2 Kings 13
20 ଇଲୀଶାୟଙ୍କ ମୃତ୍ଯୁପରେ ଲୋକମାନେ ତାଙ୍କୁ କବର ଦେଲେ।
21 କେତକେ ଇଶ୍ରାୟେଲୀୟ ଜଣେ ମୃତବ୍ଯକ୍ତିକୁ କବର ଦେଉଥିବା ବେଳେ ସମାନେେ ମାୟୋବୀଯ ସୈନ୍ଯମାନଙ୍କୁ ନିକଟକୁ ଆସୁଥିବାର ଦେଖିଲେ। ତହୁଁ ସମାନେେ ଭୟ ରେ ସହେି ମୃତ ଶରୀରକୁ ଇଲୀଶାୟ କବର ଭିତ ରେ ପକାଇ ଦେଲେ ଏବଂ ଦୌଡି ପଳାଇଗଲେ। ସହେିମୃତ ବ୍ଯକ୍ତି ଇଲୀଶାୟଙ୍କ ଅସ୍ଥି ସ୍ପର୍ଶ କଲାମାତ୍ ରେ ଜୀବନ୍ତ ହାଇେ ନିଜ ଗୋଡ ରେ ଛିଡା ହେଲା।
20 And Elisha died, and they buried him. And the bands of the Moabites invaded the land at the coming in of the year.
21 And it came to pass, as they were burying a man, that, behold, they spied a band of men; and they cast the man into the sepulchre of Elisha: and when the man was let down, and touched the bones of Elisha, he revived, and stood up on his feet.
2 Kings 13 in Tamil and English
20 ଇଲୀଶାୟଙ୍କ ମୃତ୍ଯୁପରେ ଲୋକମାନେ ତାଙ୍କୁ କବର ଦେଲେ।
And Elisha died, and they buried him. And the bands of the Moabites invaded the land at the coming in of the year.
21 କେତକେ ଇଶ୍ରାୟେଲୀୟ ଜଣେ ମୃତବ୍ଯକ୍ତିକୁ କବର ଦେଉଥିବା ବେଳେ ସମାନେେ ମାୟୋବୀଯ ସୈନ୍ଯମାନଙ୍କୁ ନିକଟକୁ ଆସୁଥିବାର ଦେଖିଲେ। ତହୁଁ ସମାନେେ ଭୟ ରେ ସହେି ମୃତ ଶରୀରକୁ ଇଲୀଶାୟ କବର ଭିତ ରେ ପକାଇ ଦେଲେ ଏବଂ ଦୌଡି ପଳାଇଗଲେ। ସହେିମୃତ ବ୍ଯକ୍ତି ଇଲୀଶାୟଙ୍କ ଅସ୍ଥି ସ୍ପର୍ଶ କଲାମାତ୍ ରେ ଜୀବନ୍ତ ହାଇେ ନିଜ ଗୋଡ ରେ ଛିଡା ହେଲା।
And it came to pass, as they were burying a man, that, behold, they spied a band of men; and they cast the man into the sepulchre of Elisha: and when the man was let down, and touched the bones of Elisha, he revived, and stood up on his feet.