2 Corinthians 3:16
କିନ୍ତୁ ଜଣେ ଲୋକ ଯେତବେେଳେ ପରିବର୍ତ୍ତିତ ହୁଏ ଓ ସେ ପ୍ରଭୁଙ୍କ ଅନୁସରଣ କରେ, ସହେି ଆବରଣଟି ବାହାର କରିଦିଆ ଯାଏ।
2 Corinthians 3:16 in Other Translations
King James Version (KJV)
Nevertheless when it shall turn to the Lord, the vail shall be taken away.
American Standard Version (ASV)
But whensoever it shall turn to the Lord, the veil is taken away.
Bible in Basic English (BBE)
But when it is turned to the Lord, the veil will be taken away.
Darby English Bible (DBY)
But when it shall turn to [the] Lord, the veil is taken away.)
World English Bible (WEB)
But whenever one turns to the Lord, the veil is taken away.
Young's Literal Translation (YLT)
and whenever they may turn unto the Lord, the vail is taken away.
| Nevertheless | ἡνίκα | hēnika | ay-NEE-ka |
| when | δ' | d | th |
| ἄν | an | an | |
| it shall turn | ἐπιστρέψῃ | epistrepsē | ay-pee-STRAY-psay |
| to | πρὸς | pros | prose |
| Lord, the | κύριον | kyrion | KYOO-ree-one |
| the vail | περιαιρεῖται | periaireitai | pay-ree-ay-REE-tay |
shall be taken | τὸ | to | toh |
| away. | κάλυμμα | kalymma | KA-lyoom-ma |
Cross Reference
Exodus 34:34
ଯେତବେେଳେ ମାଶାେ ସଦାପ୍ରଭୁଙ୍କ ସହିତ କଥା ହବୋକୁ ଭିତରକୁ ଗଲେ। ସେ ଓଢଣୀକୁ ହଟାଇଲେ, ତାପରେ ସେ ବାହାରି ଆସିଲେ ଏବଂ ସଦାପ୍ରଭୁ ଯାହା ଆଜ୍ଞା ଦଇେଥିଲେ, ତାହା ଇଶ୍ରାୟେଲର ଲୋକମାନଙ୍କୁ କହିଲେ।
Isaiah 25:7
ସମସ୍ତ ଗୋଷ୍ଠୀମାନଙ୍କ ଉପ ରେ ଯେଉଁ ଓଢ଼ଣି ପଡ଼ିଅଛି ଓ ସର୍ବଦେଶୀଯମାନଙ୍କ ଉପ ରେ ଯେଉଁ ବସ୍ତୁର ଆବରଣ ରହିଛି ତାକୁ ସବୁ ସଦାପ୍ରଭୁ ଏହି ପର୍ବତ ରେ ବିନାଶ' କରିବେ।
Isaiah 29:18
ପୁଣି ସହେି ଦିନ ରେ ବଧିର ପୁସ୍ତକର ବାକ୍ଯ ଶୁଣିବ ଓ ଅନ୍ଧକାର ଏବଂ କୁହୁଡ଼ି ମଧିଅରେ ଅନ୍ଧ ଦେଖିବ।
Romans 11:25
