ଓଡ଼ିଆ
2 Kings 11:17 Image in Oriya
ତା'ପରେ ଯିହାୟୋଦାରଦା ସଦାପ୍ରଭୁ, ରାଜା ଓ ଲୋକମାନଙ୍କ ମଧିଅରେ ଏକ ଚୁକ୍ତି କଲେ। ଏହି ଚୁକ୍ତି ଅନୁସାରେ ରାଜା ଓ ଲୋକମାନେ ସଦାପ୍ରଭୁଙ୍କର ଲୋକ ହେଲେ। ପୁଣି ଯିହାୟୋଦାରଦା ରାଜା ଓ ଲୋକମାନଙ୍କ ପାଇଁ ଏକ ଚୁକ୍ତି କରି କହିଲେ ଯେ, ରାଜା ଲୋକମାନଙ୍କ ପାଇଁ ଯାହା କରିବେ ଓ ଲୋକମାନେ ରାଜାଙ୍କୁ ମାନିବେ ଓ ତାଙ୍କ ଅନୁଗାମୀ ହବେେ।