ଓଡ଼ିଆ
2 Corinthians 3:13 Image in Oriya
ଆମ୍ଭେ ମାଶାଙ୍କେ ଭଳି ନୋହୁଁ। ସେ ନିଜ ମୁଖ ମଣ୍ଡଳ ଉପରେ ଗୋଟିଏ ଆବରଣ ପକାଇଥିଲେ। ଇଶ୍ରାୟେଲର ଲୋକେ ଯେପରି ତାହାଙ୍କ ମୁହଁକୁ ଦେଖି ନ ପାରିବେ ତେଣୁ ମାଶାେ ମୁଖ ଆଚ୍ଛାଦନ କରିଥିଲେ। ତହିଁର ମହିମା କମି କମି ଯାଉଥିଲା, ଓ ଲୋକେ ଏହି ସବୋର ଅନ୍ତ ଦେଖନ୍ତୁ, ମାଶାେ ଏହା ଇଚ୍ଛା କରୁ ନ ଥିଲେ।