ଭାଇ ଓ ଭଉଣୀମାନେ, ଏହି ନିଗୂଢ ସତ୍ଯ ବିଷୟ ରେ ତୁମ୍ଭମାନେେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଚା ହେଁ ନାହିଁ । ଏହି ସତ୍ଯ ତୁମ୍ଭମାନଙ୍କୁ ଜାଣିବା ରେ ସାହାୟ୍ଯ କରିବ ଯେ, ତୁମ୍ଭମାନେେ ସର୍ବଜ୍ଞ ନୁହଁ। ଏହି କଥା ସତ୍ଯ ଯେ, ଇଶ୍ରାୟେଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ଯ କରାଯାଇଛି। ଯେତବେେଳେ ପୂର୍ଣ ସଂଖ୍ଯକ ଅଣଯିହୂଦୀ ପରମେଶ୍ବରଙ୍କ ନିଜ ଲୋକ ହାଇେ ଯିବେ, ତା ହେଲେ ଏହି ସ୍ଥିତି ରେ ପରିବର୍ତ୍ତନ ଘଟିବ।
Romans 11:23
ଯିହୂଦୀମାନେ ଯଦି ପୁନଃ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି, ତା' ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରି ନବେେ। ସମାନଙ୍କେୁ ନିଜ ପୂର୍ବ ସ୍ଥାନ ଦବୋ ପାଇଁ ପରମେଶ୍ବର ସମର୍ଥ ହବେେ।
John 6:45
ଭାବବାଣୀ ରେ ଏହିପରି ଲଖାେ ଅଛି: 'ପରମେଶ୍ବର ଲୋକମାନଙ୍କୁ ଶିକ୍ଷା ଦବେେ।' ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା'ପରେ ମାେ ପାଖକୁ ସେ ଲୋକମାନେ ଆସନ୍ତି।
Hosea 3:4
ସହେିପରି ଭାବରେ ଇଶ୍ରାୟେଲର ଲୋକମାନେ ବିନା ରାଜା ଓ ନେତା ରେ ଦୀର୍ଘଦିନ ଚଳିବେ। ସମାନେେ ବଳିଦାନ କି ସ୍ମରଣାର୍ଥକ ପଥର ବିନା ରହିବେ। ସମାନେେ ଯାଜକିଯ ବସ୍ତ୍ର ବିନା ଓ ଗୃହ ମୂର୍ତ୍ତି ବିନା ରହିବେ।
Lamentations 3:40
ଆମ୍ଭମାନେେ ନିଜ ନିଜ ପଥ ଅନୁସନ୍ଧାନ ଓ ପରୀକ୍ଷା କରିବା ଓ ସଦାପ୍ରଭୁଙ୍କ ନିକଟକୁ ଫରେିବା।
Jeremiah 31:34
ପରମେଶ୍ବରଙ୍କୁ ଜାଣିବାକୁ ସମାନେେ ଆପଣା ଆପଣା ପ୍ରତିବେଶୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେ ହତେୁ ଆମ୍ଭେ ସମାନଙ୍କେର ଅପରାଧ କ୍ଷମା କରିବା ଓ ସମାନଙ୍କେର ପାପ ଆଉ ସ୍ମରଣ କରିବା ନାହିଁ।
Isaiah 54:13
ତୁମ୍ଭର ସନ୍ତାନମାନେ ସମସ୍ତେ ପରମେଶ୍ବରଙ୍କ ଦ୍ବାରା ଶିକ୍ଷିତ ହବେେ ଓ ସମାନଙ୍କେର ପରମ ଶାନ୍ତି ହବେ।
Deuteronomy 30:10
କକ୍ସ୍ଟନ୍ତକ୍ସ୍ଟ ତୁମ୍ଭମାନେେ ସଦାପ୍ରଭୁଙ୍କ ବ୍ଯବସ୍ଥା ପୁସ୍ତକର ସମସ୍ତ ନିଯମ ବିଧି ମାନି ଚଳିବାକକ୍ସ୍ଟ ପଡିବ। ତୁମ୍ଭେ ଆପଣା ସମସ୍ତ ହୃଦଯ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ନିକଟକକ୍ସ୍ଟ ଯବେେ ଫରେିଆସ।
Deuteronomy 4:30
ଯେତବେେଳେ ତୁମ୍ଭମାନେେ ବିପଦ ରେ ପଡିବ ଓ ଏହି ସମସ୍ତ ତୁମ୍ଭମାନଙ୍କର ଉପରେ ଘଟିବ ସେତବେେଳେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟକକ୍ସ୍ଟ ଫରେିବ ଓ ତାଙ୍କର ସମସ୍ତ ଅନକ୍ସ୍ଟଶାସନ ମାନିବ।