ୍ଭର ପ୍ରଶଂସା ପାତ୍ର ଅଟ। ଏହା ଆମ୍ଭ ହୃଦୟ ରେ ଲେଖି ହାଇେ ରହିଛି। ଏହା ସମସ୍ତଙ୍କୁ ଜଣା ଓ ସମସ୍ତେ ତାହାକୁ ପଢ଼ି ପାରିବେ।
3 ଏହା ସ୍ପଷ୍ଟ ଯେ, ତୁମ୍ଭମାନେେ ଆମ୍ଭ ମାଧ୍ଯମ ରେ ଖ୍ରୀଷ୍ଟଙ୍କ ପ୍ ରରେିତ ଏକ ପତ୍ର ସ୍ବରୂପ। ଏହି ଚିଠିଟି କାଳି ରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଲଖାେ ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖାଦେିତ ନୁହେଁ ବରଂ ମନୁଷ୍ଯର ହୃଦୟ ରେ ଲିଖିତ।
4 ଯୀଶୁ ଖ୍ରୀଷ୍ଟଙ୍କ ହତେୁ ପରମେଶ୍ବରଙ୍କ ଠା ରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ।
5 ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରିପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ଯ ପରମେଶ୍ବରଙ୍କଠାରୁ ପ୍ରାପ୍ତ ହାଇେଛି।
6 ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସବେକ ହବୋ ପାଇଁ ଯୋଗ୍ଯ ବିବଚେିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ଯୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।
1 Do we begin again to commend ourselves? or need we, as some others, epistles of commendation to you, or letters of commendation from you?
2 Ye are our epistle written in our hearts, known and read of all men:
3 Forasmuch as ye are manifestly declared to be the epistle of Christ ministered by us, written not with ink, but with the Spirit of the living God; not in tables of stone, but in fleshy tables of the heart.
4 And such trust have we through Christ to God-ward:
5 Not that we are sufficient of ourselves to think any thing as of ourselves; but our sufficiency is of God;
6 Who also hath made us able ministers of the new testament; not of the letter, but of the spirit: for the letter killeth, but the spirit giveth life.
2 Corinthians 3 in Tamil and English
1 ଆମ୍ଭେ କ'ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ ? ଆମ୍ଭେ କ'ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନବୋ ଦରକାର କି ? କେତକେ ଲୋକ ଏପରି କରନ୍ତି।
Do we begin again to commend ourselves? or need we, as some others, epistles of commendation to you, or letters of commendation from you?
2 ତୁମ୍ଭମାନେେ ନିଜେ ଆମ୍ଭର ପ୍ରଶଂସା ପାତ୍ର ଅଟ। ଏହା ଆମ୍ଭ ହୃଦୟ ରେ ଲେଖି ହାଇେ ରହିଛି। ଏହା ସମସ୍ତଙ୍କୁ ଜଣା ଓ ସମସ୍ତେ ତାହାକୁ ପଢ଼ି ପାରିବେ।
Ye are our epistle written in our hearts, known and read of all men:
3 ଏହା ସ୍ପଷ୍ଟ ଯେ, ତୁମ୍ଭମାନେେ ଆମ୍ଭ ମାଧ୍ଯମ ରେ ଖ୍ରୀଷ୍ଟଙ୍କ ପ୍ ରରେିତ ଏକ ପତ୍ର ସ୍ବରୂପ। ଏହି ଚିଠିଟି କାଳି ରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଲଖାେ ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖାଦେିତ ନୁହେଁ ବରଂ ମନୁଷ୍ଯର ହୃଦୟ ରେ ଲିଖିତ।
Forasmuch as ye are manifestly declared to be the epistle of Christ ministered by us, written not with ink, but with the Spirit of the living God; not in tables of stone, but in fleshy tables of the heart.
4 ଯୀଶୁ ଖ୍ରୀଷ୍ଟଙ୍କ ହତେୁ ପରମେଶ୍ବରଙ୍କ ଠା ରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ।
And such trust have we through Christ to God-ward:
5 ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରିପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ଯ ପରମେଶ୍ବରଙ୍କଠାରୁ ପ୍ରାପ୍ତ ହାଇେଛି।
Not that we are sufficient of ourselves to think any thing as of ourselves; but our sufficiency is of God;
6 ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସବେକ ହବୋ ପାଇଁ ଯୋଗ୍ଯ ବିବଚେିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ଯୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।
Who also hath made us able ministers of the new testament; not of the letter, but of the spirit: for the letter killeth, but the spirit giveth life.